Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, March 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୋସିଆଲ ମିଡିଆ ବ୍ୟବହାର ପାଇଁ ...

  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ...

  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ...

  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

  • ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ...

  • ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ...

  • ହିମାଚଳରେ ବର୍ଷା ସହ ବଜ୍ରପାତ ଆଶଙ୍କା

  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ...

  • ୟୁଏଇ ନଷ୍ଟ କଲା ୫ ବାଲିଷ୍ଟିକ ...

  • ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ

ରାଜ୍ୟ
Home ›› ରାଜ୍ୟ ››ଝୁଲାପୋଲ ଦେଖିବାକୁ ଯାଇଥିଲେ, କୁନି ଝିଅକୁ ହରାଇଲେ ବାପା, ମା’

ଝୁଲାପୋଲ ଦେଖିବାକୁ ଯାଇଥିଲେ, କୁନି ଝିଅକୁ ହରାଇଲେ ବାପା, ମା’

2024-10-09 19:56:41
14417
Share:
Facebook
Twitter
E-Mail
WhatsApp
Telegram
ଝୁଲାପୋଲ ଦେଖିବାକୁ ଯାଇଥିଲେ, କୁନି ଝିଅକୁ ହରାଇଲେ ବାପା, ମା’

ଫୁଲବାଣୀ ରାଇକିଆ ଥାନା ଅନ୍ତର୍ଗତ ମକବାଲିରେ ବାଇକ୍ ଦୁର୍ଘଟଣାରେ ବାପା ମା’ କୁନି ଝିଅକୁ ହରାଇ ଭାଙ୍ଗି ପଡିଛନ୍ତି । ଝିଅକୁ ଝୁଲାପୋଲ ଦେଖାଇବାକୁ ଯାଇଥିବାବେଳେ ପରିବାରର ହସଖୁସି ଦୁଃଖରେ ପାଲଟିଯାଇଛି ।

ରାଇକିଆ ଥାନା ଅନ୍ତର୍ଗତ ଜିଡିସି ସାହିର ବାରିଷ ଦିଗାଲ ଓ ତାଙ୍କ ସ୍ତ୍ରୀ ଦିବ୍ୟ ଶିକ୍ଷା ପ୍ରଧାନ ୨ ବର୍ଷର ଝିଅ ବାରିଶିଖାକୁ ଧରି ମକବାଲି ନିକଟସ୍ଥ ବେଞ୍ଜାମାହା ଠାରେ ଥିବା ଝୁଲାପୋଲ ଦେଖିବା ପାଇଁ ଯାଇଥିଲେ । ସେଠାରୁ ଫେରିବା ସମୟରେ ମକବାଲି ନିକଟ ନାଉଡ଼ିମାହା ପୋଲ ଉପରେ ଭାରସାମ୍ୟ ହରାଇ ପ୍ରାୟ ୨୦ ଫୁଟ ତଳକୁ ଖସି ପଡିଥିଲେ । ସ୍ଥାନୀୟ ଲୋକ ସେମାନଙ୍କୁ ଉଦ୍ଧାର କରି ରାଇକିଆ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ବାରିଶିଖାଙ୍କ ମୃତ୍ୟୁ ହୋଇଛି । ମାଆଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଥିବା ବେଳେ ବାପା ଏଠାରେ ଚିକିତ୍ସାଧୀନ ଅଛନ୍ତି ।

ଏ ଘଟଣା ପରେ ବାରିଷ ଦିଗାଲଙ୍କ ପରିବାରରେ ଦଃଖର ଛାୟା ଖେଳିଯାଇଛି । ହସଖୁସିର ସଂସାର ନିମିଷକେ ଶୋକ ଭିତରେ ବୁଡିଯାଇଛି ।


Powered by Froala Editor

Tags accident

Related articles Odisha News Lens 4.1

  • ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ
    ଦେଶ-ଦେଶାନ୍ତର

    ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ

    14125
    Mar 26, 2026
  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ

    14142
    Mar 26, 2026
  • ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ
    ଦେଶ-ଦେଶାନ୍ତର

    ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ

    14486
    Mar 25, 2026
  • ହିମାଚଳରେ ବର୍ଷା ସହ ବଜ୍ରପାତ ଆଶଙ୍କା
    ଦେଶ-ଦେଶାନ୍ତର

    ହିମାଚଳରେ ବର୍ଷା ସହ ବଜ୍ରପାତ ଆଶଙ୍କା

    15049
    Mar 26, 2026
  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା
    ଦେଶ-ଦେଶାନ୍ତର

    ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା

    15023
    Mar 26, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....
    ବିଶେଷ

    କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15017
    Mar 25, 2026
  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା
    ଦେଶ-ଦେଶାନ୍ତର

    ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

    13831
    Mar 26, 2026
  • ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା
    ଦେଶ-ଦେଶାନ୍ତର

    ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା

    13559
    Mar 26, 2026
  • ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି
    ଦେଶ-ଦେଶାନ୍ତର

    ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି

    14942
    Mar 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହିମାଚଳରେ ବର୍ଷା ସହ ବଜ୍ରପାତ ଆଶଙ୍କା

    15049
    Mar 26, 2026
  • ଦେଶ-ଦେଶାନ୍ତର

    ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା

    13559
    Mar 26, 2026
  • ଦେଶ-ଦେଶାନ୍ତର

    ୟୁଏଇ ନଷ୍ଟ କଲା ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ଓ ୧୭ଟି ଡ୍ରୋନ

    14665
    Mar 25, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17384
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17449
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17797
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16268
    Apr 03, 2021

ବିଶେଷ

  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15017
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14979
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13964
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15115
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15662
    Mar 19, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15019
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15526
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13824
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14266
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି

    14942
    Mar 26, 2026
  • ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା

    13559
    Mar 26, 2026
  • ହିମାଚଳରେ ବର୍ଷା ସହ ବଜ୍ରପାତ ଆଶଙ୍କା

    15049
    Mar 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In