Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆମେରିକାରେ କାମ କରୁଥିବା ବିଦେଶୀ ...

  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ...

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ...

  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ...

  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ...

  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ...

  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ...

  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ ...

  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ...

  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ରତନ ଟାଟା ଆଉ ନାହାନ୍ତି

ରତନ ଟାଟା ଆଉ ନାହାନ୍ତି

2024-10-09 20:18:35
16455
Share:
Facebook
Twitter
E-Mail
WhatsApp
Telegram
ରତନ ଟାଟା ଆଉ ନାହାନ୍ତି

ବାର୍ଦ୍ଧକ୍ୟଜନିତ ଅସୁସ୍ଥତା କାରଣରୁ ଟାଟା ସନ୍ସର ଚେୟାରମ୍ୟାନ୍ ରତନ ଟାଟା ମୁମ୍ବାଇର ଏକ ଡାକ୍ତରଖାନାରେ ପ୍ରାଣ ତ୍ୟାଗ କରିଛନ୍ତି। ବୁଧବାର ସନ୍ଧ୍ୟାରେ ତାଙ୍କ ସ୍ୱାସ୍ଥ୍ୟ ଖରାପ ହେବାର ଖବର ଆସିଥିଲା। କିଛି ଘଣ୍ଟା ପରେ ସେ ବିଦାୟ ନେବାର ଖବର ଆସିଛି।  ହଠାତ୍ ରକ୍ତଚାପ କମିଯିବାରୁ ତାଙ୍କୁ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ  ଆଇସିୟୁକୁ ସ୍ଥାନାନ୍ତର କରାଯାଇଥିଲା, ଯେଉଁଠାରେ ତାଙ୍କର ମୃତ୍ୟୁ ଘଟିଛି। 

ଗତ ୭ ତାରିଖରେ ଏକ ସୋସିଆଲ ମିଡିଆ ପୋଷ୍ଟରେ ସେ ସ୍ୱାସ୍ଥ୍ୟ ସମସ୍ୟାକୁ "ଗୁଜବ" ବୋଲି ଖଣ୍ଡନ କରିଥିଲେ ଏବଂ ତାଙ୍କ ଅନୁଗାମୀ ଏବଂ ପ୍ରଶଂସକମାନଙ୍କୁ କହିଥିଲେ ଯେ ଚିନ୍ତା କରିବାର କୌଣସି କାରଣ ନାହିଁ ଏବଂ ବୟସ ଜନିତ ଚିକିତ୍ସା ଅବସ୍ଥା ପାଇଁ ତାଙ୍କର ଯାଞ୍ଚ କରାଯାଉଛି ବୋଲି ଉଲ୍ଲେଖ କରିଥିଲେ। 

ରତନ ଟାଟା ଜଣେ ଉଦାର ବ୍ୟକ୍ତି ଥିଲେ ଏବଂ ଅସୁବିଧା ସମୟରେ ଦେଶକୁ ସାହାଯ୍ୟ କରିବାକୁ ସର୍ବଦା ପ୍ରସ୍ତୁତ ଥିଲେ। ଟାଟା ଗ୍ରୁପକୁ ଏତେ ଉଚ୍ଚତାକୁ ନେବାରେ ରତନ ଟାଟା ସବୁଠାରୁ ବଡ ଭୂମିକା ଗ୍ରହଣ କରିଥିଲେ। ସେ ଦେଶ ତଥା ସାଧାରଣ ଲୋକଙ୍କ ପାଇଁ ଏପରି ଅନେକ କାର୍ଯ୍ୟ କରିଥିଲେ, ଯାହା ପାଇଁ ତାଙ୍କୁ ସର୍ବଦା ସ୍ମରଣ କରାଯିବ। 

