Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, April 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ...

  • କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା

  • ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ...

  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ...

  • ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ...

  • ଇରାନ ଏବଂ ଆମେରିକା ମଧ୍ୟରେ ଅଚଳାବସ୍ଥା, ...

  • ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ

  • ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର

  • ‘ମହାବତାର ପର୍ଶୁରାମ’ର ପୋଷ୍ଟର ରିଲିଜ୍

  • ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷ ଫଲୋଅର୍ସ, ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଲେହ ଲଦାଖରେ ଭୂକମ୍ପ, କ୍ଷୟକ୍ଷତି ହୋଇନଥିବା ସୂଚନା

ଲେହ ଲଦାଖରେ ଭୂକମ୍ପ, କ୍ଷୟକ୍ଷତି ହୋଇନଥିବା ସୂଚନା

2021-06-28 07:44:51
13664
Share:
Facebook
Twitter
E-Mail
WhatsApp
Telegram
ଲେହ ଲଦାଖରେ ଭୂକମ୍ପ, କ୍ଷୟକ୍ଷତି ହୋଇନଥିବା ସୂଚନା

ଲଦାଖ ଲେହରେ ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ମାତ୍ରା ୪.୬ ରହିଥିବା ଜାତୀୟ ଭୂକମ୍ପ ପରିମାପ କେନ୍ଦ୍ର ପକ୍ଷରୁ କୁହାଯାଇଛି । ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ୍) ଅନୁଯାୟୀ, ସକାଳ ପ୍ରାୟ ୬.୧୦ରେ ଏହି କମ୍ପନ ଅନୁଭୂତ ହୋଇଥିଲା । ୧୮କିଲୋମିଟର ଗଭୀରରେ ଏହି ଭୂକମ୍ପ ଅନୁଭୂତ ହୋଇଥିବା ସୂଚନା ରହିଛି । ତେବେ ବର୍ତ୍ତମାନ ସୁଦ୍ଧା କୌଣସି ଧନ, ଜୀବନ କିମ୍ବା ସମ୍ପତ୍ତି କ୍ଷୟକ୍ଷତି ନେଇ ଖବର ଆସିନି । ସୂଚନାଯୋଗ୍ୟ ଯେ, କିଛିଦିନ ହେଲା ଦେଶର ଉତ୍ତର ଓ ଉତ୍ତର ପୂର୍ବ ରାଜ୍ୟଗୁଡିକରେ କ୍ରମାଗତ ଭାବରେ ଭୂକମ୍ପନ ଅନୁଭୂତ ହେବାରେ ଲାଗିଛି।  

Powered by Froala Editor

Tags earthquake leha

Related articles Odisha News Lens 4.1

  • ‘ମହାବତାର ପର୍ଶୁରାମ’ର ପୋଷ୍ଟର ରିଲିଜ୍
    ମନୋରଞ୍ଜନ

    ‘ମହାବତାର ପର୍ଶୁରାମ’ର ପୋଷ୍ଟର ରିଲିଜ୍

    14095
    Apr 20, 2026
  • ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ମାଡ଼
    ଦେଶ-ଦେଶାନ୍ତର

    ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ମାଡ଼

    15137
    Apr 21, 2026
  • ଇରାନ ଏବଂ ଆମେରିକା ମଧ୍ୟରେ ଅଚଳାବସ୍ଥା, ବୃଦ୍ଧି ପାଇଲା ତୈଳ ଦର
    ଦେଶ-ଦେଶାନ୍ତର

    ଇରାନ ଏବଂ ଆମେରିକା ମଧ୍ୟରେ ଅଚଳାବସ୍ଥା, ବୃଦ୍ଧି ପାଇଲା ତୈଳ ଦର

    14525
    Apr 20, 2026
  • କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା
    ଦେଶ-ଦେଶାନ୍ତର

    କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା

    13865
    Apr 21, 2026
  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ
    ବିଶେଷ

    ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ

    14131
    Apr 21, 2026
  • ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ସମ୍ବିଧାନ ବିରୋଧୀ କହିଲେ ଅଖିଳେଶ
    ଦେଶ-ଦେଶାନ୍ତର

    ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ସମ୍ବିଧାନ ବିରୋଧୀ କହିଲେ ଅଖିଳେଶ

    13298
    Apr 21, 2026
  • ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ
    ଦେଶ-ଦେଶାନ୍ତର

    ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ

    13653
    Apr 20, 2026
  • ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର
    ଦେଶ-ଦେଶାନ୍ତର

    ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର

    15043
    Apr 20, 2026
  • ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ସବୁଠାରୁ ବଡ଼ ସୁଯୋଗ ହରାଇଲି
    ଦେଶ-ଦେଶାନ୍ତର

    ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ସବୁଠାରୁ ବଡ଼ ସୁଯୋଗ ହରାଇଲି

    15688
    Apr 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର

    15043
    Apr 20, 2026
  • ମନୋରଞ୍ଜନ

    ‘ମହାବତାର ପର୍ଶୁରାମ’ର ପୋଷ୍ଟର ରିଲିଜ୍

    14095
    Apr 20, 2026
  • ଦେଶ-ଦେଶାନ୍ତର

    ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ମାଡ଼

    15137
    Apr 21, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17427
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17481
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17839
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16309
    Apr 03, 2021

ବିଶେଷ

  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ

    14131
    Apr 21, 2026
  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13653
    Apr 20, 2026
  • ଅସ୍ଥି ମଜଭୁତ କରେ ଖଜୁରି

    16149
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15845
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16201
    Apr 12, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15346
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15077
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15579
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13877
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ସମ୍ବିଧାନ ବିରୋଧୀ କହିଲେ ଅଖିଳେଶ

    13298
    Apr 21, 2026
  • କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା

    13865
    Apr 21, 2026
  • ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର

    15043
    Apr 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In