Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ...

  • ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ...

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ...

  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

  • ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ...

  • କାବେରୀରେ ଭାସିଗଲେ ୫ ଜଣ

  • ଥରେ ନୁହେଁ, ବାରମ୍ବାର କେତନଙ୍କୁ ...

  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ...

ରାଜ୍ୟ
Home ›› ରାଜ୍ୟ ››ଆଜି ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ

ଆଜି ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ

2024-10-05 05:58:05
13596
Share:
Facebook
Twitter
E-Mail
WhatsApp
Telegram
ଆଜି ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ପ୍ରାଥମିକ ତଥା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ୧୬,୦୦୯ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀ (ଯୋଜନାଭିତ୍ତିକ) ନିଯୁକ୍ତ ହେବାକୁ ଯାଉଛନ୍ତି। ଆଜି  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବେ। ଏଥିପାଇଁ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମଠାରେ ନିଯୁକ୍ତି ସମାରୋହ ଓ ନବନିଯୁକ୍ତ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀ(ଯୋଜନାଭିତ୍ତିକ)ଙ୍କ ପ୍ରଶିକ୍ଷଣ କାର୍ୟ୍ୟକ୍ରମ ଅନୁଷ୍ଠିତ ହେବ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ଆୟୋଜିତ ହେବାକୁ ଥିବା ଏହି କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନବନିଯୁକ୍ତ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ଭବିଷ୍ୟତରେ ଗୁଣାତ୍ମକ ଶିକ୍ଷାଦାନ ନିମନ୍ତେ ମାର୍ଗଦର୍ଶନ କରାଇବେ। କାର୍ୟ୍ୟକ୍ରମରେ କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେବାର କାର୍ୟ୍ୟକ୍ରମ ରହିଛି। ମନୋନୀତ ୧୬,୦୦୯ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀ ମଧ୍ୟରୁ ଅନୁଗୋଳ ଜିଲାରେ ୪୨୪, ବାଲେଶ୍ବରରେ ୬୦୦, ବରଗଡ଼ରେ ୪୭୯, ଭଦ୍ରକରେ ୨୬୦, ବଲାଙ୍ଗିରରେ ୧୦୮୦, ବୌଦ୍ଧରେ ୬୫, କଟକରେ ୮୯୩, ଦେବଗଡ଼ରେ ୨୧, ଢେଙ୍କାନାଳରେ ୫୮୩, ଗଜପତିରେ ୧୩, ଗଞ୍ଜାମରେ ୧୨୬୪, ଜଗତସିଂହପୁରରେ ୮୮, ଯାଜପୁରରେ ୮୭୨, ଝାରସୁଗୁଡ଼ାରେ ୩୮,କଳାହାଣ୍ଡିରେ ୮୧୧, କନ୍ଧମାଳରେ ୧୫୧, କେନ୍ଦ୍ରାପଡ଼ାରେ ୧୦୩୮, କେନ୍ଦୁଝରରେ ୧୩୨୯, ଖୋର୍ଦ୍ଧାରେ ୭୫୩, କୋରାପୁଟରେ ୯୨୨, ମାଲକାନଗିରିରେ ୫୫୫, ମୟୂରଭଞ୍ଜରେ ୮୨୭, ନବରଙ୍ଗପୁରରେ ୮୬୦, ନୟାଗଡ଼ରେ ୮୩, ନୂଆପଡ଼ାରେ ୨୨୧, ପୁରୀରେ ୭୩୩, ରାୟଗଡ଼ାରେ ୫୧୧, ସମ୍ବଲପୁରରେ ୨୧୮, ସୁବର୍ଣ୍ଣପୁରରେ ୧୫୭ ଏବଂ ସୁନ୍ଦରଗଡ଼ରେ ୧୬୦ ଜଣ ନିଯୁକ୍ତି ପାଇବାକୁ ଯାଉଛନ୍ତି।

Powered by Froala Editor

Tags Cm

Related articles Odisha News Lens 4.1

  • ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ...
    ଦେଶ-ଦେଶାନ୍ତର

    ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ...

    13515
    Jun 25, 2026
  • କାବେରୀରେ ଭାସିଗଲେ ୫ ଜଣ
    ଦେଶ-ଦେଶାନ୍ତର

    କାବେରୀରେ ଭାସିଗଲେ ୫ ଜଣ

    15035
    Jun 25, 2026
  • ଥରେ ନୁହେଁ, ବାରମ୍ବାର କେତନଙ୍କୁ ମାରିବାକୁ ଚେଷ୍ଟା କରିଥିଲେ ସିୟା
    ଅପରାଧ

    ଥରେ ନୁହେଁ, ବାରମ୍ବାର କେତନଙ୍କୁ ମାରିବାକୁ ଚେଷ୍ଟା କରିଥିଲେ ସିୟା

    13585
    Jun 25, 2026
  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15391
    Jun 24, 2026
  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14775
    Jun 24, 2026
  • ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ
    ଦେଶ-ଦେଶାନ୍ତର

    ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

    15127
    Jun 25, 2026
  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର
    ଦେଶ-ଦେଶାନ୍ତର

    ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

    14112
    Jun 25, 2026
  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ

    15466
    Jun 25, 2026
  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ
    ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ

    14890
    Jun 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14775
    Jun 24, 2026
  • ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ

    15466
    Jun 25, 2026
  • ଦେଶ-ଦେଶାନ୍ତର

    କାବେରୀରେ ଭାସିଗଲେ ୫ ଜଣ

    15035
    Jun 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16943
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17562
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17611
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18007
    Sep 06, 2023

ବିଶେଷ

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15057
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15202
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15031
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15642
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14508
    Jun 19, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13785
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14876
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15491
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15243
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଥରେ ନୁହେଁ, ବାରମ୍ବାର କେତନଙ୍କୁ ମାରିବାକୁ ଚେଷ୍ଟା କରିଥିଲେ ସିୟା

    13585
    Jun 25, 2026
  • କାବେରୀରେ ଭାସିଗଲେ ୫ ଜଣ

    15035
    Jun 25, 2026
  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି

    14732
    Jun 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In