Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, March 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ...

  • ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ...

  • ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ...

  • ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ...

  • ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ...

  • ଆମେରିକୀୟ ଏୟାରବେସ୍‌କୁ ବଡ଼ ଧରଣର ଆକ୍ରମଣ

  • ବିଚାରାଧୀନ କଏଦୀଙ୍କ ଝୁଲନ୍ତା ମୃତଦେହ ...

  • ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷଙ୍କ ...

  • ୯ ବିଜେଡି କାଉନସିଲର ସମୂହ ଇସ୍ତଫା

ରାଜ୍ୟ
Home ›› ରାଜ୍ୟ ››ମାଓପ୍ରବଣ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଟାସ୍କ ଦେଲେ ଅମିତ ଶାହା

ମାଓପ୍ରବଣ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଟାସ୍କ ଦେଲେ ଅମିତ ଶାହା

2024-10-07 10:30:27
15357
Share:
Facebook
Twitter
E-Mail
WhatsApp
Telegram
ମାଓପ୍ରବଣ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଟାସ୍କ ଦେଲେ ଅମିତ ଶାହା

ଭୁବନେଶ୍ୱର: : ଆଜି ଦିଲ୍ଲୀରେ ନକ୍ସଲ ମୁକାବିଲା ବୈଠକ ଅନୁଷ୍ଠିତ ହେଉଛି । ଆଉ ଏଥିରେ ଅଧ୍ୟକ୍ଷତା କରି ଗୃହମନ୍ତ୍ରୀ ଅମିତ ଶାହା ବୈଠକରେ ଯୋଗଦେଇଥିବା ମାଓପ୍ରବଣ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଟାସ୍କ ଦେଇଛନ୍ତି । କେବଳ ମୁଖ୍ୟମନ୍ତ୍ରୀ ନୁହନ୍ତି ପୁଲିସ ଡିଜିମାନଙ୍କୁ ମଧ୍ୟ ଟାସ୍କ ଦେଇଛନ୍ତି । ତାହା ହେଲା ମୁଖ୍ୟମନ୍ତ୍ରୀ ମାସକୁ ଥରେ ନକ୍ସଲ ମୁକାବିଲା ନେଇ ସମୀକ୍ଷା କରିବେ । ସେହିପରି ପୁଲିସ ଡିଜି ପ୍ରତି ୧୫ ଦିନରେ ଥରେ  ସମୀକ୍ଷା କରିବେ । ଜିଲ୍ଲାସ୍ତରରେ ଡିଜିପି ମାସକୁ ଥରେ ଯାଇ ସେଠାରେ ରାତ୍ରିଯାପନ କରିବେ । ସୁରକ୍ଷା କର୍ମୀଙ୍କ ସହ ମିଶି ଡିଜିପି ସେମାନଙ୍କ ମନୋବଳ ବଢ଼ାଇବେ ବୋଲି ଅମିତ ଶାହା କହିଛନ୍ତି ।

