Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, January 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତକୁ ଆଟାକ କରିବା ପାଇଁ ପାକିସ୍ତାନ ...

  • ବୁଲେଟ୍ ଟ୍ରେନ୍ ପ୍ରକଳ୍ପ: ପ୍ରଥମ ସେକ୍ସନ ...

  • ଆଜି ଧରାପୃଷ୍ଠରେ ବିରାଜିଛନ୍ତି ...

  • ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ...

  • ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ...

  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ...

  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

  • ଶୀତଦିନେ ଏପରି କରନ୍ତୁ ମେକଅପ

Home ›› ››ଇସ୍ରାଏଲ ଏୟାର ଷ୍ଟ୍ରାଇକରେ ହେଜବୁଲ୍ଲା ମୁଖ୍ୟ ନସରଲ୍ଲା ମୃତ

ଇସ୍ରାଏଲ ଏୟାର ଷ୍ଟ୍ରାଇକରେ ହେଜବୁଲ୍ଲା ମୁଖ୍ୟ ନସରଲ୍ଲା ମୃତ

2024-09-28 20:11:47
15172
Share:
Facebook
Twitter
E-Mail
WhatsApp
Telegram
ଇସ୍ରାଏଲ ଏୟାର ଷ୍ଟ୍ରାଇକରେ ହେଜବୁଲ୍ଲା ମୁଖ୍ୟ ନସରଲ୍ଲା ମୃତ

ଇସ୍ରାଏଲ ସେନା କରୁଥିବା ଦାବିରେ ମୋହର ମାରିଛି ଲେବାନନର ବିଦ୍ରୋହୀ ସଂଗଠନ ହେଜବୁଲ୍ଲା। ଇସ୍ରାଏଲ ଦକ୍ଷିଣ ଲେବାନନରେ କରିଥିବା ଏୟାର ଷ୍ଟ୍ରାଇକରେ ସଂଗଠନର ମୁଖ୍ୟ ଶେଖ ହାସନ ନସରଲ୍ଲା  ପ୍ରାଣ ହରାଇଥିବା ହେଜବୁଲ୍ଲା ସ୍ପଷ୍ଟ କରିଛି। ଇସ୍ରାଏଲ ଶୁକ୍ରବାର ବେରୁତରେ ଏୟାର ଷ୍ଟ୍ରାଇକ୍ କରିଥିଲା, ଯାହା ପରେ ନସରଲ୍ଲାଙ୍କ ପାଖରେ ପହଞ୍ଚି ପାରିନଥିଲା। ଆକ୍ରମଣରେ ତାଙ୍କର ମୃତ୍ୟୁ ହୋଇଥିବା ଇସ୍ରାଏଲ ସେନା ଏହାକୁ ନିଶ୍ଚିତ କରିଥିଲା । ହେଜବୁଲ୍ଲା ଏକଥା ସ୍ୱୀକାର କରିବା ପୂର୍ବରୁ ଇସ୍ରାଏଲ ସେନା ପୂରା ଦୁନିଆକୁ ନସରଲ୍ଲାଙ୍କ ମୃତ୍ୟୁ ସମ୍ପର୍କରେ ସୂଚନା ଦେଇ ସାରିଥିଲା।

୬୪ ବର୍ଷୀୟ ନସରଲ୍ଲା ବେରୁଟ ସ୍ଥିତ ହେଜବୁଲ୍ଲାର ମୁଖ୍ୟାଳୟରେ ଥିବା ବେଳେ ଶୁକ୍ରବାର ଇସ୍ରାଏଲ ଏୟାର ଷ୍ଟ୍ରାଇକ କରିଥିଲା। ଏଥିରେ ନସରଲ୍ଲାଙ୍କ ସମେତ ହେଜବୁଲ୍ଲାର ଅନେକ ସଦସ୍ୟ ପ୍ରାଣ ହରାଇଛନ୍ତି। ତାଙ୍କ ମୃତ୍ୟୁ ସମ୍ପର୍କରେ ସୂଚନା ଦେଇ ହେଜବୁଲ୍ଲା ଗୋଟିଏ ବିବୃତି ଜାରି କରିଛି।

