Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ ...

  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ...

  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ...

  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ...

  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ ...

  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ...

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା

  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ...

Home ›› ››ରାତି ସାରା ଏସିରେ ଶୋଇବା ଦ୍ଵାରା କଣ ହୁଏ ଜାଣନ୍ତୁ....

ରାତି ସାରା ଏସିରେ ଶୋଇବା ଦ୍ଵାରା କଣ ହୁଏ ଜାଣନ୍ତୁ....

2024-10-14 10:26:14
14470
Share:
Facebook
Twitter
E-Mail
WhatsApp
Telegram
ରାତି ସାରା ଏସିରେ ଶୋଇବା ଦ୍ଵାରା କଣ ହୁଏ ଜାଣନ୍ତୁ....

ଲୋକଙ୍କୁ କଲବଲ କରୁଛି ଅସହ୍ୟ ତାତି। ତାତିରୁ ନିସ୍ତାର ପାଇବାକୁ ତ୍ରାହି ତ୍ରାହି ଡାକୁଛନ୍ତି ଲୋକେ। ଖରାର କୋପ ସହି ନ ପାରି ଅକାଳରେ ଚାଲି ଯାଉଛି ବହୁ ଜୀବନ । ଏପରି ସ୍ଥଳେ ତାତିରୁ ମୁକ୍ତି ପାଇବାକୁ ଲୋକେ ଏସିର ଥଣ୍ଡା ହାୱା ଚାହୁଁଛନ୍ତି। ତେଣୁ ଏବେ ବଜାରରେ ଏସିର ଚାହିଦା ପ୍ରବଳ । ଯେକୌଣସି ପ୍ରକାରେ ନିଜ ଘରେ ଏସି ଲଗାଇ ତାତିକୁ ବାଏ ବାଏ କହିବାକୁ ସମସ୍ତେ ତତ୍ପର।

ଏସି ରୁମ୍‌ରେ ପଶିଗଲେ ପରମ ତୃପ୍ତି ମିଳୁଥିବାରୁ ଆଉ ବନ୍ଦ କରିବାକୁ କାହାର ହାତ ଯାଉନି। ବହୁ ଲୋକେ ରାତି ସାରା ଏସି ଲଗାଇ ଶୋଇବାକୁ ପଛାଉ ନାହାନ୍ତି। ଏପରି କରିବା ଦ୍ୱାରା ସଙ୍ଗେସଙ୍ଗେ ଶାନ୍ତି ମିଳୁଥାଇପାରେ, ମାତ୍ର ଏଥିଯୋଗୁ ଆପଣ ବହୁ ଶାରୀରିକ ସମସ୍ୟାର ସମ୍ମୁଖୀନ ହୋଇ ପାରନ୍ତି।

