Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ ...

  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ...

  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ...

  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ...

  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ ...

  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ...

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା

  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ...

Home ›› ››ଅତ୍ୟଧିକ ଲୁଣ ଖାଇଲେ ମାଡି଼ବସେ ଏକାଧିକ ରୋଗ

ଅତ୍ୟଧିକ ଲୁଣ ଖାଇଲେ ମାଡି଼ବସେ ଏକାଧିକ ରୋଗ

2024-10-04 12:28:52
16230
Share:
Facebook
Twitter
E-Mail
WhatsApp
Telegram
ଅତ୍ୟଧିକ ଲୁଣ ଖାଇଲେ ମାଡି଼ବସେ ଏକାଧିକ ରୋଗ

ଲୁଣ ବିନା ଖାଦ୍ୟ ସ୍ୱାଦହୀନ। କିନ୍ତୁ ସ୍ୱାଦ ପାଇଁ ଯେ ଲୁଣ ହାନିକାରକ, ତାହା ଜାଣି ମଧ୍ୟ ଅନେକ ଅସଚେତନ। ଅତ୍ୟଧିକ ଲୁଣ ଖାଇବା ଦ୍ୱାରା ଏକାଧିକ ରୋଗ ମାଡି଼ବସେ। ଫାଷ୍ଟଫୁଡ୍ ଏବଂ ଜଙ୍କ ଫୁଡରେ ଅତ୍ୟଧିକ ସୋଡିୟମ୍ ଥାଏ। ଅତ୍ୟଧିକ ସୋଡିୟମ ମିଶ୍ରିତ ଖାଦ୍ୟ ଖାଇବା ଦ୍ୱାରା କିଡନୀ, ଗ୍ୟାଷ୍ଟ୍ରିକ୍, କର୍କଟ ଏବଂ ମୋଟାପଣ ଭଲି ଅନେକ ସ୍ୱାସ୍ଥ୍ୟ ସମସ୍ୟା ହୋଇପାରେ। ଏନେଇ ବୈଜ୍ଞାନିକଙ୍କ ଅନୁଧ୍ୟାନ କଣ କହୁଛି, ଜାଣନ୍ତୁ...

ଅତ୍ୟଧିକ ସୋଡିୟମ୍ କାହିଁକି ବିପଜ୍ଜନକ?
ଆମେରିକାର ସାନ ଫ୍ରାନ୍ସିସ୍କୋ, କାଲିଫର୍ନିଆ ୟୁନିଭରସିଟି ଦ୍ୱାରା କରାଯାଇଥିବା ଏକ ଅନୁଧ୍ୟାନରୁ ଜଣାପଡିଛି ଯେ, ପ୍ରତିଦିନ ନିର୍ଦ୍ଧାରିତ ପରିମାଣଠାରୁ ଏକ ଗ୍ରାମ ଅଧିକ ଲୁଣ ଖାଇବା ଦ୍ୱାରା ଏକଜିମା ହେବାର ଆଶଙ୍କା ୨୨ ପ୍ରତିଶତ ବଢିପାରେ। ଏଥିରେ ଚର୍ମ ଶୁଷ୍କ ଏବଂ ଫୁଲିଯାଇଥାଏ। ଏହା ସହିତ ଚର୍ମ କୁଣ୍ଡିଆ ରୋଗ ମଧ୍ୟ ହୁଏ।

