Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାଟିରେ ଘା’ ହେବାର ଅନେକ କାରଣ ବିଷୟରେ ...

  • ଗୁଜବ ପାଇଁ ଟ୍ରେନ୍‌ରୁ ଡେଇଁ ପଡ଼ିଲେ ...

  • ପାଟଳିପୁତ୍ର ଷ୍ଟେସନରେ ଟ୍ରେନ୍‌କୁ ...

  • ‘ମୃତଦେହ’ର ଗୁପ୍ତାଙ୍ଗକୁ ନେଇ ବିବାଦୀୟ ...

  • ଭାରତୀୟ ସେନା ୟୁନିଫର୍ମରେ ବଡ଼ ...

  • ନକଲି ବ୍ରିଗେଡିୟରକୁ ଗିରଫ କଲା ପୁଲିସ

  • ମୋଦୀଙ୍କୁ ଅଘୋରୀ କହିଲେ ସଞ୍ଜୟ

  • ମୋଦୀଙ୍କ ୟୁରୋପ ଗସ୍ତ

  • ମମତା ବାନାର୍ଜୀଙ୍କ ସରକାର ସମୟରେ ...

  • ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍‌ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଯୁଦ୍ଧାସ୍ତ୍ର ତିଆରି କାରଖାନାରେ ବଡ ଧରଣର ବିସ୍ଫୋରଣ, ୨ମୃତ

ଯୁଦ୍ଧାସ୍ତ୍ର ତିଆରି କାରଖାନାରେ ବଡ ଧରଣର ବିସ୍ଫୋରଣ, ୨ମୃତ

2024-10-22 09:22:34
15599
Share:
Facebook
Twitter
E-Mail
WhatsApp
Telegram
ଯୁଦ୍ଧାସ୍ତ୍ର ତିଆରି କାରଖାନାରେ ବଡ ଧରଣର ବିସ୍ଫୋରଣ, ୨ମୃତ

 ନୂଆଦିଲ୍ଲୀ: ମଧ୍ୟପ୍ରଦେଶ ଜବଲପୁରରେ ଥିବା ଯୁଦ୍ଧାସ୍ତ୍ର ତିଆରି କାରଖାନାରେ ବଡ ଧରଣର ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଏବେ ବି କୋଠା ତଳେ ଅନେକ ଲୋକ ଭଗ୍ନାବଶେଷରେ ପୋତି ହୋଇ ରହିଛନ୍ତି। ମିଳିଥିବା ସୂଚନା ଅନୁସାରେ ଏହି ବିସ୍ଫୋରଣରେ ଆହତଙ୍କ ମଧ୍ୟରୁ ୯ଜଣଙ୍କ ଅବସ୍ଥା ଗୁରୁତର ହୋଇଛି। ହସ୍ପିଟାଲ ପକ୍ଷରୁ ସେମାନଙ୍କୁ ସ୍ୱତନ୍ତ୍ର ଚିକିତ୍ସା ଯୋଗାଇ ଦିଆଯାଉଛି। ପୁଲିସ ଓ ସ୍ଥାନୀୟ ପ୍ରଶାସନ ଘଟଣା ସ୍ଥଳରେ ପହଞ୍ଚି ଶ୍ରମିକଙ୍କୁ ଉଦ୍ଧାର କରିବାରେ ଲାଗିଛନ୍ତି। ତେବେ କେଉଁ କାରଣରୁ କାରଖାନାରେ ବିସ୍ଫୋରଣ ଘଟିଲା ତାହା ଜଣାପଡ଼ିନାହିଁ।

Powered by Froala Editor

Tags Blast

Related articles Odisha News Lens 4.1

  • ‘ମୃତଦେହ’ର ଗୁପ୍ତାଙ୍ଗକୁ ନେଇ ବିବାଦୀୟ କଥା, ସେଜଲ ପାୱାରଙ୍କୁ ବାଧ୍ୟତାମୂଳକ ୧୫ ଦିନର ...
    ଦେଶ-ଦେଶାନ୍ତର

    ‘ମୃତଦେହ’ର ଗୁପ୍ତାଙ୍ଗକୁ ନେଇ ବିବାଦୀୟ କଥା, ସେଜଲ ପାୱାରଙ୍କୁ ବାଧ୍ୟତାମୂଳକ ୧୫ ଦିନର ...

