Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, April 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତରେ ଦାଉଦ ଇବ୍ରାହିମର ଘନିଷ୍ଠ ସହଯୋଗୀ ...

  • ଧାର୍ମିକ ଅନୁଷ୍ଠାନ ପରିଚାଳନା କରିବାର ...

  • ‘କଳାକାରମାନଙ୍କୁ ଜୋକର ବନାଅ ନାହିଁ’

  • ଗୁପଚୁପ ଖାଇ ଶିଶୁ ମୃତ, ୬୦ ହସ୍ପିଟାଲରେ ...

  • ମାଙ୍କଡ ଧରିଲେ ମିଳିବ ୬୦୦ ଟଙ୍କା

  • ନିର୍ବାଚନ ପୂର୍ବରୁ ୧୦୦ ବୋମା ଜବତ

  • ଲଦାଖରେ ୫ ନୂଆ ଜିଲ୍ଲା ଘୋଷଣା

  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ...

  • ବିବାହ ନିମନ୍ତ୍ରଣପତ୍ର ପଠାଇଥିଲେ ଯୁବକ, ...

  • ପଶ୍ଚିମବଙ୍ଗ ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର: ...

Home ›› ››୨୦୨୬ ମାର୍ଚ୍ଚ ସୁଦ୍ଧା ବାମପନ୍ଥୀ ଉଗ୍ରବାଦ ସମସ୍ୟାରୁ ସମ୍ପୂର୍ଣ୍ଣ ମୁକ୍ତ ହେବ ଦେଶ

୨୦୨୬ ମାର୍ଚ୍ଚ ସୁଦ୍ଧା ବାମପନ୍ଥୀ ଉଗ୍ରବାଦ ସମସ୍ୟାରୁ ସମ୍ପୂର୍ଣ୍ଣ ମୁକ୍ତ ହେବ ଦେଶ

2024-10-07 09:45:38
15521
Share:
Facebook
Twitter
E-Mail
WhatsApp
Telegram
୨୦୨୬ ମାର୍ଚ୍ଚ ସୁଦ୍ଧା ବାମପନ୍ଥୀ ଉଗ୍ରବାଦ ସମସ୍ୟାରୁ ସମ୍ପୂର୍ଣ୍ଣ ମୁକ୍ତ ହେବ ଦେଶ

ଭୁବନେଶ୍ୱର: ଆଜି ଦିଲ୍ଲୀରେ ନକ୍ସଲ ମୁକାବିଲା ବୈଠକ ଅନୁଷ୍ଠିତ ହେଉଛି । ଆଉ ଏଥିରେ ଅଧ୍ୟକ୍ଷତା କରି ଗୃହମନ୍ତ୍ରୀ ଅମିତ ଶାହା କହିଛନ୍ତି ଯେ ବାମପନ୍ଥୀ ଉଗ୍ରବାଦ ଏବେ ଅନ୍ତିମ ଚରଣରେ ପହଞ୍ଚିଛି । ୨୦୨୬ ମାର୍ଚ୍ଚ ସୁଦ୍ଧା ଦେଶ ଏହି ସମସ୍ୟାରୁ ସମ୍ପୂର୍ଣ୍ଣ ମୁକ୍ତ ହେବ । ଅନେକ ସ୍ଥାନ ଏବେ ବାମପନ୍ଥୀ ଉଗ୍ରବାଦରୁ ମୁକ୍ତି ପାଇଛି । ଏବେ ଅନ୍ତିମ ପ୍ରହାରର ଆବଶ୍ୟକତା ରହିଛି ବୋଲି ଅମିତ ଶାହ କହିଛନ୍ତି ।
ଏହାଛଡ଼ା ସେ କହିଛନ୍ତି ଯେ ଅଗଷ୍ଟ ୨୪ ଓ ୨୫ ତାରିଖରେ ଛତିଶଗଡ଼ ଯାଇ ରଣନୀତି ପ୍ରସ୍ତୁତ କରିଥିଲି । ଜାନୁଆରୀରୁ ଏଯାଏ ମୋଟ ୧୯୪ ଜଣ ନକ୍ସଲଙ୍କୁ ନିପାତ କରାଗଲାଣି । ଏହାଛଡ଼ା ୮୦୧ ଜଣ ନକ୍ସଲଙ୍କୁ ଗିରଫ କରାଯାଇଥିବାବେଳେ ୭୪୨ଜଣ ଆତ୍ମସମର୍ପଣ କରିଛନ୍ତି ବୋଲି ଅମିତ ଶାହା କହିଛନ୍ତି ।  ଦେଶରେ ଏବେ ନକ୍ସଲ ପ୍ରବଣ ଜିଲ୍ଲା ସଂଖ୍ୟା ୯୬ରୁ ୧୬କୁ ପହଞ୍ଚିଛି । ୧୬ ଜିଲ୍ଲାର ୧୨୦ ଥାନା ଅଞ୍ଚଳରେ ନକ୍ସଲ କାର୍ଯ୍ୟକଳାପ ରହିଯାଇଛି । ନକ୍ସଲ ଆଦିବାସୀ ଅଞ୍ଚଳରେ ବିକାଶର ମୁଖ୍ୟ ବାଧକ ସାଜୁଛନ୍ତି । ସବୁଠାରୁ ଅଧିକ ମାନବାଧିକାର ହନନ ନକ୍ସଲଙ୍କ ଦ୍ୱାରା ହିଁ ହେଉଛି । ଏବେ ଫାଇନାଲ ପୁସ ଦେଇ ଏହାକୁ ଶେଷ କରିବାକୁ ପଡ଼ିବ ବୋଲି ଅମିତ ଶାହ କହିଛନ୍ତି ।

