Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, August 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ...

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

  • ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ...

  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ...

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ...

  • ଆମେରିକୀୟ ସେନା ହେଲିକପ୍ଟର ...

  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ...

  • ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ...

  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ...

ରାଜ୍ୟ
Home ›› ରାଜ୍ୟ ››ବାତ୍ୟା ମୁକାବିଲାରେ ସରକାର ସମ୍ପୂର୍ଣ୍ଣ ସଫଳ , ଜିରୋ କାଜୁଆଲ୍‌ଟି ଲକ୍ଷ୍ୟ ହାସଲ- ମୁଖ୍ୟମନ୍ତ୍ରୀ

ବାତ୍ୟା ମୁକାବିଲାରେ ସରକାର ସମ୍ପୂର୍ଣ୍ଣ ସଫଳ , ଜିରୋ କାଜୁଆଲ୍‌ଟି ଲକ୍ଷ୍ୟ ହାସଲ- ମୁଖ୍ୟମନ୍ତ୍ରୀ

2024-10-25 13:18:13
15501
Share:
Facebook
Twitter
E-Mail
WhatsApp
Telegram
ବାତ୍ୟା ମୁକାବିଲାରେ ସରକାର ସମ୍ପୂର୍ଣ୍ଣ ସଫଳ , ଜିରୋ କାଜୁଆଲ୍‌ଟି ଲକ୍ଷ୍ୟ ହାସଲ- ମୁଖ୍ୟମନ୍ତ୍ରୀ

ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍ ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସକାଳୁ ସ୍ୱତନ୍ତ୍ର ରିଲିଫ୍ କମିଶନର କାର୍ଯ୍ୟାଳୟକୁ ଯାଇ ପରିସ୍ଥିତିର ସମୀକ୍ଷା କରିବା ସହିତ ଓ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ  ଦେଇଛନ୍ତି।

ସମୀକ୍ଷା ପରେ ଗଣମାଧ୍ୟମକୁ ବିବୃତି ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗତ କାଲି ମଧ୍ୟ ରାତ୍ରରୁ ଆଜି ସକାଳ ୭ଟା ସୁଦ୍ଧା ଭିତରକନିକା ଓ ଧାମରା ମଧ୍ୟବର୍ତ୍ତୀ ଅଞ୍ଚଳରେ ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍‌ ହୋଇଛି।

ହସ୍ତଗତ ହୋଇଥିବା ତଥ୍ୟ ଅନୁଯାୟୀ ଆମେ ଆମର ‘ଜିରୋ କାଜୁଆଲ୍‌ଟି’ ଲକ୍ଷ୍ୟ ହାସଲ କରିଛୁ। ବାତ୍ୟା ମୁକାବିଲାରେ ଆମେ ସମ୍ପୂର୍ଣ୍ଣ ସଫଳତା ହାସଲ କରିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ବାତ୍ୟା ପରବର୍ତ୍ତୀ କ୍ଷୟକ୍ଷତି ଆକଳନ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହି କାର୍ଯ୍ୟରେ ନିୟୋଜିତ ଥିବା ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ପରିସ୍ଥିତି ଉପରେ ନଜର ରଖିଛନ୍ତି। ସରକାର ଓ ପ୍ରଶାସନର ତତ୍ପରତା ଯୋଗୁ ପ୍ରାୟତଃ କ୍ଷୟକ୍ଷତି ଘଟି ନାହିଁ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଯେଉଁ ସବୁ ଜାଗାରେ ଗଛ ପଡି ରାସ୍ତା ଅବରୋଧ ହୋଇଛି, ଆଜି ଅପରାହ୍ନ ଗୋଟାଏ ସୁଦ୍ଧା ସେସବୁ ହଟାଯିବ।

