Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, May 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'

  • ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ...

  • ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ...

  • AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ...

  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ...

  • ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ...

  • ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ...

  • ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ...

  • ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ...

  • ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ: ୟୁପିଆଇ ...

Home ›› ››କେଉଁ ଅଭ୍ୟାସ କାରଣରୁ ହୋଇଥାଏ ହୃଦଘାତ ଜାଣନ୍ତୁ...

କେଉଁ ଅଭ୍ୟାସ କାରଣରୁ ହୋଇଥାଏ ହୃଦଘାତ ଜାଣନ୍ତୁ...

2024-10-21 05:37:25
15946
Share:
Facebook
Twitter
E-Mail
WhatsApp
Telegram
କେଉଁ ଅଭ୍ୟାସ କାରଣରୁ ହୋଇଥାଏ ହୃଦଘାତ ଜାଣନ୍ତୁ...

ପୂର୍ବରୁ ଖୁବ୍ କୋଚିତ୍ ଦେଖା ଯାଉଥିବା ହୃଦଘାତ ଏବେ ଏକ ସାଧାରଣ ରୋଗ ହୋଇଗଲାଣି। ବୃଦ୍ଧାବସ୍ଥାରେ ହୃଦଘାତ ହୁଏ ବୋଲି କୁହାଯାଉଥିଲା, କିନ୍ତୁ ବର୍ତ୍ତମାନ ସମୟରେ କିଶୋରଠୁ ଯୁବକ ଆଉ ପ୍ରାପ୍ତ ବୟସ୍କ ସମସ୍ତଙ୍କୁ ଏହି ରୋଗ ଗ୍ରାସ କରୁଛି। ଏହାର କାରଣ କରୋନା ଭୂତାଣୁକୁ ଦିଆଯାଉ ଥିବାବେଳେ କେହି କେହି କରୋନା ଟିକାକୁ ଦାୟୀ କରୁଛନ୍ତି।

ବାସ୍ତବରେ ହୃତଘାତ ପଛରେ ଆମର ଅନେକ କୁଅଭ୍ୟାସ ମଧ୍ୟ ରହିଛି। କେଉଁ ସବୁ ଅଭ୍ୟାସ କାରଣରୁ ହୃଦଘାତ ହୋଇଥାଏ, ଜାଣନ୍ତୁ...

ଧୂମପାନ- ଆଜିକାଲି ଯୁବପିଢିଙ୍କ ମଧ୍ୟରେ ଧୂମପାନ ଅଭ୍ୟାସ ଦ୍ରୁତ ଗତିରେ ବଢିଚାଲିଛି। ଏହି ଅଭ୍ୟାସ କର୍କଟ ଏବଂ ହୃଦଘାତ ଭଳି ବିପଜ୍ଜନକ ରୋଗର ମୁଖ୍ୟ କାରଣ ହୋଇଥାଏ। ବିଶେଷ କରି ତମାଖୁ ଏବଂ ଧୂମପାନ ଅଭ୍ୟାସ ଥିବା ଲୋକଙ୍କର ହୃଦଘାତ ହେବାର ଆଶଙ୍କା ଦୁଇଗୁଣା ଅଧିକ ଥାଏ। 

ଅସ୍ୱାସ୍ଥ୍ୟକର ଖାଦ୍ୟ- ଉତ୍ତମ ସ୍ୱାସ୍ଥ୍ୟ ପାଇଁ ସୁସ୍ଥ ଖାଦ୍ୟ ଏକାନ୍ତ ଆବଶ୍ୟକ। ପୋଷକ ତତ୍ତ୍ୱରେ ଭରପୂର ସନ୍ତୁଳିତ ଏବଂ ସୁସ୍ଥ ଖାଦ୍ୟ ହୃଦଘାତ ସହ ଅନ୍ୟାନ୍ୟ ବିପଜ୍ଜନକ ରୋଗକୁ ଦୂରେଇ ରଖେ। ଏହା ସହିତ ବିପି, ମେଦବହୁଳତା ଏବଂ ମଧୁମେହ ମଧ୍ୟ ଠିକ୍ ହୋଇପାରେ। ତେଣୁ ଅସ୍ୱାସ୍ଥ୍ୟକର ଖାଦ୍ୟଠୁ ଦୂରେଇ ରୁହନ୍ତୁ।ମୋଟାପଣ- ମେଦବହୁଳତା ବା ମୋଟାପଣ ଏକ ରୋଗ ନ ହେଲେ ମଧ୍ୟ ଅନେକ ରୋଗର ଏକ କାରଣ। ମେଦବହୁଳତା କାରଣରୁ ଅନେକ ରୋଗ ମାଡ଼ିବସେ। ଏହି କାରଣରୁ ହୃଦଘାତ ହେବାର ଆଶଙ୍କା ମଧ୍ୟ ଅଧିକ। ତେଣୁ ହୃଦଘାତରୁ ରକ୍ଷା ପାଇବା ପାଇଁ ସାମୂହିକ ସ୍ୱାସ୍ଥ୍ୟ ବଜାୟ ରଖନ୍ତୁ। ପ୍ରତିଦିନ କିଛି ଶାରୀରିକ କାର୍ୟ୍ୟକଳାପ କରନ୍ତୁ।