    13865
    Jun 14, 2026
  • ଗୁଜବ ପାଇଁ ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯାତ୍ରୀ, ୪ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଗୁଜବ ପାଇଁ ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯାତ୍ରୀ, ୪ ଜଣଙ୍କ ମୃତ୍ୟୁ

    13412
    Jun 14, 2026
  • ପାଟଳିପୁତ୍ର ଷ୍ଟେସନରେ ଟ୍ରେନ୍‌କୁ ପଥରମାଡ଼
    ଦେଶ-ଦେଶାନ୍ତର

    ପାଟଳିପୁତ୍ର ଷ୍ଟେସନରେ ଟ୍ରେନ୍‌କୁ ପଥରମାଡ଼

    14450
    Jun 14, 2026
  • ମମତା ବାନାର୍ଜୀଙ୍କ ସରକାର ସମୟରେ ରାଜ୍ୟରେ ୬୩୫ କୋଟି ଟଙ୍କାର ବିଜ୍ଞାପନ ଦୁର୍ନୀତି ...
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କ ସରକାର ସମୟରେ ରାଜ୍ୟରେ ୬୩୫ କୋଟି ଟଙ୍କାର ବିଜ୍ଞାପନ ଦୁର୍ନୀତି ...

    15456
    Jun 13, 2026
  • ଭାରତୀୟ ସେନା ୟୁନିଫର୍ମରେ ବଡ଼ ପରିବର୍ତ୍ତନ
    ଦେଶ-ଦେଶାନ୍ତର

    ଭାରତୀୟ ସେନା ୟୁନିଫର୍ମରେ ବଡ଼ ପରିବର୍ତ୍ତନ

    13882
    Jun 14, 2026
  • ମୋଦୀଙ୍କ ୟୁରୋପ ଗସ୍ତ
    ଦେଶ-ଦେଶାନ୍ତର

    ମୋଦୀଙ୍କ ୟୁରୋପ ଗସ୍ତ

    15166
    Jun 14, 2026
  • ପାଟିରେ ଘା’ ହେବାର ଅନେକ କାରଣ ବିଷୟରେ ଜାଣନ୍ତୁ.....
    ବିଶେଷ

    ପାଟିରେ ଘା’ ହେବାର ଅନେକ କାରଣ ବିଷୟରେ ଜାଣନ୍ତୁ.....

    14090
    Jun 15, 2026
  •  ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍‌ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍‌ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ

    14023
    Jun 13, 2026
  • ମୋଦୀଙ୍କୁ ଅଘୋରୀ କହିଲେ ସଞ୍ଜୟ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଅଘୋରୀ କହିଲେ ସଞ୍ଜୟ

    13906
    Jun 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କ ସରକାର ସମୟରେ ରାଜ୍ୟରେ ୬୩୫ କୋଟି ଟଙ୍କାର ବିଜ୍ଞାପନ ଦୁର୍ନୀତି ହୋଇଛି: ଶୁଭେନ୍ଦୁ ଅଧିକାରୀ

    15456
    Jun 13, 2026
  • ଦେଶ-ଦେଶାନ୍ତର

    ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍‌ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ

    14023
    Jun 13, 2026
  • ଦେଶ-ଦେଶାନ୍ତର

    ଗୁଜବ ପାଇଁ ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯାତ୍ରୀ, ୪ ଜଣଙ୍କ ମୃତ୍ୟୁ

    13412
    Jun 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16927
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17544
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17592
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17984
    Sep 06, 2023

ବିଶେଷ

  • ପାଟିରେ ଘା’ ହେବାର ଅନେକ କାରଣ ବିଷୟରେ ଜାଣନ୍ତୁ.....

    14090
    Jun 15, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    14992
    Jun 13, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13595
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15469
    Jun 09, 2026
  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    14261
    Jun 07, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15467
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15215
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15697
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14040
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନକଲି ବ୍ରିଗେଡିୟରକୁ ଗିରଫ କଲା ପୁଲିସ

    14879
    Jun 14, 2026
  • ଭାରତୀୟ ସେନା ୟୁନିଫର୍ମରେ ବଡ଼ ପରିବର୍ତ୍ତନ

    13882
    Jun 14, 2026
  • ପାଟଳିପୁତ୍ର ଷ୍ଟେସନରେ ଟ୍ରେନ୍‌କୁ ପଥରମାଡ଼

    14450
    Jun 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In