Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, April 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତରେ ଦାଉଦ ଇବ୍ରାହିମର ଘନିଷ୍ଠ ସହଯୋଗୀ ...

  • ଧାର୍ମିକ ଅନୁଷ୍ଠାନ ପରିଚାଳନା କରିବାର ...

  • ‘କଳାକାରମାନଙ୍କୁ ଜୋକର ବନାଅ ନାହିଁ’

  • ଗୁପଚୁପ ଖାଇ ଶିଶୁ ମୃତ, ୬୦ ହସ୍ପିଟାଲରେ ...

  • ମାଙ୍କଡ ଧରିଲେ ମିଳିବ ୬୦୦ ଟଙ୍କା

  • ନିର୍ବାଚନ ପୂର୍ବରୁ ୧୦୦ ବୋମା ଜବତ

  • ଲଦାଖରେ ୫ ନୂଆ ଜିଲ୍ଲା ଘୋଷଣା

  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ...

  • ବିବାହ ନିମନ୍ତ୍ରଣପତ୍ର ପଠାଇଥିଲେ ଯୁବକ, ...

  • ପଶ୍ଚିମବଙ୍ଗ ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର: ...

ରାଜ୍ୟ
Home ›› ରାଜ୍ୟ ››୯ରେ ସୁଭଦ୍ରା ଯୋଜନାର ଦିଆଯିବ ଦ୍ଵିତୀୟ ପର୍ଯ୍ୟାୟ ଟଙ୍କା

୯ରେ ସୁଭଦ୍ରା ଯୋଜନାର ଦିଆଯିବ ଦ୍ଵିତୀୟ ପର୍ଯ୍ୟାୟ ଟଙ୍କା

2024-10-08 06:31:01
14291
Share:
Facebook
Twitter
E-Mail
WhatsApp
Telegram
୯ରେ ସୁଭଦ୍ରା ଯୋଜନାର ଦିଆଯିବ ଦ୍ଵିତୀୟ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ଵର: ୯ ତାରିଖ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ଟଙ୍କା ଦିଆଯିବ। ଗୋପବନ୍ଧୁଙ୍କ ଜନ୍ମ ଦିବସରେ ବାରିପଦାରେ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବେ । ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଟଙ୍କା ପଠାଯିବ। ସେପ୍ଟେମ୍ବର ୧୭ ତାରିଖରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ଦିଆଯାଇଥିଲା। ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ ହଜାର ହିତାଧିକାରୀଙ୍କୁ ଟଙ୍କା ମିଳିଥିଲା। ସେପଟେ ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗର ଦାୟିତ୍ଵରେ ଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି ସୁଭଦ୍ରା ପାଇଁ ୧.୨ କୋଟି ମହିଳା ହିତାଧିକାରୀ ପଞ୍ଜୀକରଣ କରିସାରିଲେଣି। ଏମପିସିଆଇ କ୍ଲିୟରାନ୍ସ ସମ୍ପର୍କିତ ସମସ୍ୟା ଥିଲେ ପୁଣିଥରେ କମିଟି ବସିବା ସହ ଯେଉଁ ସମସ୍ୟା ରହିଛି, ତାହାର କିଭଳି ସମାଧାନ କରାଯିବ, ତାହା ଉପରେ ଆଲୋଚନା ହେବ। ଡିସେମ୍ବର ମାସ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ଟଙ୍କା  ପ୍ରଦାନ କାର୍ଯ୍ୟ ଶେଷ ହେବ ବୋଲି କହିଛନ୍ତି।

Powered by Froala Editor

Tags Suvadra yojana

Related articles Odisha News Lens 4.1

  • ବିବାହ ନିମନ୍ତ୍ରଣପତ୍ର ପଠାଇଥିଲେ ଯୁବକ, ଚିଠି ଲେଖି ନବଦମ୍ପତିଙ୍କୁ ଶୁଭେଚ୍ଛା ...
    ଦେଶ-ଦେଶାନ୍ତର

    ବିବାହ ନିମନ୍ତ୍ରଣପତ୍ର ପଠାଇଥିଲେ ଯୁବକ, ଚିଠି ଲେଖି ନବଦମ୍ପତିଙ୍କୁ ଶୁଭେଚ୍ଛା ...

