Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, April 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତରେ ଦାଉଦ ଇବ୍ରାହିମର ଘନିଷ୍ଠ ସହଯୋଗୀ ...

  • ଧାର୍ମିକ ଅନୁଷ୍ଠାନ ପରିଚାଳନା କରିବାର ...

  • ‘କଳାକାରମାନଙ୍କୁ ଜୋକର ବନାଅ ନାହିଁ’

  • ଗୁପଚୁପ ଖାଇ ଶିଶୁ ମୃତ, ୬୦ ହସ୍ପିଟାଲରେ ...

  • ମାଙ୍କଡ ଧରିଲେ ମିଳିବ ୬୦୦ ଟଙ୍କା

  • ନିର୍ବାଚନ ପୂର୍ବରୁ ୧୦୦ ବୋମା ଜବତ

  • ଲଦାଖରେ ୫ ନୂଆ ଜିଲ୍ଲା ଘୋଷଣା

  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ...

  • ବିବାହ ନିମନ୍ତ୍ରଣପତ୍ର ପଠାଇଥିଲେ ଯୁବକ, ...

  • ପଶ୍ଚିମବଙ୍ଗ ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର: ...

Home ›› ››ବାରିପଦାରେ ମୁଖ୍ୟମନ୍ତ୍ରୀ, ପ୍ରଦାନ କରିବେ ‘ସୁଭଦ୍ରା’ ଟଙ୍କା

ବାରିପଦାରେ ମୁଖ୍ୟମନ୍ତ୍ରୀ, ପ୍ରଦାନ କରିବେ ‘ସୁଭଦ୍ରା’ ଟଙ୍କା

2024-10-09 07:04:02
15440
Share:
Facebook
Twitter
E-Mail
WhatsApp
Telegram
ବାରିପଦାରେ ମୁଖ୍ୟମନ୍ତ୍ରୀ, ପ୍ରଦାନ କରିବେ ‘ସୁଭଦ୍ରା’ ଟଙ୍କା

ବାରିପଦା: ‘ସୁଭଦ୍ରା’ ପ୍ରଥମ ପର୍ଯ୍ୟାୟର ପ୍ରଥମ କିସ୍ତିର ଟଙ୍କା ଭୁବନେଶ୍ୱରରୁ ପ୍ରଧାନମନ୍ତ୍ରୀ ଡିବିଟି ମାଧ୍ୟମରେ ୨୫ ଲକ୍ଷ ମହିଳାଙ୍କ ଖାତାକୁ ପ୍ରଦାନ କରିଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ବାରିପଦାରେ ରାଜ୍ୟର ୪୦ଲକ୍ଷ ରୁ ଅଧିକ ମହିଳାଙ୍କୁ ଟଙ୍କା ଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସୁଭଦ୍ରାଙ୍କ କ୍ଷେତ୍ର ବାରିପଦାର ଛଉ ପଡ଼ିଆରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ‘ସୁଭଦ୍ରା’ ଟଙ୍କା ପଠାଇବେ। ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ସହ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ମୟୂରଭଞ୍ଜ ସାଂସଦ ନବ ଚରଣ ମାଝୀ, ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀ, ରାଜ୍ୟସଭା ସାଂସଦ ମମତା ମହାନ୍ତ, ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ, ଉପ ମୁଖ୍ୟ ସଚେତକ ଗୋବିନ୍ଦ  ଚନ୍ଦ୍ର ଦାସ, ବିଧାୟକ ସନାତନ ବିଜୁଳି ପ୍ରମୁଖ ଉପସ୍ଥିତ ଅଛନ୍ତି। ପ୍ରାରମ୍ଭରେ ପ୍ରଦୀପ ପ୍ରଜ୍ବଳନ କରାଯାଇ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା।

Powered by Froala Editor

Tags Suvadra yojana

Related articles Odisha News Lens 4.1

  • ବିବାହ ନିମନ୍ତ୍ରଣପତ୍ର ପଠାଇଥିଲେ ଯୁବକ, ଚିଠି ଲେଖି ନବଦମ୍ପତିଙ୍କୁ ଶୁଭେଚ୍ଛା ...
    ଦେଶ-ଦେଶାନ୍ତର

    ବିବାହ ନିମନ୍ତ୍ରଣପତ୍ର ପଠାଇଥିଲେ ଯୁବକ, ଚିଠି ଲେଖି ନବଦମ୍ପତିଙ୍କୁ ଶୁଭେଚ୍ଛା ...

