ଆରମ୍ଭ ହେଲା ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ୱର: ବୁଧବାର ରାଜ୍ୟ କ୍ୟାବିନେଟ ବୈଠକ ଆରମ୍ଭ ହୋଇଛି । ଲୋକସେବା ଭବନରେ ଏହି ବୈଠକ ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବୈଠକରେ ଅଧ୍ୟକ୍ଷତା କରୁଛନ୍ତି । କ୍ୟାବିନେଟ ବୈଠକରେ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିପାରେ ।
Powered by Froala Editor