ଏହାଛଡ଼ା ଅମିତ ଶାହା କହିଛନ୍ତି ଯେ ବାମପନ୍ଥୀ ଉଗ୍ରବାଦ ଏବେ ଅନ୍ତିମ ଚରଣରେ ପହଞ୍ଚିଛି । ୨୦୨୬ ମାର୍ଚ୍ଚ ସୁଦ୍ଧା ଦେଶ ଏହି ସମସ୍ୟାରୁ ସମ୍ପୂର୍ଣ୍ଣ ମୁକ୍ତ ହେବ । ଅନେକ ସ୍ଥାନ ଏବେ ବାମପନ୍ଥୀ ଉଗ୍ରବାଦରୁ ମୁକ୍ତି ପାଇଛି । ଏବେ ଅନ୍ତିମ ପ୍ରହାରର ଆବଶ୍ୟକତା ରହିଛି ବୋଲି ଅମିତ ଶାହ କହିଛନ୍ତି ।
ଏହାଛଡ଼ା ସେ କହିଛନ୍ତି ଯେ ଅଗଷ୍ଟ ୨୪ ଓ ୨୫ ତାରିଖରେ ଛତିଶଗଡ଼ ଯାଇ ରଣନୀତି ପ୍ରସ୍ତୁତ କରିଥିଲି । ଜାନୁଆରୀରୁ ଏଯାଏ ମୋଟ ୧୯୪ ଜଣ ନକ୍ସଲଙ୍କୁ ନିପାତ କରାଗଲାଣି । ଏହାଛଡ଼ା ୮୦୧ ଜଣ ନକ୍ସଲଙ୍କୁ ଗିରଫ କରାଯାଇଥିବାବେଳେ ୭୪୨ଜଣ ଆତ୍ମସମର୍ପଣ କରିଛନ୍ତି ବୋଲି ଅମିତ ଶାହା କହିଛନ୍ତି ।
 ଦେଶରେ ଏବେ ନକ୍ସଲ ପ୍ରବଣ ଜିଲ୍ଲା ସଂଖ୍ୟା ୯୬ରୁ ୧୬କୁ ପହଞ୍ଚିଛି । ୧୬ ଜିଲ୍ଲାର ୧୨୦ ଥାନା ଅଞ୍ଚଳରେ ନକ୍ସଲ କାର୍ଯ୍ୟକଳାପ ରହିଯାଇଛି । ନକ୍ସଲ ଆଦିବାସୀ ଅଞ୍ଚଳରେ ବିକାଶର ମୁଖ୍ୟ ବାଧକ ସାଜୁଛନ୍ତି । ସବୁଠାରୁ ଅଧିକ ମାନବାଧିକାର ହନନ ନକ୍ସଲଙ୍କ ଦ୍ୱାରା ହିଁ ହେଉଛି । ଏବେ ଫାଇନାଲ ପୁସ ଦେଇ ଏହାକୁ ଶେଷ କରିବାକୁ ପଡ଼ିବ ବୋଲି ଅମିତ ଶାହ କହିଛନ୍ତି ।

Powered by Froala Editor

Tags Amit shah

Related articles Odisha News Lens 4.1

  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ

    14554
    Mar 30, 2026
  • ଆମେରିକୀୟ ଏୟାରବେସ୍‌କୁ ବଡ଼ ଧରଣର ଆକ୍ରମଣ
    ଦେଶ-ଦେଶାନ୍ତର

    ଆମେରିକୀୟ ଏୟାରବେସ୍‌କୁ ବଡ଼ ଧରଣର ଆକ୍ରମଣ

    14469
    Mar 30, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ
    ବିଶେଷ

    ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    14887
    Mar 30, 2026
  • ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ନୀତିନ ନବୀନ
    ଦେଶ-ଦେଶାନ୍ତର

    ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ନୀତିନ ନବୀନ

    15370
    Mar 30, 2026
  • ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା
    ଦେଶ-ଦେଶାନ୍ତର

    ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା

    13893
    Mar 30, 2026
  • ୯ ବିଜେଡି କାଉନସିଲର ସମୂହ ଇସ୍ତଫା
    ରାଜନୀତି

    ୯ ବିଜେଡି କାଉନସିଲର ସମୂହ ଇସ୍ତଫା

    13831
    Mar 30, 2026
  • ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ଲୋନ୍‌
    ଦେଶ-ଦେଶାନ୍ତର

    ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ଲୋନ୍‌

    13347
    Mar 30, 2026
  • ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ନେଇ ବିବାଦୀୟ ବୟାନ,  କଡ଼ା ଭାଷାରେ ନିନ୍ଦା ...
    ଦେଶ-ଦେଶାନ୍ତର

    ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ନେଇ ବିବାଦୀୟ ବୟାନ, କଡ଼ା ଭାଷାରେ ନିନ୍ଦା ...

    14326
    Mar 30, 2026
  • ବିଚାରାଧୀନ କଏଦୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
    ଜିଲ୍ଲା ପରିକ୍ରମା

    ବିଚାରାଧୀନ କଏଦୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

    15062
    Mar 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷଙ୍କ ପରଲୋକ

    15374
    Mar 30, 2026
  • ଦେଶ-ଦେଶାନ୍ତର

    ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା

    13893
    Mar 30, 2026
  • ଦେଶ-ଦେଶାନ୍ତର

    ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ଲୋନ୍‌

    13347
    Mar 30, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17389
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17454
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17803
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16273
    Apr 03, 2021

ବିଶେଷ

  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    14887
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16003
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    15353
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15464
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15089
    Mar 23, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15030
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15536
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13831
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14272
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେରିକୀୟ ଏୟାରବେସ୍‌କୁ ବଡ଼ ଧରଣର ଆକ୍ରମଣ

    14469
    Mar 30, 2026
  • ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ନୀତିନ ନବୀନ

    15370
    Mar 30, 2026
  • ବିଚାରାଧୀନ କଏଦୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

    15062
    Mar 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In