ସୂଚନାଯୋଗ୍ୟ, ରତନ ଟାଟା ୧୯୩୭ ମସିହା ଡିସେମ୍ବର ୨୮ ତାରିଖରେ ଜନ୍ମଗ୍ରହଣ କରିଥିଲେ। ସେ ମୁମ୍ବାଇର କ୍ୟାଥେଡ୍ରାଲ ଏବଂ ଜନ୍ କନନ୍ ସ୍କୁଲରୁ ପ୍ରାରମ୍ଭିକ ଶିକ୍ଷା ଲାଭ କରିଥିଲେ। ସେ ଆମେରିକାର କର୍ନେଲ ବିଶ୍ୱବିଦ୍ୟାଳୟରୁ ଆର୍କିଟେକ୍ଚର ଏବଂ ଷ୍ଟ୍ରକ୍ଚରାଲ ଇଞ୍ଜିନିୟରିଂରେ ଡିଗ୍ରୀ ହାସଲ କରିଥିଲେ। ୧୯୬୨ ରେ ଟାଟା ଗ୍ରୁପରେ ଯୋଗ ଦେବା ପୂର୍ବରୁ ରତନ ଟାଟା ଆମେରିକାରେ କିଛି ସମୟ କାମ କରିଥିଲେ। ୧୯୮୧ମସିହାରେ ତାଙ୍କୁ ଟାଟା ଇଣ୍ଡଷ୍ଟ୍ରିଜ୍‌ର ଅଧ୍ୟକ୍ଷ କରାଯାଇଥିଲା। 

୧୯୯୧ରେ ଜେଆରଡି ଟାଟାଙ୍କ ଅବସର ପରେ ରତନ ଟାଟା ଟାଟା ସନ୍ସର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ତାଙ୍କ କାର୍ଯ୍ୟକାଳ ମଧ୍ୟରେ ୧୯୯୬ମସିହାରେ ଟାଟା ଟେଲିସର୍ଭିସେସ୍ ପ୍ରତିଷ୍ଠା କରିଥିଲେ, ଯାହା ଫଳରେ ଟେଲିକମ୍ କ୍ଷେତ୍ରରେ ଏହି ଗ୍ରୁପ୍‌ର ସମ୍ପ୍ରସାରଣ ହୋଇଥିଲା। ଟାଟା ସନ୍ସରେ ତାଙ୍କର ନେତୃତ୍ୱ ସମୟରେ ସେ ଟେଟ୍ଲି, କୋରସ୍ ଏବଂ ଜାଗୁଆର ଲ୍ୟାଣ୍ଡରୋଭର ଭଳି କମ୍ପାନିକୁ ଅଧିଗ୍ରହଣ କରି ଟାଟା ଗ୍ରୁପକୁ ଏକ ଘରୋଇ କମ୍ପାନିରୁ ଏକ ବିଶ୍ୱସ୍ତରୀୟ ପାୱାରହାଉସରେ ପରିଣତ କରିଥିଲେ। 

Powered by Froala Editor

Tags ratan tata

Related articles Odisha News Lens 4.1

  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ
    ଦେଶ-ଦେଶାନ୍ତର

    ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ

    15538
    Oct 10, 2026
  • ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15357
    Oct 10, 2026
  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର
    ଦେଶ-ଦେଶାନ୍ତର

    ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    13970
    Oct 09, 2026
  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍
    ଦେଶ-ଦେଶାନ୍ତର

    ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍

    13291
    Oct 10, 2026
  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'
    ଦେଶ-ଦେଶାନ୍ତର

    ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'

    15088
    Oct 10, 2026
  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ

    14272
    Oct 10, 2026
  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ...
    ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ...

    15297
    Oct 10, 2026
  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    14052
    Oct 09, 2026
  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...
    ଦେଶ-ଦେଶାନ୍ତର

    କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...

    15723
    Oct 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    14052
    Oct 09, 2026
  • ଦେଶ-ଦେଶାନ୍ତର

    ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    13970
    Oct 09, 2026
  • ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ଦାସଙ୍କୁ ଅଟକ

    15297
    Oct 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17166
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17858
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17814
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18231
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14463
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14569
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15576
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14249
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15986
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15599
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14884
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15544
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14016
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    14642
    Oct 09, 2026
  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    13970
    Oct 09, 2026
  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'

    15088
    Oct 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In