ଭୋର ୪ଟାରୁ ୫ଟା ମଧ୍ୟରେ ଶରୀରର ତାପମାତ୍ର କମ୍‌ ରହିଥାଏ। ଏପରି ସମୟରେ ରାତିରେ ଏସି ଚାଲୁ କରି ଶୋଇଲେ ବହୁ ସ୍ୱାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ। ତେଣୁ ଆସନ୍ତୁ ଜାଣିବା ରାତି ସାରା ଏସିରେ ଶୋଇବା ଦ୍ୱାରା ଆପଣ କେଉଁ କେଉଁ ସମସ୍ୟା ଭୋଗିବେ।
ଯେଉଁ ଲୋକ ଦିନରେ କାମ ସମୟରେ ଏସିରେ ରହୁଛନ୍ତି ଓ ରାତିରେ ଶୋଇବା ବେଳେ ବି ଏସିକୁ ଚାଲୁ ରଖୁଛନ୍ତି, ସେମାନେ ମୁଖ୍ୟତଃ ମୁଣ୍ଡ ବିନ୍ଧା ରୋଗରେ ପୀଡ଼ିତ ହୋଇଥାନ୍ତି। କାରଣ ରାତି ସାରା ଏସିର ଥଣ୍ଡା ପବନ ଆପଣଙ୍କ ମୁଣ୍ଡରେ ମାଡ଼ ହୋଇଥାଏ। ଫଳରେ ଏପରି ସ୍ଥିତିରେ ମୁଣ୍ଡ ବିନ୍ଧିବା ଓ ମୁଣ୍ଡ ଭାରି ଭାରି ଲାଗିବା ସାଧାରଣ କଥା।
ରାତି ସାରା ଏସି ଲଗାଇ ଶୋଇବା ଯୋଗୁ ଶରରୀର ତାପମାତ୍ରା ଖସିଥାଏ। ଏଥିଯୋଗୁ ହଜମ ପ୍ରକ୍ରିୟା ବି ପ୍ରଭାବିତ ହୋଇଥାଏ। କାରଣ ସବୁବେଳେ ଥଣ୍ଡା ତାପମାତ୍ରାରେ ରହିବା ଯୋଗୁ ପାଚନ କ୍ରିୟା ବାଧାପ୍ରାପ୍ତ ହୋଇଥାଏ।
ରାତି ସାରା ଏସିରେ ଶୋଇବା ଦ୍ୱାରା ଶରୀରରୁ ଜଳୀୟ ଅଂଶ ଶୁଖି ଯାଇଥାଏ। ଏପରିକି ଶରୀରରୁ ଖଣିଜ ଲବଣ କମି ଯାଇଥାଏ ଓ ତଣ୍ଟି ଶୁଖି ଯାଇଥାଏ।
ସାରା ରାତି ଏସିରେ ଶୋଇବା ଯୋଗୁ ଆମ ଚର୍ମ ଶୁଷ୍କ ହୋଇଯାଇଥାଏ। ଫଳରେ ଚର୍ମରୁ ଚମକ କମି ଯାଇଥାଏ। ଏହା ପୂରା ଡ୍ରାଏ ହୋଇ ଯାଇଥାଏ।
ଏସିରେ ରାତି ସାରା ଶୋଇବା କାରଣରୁ ସବୁବେଳେ ଥଣ୍ଡା ଲାଗିରୁହେ। କାରଣ ରାତି ସମୟରେ ଆମ ଶରୀର ନିଷ୍କ୍ରୀୟ ଅବସ୍ଥାରେ ଥାଏ। ଏପରି ସମୟରେ ନନ୍‌ଷ୍ଟପ୍‌ ଥଣ୍ଡା ପବନ ମାଡ଼ ହୋଇ ସହଜରେ ଥଣ୍ଡା ସଂକ୍ରମଣ ମାଡ଼ି ବସିଥାଏ ।
ଫ୍ରେଶ ପବନ ସବୁବେଳେ ଲୋକଙ୍କୁ ଏନର୍ଜେଟିକ କରିଥାଏ। ମାତ୍ର ରାତିରେ କବାଟ,ଝରକା ବନ୍ଦ କରି ଏସି ଲଗାଇ ଶୋଇବା ଦ୍ୱାରା ଶରୀରରେ ଫ୍ରେଶ ପବନ ବାଜି ନ ଥାଏ । ଫଳରେ ସକାଳେ ଉଠିବା ପରେ ଥକାପଣ ଅନୁଭବ ହୋଇଥାଏ।

Powered by Froala Editor

Tags Ac

Related articles Odisha News Lens 4.1

  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା
    ଦେଶ-ଦେଶାନ୍ତର

    କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13620
    Jun 23, 2026
  • ୫୨ ବର୍ଷରେ ପାଦ ଥାପିଲେ ବିଜୟ
    ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15549
    Jun 22, 2026
  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା
    ରାଜନୀତି

    କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15681
    Jun 23, 2026
  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...
    ଦେଶ-ଦେଶାନ୍ତର

    ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...

    14807
    Jun 22, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    13912
    Jun 23, 2026
  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ
    ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14993
    Jun 22, 2026
  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା
    ଦେଶ-ଦେଶାନ୍ତର

    ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14814
    Jun 22, 2026
  • ୨ ଫାଳ ଉଦ୍ଧବସେନା  : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ
    ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    13966
    Jun 23, 2026
  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ
    ଦେଶ-ଦେଶାନ୍ତର

    ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    15035
    Jun 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14814
    Jun 22, 2026
  • ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14993
    Jun 22, 2026
  • ରାଜନୀତି

    କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15681
    Jun 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16941
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17559
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17608
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18005
    Sep 06, 2023

ବିଶେଷ

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14753
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14928
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14796
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15608
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14470
    Jun 19, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13782
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14872
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15487
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15237
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର କଲେ ସିଧା ଯମରାଜଙ୍କ ପାଖକୁ ଯିବ

    14807
    Jun 22, 2026
  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14814
    Jun 22, 2026
  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    15035
    Jun 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In