Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ...

  • ୭୮ଟି ସାହସିକତା ପୁରସ୍କାରକୁ ...

  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ...

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ...

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

  • ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ...

  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ...

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ...

  • ଆମେରିକୀୟ ସେନା ହେଲିକପ୍ଟର ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପ୍ରେମିକାକୁ ବିବାହ କରିବାକୁ ବାଂଲାଦେଶ ଯାଇ ବନ୍ଧା ହେଲେ

ପ୍ରେମିକାକୁ ବିବାହ କରିବାକୁ ବାଂଲାଦେଶ ଯାଇ ବନ୍ଧା ହେଲେ

2021-06-28 19:49:35
13955
Share:
Facebook
Twitter
E-Mail
WhatsApp
Telegram
ପ୍ରେମିକାକୁ ବିବାହ କରିବାକୁ ବାଂଲାଦେଶ ଯାଇ ବନ୍ଧା ହେଲେ

ପ୍ରେମିକାଙ୍କୁ ବେଆଇନ ଭାବରେ ବିବାହ କରି ପ୍ରେମିକଙ୍କୁ ମହଙ୍ଗା ପଡ଼ିଛି । ବାଂଲାଦେଶରେ ବିବାହ କରି ଭାରତ ଫେରିବା ବାଟରେ ବିଏସ୍‌ଏଫ୍ ଯବାନମାନେ ଦମ୍ପତିଙ୍କୁ ଗିରଫ କରିଛନ୍ତି । ଯୁବକଙ୍କ ନାମ ଜୟକାନ୍ତ ଚନ୍ଦ୍ର ରାୟ (୨୪) ଏବଂ ଯୁବତୀଙ୍କ ନାମ ପରିନିତି (୧୮) । ଯୁବକ ଜଣକ ନଦିଆ ଜିଲ୍ଲାର ଶାନ୍ତିପୁର ପୁଲିସ ଷ୍ଟେସନ ଅନ୍ତର୍ଗତ ବଲଭପୁର ଗାଁର ।

ପଚରାଉଚରା ବେଳେ ସେମାନେ କହିଛନ୍ତି, ଉଭୟଙ୍କ ପରିଚୟ ଫେସବୁକ୍ ମାଧ୍ୟମରେ ହୋଇଥିଲା । ପରେ ସମ୍ପର୍କ ପ୍ରେମରେ ପରିଣତ ହୋଇଥିଲା । ଶେଷରେ ଉଭୟ ନିଷ୍ପତ୍ତି ନେଇଥିଲେ ପରସ୍ପର ଜୀବନ ସାଥୀ ହେବାକୁ । ଶେଷରେ ଏହାକୁ ସେମାନେ ବାସ୍ତବରେ ପରିଣତ କରିଛନ୍ତି । ଯୁବତୀ ଜଣଙ୍କ ହେଉଛନ୍ତି ବାଂଲାଦେଶ ନେରଲିର ପରିନିତି ।

ପରିନିତିଙ୍କୁ ବିବାହ କରିବା ପାଇଁ ଜୟକାନ୍ତ ବାଂଲାଦେଶ ଯାଇ ତାଙ୍କୁ ବିବାହ କରିବାକୁ ସ୍ଥିର କଲେ । ତା’ପରେ ଆପୁ ନାମକ ଜଣେ ଦଲାଲଙ୍କ ସାହାଯ୍ୟରେ ଜୟକାନ୍ତ ବେଆଇନ ଭାବେ ସୀମା ପାର ହୋଇ ମାର୍ଚ୍ଚ ୮ ରେ ବାଂଲାଦେଶରେ ପହଞ୍ଚିଥିଲେ ।

ସେଠାରେ ସେ ମାର୍ଚ୍ଚ ୧୦ରେ ପରିନିତିଙ୍କୁ ବିବାହ କରିଥିଲେ । ଜୁନ୍ ୨୫ ପର୍ଯ୍ୟନ୍ତ ସେ ବାଂଲାଦେଶରେ ପରିନିତିଙ୍କ ଘରେ ରହିଥିଲେ । ପରିନିତି କହିଛନ୍ତି ଯେ ସୀମା ପାର ହେବା ପାଇଁ ସେ ରାଜୁ ମଣ୍ଡଳ ନାମକ ବାଂଲାଦେଶୀ ଦଲାଲକୁ ୧୦ ହଜାର ବାଂଲାଦେଶୀ ଟାକା ଦେଇଛନ୍ତି । ଆଉ ବିଏସଏଫର କମାଣ୍ଡିଂ ଅଧିକାରୀ ସଞ୍ଜୟ ପ୍ରସାଦ ସିଂ କହିଛନ୍ତି ଯେ ଅବୈଧ ଭାବେ ସୀମା ପାର ହୋଇ ଆସୁଥିବାବେଳେ ଉଭୟଙ୍କୁ ଗିରଫ କରାଯାଇଥିଲା । ଜୁନ୍‌ ୨୬ରେ ଗୁଇନ୍ଦା ସୂଚନା ମିଳିବା ପରେ ମାଧୁପର ସୀମାରେ ମୁତୟନ ୮୨ ବାଟାଲିୟନ ଯବାନମାନେ ଆଲର୍ଟ ହୋଇଯାଇଥିଲେ । ପୁଙ୍ଖାନୁପୁଙ୍ଖ ପଚରାଉଚରା ପରେ ପ୍ରେମ ସମ୍ପର୍କ ସାମ୍ନାକୁ ଆସିଥିଲା । ଅଧିକ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ବିଏସଏଫ ଉଭୟଙ୍କୁ ଭୀମପୁର ପୁଲିସ ଷ୍ଟେସନକୁ ହସ୍ତାନ୍ତର କରିଛି ।


Powered by Froala Editor

Tags youth arrest for marriage Bangladesh girls

Related articles Odisha News Lens 4.1

  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...
    ଦେଶ-ଦେଶାନ୍ତର

    ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...

    15214
    Aug 15, 2026
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା
    ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    14082
    Aug 13, 2026
  •  ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...

    14341
    Aug 14, 2026
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ,  ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14189
    Aug 14, 2026
  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15777
    Aug 13, 2026
  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ
    ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14154
    Aug 15, 2026
  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ
    ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13936
    Aug 13, 2026
  •  ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌
    ଦେଶ-ଦେଶାନ୍ତର

    ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    13798
    Aug 15, 2026
  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ
    ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13606
    Aug 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    14082
    Aug 13, 2026
  • ଦେଶ-ଦେଶାନ୍ତର

    ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

    15214
    Aug 15, 2026
  • ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14189
    Aug 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17030
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17645
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17695
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18096
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14570
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14537
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14374
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15953
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16367
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14080
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14360
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15264
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14635
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13936
    Aug 13, 2026
  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13606
    Aug 14, 2026
  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15384
    Aug 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In