Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, December 09, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଳାସପୂର୍ଣ୍ଣ କାର ନମ୍ବର ପାଇଁ ୨୭ଲକ୍ଷ ...

  • ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି ...

  • ଜନ୍ମଦିନରେ ସୋନିଆଙ୍କୁ ଲାଗିଲା ଶକ୍ତ ...

  • କାର୍ଯ୍ୟରତ ବ୍ୟକ୍ତି କିପରି ହୃଦରୋଗକୁ ...

  • ଧୂପକାଠି ଧୂଆଁ କରିଥାଏ ଏହି କ୍ଷତି....

  • ଜାପାନରେ ବଡ଼ ଭୂମିକମ୍ପ, ସୁନାମି ସତର୍କତା ...

  • ଲଞ୍ଚ ହେଲା ଟାଟା ସିଏରାର ଲାଟେଷ୍ଟ ମଡେଲ

  • ସିଏମ୍ ପଦ ପାଇଁ ୫୦୦ କୋଟି..., ବୟାନ ଦେଇ ...

  • ବିଗ୍‌ ବସ୍‌-୧୯ ବିଜେତା ଗୌରବ

  • ୟୁଡବ୍ଲୁ୍ଏ ଭୁବନେଶ୍ୱରରେ ପ୍ରମୁଖ ନୂଆ ...

ମନୋରଞ୍ଜନ
Home ›› ମନୋରଞ୍ଜନ ››୨ ଥର ଓସ୍କାର ବିଜୟିନୀ ମାଗି ସ୍ମିଥ୍‌ଙ୍କ ପରଲୋକ

୨ ଥର ଓସ୍କାର ବିଜୟିନୀ ମାଗି ସ୍ମିଥ୍‌ଙ୍କ ପରଲୋକ

2024-09-28 20:15:09
17184
Share:
Facebook
Twitter
E-Mail
WhatsApp
Telegram
୨ ଥର ଓସ୍କାର ବିଜୟିନୀ ମାଗି ସ୍ମିଥ୍‌ଙ୍କ ପରଲୋକ

ଓସ୍କାର ବିଜୟିନୀ ଅଭିନେତ୍ରୀ ମାଗି ସ୍ମିଥ୍‌ଙ୍କର ଶୁକ୍ରବାର ଲଣ୍ଡନର ଏକ ହସ୍ପିଟାଲରେ ପରଲୋକ ହୋଇଯାଇଛି। ତାଙ୍କୁ ୮୯ ବର୍ଷ ହୋଇଥିଲା। ସ୍ମିଥଙ୍କ ମୃତ୍ୟୁ ସମ୍ପର୍କରେ ତାଙ୍କର ଦୁଇ ପୁଅ ସୂଚନା ଦେଇଛନ୍ତି। ବ୍ରିଟିଶ ମଞ୍ଚ ଓ ସିନେମାର ଜଣେ ମହାନ ବ୍ୟକ୍ତିତ୍ୱର ପରିଚୟ ହାସଲ କରିଥିବା ସ୍ମିଥ ୨ ଥର ସମ୍ମାନଜନକ ଓସ୍କାର ପୁରସ୍କାର ଜିତିଥିଲେ।

ହାରି ପୋଟ୍ଟର ଫିଲ୍ମ ସିରିଜ୍‌ରେ ସେ ପ୍ରଫେସର ମାକ୍‌ଗୋନାଗାଲ ଭୂମିକାରେ ଅଭିନୟ କରିଥିଲେ। The Prime of Miss Jean Brodie ଚଳଚ୍ଚିତ୍ର ପାଇଁ ୧୯୬୯ରେ ସେ ଶ୍ରେଷ୍ଠ ଅଭିନେତ୍ରୀ ଭାବେ ଓସ୍କାର ପୁରସ୍କାର ପାଇଥିଲେ। ସେହିପରି ୧୯୭୮ରେ 'କାଲିଫର୍ନିଆ ସୁଟ୍' ପାଇଁ ତାଙ୍କୁ ସର୍ପୋଟିଂ ଅଭିନେତ୍ରୀ ଭାବେ ଓସ୍କାର ପ୍ରଦାନ କରାଯାଇଥିଲା।