    15343
    Apr 27, 2026
  • ଲଦାଖରେ ୫ ନୂଆ ଜିଲ୍ଲା ଘୋଷଣା
    ଦେଶ-ଦେଶାନ୍ତର

    ଲଦାଖରେ ୫ ନୂଆ ଜିଲ୍ଲା ଘୋଷଣା

    15609
    Apr 28, 2026
  •  ଭାରତରେ ଦାଉଦ ଇବ୍ରାହିମର ଘନିଷ୍ଠ ସହଯୋଗୀ ସଲିମ ଡୋଲା
    ଦେଶ-ଦେଶାନ୍ତର

    ଭାରତରେ ଦାଉଦ ଇବ୍ରାହିମର ଘନିଷ୍ଠ ସହଯୋଗୀ ସଲିମ ଡୋଲା

    14275
    Apr 28, 2026
  • ଗୁପଚୁପ ଖାଇ ଶିଶୁ ମୃତ, ୬୦ ହସ୍ପିଟାଲରେ ଭର୍ତ୍ତି
    ଦେଶ-ଦେଶାନ୍ତର

    ଗୁପଚୁପ ଖାଇ ଶିଶୁ ମୃତ, ୬୦ ହସ୍ପିଟାଲରେ ଭର୍ତ୍ତି

    14102
    Apr 28, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ
    ବିଶେଷ

    ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    15678
    Apr 28, 2026
  • ଧାର୍ମିକ ଅନୁଷ୍ଠାନ ପରିଚାଳନା କରିବାର ଅଧିକାର ଅରାଜକତାକୁ ବୁଝାଏ ନାହିଁ
    ଦେଶ-ଦେଶାନ୍ତର

    ଧାର୍ମିକ ଅନୁଷ୍ଠାନ ପରିଚାଳନା କରିବାର ଅଧିକାର ଅରାଜକତାକୁ ବୁଝାଏ ନାହିଁ

    13852
    Apr 28, 2026
  • ନିର୍ବାଚନ ପୂର୍ବରୁ ୧୦୦ ବୋମା ଜବତ
    ଦେଶ-ଦେଶାନ୍ତର

    ନିର୍ବାଚନ ପୂର୍ବରୁ ୧୦୦ ବୋମା ଜବତ

    13438
    Apr 28, 2026
  • ମାଙ୍କଡ ଧରିଲେ ମିଳିବ ୬୦୦ ଟଙ୍କା
    ଦେଶ-ଦେଶାନ୍ତର

    ମାଙ୍କଡ ଧରିଲେ ମିଳିବ ୬୦୦ ଟଙ୍କା

    14069
    Apr 28, 2026
  • ‘କଳାକାରମାନଙ୍କୁ ଜୋକର ବନାଅ ନାହିଁ’
    ମନୋରଞ୍ଜନ

    ‘କଳାକାରମାନଙ୍କୁ ଜୋକର ବନାଅ ନାହିଁ’

    15126
    Apr 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ‘କଳାକାରମାନଙ୍କୁ ଜୋକର ବନାଅ ନାହିଁ’

    15126
    Apr 28, 2026
  • ଦେଶ-ଦେଶାନ୍ତର

    ବିବାହ ନିମନ୍ତ୍ରଣପତ୍ର ପଠାଇଥିଲେ ଯୁବକ, ଚିଠି ଲେଖି ନବଦମ୍ପତିଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

    15343
    Apr 27, 2026
  • ଦେଶ-ଦେଶାନ୍ତର

    ଗୁପଚୁପ ଖାଇ ଶିଶୁ ମୃତ, ୬୦ ହସ୍ପିଟାଲରେ ଭର୍ତ୍ତି

    14102
    Apr 28, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17444
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17492
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17852
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16321
    Apr 03, 2021

ବିଶେଷ

  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    15678
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15663
    Apr 27, 2026
  • ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ

    14512
    Apr 25, 2026
  • ଶଜନା ଶାଗରେ ଭରି ରହିଛି ବହୁ ଔଷଧୀୟ ଗୁଣ

    14313
    Apr 24, 2026
  • କମ ଶୋଇଲେ ଭୋଗିବେ ଏହିସବୁ ଅସୁବିଧା

    13968
    Apr 23, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15360
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15095
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15592
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13896
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିବାହ ନିମନ୍ତ୍ରଣପତ୍ର ପଠାଇଥିଲେ ଯୁବକ, ଚିଠି ଲେଖି ନବଦମ୍ପତିଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

    15343
    Apr 27, 2026
  • ‘କଳାକାରମାନଙ୍କୁ ଜୋକର ବନାଅ ନାହିଁ’

    15126
    Apr 28, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    15678
    Apr 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In