ପ୍ରକାଶ ଯେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଏହି ବୈଠକ ବସିଛି। ଏଥିରେ ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ତେଲେଙ୍ଗାନା, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ, ମହାରାଷ୍ଟ୍ର ଓ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗଦେଇଛନ୍ତି ।

। ମାଓ ପ୍ରଭାବିତ ରାଜ୍ୟ ଗୁଡ଼ିକୁ ବିକାଶମୂଳକ ସହଯୋଗ କ୍ଷେତ୍ରରେ କାର୍ୟ୍ୟ କରୁଥିବା ୫ ଜଣ କେନ୍ଦ୍ର ମନ୍ତ୍ରୀ ମଧ୍ୟ ବୈଠକରେ ଯୋଗଦେଇଛନ୍ତି ।। ସେହିଭଳି ଅତିରିକ୍ତ ଜାତୀୟ ସୁରକ୍ଷା ପରାମର୍ଶଦାତାଙ୍କ ସମେତ କେନ୍ଦ୍ର, ରାଜ୍ୟର ବରିଷ୍ଠ ଅଧିକାରୀ ଓ କେନ୍ଦ୍ରୀୟ ସଶସ୍ତ୍ର ବଳର ଅଧିକାରୀମାନେ ମଧ୍ୟ ସାମିଲ ହୋଇଛନ୍ତି ବୋଲି କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି। 

Powered by Froala Editor

Tags Amit saha

Related articles Odisha News Lens 4.1

  • ଧାର୍ମିକ ଅନୁଷ୍ଠାନ ପରିଚାଳନା କରିବାର ଅଧିକାର ଅରାଜକତାକୁ ବୁଝାଏ ନାହିଁ
    ଦେଶ-ଦେଶାନ୍ତର

    ଧାର୍ମିକ ଅନୁଷ୍ଠାନ ପରିଚାଳନା କରିବାର ଅଧିକାର ଅରାଜକତାକୁ ବୁଝାଏ ନାହିଁ

    13852
    Apr 28, 2026
  • ପଶ୍ଚିମବଙ୍ଗ ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର: ବିଜେପି ଏବଂ ଟିଏମସି ମଧ୍ୟରେ ସିଧାସଳଖ ...
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର: ବିଜେପି ଏବଂ ଟିଏମସି ମଧ୍ୟରେ ସିଧାସଳଖ ...