ଚାପ ଏବଂ ଡ୍ରଗ୍- ଆଜିକାଲି ଯୁବପିଢିଙ୍କ ମଧ୍ୟରେ ଚିନ୍ତା ଏବଂ ଚାପ ସାଧାରଣ ହୋଇଗଲାଣି। ନିହାତି ସାମାନ୍ୟ ସମସ୍ୟାର ସମାଧାନ ସେମାନଙ୍କ ପାଇଁ କଷ୍ଟକର, ତେଣୁ ଚାପଗ୍ରସ୍ତ ହେବା ଆଉ ଏଥିରୁ ମୁକୁଳିବା ପାଇଁ ନିଶାସେବନ କରିବା କେତେକ ଯୁବପିଢିଙ୍କର ଅଭ୍ୟାସରେ ପରିଣତ ହୋଇଗଲାଣି। ଏହି ଅଭ୍ୟାସ ହୃଦଘାତର ମୁଖ୍ୟ କାରଣ। ତେଣୁ ମନକୁ ସ୍ଥିର ରଖି ସମସ୍ୟାରୁ ମୁକୁଳିବାକୁ ଚେଷ୍ଟା କରନ୍ତୁ, ନିଜ ହୃଦୟର ସ୍ୱାସ୍ଥ୍ୟ ପାଇଁ ନିଶା ସେବନଠୁ ଯଥା ସମ୍ଭବ ଦୂରେଇ ରୁହନ୍ତୁ। 

ମଧୁମେହ ଓ ଉଚ୍ଚ ରକ୍ତଚାପ- ମଧୁମେହରେ ପୀଡିତ ଲୋକଙ୍କର ହୃଦଘାତ ଏବଂ ହୃଦୟ ଜନିତ ରୋଗ ହେବାର ଆଶଙ୍କା ଅଧିକ। ଏହା ବ୍ୟତୀତ ଉଚ୍ଚ ରକ୍ତଚାପ ମଧ୍ୟ ହୃଦଘାତ ଆଶଙ୍କାକୁ ବଢାଇଦିଏ। ତେଣୁ ଜୀବନଶୈଳୀରେ ପରିବର୍ତ୍ତନ ଆଣି ମଧୁମେହ ଓ ଉଚ୍ଚ ରକ୍ତଚାପକୁ ନିୟନ୍ତ୍ରଣରେ ରଖିବାକୁ ଚେଷ୍ଟା କରନ୍ତୁ। 

Powered by Froala Editor

Tags Heart attack

Related articles Odisha News Lens 4.1

  • ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ
    ଦେଶ-ଦେଶାନ୍ତର

    ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ

    13954
    May 12, 2026
  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ
    ଦେଶ-ଦେଶାନ୍ତର

    ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ

    15097
    May 11, 2026
  • ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ:  ୟୁପିଆଇ ପେମେଣ୍ଟ ପାଇଁ ଧରାପଡ଼ିଲେ ୩ ସନ୍ଦିଗ୍ଧ
    ଦେଶ-ଦେଶାନ୍ତର

    ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ: ୟୁପିଆଇ ପେମେଣ୍ଟ ପାଇଁ ଧରାପଡ଼ିଲେ ୩ ସନ୍ଦିଗ୍ଧ

    13855
    May 11, 2026
  • ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ଘଟଣା: ତିନି ସନ୍ଦିଗ୍ଧ ଗିରଫ
    ଦେଶ-ଦେଶାନ୍ତର

    ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ଘଟଣା: ତିନି ସନ୍ଦିଗ୍ଧ ଗିରଫ

    15662
    May 11, 2026
  • ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...
    ରାଜନୀତି

    ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...

    13691
    May 11, 2026
  • AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ଘୋଷଣା
    ଦେଶ-ଦେଶାନ୍ତର

    AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ଘୋଷଣା

    13720
    May 12, 2026
  • ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'
    ଦେଶ-ଦେଶାନ୍ତର

    ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'

    15427
    May 12, 2026
  • ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ପାଖରୁ ହଟିବ ମଦ ଦୋକାନ
    ଦେଶ-ଦେଶାନ୍ତର

    ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ପାଖରୁ ହଟିବ ମଦ ଦୋକାନ

    14052
    May 12, 2026
  • ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    13427
    May 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ

    13954
    May 12, 2026
  • ଦେଶ-ଦେଶାନ୍ତର

    AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ଘୋଷଣା

    13720
    May 12, 2026
  • ଦେଶ-ଦେଶାନ୍ତର

    ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    13427
    May 11, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17470
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17520
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17878
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16351
    Apr 03, 2021

ବିଶେଷ

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16077
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14519
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15478
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15225
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    14025
    May 02, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15395
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15133
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15625
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13947
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'

    15427
    May 12, 2026
  • AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ଘୋଷଣା

    13720
    May 12, 2026
  • ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    13427
    May 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In