୧୯୩୪ ମସିହାରେ ଜନ୍ମଗ୍ରହଣ କରିଥିବା ସ୍ମିଥ୍ ପ୍ଲେହାଉସ୍ ଥିଏଟରରେ ପ୍ରଥମେ ନିଜ କ୍ୟାରିୟର୍ ଆରମ୍ଭ କରିଥିଲେ। ୧୯୫୮ରେ ସେ ପ୍ରଥମଥର ପାଇଁ ସିନେମାରେ ସୁଯୋଗ ପାଇଥିଲେ। ସେଥ୍ ହୋଲ୍ଟଙ୍କ ଥ୍ରୀଲର 'ନୋହେର୍ ଟୁ ଗୋ'ରେ ତାଙ୍କୁ ପ୍ରଥମେ ସୁଯୋଗ ମିଳିଥିଲା। ସ୍ମିଥ ଅନ୍ୟତମ ଅଭିନେତା ରବର୍ଟ ଷ୍ଟେଫେନ୍ସକୁ ୧୯୬୭ରେ ବିବାହ କରିଥିଲେ। ଖ୍ରୀଷ୍ଟଫର ଓ ଟୋବେ ନାମରେ ସେମାନଙ୍କର ଦୁଇ ଜଣ ପୁଅ ରହିଛନ୍ତ। କିନ୍ତୁ ୧୯୭୫ରେ ସ୍ମିଥ ଓ ରବର୍ଟଙ୍କ ମଧ୍ୟରେ ଛାଡ଼ପତ୍ର ହୋଇଯାଇଥିଲା। ସେହି ବର୍ଷ ସ୍ମିଥ ଲେଖକ ବେଭରେଲୀ କ୍ରସଙ୍କୁ ବିବାହ କରିଥିଲେ। ବୟସ ଜନିତ ଅସୁସ୍ଥତା କାରଣରୁ ଗୋଟିଏ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା।ସେଠାରେ ସେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି।


Powered by Froala Editor

Tags maggie

Related articles Odisha News Lens 4.1

  • ୟୁଡବ୍ଲୁ୍ଏ ଭୁବନେଶ୍ୱରରେ ପ୍ରମୁଖ ନୂଆ ସହଭାଗିତା ସହିତ ବୈଶ୍ୱିକ ଗତିଶୀଳତା ଜରିଆରେ ...
    ବାଣିଜ୍ୟ

    ୟୁଡବ୍ଲୁ୍ଏ ଭୁବନେଶ୍ୱରରେ ପ୍ରମୁଖ ନୂଆ ସହଭାଗିତା ସହିତ ବୈଶ୍ୱିକ ଗତିଶୀଳତା ଜରିଆରେ ...

    14931
    Dec 08, 2025
  • ଜନ୍ମଦିନରେ ସୋନିଆଙ୍କୁ ଲାଗିଲା ଶକ୍ତ ଝଟକା, ନାଗରିକତା ଉପରେ ପ୍ରଶ୍ନ ଉଠାଇଲେ କୋର୍ଟ
    ଦେଶ-ଦେଶାନ୍ତର

    ଜନ୍ମଦିନରେ ସୋନିଆଙ୍କୁ ଲାଗିଲା ଶକ୍ତ ଝଟକା, ନାଗରିକତା ଉପରେ ପ୍ରଶ୍ନ ଉଠାଇଲେ କୋର୍ଟ

    15147
    Dec 09, 2025
  • କାର୍ଯ୍ୟରତ ବ୍ୟକ୍ତି କିପରି ହୃଦରୋଗକୁ କରିବେ ନିୟନ୍ତ୍ରଣ ଜାଣନ୍ତୁ......
    ବିଶେଷ

    କାର୍ଯ୍ୟରତ ବ୍ୟକ୍ତି କିପରି ହୃଦରୋଗକୁ କରିବେ ନିୟନ୍ତ୍ରଣ ଜାଣନ୍ତୁ......

    15580
    Dec 09, 2025
  • ସିଏମ୍ ପଦ ପାଇଁ ୫୦୦ କୋଟି..., ବୟାନ ଦେଇ ନଭଜୋତ କୌର ନିଲମ୍ବିତ
    ଦେଶ-ଦେଶାନ୍ତର

    ସିଏମ୍ ପଦ ପାଇଁ ୫୦୦ କୋଟି..., ବୟାନ ଦେଇ ନଭଜୋତ କୌର ନିଲମ୍ବିତ

    14385
    Dec 08, 2025
  • ଲଞ୍ଚ ହେଲା ଟାଟା ସିଏରାର ଲାଟେଷ୍ଟ ମଡେଲ
    ବାଣିଜ୍ୟ

    ଲଞ୍ଚ ହେଲା ଟାଟା ସିଏରାର ଲାଟେଷ୍ଟ ମଡେଲ

    15636
    Dec 08, 2025
  • ଜାପାନରେ ବଡ଼ ଭୂମିକମ୍ପ, ସୁନାମି ସତର୍କତା ଜାରି
    ଦେଶ-ଦେଶାନ୍ତର

    ଜାପାନରେ ବଡ଼ ଭୂମିକମ୍ପ, ସୁନାମି ସତର୍କତା ଜାରି

    15560
    Dec 08, 2025
  • ଧୂପକାଠି ଧୂଆଁ କରିଥାଏ ଏହି କ୍ଷତି....
    ବିଶେଷ

    ଧୂପକାଠି ଧୂଆଁ କରିଥାଏ ଏହି କ୍ଷତି....