    15163
    Apr 27, 2026
  • ‘କଳାକାରମାନଙ୍କୁ ଜୋକର ବନାଅ ନାହିଁ’
    ମନୋରଞ୍ଜନ

    ‘କଳାକାରମାନଙ୍କୁ ଜୋକର ବନାଅ ନାହିଁ’

    15126
    Apr 28, 2026
  • ଲଦାଖରେ ୫ ନୂଆ ଜିଲ୍ଲା ଘୋଷଣା
    ଦେଶ-ଦେଶାନ୍ତର

    ଲଦାଖରେ ୫ ନୂଆ ଜିଲ୍ଲା ଘୋଷଣା

    15609
    Apr 28, 2026
  •  ଭାରତରେ ଦାଉଦ ଇବ୍ରାହିମର ଘନିଷ୍ଠ ସହଯୋଗୀ ସଲିମ ଡୋଲା
    ଦେଶ-ଦେଶାନ୍ତର

    ଭାରତରେ ଦାଉଦ ଇବ୍ରାହିମର ଘନିଷ୍ଠ ସହଯୋଗୀ ସଲିମ ଡୋଲା

    14275
    Apr 28, 2026
  • ମାଙ୍କଡ ଧରିଲେ ମିଳିବ ୬୦୦ ଟଙ୍କା
    ଦେଶ-ଦେଶାନ୍ତର

    ମାଙ୍କଡ ଧରିଲେ ମିଳିବ ୬୦୦ ଟଙ୍କା

    14069
    Apr 28, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ
    ବିଶେଷ

    ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    15678
    Apr 28, 2026
  • ଗୁପଚୁପ ଖାଇ ଶିଶୁ ମୃତ, ୬୦ ହସ୍ପିଟାଲରେ ଭର୍ତ୍ତି
    ଦେଶ-ଦେଶାନ୍ତର

    ଗୁପଚୁପ ଖାଇ ଶିଶୁ ମୃତ, ୬୦ ହସ୍ପିଟାଲରେ ଭର୍ତ୍ତି

    14102
    Apr 28, 2026
  • ନିର୍ବାଚନ ପୂର୍ବରୁ ୧୦୦ ବୋମା ଜବତ
    ଦେଶ-ଦେଶାନ୍ତର

    ନିର୍ବାଚନ ପୂର୍ବରୁ ୧୦୦ ବୋମା ଜବତ

    13438
    Apr 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମାଙ୍କଡ ଧରିଲେ ମିଳିବ ୬୦୦ ଟଙ୍କା

    14069
    Apr 28, 2026
  • ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର: ବିଜେପି ଏବଂ ଟିଏମସି ମଧ୍ୟରେ ସିଧାସଳଖ ଲଢ଼େଇ

    15163
    Apr 27, 2026
  • ଦେଶ-ଦେଶାନ୍ତର

    ନିର୍ବାଚନ ପୂର୍ବରୁ ୧୦୦ ବୋମା ଜବତ

    13438
    Apr 28, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17444
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17492
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17852
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16321
    Apr 03, 2021

ବିଶେଷ

  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    15678
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15663
    Apr 27, 2026
  • ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ

    14512
    Apr 25, 2026
  • ଶଜନା ଶାଗରେ ଭରି ରହିଛି ବହୁ ଔଷଧୀୟ ଗୁଣ

    14313
    Apr 24, 2026
  • କମ ଶୋଇଲେ ଭୋଗିବେ ଏହିସବୁ ଅସୁବିଧା

    13968
    Apr 23, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15360
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15095
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15592
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13896
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମାଙ୍କଡ ଧରିଲେ ମିଳିବ ୬୦୦ ଟଙ୍କା

    14069
    Apr 28, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    15678
    Apr 28, 2026
  • ଗୁପଚୁପ ଖାଇ ଶିଶୁ ମୃତ, ୬୦ ହସ୍ପିଟାଲରେ ଭର୍ତ୍ତି

    14102
    Apr 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In