Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, September 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସାଧାରଣ କାର୍ଯ୍ୟକର୍ତ୍ତା ଭାବେ ସାଧାରଣ ...

  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ...

  • ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ...

  • ମହାନନ୍ଦ ଏକ୍ସପ୍ରେସର ଇଞ୍ଜିନ ସମେତ ...

  • ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ...

  • ବସ୍ ପ୍ରତି ୪୦ ବର୍ଷର ଭଲପାଇବା, ଭାବବିହ୍ୱଳ ...

  • ନଦୀ ସଫା କରିଥିବା ବିଟ୍ଟୁ ତବାହୀଙ୍କୁ ...

  • ଜୋହେରୀ ମୋଲା ପିନ୍ଧିଲେ ବିଶ୍ବ ସୁନ୍ଦରୀ ...

  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ...

  • ଧନବାଦର ଶିକ୍ଷୟିତ୍ରୀ ମୁନମୁନ ...

ବିଶେଷ
Home ›› ବିଶେଷ ››ପିଲାଙ୍କୁ ବୃଦ୍ଧିମାନ କିପରି କରିବେ ଜାଣନ୍ତୁ.....

ପିଲାଙ୍କୁ ବୃଦ୍ଧିମାନ କିପରି କରିବେ ଜାଣନ୍ତୁ.....

2024-10-03 11:50:02
14918
Share:
Facebook
Twitter
E-Mail
WhatsApp
Telegram
ପିଲାଙ୍କୁ ବୃଦ୍ଧିମାନ କିପରି କରିବେ ଜାଣନ୍ତୁ.....

ପ୍ରତ୍ୟେକ ମାତା ପିତା ଚାହାଁନ୍ତି ଯେ ସେମାନଙ୍କର ପିଲାମାନେ ସ୍ମାର୍ଟ, ବୃଦ୍ଧିମାନ ଏବଂ ମାନସିକ ସ୍ତରରେ ବହୁତ ଶକ୍ତିଶାଳୀ ହୁଅନ୍ତୁ। ପିଲାମାନେ କ୍ଲାସରୁମରୁ ଆରମ୍ଭ କରି ସବୁ କ୍ଷେତ୍ରରେ ପ୍ରଥମ ଆସନ୍ତୁ ବୋଲି ଅଭିଭାବକମାନେ ଭାବନ୍ତି। ଏଥିପାଇଁ ସେମାନଙ୍କୁ ମାନସିକ ସ୍ତରରେ ତୀକ୍ଷ୍ଣ କରିବାକୁ ପିତାମାତା ଅନେକ ପଦ୍ଧତି ଆପଣାଇଥାନ୍ତି। ସୁସ୍ଥ ଖାଦ୍ୟ, ଭଲ ପୋଷଣ ଦିଅନ୍ତି। ତଥାପି ଏହି ଦ୍ରୁତ ଗତିଶୀଳ ଦୁନିଆରେ ଯଦି ଆପଣଙ୍କ ପିଲା ସବୁ କ୍ଷେତ୍ରରେ ସଫଳତା ପାଉ ବୋଲି ଚାହୁଁଛନ୍ତି ତେବେ କିଛି ଜିନିଷ ପ୍ରତି ଧ୍ୟାନ ଦେବା ଜରୁରୀ, ଏବଂ ପିଲାଙ୍କୁ ଉଚିତ ଶିକ୍ଷା, କୌଶଳ କ୍ଷେତ୍ରରେ ବିକାଶ କରିବାକୁ ପଡିବ। ଆସନ୍ତୁ ଜାଣିବା ପିଲାଙ୍କୁ ବୃଦ୍ଧିମାନ କିପରି କରିପାରିବେ।

