Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଲକ୍ଷ୍ନୌରେ ଏମରଜେନ୍ସି ଲ୍ୟାଣ୍ଡିଂ କଲା ...

  • ବିବାହ ବନ୍ଧନରେ ଅର୍ଜୁନ-ସାନିଆ

  • ଯୁଦ୍ଧ ପାଇଁ ଏକମାସ ପର୍ଯ୍ୟନ୍ତ TRP ...

  • ପମ୍ପରେ ଆଉ ମିଳିବନି ପେଟ୍ରୋଲ !

  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ...

  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

  • ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ...

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ...

  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ...

Home ›› ››ଆର.ଜି.କର ମେଡିକାଲ କଲେଜ ଓ ହସ୍ପିଟାଲର ୫୦ ବରିଷ୍ଠ ଡାକ୍ତର ଦେଲେ ଇସ୍ତଫା

ଆର.ଜି.କର ମେଡିକାଲ କଲେଜ ଓ ହସ୍ପିଟାଲର ୫୦ ବରିଷ୍ଠ ଡାକ୍ତର ଦେଲେ ଇସ୍ତଫା

2024-10-09 07:42:15
15603
Share:
Facebook
Twitter
E-Mail
WhatsApp
Telegram
ଆର.ଜି.କର ମେଡିକାଲ କଲେଜ ଓ ହସ୍ପିଟାଲର ୫୦ ବରିଷ୍ଠ ଡାକ୍ତର ଦେଲେ ଇସ୍ତଫା

କଲକାତା: ପଶ୍ଚିମବଙ୍ଗରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାକୁ ନେଇ କନିଷ୍ଠ ଡାକ୍ତରମାନେ ଯେଉଁ ଅନଶନ ଚଳାଇଛନ୍ତି, ତାହାକୁ ସମର୍ଥନ ଜଣାଇ କଲକାତାସ୍ଥିତ ଆର.ଜି.କର ମେଡିକାଲ କଲେଜ ଓ ହସ୍ପିଟାଲର ୫୦ ଜଣ ବରିଷ୍ଠ ଡାକ୍ତର ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଏହି ବରିଷ୍ଠ ଡାକ୍ତରମାନେ ସମୂହ ଇସ୍ତଫା ଦେଉଥିବାବେଳେ ଡାକ୍ତରୀ ଛାତ୍ରମାନେ ସେମାନଙ୍କୁ କରତାଳି ମାଧ୍ୟମରେ ଅଭିନନ୍ଦନ ଜଣାଉଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବାରେ ଲାଗିଛି।

ସୂଚନାଯୋଗ୍ୟ ରାଜ୍ୟ ସରକାର ସେମାନଙ୍କର ସବୁ ଦାବି ପୂରଣ କରିନଥିବାରୁ କନିଷ୍ଠ ଡାକ୍ତରମାନେ ଶନିବାରଠାରୁ କଲକାତାର ଧରମତାଲାଠାରେ ଆମରଣ ଅନଶନ ଆରମ୍ଭ କରିଛନ୍ତି। ଏହି ଆମରଣ ଅନଶନରେ ୬ ଜଣ ଡାକ୍ତର ସାମିଲ ଅଛନ୍ତି। ଇତିମଧ୍ୟରେ ଚାରିଦିନ ଅତିକ୍ରାନ୍ତ ହୋଇସାରିଥିଲେ ସୁଦ୍ଧା ରାଜ୍ୟ ସରକାର ନିରବଦ୍ରଷ୍ଟା ସାଜିଥିବାରୁ ଏହି ବରିଷ୍ଠ ଡାକ୍ତରମାନେ କ୍ଷୋଭପ୍ରକାଶ କରିଛନ୍ତି। ଯଦି ଏହି ଅନଶନରତ ଡାକ୍ତରଙ୍କ ସ୍ବାସ୍ଥ୍ୟାବସ୍ଥା ଜଟିଳ ହୁଏ, ତେବେ ରାଜ୍ୟ ସରକାର ସମ୍ପୂର୍ଣ୍ଣଭାବେ ଦାୟୀ ରହିବେ ବୋଲି ସେମାନେ ମତବ୍ୟକ୍ତ କରିଛନ୍ତି। ମଙ୍ଗଳବାର ସକାଳେ ଆମରଣ ଅନଶନରେ ବସିଥିବା କନିଷ୍ଠ ଡାକ୍ତରଙ୍କ ପ୍ରତି ସମର୍ଥନ ଜଣାଇ ୧୫ ଜଣ ବରିଷ୍ଠ ଡାକ୍ତର ପ୍ରତୀକାତ୍ମକ ଆମରଣ ଅନଶନରେ ଯୋଗଦେଇଥିବା ଜଣାପଡିଛି।