    15333
    Apr 27, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ
    ବିଶେଷ

    ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    15668
    Apr 28, 2026
  • ‘କଳାକାରମାନଙ୍କୁ ଜୋକର ବନାଅ ନାହିଁ’
    ମନୋରଞ୍ଜନ

    ‘କଳାକାରମାନଙ୍କୁ ଜୋକର ବନାଅ ନାହିଁ’

    15116
    Apr 28, 2026
  •  ଭାରତରେ ଦାଉଦ ଇବ୍ରାହିମର ଘନିଷ୍ଠ ସହଯୋଗୀ ସଲିମ ଡୋଲା
    ଦେଶ-ଦେଶାନ୍ତର

    ଭାରତରେ ଦାଉଦ ଇବ୍ରାହିମର ଘନିଷ୍ଠ ସହଯୋଗୀ ସଲିମ ଡୋଲା

    14265
    Apr 28, 2026
  • ମାଙ୍କଡ ଧରିଲେ ମିଳିବ ୬୦୦ ଟଙ୍କା
    ଦେଶ-ଦେଶାନ୍ତର

    ମାଙ୍କଡ ଧରିଲେ ମିଳିବ ୬୦୦ ଟଙ୍କା

    14059
    Apr 28, 2026
  • ନିର୍ବାଚନ ପୂର୍ବରୁ ୧୦୦ ବୋମା ଜବତ
    ଦେଶ-ଦେଶାନ୍ତର

    ନିର୍ବାଚନ ପୂର୍ବରୁ ୧୦୦ ବୋମା ଜବତ

    13428
    Apr 28, 2026
  • ଗୁପଚୁପ ଖାଇ ଶିଶୁ ମୃତ, ୬୦ ହସ୍ପିଟାଲରେ ଭର୍ତ୍ତି
    ଦେଶ-ଦେଶାନ୍ତର

    ଗୁପଚୁପ ଖାଇ ଶିଶୁ ମୃତ, ୬୦ ହସ୍ପିଟାଲରେ ଭର୍ତ୍ତି

    14092
    Apr 28, 2026
  • ଧାର୍ମିକ ଅନୁଷ୍ଠାନ ପରିଚାଳନା କରିବାର ଅଧିକାର ଅରାଜକତାକୁ ବୁଝାଏ ନାହିଁ
    ଦେଶ-ଦେଶାନ୍ତର

    ଧାର୍ମିକ ଅନୁଷ୍ଠାନ ପରିଚାଳନା କରିବାର ଅଧିକାର ଅରାଜକତାକୁ ବୁଝାଏ ନାହିଁ

    13842
    Apr 28, 2026
  • ପଶ୍ଚିମବଙ୍ଗ ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର: ବିଜେପି ଏବଂ ଟିଏମସି ମଧ୍ୟରେ ସିଧାସଳଖ ...
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର: ବିଜେପି ଏବଂ ଟିଏମସି ମଧ୍ୟରେ ସିଧାସଳଖ ...

    15153
    Apr 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନିର୍ବାଚନ ପୂର୍ବରୁ ୧୦୦ ବୋମା ଜବତ

    13428
    Apr 28, 2026
  • ଦେଶ-ଦେଶାନ୍ତର

    ଲଦାଖରେ ୫ ନୂଆ ଜିଲ୍ଲା ଘୋଷଣା

    15598
    Apr 28, 2026
  • ମନୋରଞ୍ଜନ

    ‘କଳାକାରମାନଙ୍କୁ ଜୋକର ବନାଅ ନାହିଁ’

    15116
    Apr 28, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17444
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17492
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17852
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16321
    Apr 03, 2021

ବିଶେଷ

  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    15668
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15653
    Apr 27, 2026
  • ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ

    14511
    Apr 25, 2026
  • ଶଜନା ଶାଗରେ ଭରି ରହିଛି ବହୁ ଔଷଧୀୟ ଗୁଣ

    14312
    Apr 24, 2026
  • କମ ଶୋଇଲେ ଭୋଗିବେ ଏହିସବୁ ଅସୁବିଧା

    13967
    Apr 23, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15360
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15095
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15592
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13896
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଧାର୍ମିକ ଅନୁଷ୍ଠାନ ପରିଚାଳନା କରିବାର ଅଧିକାର ଅରାଜକତାକୁ ବୁଝାଏ ନାହିଁ

    13842
    Apr 28, 2026
  • ନିର୍ବାଚନ ପୂର୍ବରୁ ୧୦୦ ବୋମା ଜବତ

    13428
    Apr 28, 2026
  • ‘କଳାକାରମାନଙ୍କୁ ଜୋକର ବନାଅ ନାହିଁ’

    15116
    Apr 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In