ଯଦି ଆପଣ ଚାହାଁନ୍ତି ଆପଣଙ୍କ ପିଲା ମାନସିକ ସ୍ତରରେ ବୃଦ୍ଧିମାନ ଏବଂ ସ୍ମାର୍ଟ ହୁଅନ୍ତୁ, ତେବେ ତାଙ୍କୁ ଖୋଲାଖୋଲି ଭାବରେ କଥା ହେବାକୁ ଉତ୍ସାହିତ କରନ୍ତୁ। ସେମାନଙ୍କୁ ଭାବନାକୁ ଜାଣିବା ଏବଂ ପ୍ରକାଶ କରିବାରେ ସାହାଯ୍ୟ କରନ୍ତୁ। ପିଲାମାନଙ୍କୁ ସେମାନଙ୍କ ଭାବନା ଉପରେ ନିୟନ୍ତ୍ରଣ କରିବାକୁ ଶିଖାନ୍ତୁ। ଚାପକୁ ପରିଚାଳନା କରିବା ପାଇଁ ଗଭୀର ନିଶ୍ୱାସ ଏବଂ ମନୋବୃତ୍ତି ବିଷୟରେ ଶିକ୍ଷା ଦିଅନ୍ତୁ।
କିଛି ସମସ୍ୟା ଆସିଲେ ଦୂରେଇ ଯିବା ପରିବର୍ତ୍ତେ ପିଲାଙ୍କୁ ତାହାର ସାମ୍ନା କରିବା ଓ ସମାଧାନ କରିବାକୁ ଶିଖାନ୍ତୁ। ଏହାଦ୍ୱାରା ସେମାନଙ୍କ ବାଟରେ ଆସୁଥିବା ପ୍ରତିବନ୍ଧକକୁ ଦୂର କରିବାରେ ସକ୍ଷମ ହେବେ। ସମାଲୋଚନାକାରୀ ଚିନ୍ତାଧାରା ଏବଂ ସୃଜନଶୀଳତାକୁ ପ୍ରୋତ୍ସାହିତ କରନ୍ତୁ। ଯାହା ଦ୍ୱାରା ସେମାନେ ସାହାସ ସହିତ ବାଧାବିଘ୍ନକୁ ଦୂର କରିପାରିବେ।
ନିଜର ପିଲାମାଙ୍କୁ ସେମାନଙ୍କର ନକାରାତ୍ମକ ଚିନ୍ତାଧାରାକୁ ପରିବର୍ତ୍ତନ କରିବା ପାଇଁ ଉତ୍ସାହିତ କରନ୍ତୁ। ବାଧାବିଘ୍ନ ଆସିଲେ ବୁଝିବିଚାରି ଏବଂ ସକାରାତ୍ମକ ଚିନ୍ତାଧାରାକୁ ପ୍ରୋତ୍ସାହିତ କରନ୍ତୁ। ପିଲାଙ୍କ ଭିତରେ ଆଶାବାଦୀ ଚିନ୍ତାଧାରା ବିକାଶ ହେଲେ ସେମାନେ ଜୀବନର ପ୍ରତ୍ୟେକ ଉତ୍ଥାନକୁ ଭଲ ଭାବରେ ସାମ୍ନା କରିବାରେ ସମର୍ଥ ହେବେ।
ପିଲାଙ୍କୁ ମାନସିକ ସ୍ତରରେ ବୃଦ୍ଧିମାନ କରିବା ପାଇଁ ପରିବାରରେ ମିଳାମିଶା କରିବା ଏବଂ କିଛି ଖେଳପୂର୍ଣ୍ଣ ବାତାବରଣ ପ୍ରସ୍ତୁତ କରନ୍ତୁ। ପରିବାର ସହିତ ସେମାନଙ୍କୁ ନେଇ ବାହାରକୁ ବୁଲିବାକୁ ଯାଆନ୍ତୁ।
ଶରୀର ଏବଂ ମନ ମଧ୍ୟରେ ସଠିକ୍‌‌ ଭାବେ ସମନ୍ୱୟ ରକ୍ଷା କରିବାକ ପିଲାମାନେ ଶାରିରୀକ ବ୍ୟାୟାମ କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହାଦ୍ୱାରା ଉନ୍ନତ ମାନସିକ ଏବଂ ଶାରୀରିକ ଅଭିବୃଦ୍ଧି ଘଟିଥାଏ। ମାନସିକ ଶକ୍ତି ବଢିବା ପାଇଁ ବ୍ୟାୟାମ ଅତ୍ୟନ୍ତ ଜରୁରୀ। ପ୍ରତ୍ୟେକ ଦିନ ପିଲାମାନେ କିଛି ସମୟ ବ୍ୟାୟାମ କରିଲେ ବୌଦ୍ଧିକ ଶକ୍ତି, ଭାବପ୍ରବଣତା ନିୟନ୍ତ୍ରଣ, ଶାରୀରିକ ସ୍ୱାସ୍ଥ୍ୟ ଇତ୍ୟାଦିରେ ଉନ୍ନତି କରିଥାଏ।
ପିଲାମାନଙ୍କ ସ୍କୁଲରେ ହେଉ କିମ୍ବା ଅନ୍ୟ କେଉଁଠି ସବୁବେଳେ ପ୍ରତିଯୋଗିତାରେ ଭାଗ ନେବାକୁ ଉତ୍ସାହିତ କରାନ୍ତୁ। ଏହାଦ୍ୱାରା ସେମାନଙ୍କ ମଧ୍ୟରେ ଆତ୍ମବିଶ୍ୱାସ ବଢିଥାଏ। ଏହାସହିତ ଯେକୌଣସି କାର୍ୟ୍ୟ କରିବାକୁ ସେମାନେ ଇଚ୍ଛା କଲେ ପର୍ୟ୍ୟାପ୍ତ ସୁଯୋଗ ଦିଅନ୍ତୁ। କିଛି ଭୁଲରୁ ସେମାନେ ଶିଖିବା ସହିତ ଦାୟିତ୍ୱବାନ ହେବେ।

Powered by Froala Editor

Tags Child

Related articles Odisha News Lens 4.1

  • ସାଧାରଣ କାର୍ଯ୍ୟକର୍ତ୍ତା ଭାବେ ସାଧାରଣ ଲୋକଙ୍କ ପାଇଁ ମନ ପ୍ରାଣ ଦେଇ କାର୍ଯ୍ୟ କରିବା: ...
    ରାଜନୀତି

    ସାଧାରଣ କାର୍ଯ୍ୟକର୍ତ୍ତା ଭାବେ ସାଧାରଣ ଲୋକଙ୍କ ପାଇଁ ମନ ପ୍ରାଣ ଦେଇ କାର୍ଯ୍ୟ କରିବା: ...