୩୨ ବର୍ଷ ଧରି ନସରଲ୍ଲା ହେଜବୁଲ୍ଲାର ନେତୃତ୍ୱ ନେଉଥିଲେ। ଏବେ ତାଙ୍କର ମୃତ୍ୟୁ ସଂଗଠନ ପାଇଁ ଶକ୍ତ ଝଟକା ସଦୃଶ ହୋଇଛି। ଇସ୍ରାଏଲ ୨୦୨୩ ଅକ୍ଟୋବର ୭ରୁ ଗାଜାରେ ହମାସ ସହ ଲଢ଼େଇ ଆରମ୍ଭ କରିଥିଲା। ଏହାର ଦିନକ ପରେ ଗାଜା ସମର୍ଥନରେ ହେଜବୁଲ୍ଲା ମଧ୍ୟ ଇସ୍ରାଏଲ ଉପରେ ଆକ୍ରମଣ କରିଥିଲା। ସେବଠାରୁ ଇସ୍ରାଏଲ ଓ ହେଜବୁଲ୍ଲା ମଧ୍ୟରେ ଚାଲିଥିବା ଲଢ଼େଇ ମଧ୍ୟରେ ଏବେ ସବୁଠାରୁ ବଡ଼ ବିପର୍ଯ୍ୟୟ ଘଟିଛି। ନସରଲ୍ଲା ପ୍ରାଣ ହରାଇଥିଲେ ହେଁ ହେଜବୁଲ୍ଲା ଗାଜା ଓ ପାଲେଷ୍ଟାଇନ ସପକ୍ଷରେ ଯୁଦ୍ଧ ଜାରି ରଖିବ। ଏଥିସହ ଲେବାନନ ଓ ଏହାର ଲୋକଙ୍କ ସୁରକ୍ଷା ପାଇଁ ମଧ୍ୟ ସଂଗଠନ ପଛ ଘୁଞ୍ଚା ଦେବ ନାହିଁ ବୋଲି କହିଛି।

Powered by Froala Editor

Tags NASRULAH

Related articles Odisha News Lens 4.1

  • ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ...
    ଦେଶ-ଦେଶାନ୍ତର

    ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ...

    15832
    Jan 22, 2026
  • ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ
    ଦେଶ-ଦେଶାନ୍ତର

    ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

    13659
    Jan 22, 2026
  • ବୁଲେଟ୍ ଟ୍ରେନ୍ ପ୍ରକଳ୍ପ: ପ୍ରଥମ ସେକ୍ସନ ସୁରଟରୁ ବିଲିମୋରା ରହିବ
    ଦେଶ-ଦେଶାନ୍ତର

    ବୁଲେଟ୍ ଟ୍ରେନ୍ ପ୍ରକଳ୍ପ: ପ୍ରଥମ ସେକ୍ସନ ସୁରଟରୁ ବିଲିମୋରା ରହିବ

    15301
    Jan 23, 2026
  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍
    ଦେଶ-ଦେଶାନ୍ତର

    ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

    14699
    Jan 21, 2026
  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ...
    ଦେଶ-ଦେଶାନ୍ତର

    ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ...

    15422
    Jan 22, 2026
  • ଶୀତଦିନେ ଏପରି କରନ୍ତୁ ମେକଅପ
    ବିଶେଷ

    ଶୀତଦିନେ ଏପରି କରନ୍ତୁ ମେକଅପ

    15497
    Jan 21, 2026
  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

    13750
    Jan 21, 2026
  • ଆଜି ଧରାପୃଷ୍ଠରେ ବିରାଜିଛନ୍ତି  ବିଦ୍ୟାଦାତ୍ରୀ ମା’ ସରସ୍ୱତୀ
    ବିଶେଷ

    ଆଜି ଧରାପୃଷ୍ଠରେ ବିରାଜିଛନ୍ତି ବିଦ୍ୟାଦାତ୍ରୀ ମା’ ସରସ୍ୱତୀ

    14851
    Jan 23, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ...
    ବାଣିଜ୍ୟ

    ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ...

