Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, June 13, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହୃଦୟ ବିଦାରକ ଦୃଶ୍ୟ, ନିଆଁ ସହ ଲଢ଼ି ମଧ୍ୟ ...

  • ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ...

  • ବିମାନରେ ବୋମା, ଜରୁରୀ ଅବତରଣ କଲା ଏୟାର ...

  • କେଶ ଝଡ଼ିବା କମାଇବ ଯୋଗ

  • କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ...

  • ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ ...

  • ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ

  • ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ...

  • ଦୁର୍ଘଟଣା ପୂର୍ବରୁ ପାଇଲଟ କରିଥିଲେ ମେଡେ ...

  • ଭାଇର ମୃତ୍ୟୁ ପରେ କଣ୍ଟେଣ୍ଟ ସେୟାର କଲେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଗ୍ୟାସ୍‌ ସିଲିଣ୍ଡର ଫାଟି ପରିବାରର ୬ ସଦସ୍ୟଙ୍କ ମୃତ୍ୟୁ

ଗ୍ୟାସ୍‌ ସିଲିଣ୍ଡର ଫାଟି ପରିବାରର ୬ ସଦସ୍ୟଙ୍କ ମୃତ୍ୟୁ

2024-10-22 17:01:11
14930
Share:
Facebook
Twitter
E-Mail
WhatsApp
Telegram
ଗ୍ୟାସ୍‌ ସିଲିଣ୍ଡର ଫାଟି ପରିବାରର ୬ ସଦସ୍ୟଙ୍କ ମୃତ୍ୟୁ

ଉତ୍ତରପ୍ରଦେଶର ଲକ୍ଷ୍ନୌରେ ଏକ ବଡ଼ ଅଘଟଣ ଘଟିଛି। ଏକ ଗ୍ୟାସ୍‌ ସିଲିଣ୍ଡର ଫାଟି ପରିବାରର ୬ ସଦସ୍ୟଙ୍କ ମୃତ୍ୟୁ ହୋଇଥିବା ବେଳେ ୮ ଜଣ ଗୁରୁତର ଅଛନ୍ତି। ରାଜ୍ୟର ବୁଲନ୍ଦ ସହରର ସିକନ୍ଦରାବାଦ ଥାନା ଆଶାପୁରୀ ସାହିରେ ଏହି ଅଘଟଣ ଘଟିଛି। 

ବୁଲନ୍ଦସହର ଜିଲା ମାଜିଷ୍ଟ୍ରେଟ ଏଏନଆଇ ସହିତ କଥାବାର୍ତ୍ତା କରି ଚନ୍ଦ୍ର ପ୍ରକାଶ ସିଂ କହିଛନ୍ତି, ଆଶାପୁରୀ କଲୋନୀରେ ରାତି ୮ଟା ୩୦ରୁ ୯ଟା ମଧ୍ୟରେ ଏକ ସିଲିଣ୍ଡର ବିସ୍ଫୋରଣ ଘଟିଛି। ସେତେବେଳେ ଘରେ ୧୮-୧୯ଜଣ ଲୋକ ଥିଲେ, ୮ ଜଣଙ୍କୁ ଉଦ୍ଧାର କରାଯାଇଥିବା ସେମାନଙ୍କ ଅବସ୍ଥା ଗୁରୁତର ଥିଲା। ମୁଖ୍ୟ ଚିକିତ୍ସା ଅଧିକାରୀ ୬ଜଣଙ୍କ ମୃତ୍ୟୁକୁ ନିଶ୍ଚିତ କରିଛନ୍ତି, ୮  ଜଣ ଆହତ ଏବେବି ଚିକିତ୍ସିତ ହେଉଛନ୍ତି।

ଆଶାପୁରୀ ସାହିରେ ରହୁଥିବା ରିୟାଜୁଦ୍ଦିନଙ୍କ ଘରେ ଏହି ଦୁର୍ଘଟଣା ଘଟିଛି। ରିୟାଜୁଦ୍ଦିନ ଶଟରିଙ୍ଗ କାମ କରୁଥିବା ବେଳେ ତାଙ୍କର ପରିବାର ସଦସ୍ୟ ପ୍ରାୟ ୧୮। ଗତ ରାତିରେ ଅଧିକାଂଶ ପରିବାର ସଦସ୍ୟ ଘରେ ଥିବା ବେଳେ ହଠାତ୍‌ ଗ୍ୟାସ୍‌ ବିସ୍ଫୋରଣ ହୋଇଥିଲା। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ୬ ଜଣଙ୍କ ମୃତ୍ୟୁ ହୋଇଥିଲା। । 