    15464
    Sep 06, 2026
  • ବସ୍ ପ୍ରତି ୪୦ ବର୍ଷର ଭଲପାଇବା, ଭାବବିହ୍ୱଳ ଦୃଶ୍ୟ
    ଦେଶ-ଦେଶାନ୍ତର

    ବସ୍ ପ୍ରତି ୪୦ ବର୍ଷର ଭଲପାଇବା, ଭାବବିହ୍ୱଳ ଦୃଶ୍ୟ

    14701
    Sep 06, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର
    ବିଶେଷ

    ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14130
    Sep 06, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ...
    ବାଣିଜ୍ୟ

    ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ...

    14660
    Sep 06, 2026
  • ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ
    ଦେଶ-ଦେଶାନ୍ତର

    ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ

    15418
    Sep 05, 2026
  • ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ପ୍ରଣାଳୀ କ୍ରୟ କରିବ ଭାରତ
    ଦେଶ-ଦେଶାନ୍ତର

    ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ପ୍ରଣାଳୀ କ୍ରୟ କରିବ ଭାରତ

    13895
    Sep 06, 2026
  • ଜୋହେରୀ ମୋଲା ପିନ୍ଧିଲେ ବିଶ୍ବ ସୁନ୍ଦରୀ ୨୦୨୬ ମୁକୁଟ
    ଦେଶ-ଦେଶାନ୍ତର

    ଜୋହେରୀ ମୋଲା ପିନ୍ଧିଲେ ବିଶ୍ବ ସୁନ୍ଦରୀ ୨୦୨୬ ମୁକୁଟ

    14325
    Sep 06, 2026
  • ନଦୀ ସଫା କରିଥିବା ବିଟ୍ଟୁ ତବାହୀଙ୍କୁ ମିଳିଲା ବିଦେଶ ଚାକିରି ଅଫର୍
    ଦେଶ-ଦେଶାନ୍ତର

    ନଦୀ ସଫା କରିଥିବା ବିଟ୍ଟୁ ତବାହୀଙ୍କୁ ମିଳିଲା ବିଦେଶ ଚାକିରି ଅଫର୍

    14999
    Sep 06, 2026
  • ମହାନନ୍ଦ ଏକ୍ସପ୍ରେସର ଇଞ୍ଜିନ ସମେତ ଦୁଇଟି ଜେନେରାଲ୍ କୋଚ୍ ଲାଇନଚ୍ୟୁତ
    ଦେଶ-ଦେଶାନ୍ତର

    ମହାନନ୍ଦ ଏକ୍ସପ୍ରେସର ଇଞ୍ଜିନ ସମେତ ଦୁଇଟି ଜେନେରାଲ୍ କୋଚ୍ ଲାଇନଚ୍ୟୁତ

    14734
    Sep 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବସ୍ ପ୍ରତି ୪୦ ବର୍ଷର ଭଲପାଇବା, ଭାବବିହ୍ୱଳ ଦୃଶ୍ୟ

    14701
    Sep 06, 2026
  • ଦେଶ-ଦେଶାନ୍ତର

    ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ

    15418
    Sep 05, 2026
  • ଦେଶ-ଦେଶାନ୍ତର

    ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ପ୍ରଣାଳୀ କ୍ରୟ କରିବ ଭାରତ

    13895
    Sep 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17078
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17738
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17744
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18149
    Sep 06, 2023

ବିଶେଷ

  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14130
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13761
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14564
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14869
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14822
    Aug 27, 2026

ବାଣିଜ୍ୟ

ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

ଭୁବନେଶ୍ୱର: ଦି ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ କମ୍ପାନୀ ସେକ୍ରେଟାରିଜ୍‌ ଅଫ୍‌ ଇଣ୍ଡିଆ ପକ୍ଷରୁ ଭୁବନେଶ୍ୱର, ଓଡ଼ିଶାରେ “ନେକ୍ସଟ୍‌ଜେନ ସିଏସ୍‌- କାଟାଲିଷ୍ଟ ଅଫ୍‌ ଗ୍ ...

  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14976
    Sep 03, 2026
  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    14069
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14594
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15461
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ପ୍ରଣାଳୀ କ୍ରୟ କରିବ ଭାରତ

    13895
    Sep 06, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    14660
    Sep 06, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14130
    Sep 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In