    14593
    Jan 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

    14699
    Jan 21, 2026
  • ଦେଶ-ଦେଶାନ୍ତର

    ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ମାଡ୍ରାସ ହାଇକୋର୍ଟ

    15422
    Jan 22, 2026
  • ଦେଶ-ଦେଶାନ୍ତର

    ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ପ୍ରସ୍ତାବ ମାଗିଲେ ନିର୍ବାଚନ କମିଶନ

    15832
    Jan 22, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17313
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17382
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17726
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16202
    Apr 03, 2021

ବିଶେଷ

  • ଆଜି ଧରାପୃଷ୍ଠରେ ବିରାଜିଛନ୍ତି ବିଦ୍ୟାଦାତ୍ରୀ ମା’ ସରସ୍ୱତୀ

    14851
    Jan 23, 2026
  • ଶୀତଦିନେ ଏପରି କରନ୍ତୁ ମେକଅପ

    15497
    Jan 21, 2026
  • ସକାଳୁ ଖାଲି ପେଟରେ ଚା ପିଇବା ଦ୍ବାରା ହୋଇଥାଏ ଏହିସବୁ ସମସ୍ୟା

    16098
    Jan 19, 2026
  • ଅତ୍ୟଧିକ ମାତ୍ରାରେ ରସୁଣ ଖାଇବା ଶରୀର ପାଇଁ ହୋଇଥାଏ କ୍ଷତିକାରକ

    15762
    Jan 17, 2026
  • ଶୀତଦିନେ ଓଠ ଫାଟିବାର କାରଣ ଓ ନିରାକରଣ ଜାଣନ୍ତୁ.....

    16420
    Jan 16, 2026

ବାଣିଜ୍ୟ

ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

ଭୁବନେଶ୍ୱର: ସାମ୍ପ୍ରତିକ ସମୟର ବିଳମ୍ବିତ ରାତି, ଅଧିକ ଚାପ ଏବଂ ପୋଷଣ ହ୍ରାସ ଖାଦ୍ୟ ଯୁଗରେ ସବୁଠାରୁ ସୁସ୍ଥ କେଶ, ତ୍ୱଚା ଏବଂ ନଖ ମଧ୍ୟ ସେଗୁଡିକର ମଜଭୁତପଣ ହରାଇପାରେ । ଉପଭୋକ୍ତାମାନେ ସମାଧାନଗୁଡିକ ଭିତରେ ଅଧିକର ...

  • ୧.୪୦ ଲକ୍ଷ ଟପିଲା ସୁନା

    15723
    Jan 12, 2026
  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15474
    Jan 08, 2026
  • ଆଇଟିସି 'ଭିଟାମିନ୍ ଡି' ସହିତ ସନଫିଷ୍ଟ ମାରି ଲାଇଟ୍ ଶୁଭାରମ୍ଭ କରିଛି

    14439
    Jan 07, 2026
  • ୨୪ ଶହ ଟଙ୍କା ବଢ଼ିଲା ସୁନା

    14542
    Dec 23, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବୁଲେଟ୍ ଟ୍ରେନ୍ ପ୍ରକଳ୍ପ: ପ୍ରଥମ ସେକ୍ସନ ସୁରଟରୁ ବିଲିମୋରା ରହିବ

    15301
    Jan 23, 2026
  • ଆଜି ଧରାପୃଷ୍ଠରେ ବିରାଜିଛନ୍ତି ବିଦ୍ୟାଦାତ୍ରୀ ମା’ ସରସ୍ୱତୀ

    14851
    Jan 23, 2026
  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

    14699
    Jan 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In