ବିଦ୍ୟୁତ ସରବରାହ ବ୍ୟାଘାତ ହୋଇଥିବା ସ୍ଥାନଗୁଡିକରେ ସନ୍ଧ୍ୟା ୬ଟା ସୁଦ୍ଧା ବିଦ୍ୟୁତ ସଂଯୋଗ ଯୋଗାଇଦିଆଯିବ। ରେଳ ସେବା ମଧ୍ୟ ଆରମ୍ଭ ହୋଇଯାଇଛି। ଭୁବନେଶ୍ୱର ଓ ପୁରୀରୁ ନିର୍ଦ୍ଧାରିତ ସମୟରେ ରେଳ ଚଳାଚଳ କରିବ ବୋଲି ସେ କହିଛନ୍ତି।

ସେହିପରି ବିମାନ ଚଳାଚଳ ସ୍ୱାଭାବିକ ହୋଇଛି। ଆଜି ସକାଳ ୯ଟା ରେ ଭୁବନେଶ୍ୱର ବିମାନ ବନ୍ଦରରେ ପ୍ରଥମ ବିମାନ ଅବତରଣ କରିଛି।

ପ୍ରଭାବିତ ଅଞ୍ଚଳରେ ବିଭିନ୍ନ ସ୍ୱାସ୍ଥ୍ୟ କେନ୍ଦ୍ର ଓ ମା’ ଗୃହକୁ ସ୍ଥାନାନ୍ତରିତ ହୋଇଥିବା ଗର୍ଭବତୀ ମହିଳାଙ୍କ ମଧ୍ୟରୁ ୧୬୦୦ରୁ ଅଧିକ ମହିଳା ନବଜାତ ଶିଶୁଙ୍କୁ ସୁରକ୍ଷିତ ଭାବେ ଜନ୍ମ ଦେଇଛନ୍ତି। ଆମ ପାଇଁ ଖୁସିର କଥା ଉଭୟ ମା’ ଓ ଶିଶୁମାନେ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ, ବାତ୍ୟା ‘ଦାନା’ର ପ୍ରଭାବ କମି ଗଲାଣି। ଲୋକମାନେ ଆଶ୍ରୟ ସ୍ଥଳୀରୁ ନିଜ ନିଜ ଘରକୁ ଫେରିବା ଆରମ୍ଭ କଲେଣି।

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅଶେଷ କୃପା ଓ ଆମର ଟିମ୍‌ ସ୍ପିରିଟ୍ ଯୋଗୁ ଆମେ ବାତ୍ୟାର ସଫଳ ମୁକାବିଲା କରିପାରିଲୁ।

ମୁଖ୍ୟମନ୍ତ୍ରୀ ଏଥିପାଇଁ ଜନସାଧାରଣ, ପ୍ରଶାସନିକ ଅଧିକାରୀ, ଉଦ୍ଧାରକାରୀ ଦଳ, ଡାକ୍ତରୀ ଦଳ, ପୋଲିସ୍, ଅଗ୍ନିଶମ ବାହିନୀ ଓ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଧନ୍ୟବାଦ ଜଣାଇଥିଲେ।

Powered by Froala Editor

Tags Chief Minister Mohan Charan Majhi

Related articles Odisha News Lens 4.1

  •  ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...

    14220
    Aug 14, 2026
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା
    ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    13968
    Aug 13, 2026
  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15270
    Aug 14, 2026
  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ
    ଦେଶ-ଦେଶାନ୍ତର

    JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ

    15755
    Aug 13, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି
    ବାଣିଜ୍ୟ

    ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13504
    Aug 13, 2026
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ,  ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14072
    Aug 14, 2026
  • ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ
    ଦେଶ-ଦେଶାନ୍ତର

    ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ

    13754
    Aug 13, 2026
  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ
    ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13822
    Aug 13, 2026
  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15663
    Aug 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15663
    Aug 13, 2026
  • ଦେଶ-ଦେଶାନ୍ତର

    ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ

    13754
    Aug 13, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15270
    Aug 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17029
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17642
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17693
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18094
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14454
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14522
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14359
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15938
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16351
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    13979
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14358
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15262
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14633
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    13968
    Aug 13, 2026
  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13822
    Aug 13, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13504
    Aug 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In