Powered by Froala Editor

Tags Kolkata case

Related articles Odisha News Lens 4.1

  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ
    ଦେଶ-ଦେଶାନ୍ତର

    ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ

    13562
    Mar 07, 2026
  • ଯୁଦ୍ଧ ପାଇଁ ଏକମାସ ପର୍ଯ୍ୟନ୍ତ TRP ରିପୋର୍ଟିଂ ବନ୍ଦ
    ଦେଶ-ଦେଶାନ୍ତର

    ଯୁଦ୍ଧ ପାଇଁ ଏକମାସ ପର୍ଯ୍ୟନ୍ତ TRP ରିପୋର୍ଟିଂ ବନ୍ଦ

    13680
    Mar 07, 2026
  •  ଏହି  ସ୍ଥାନରେ କଳାଜାଇ ଥିଲେ  ଖୋଲେ ପୂର୍ବଜନ୍ମର ରହସ୍ୟ
    ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14248
    Mar 07, 2026
  • ବିବାହ ବନ୍ଧନରେ ଅର୍ଜୁନ-ସାନିଆ
    ମନୋରଞ୍ଜନ

    ବିବାହ ବନ୍ଧନରେ ଅର୍ଜୁନ-ସାନିଆ

    14536
    Mar 07, 2026
  • ଲକ୍ଷ୍ନୌରେ ଏମରଜେନ୍ସି ଲ୍ୟାଣ୍ଡିଂ କଲା ୟୁପି ଡେପୁଟି ସିଏମ୍ ଙ୍କ  ହେଲିକପ୍ଟର
    ଦେଶ-ଦେଶାନ୍ତର

    ଲକ୍ଷ୍ନୌରେ ଏମରଜେନ୍ସି ଲ୍ୟାଣ୍ଡିଂ କଲା ୟୁପି ଡେପୁଟି ସିଏମ୍ ଙ୍କ ହେଲିକପ୍ଟର

    14962
    Mar 07, 2026
  •  ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର
    ଦେଶ-ଦେଶାନ୍ତର

    ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର

    14343
    Mar 07, 2026
  • ପମ୍ପରେ ଆଉ ମିଳିବନି ପେଟ୍ରୋଲ !
    ଦେଶ-ଦେଶାନ୍ତର

    ପମ୍ପରେ ଆଉ ମିଳିବନି ପେଟ୍ରୋଲ !

    13990
    Mar 07, 2026
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ
    ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    15039
    Mar 06, 2026
  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା
    ଦେଶ-ଦେଶାନ୍ତର

    ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

    13804
    Mar 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13604
    Mar 06, 2026
  • ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14248
    Mar 07, 2026
  • ଦେଶ-ଦେଶାନ୍ତର

    ଯୁଦ୍ଧ ପାଇଁ ଏକମାସ ପର୍ଯ୍ୟନ୍ତ TRP ରିପୋର୍ଟିଂ ବନ୍ଦ

    13680
    Mar 07, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16247
    Apr 03, 2021

ବିଶେଷ

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14248
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14871
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15267
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14474
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15089
    Feb 28, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15670
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15127
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14979
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14493
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର

    14343
    Mar 07, 2026
  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ

    13562
    Mar 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14248
    Mar 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In