ଏହି ଅନୁଧ୍ୟାନ ପାଇଁ, ୨ ଲକ୍ଷରୁ ଅଧିକ ଲୋକଙ୍କ ଉପରେ ବିଶ୍ଳେଷଣ କରାଯାଇଥିଲା। ଯେଉଁମାନଙ୍କ ମଧ୍ୟରେ ୩୦ ବର୍ଷରୁ ୭୦ ବର୍ଷର ଲୋକ ସାମିଲ ହୋଇଥିଲେ। ସମସ୍ତଙ୍କର ପରିସ୍ରା ପରୀକ୍ଷଣରୁ ଗୋଟିଏ ଦିନରେ ଖାଉଥିବା ଲୁଣର ପରିମାଣକୁ ନେଇ ବିଶ୍ଳେଷଣ କରାଯଇଥିଲା।
ଗୋଟିଏ ଦିନରେ କେତେ ଲୁଣ ଖାଇବା ଉଚିତ୍?
ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ  ଅନୁଯାୟୀ, ଗୋଟିଏ ଦିନରେ ୨ ଗ୍ରାମରୁ କମ୍ ସୋଡିୟମ ଖାଇବା ଉଚିତ୍। ୨ ଗ୍ରାମ ସୋଡିୟମ ଅର୍ଥ ଦିନରେ ୫ ଗ୍ରାମରୁ କମ୍ ଲୁଣ ଖାଇବା ଉଚିତ୍। ଏହାଠୁ ଅଧିକ ସୋଡିୟମ ଶରୀରରେ ଅଟୋଇମ୍ୟୁନ ଏବଂ କ୍ରନିକ୍ ପ୍ରଦାହ ଜନିତ ସମସ୍ୟା ସୃଷ୍ଟି କରିପାରେ।

ଶରୀରରେ ଲୁଣ ପରିମାଣ ବୃଦ୍ଧି କରେ ଫାଷ୍ଟଫୁଡ୍
ଅନେକ ବୈଜ୍ଞାନିକ ଅନୁଧ୍ୟାନରୁ ଜଣାପଡିଛି ଯେ, ଫାଷ୍ଟଫୁଡ୍ ଖାଇବା ଦ୍ୱାରା ଶରୀରରେ ସୋଡିୟମ ପରିମାଣ ଶୀଘ୍ର ବଢିଥାଏ। କ୍ରମାଗତ ଭାବରେ ଏସବୁ ଖାଦ୍ୟ ଖାଇବା ଦ୍ୱାରା ଶିଶୁ ଏବଂ ଯୁବକମାନଙ୍କଠାରେ ଏକଜିମା ହେବାର ଆଶଙ୍କା ବଢିଥାଏ। ଗତ କିଛି ବର୍ଷ ମଧ୍ୟରେ ବିକଶିତ ଦେଶମାନଙ୍କରେ ଏହି ସମସ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଆମେରିକାରେ ପ୍ରତି ୧୦ ଜଣଙ୍କ ମଧ୍ୟରେ ଜଣେ ବ୍ୟକ୍ତି ଏହିପରି ସମସ୍ୟାର ସମ୍ମୁଖୀନ ହେଉଛନ୍ତି।

Powered by Froala Editor

Tags Salt

Related articles Odisha News Lens 4.1

  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା
    ରାଜନୀତି

    କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15690
    Jun 23, 2026
  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା
    ଦେଶ-ଦେଶାନ୍ତର

    ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14818
    Jun 22, 2026
  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ
    ଦେଶ-ଦେଶାନ୍ତର

    ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    15045
    Jun 23, 2026
  • ୨ ଫାଳ ଉଦ୍ଧବସେନା  : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ
    ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    13969
    Jun 23, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    13922
    Jun 23, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା
    ବିଶେଷ

    ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14758
    Jun 24, 2026
  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ
    ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14997
    Jun 22, 2026
  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା
    ଦେଶ-ଦେଶାନ୍ତର

    କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13624
    Jun 23, 2026
  • ୫୨ ବର୍ଷରେ ପାଦ ଥାପିଲେ ବିଜୟ
    ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15553
    Jun 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    13922
    Jun 23, 2026
  • ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14997
    Jun 22, 2026
  • ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15553
    Jun 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16941
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17559
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17608
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18005
    Sep 06, 2023

ବିଶେଷ

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14758
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14932
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14800
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15609
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14471
    Jun 19, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13782
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14872
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15487
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15237
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15553
    Jun 22, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    13922
    Jun 23, 2026
  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14997
    Jun 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In