ଖବର ପାଇ ପୁଲିସ୍‌, ଅଗ୍ନିଶମ ବାହିନୀ, NDRF ଟିମ୍‌, ପ୍ରଶାସନିକ ଟିମ୍‌ ପହଞ୍ଚି ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିଥିଲେ। ଏହି ଘଟଣାର ତଦନ୍ତ ଆରମ୍ଭ ହୋଇଯାଇଥିବା ବେଳେ ଘଟଣାସ୍ଥଳକୁ ଛାନଭିନ କରାଯାଉଥିବା ଡିସିପି ସୂଚନା ଦେଇଛନ୍ତି।

ଜିଲା ମାଜିଷ୍ଟ୍ରେଟ କହିଛନ୍ତି ଯେ ଏହି ଘଟଣା ପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିବା ସହ ରିଲିଫ ଓ ଉଦ୍ଧାର କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। 

Powered by Froala Editor

Tags gas blast

Related articles Odisha News Lens 4.1

  • ଦୁର୍ଘଟଣା ପୂର୍ବରୁ ପାଇଲଟ କରିଥିଲେ ମେଡେ କଲ୍
    ଦେଶ-ଦେଶାନ୍ତର

    ଦୁର୍ଘଟଣା ପୂର୍ବରୁ ପାଇଲଟ କରିଥିଲେ ମେଡେ କଲ୍

    14296
    Jun 12, 2025
  • ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ
    ଦେଶ-ଦେଶାନ୍ତର

    ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ

    13737
    Jun 12, 2025
  • ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ
    ଦେଶ-ଦେଶାନ୍ତର

    ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ

    13807
    Jun 12, 2025
  • ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ
    ଦେଶ-ଦେଶାନ୍ତର

    ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ

    15312
    Jun 13, 2025
  • ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ

    14893
    Jun 12, 2025
  • କେଶ ଝଡ଼ିବା କମାଇବ ଯୋଗ
    ବିଶେଷ

    କେଶ ଝଡ଼ିବା କମାଇବ ଯୋଗ

    13899
    Jun 13, 2025
  •  କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…
    ବିଶେଷ

    କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    13946
    Jun 13, 2025
  • ହୃଦୟ ବିଦାରକ ଦୃଶ୍ୟ, ନିଆଁ ସହ ଲଢ଼ି ମଧ୍ୟ ପୁଅକୁ ବଞ୍ଚାଇ ପାରିଲାନି ମା
    ଦେଶ-ଦେଶାନ୍ତର

    ହୃଦୟ ବିଦାରକ ଦୃଶ୍ୟ, ନିଆଁ ସହ ଲଢ଼ି ମଧ୍ୟ ପୁଅକୁ ବଞ୍ଚାଇ ପାରିଲାନି ମା

    14160
    Jun 13, 2025
  • ବିମାନରେ ବୋମା, ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ
    ଦେଶ-ଦେଶାନ୍ତର

    ବିମାନରେ ବୋମା, ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ

    13383
    Jun 13, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ

    13807
    Jun 12, 2025
  • ବିଶେଷ

    କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    13946
    Jun 13, 2025
  • ଅପରାଧ

    ଭାଇର ମୃତ୍ୟୁ ପରେ କଣ୍ଟେଣ୍ଟ ସେୟାର କଲେ ସୃଷ୍ଟି, ୟୁଜର୍ସ ଦେଲେ ଏମିତି ମନ୍ତବ୍ୟ...

    14437
    Jun 12, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16658
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16958
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15486
    Apr 03, 2021

ବିଶେଷ

  • କେଶ ଝଡ଼ିବା କମାଇବ ଯୋଗ

    13899
    Jun 13, 2025
  • କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    13946
    Jun 13, 2025
  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    15135
    Jun 11, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର

    14664
    Jun 11, 2025
  • ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

    14157
    Jun 10, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15700
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16326
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14029
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14826
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ

    13737
    Jun 12, 2025
  • ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ

    15312
    Jun 13, 2025
  • କେଶ ଝଡ଼ିବା କମାଇବ ଯୋଗ

    13899
    Jun 13, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In