    13433
    Dec 09, 2025
  • ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି ଆଲୋଚନା ବୁଧୁବାର
    ଦେଶ-ଦେଶାନ୍ତର

    ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି ଆଲୋଚନା ବୁଧୁବାର

    15438
    Dec 09, 2025
  • ବିଳାସପୂର୍ଣ୍ଣ କାର ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମି
    ଦେଶ-ଦେଶାନ୍ତର

    ବିଳାସପୂର୍ଣ୍ଣ କାର ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମି

    14499
    Dec 09, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜାପାନରେ ବଡ଼ ଭୂମିକମ୍ପ, ସୁନାମି ସତର୍କତା ଜାରି

    15560
    Dec 08, 2025
  • ବାଣିଜ୍ୟ

    ୟୁଡବ୍ଲୁ୍ଏ ଭୁବନେଶ୍ୱରରେ ପ୍ରମୁଖ ନୂଆ ସହଭାଗିତା ସହିତ ବୈଶ୍ୱିକ ଗତିଶୀଳତା ଜରିଆରେ ଆନ୍ତଃପିଢିଗତ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ...

    14931
    Dec 08, 2025
  • ଦେଶ-ଦେଶାନ୍ତର

    ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି ଆଲୋଚନା ବୁଧୁବାର

    15438
    Dec 09, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17054
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17148
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17492
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15966
    Apr 03, 2021

ବିଶେଷ

  • କାର୍ଯ୍ୟରତ ବ୍ୟକ୍ତି କିପରି ହୃଦରୋଗକୁ କରିବେ ନିୟନ୍ତ୍ରଣ ଜାଣନ୍ତୁ......

    15580
    Dec 09, 2025
  • ଧୂପକାଠି ଧୂଆଁ କରିଥାଏ ଏହି କ୍ଷତି....

    13433
    Dec 09, 2025
  • ଚିନି ସ୍ୱାସ୍ଥ୍ୟ ପାଇଁ କାହିଁକି କ୍ଷତିକାରକ ହୋଇଥାଏ ଜାଣନ୍ତୁ...

    15753
    Dec 08, 2025
  • ରାତିରେ ଶୋଇବା ପୂର୍ବରୁ କେତେବେଳେ ପଇବେ ପାଣି

    15825
    Dec 06, 2025
  • କଦଳୀ ଚୋପାରେ ଲୁଚି ରହିଛି ମହିଳାଙ୍କ ସୌନ୍ଦର୍ଯ୍ୟ

    15694
    Dec 05, 2025

ବାଣିଜ୍ୟ

ଲଞ୍ଚ ହେଲା ଟାଟା ସିଏରାର ଲାଟେଷ୍ଟ ମଡେଲ

ଟାଟା ମୋଟର୍ସ ସିଏରାର ୨୪ ପ୍ରକାର ମଡେଲ ଲଞ୍ଚ ହୋଇଛି । ଟାଟା ସିଏରାର ଏକ୍ସ-ଶୋରୁମ୍ ମୂଲ୍ୟ ୧୧.୪୯ ଲକ୍ଷରୁ ଆରମ୍ଭ ହୋଇ ୧୮.୪୯ ଲକ୍ଷ ପର୍ଯ୍ୟନ୍ତ ରହିଛି। ଟାଟା ସିଏରା ୫-ସିଟ୍ ବିଶିଷ୍ଟ ମଡେଲ ଭାରତୀୟ ବଜାରରେ ଲଞ୍ଚ୍ ହୋଇଥିଲା। ଲଞ୍ଚ୍ ସମୟରେ କେବଳ ସିଏରାର ମୂଳ ମଡେଲର ମୂଲ୍ୟ ପ୍ରକାଶ କରାଯାଇଥିଲା। ଏବେ ୨୪ ପ୍ରକାର ମଡ ...

  • ୟୁଡବ୍ଲୁ୍ଏ ଭୁବନେଶ୍ୱରରେ ପ୍ରମୁଖ ନୂଆ ସହଭାଗିତା ସହିତ ବୈଶ୍ୱିକ ଗତିଶୀଳତା ଜରିଆରେ ଆନ୍ତଃପିଢିଗତ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ଆଗକୁ ବଢାଉଛି

    14931
    Dec 08, 2025
  • ଏସଏସ୍‌ଆଇ ପକ୍ଷରୁ ୧୫୦ ଯୁବ ଆଥ୍‌ଲେଟଙ୍କ ପାଇଁ କଳିଙ୍ଗ ଷ୍ଟାଡିୟମ୍‌ରେ ପ୍ରଥମ ବୋନ୍‌ ମିନେରାଲ ଡେନ୍‌ସିଟି କ୍ୟାମ୍ପ ଆୟୋଜିତ

    14230
    Dec 06, 2025
  • ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ କାର୍ଯ୍ୟକ୍ରମ ଆୟୋଜିତ

    14820
    Nov 20, 2025
  • ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

    15054
    Nov 15, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଲଞ୍ଚ ହେଲା ଟାଟା ସିଏରାର ଲାଟେଷ୍ଟ ମଡେଲ

    15636
    Dec 08, 2025
  • ଜନ୍ମଦିନରେ ସୋନିଆଙ୍କୁ ଲାଗିଲା ଶକ୍ତ ଝଟକା, ନାଗରିକତା ଉପରେ ପ୍ରଶ୍ନ ଉଠାଇଲେ କୋର୍ଟ

    15147
    Dec 09, 2025
  • ବିଗ୍‌ ବସ୍‌-୧୯ ବିଜେତା ଗୌରବ

    15530
    Dec 08, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In