Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ...

  • ଆସାମରେ ବନ୍ୟାସ୍ଥିତି ଭୟଙ୍କର: ...

  • ବନ୍ଦେ ମାତରମ୍’ର ଅପମାନ କଲେ କଠୋର ...

  • ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

  • ୭ ହଜାର କଲେଜ୍ ଛାତ୍ରଛାତ୍ରୀ HIV ପଜିଟିଭ୍

  • ସରକାରୀ ସ୍କୁଲରେ ପୁଅର ନାଁ ଲେଖାଇଲେ ...

  • ବାଲି ମାଫିଆଙ୍କ ଆଡ୍ଡାରେ ଚଢ଼ାଉ, ୨୦ ...

  • ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୭୮କୁ ବୃଦ୍ଧି

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››କୁକୁର ବେକରେ ବେଲ୍ଟ ବାନ୍ଧିବାକୁ କହିବାରୁ ବୃଦ୍ଧାଙ୍କୁ ମାରିଲେ ଯୁବତୀ

କୁକୁର ବେକରେ ବେଲ୍ଟ ବାନ୍ଧିବାକୁ କହିବାରୁ ବୃଦ୍ଧାଙ୍କୁ ମାରିଲେ ଯୁବତୀ

2024-10-25 17:40:53
16206
Share:
Facebook
Twitter
E-Mail
WhatsApp
Telegram
କୁକୁର ବେକରେ ବେଲ୍ଟ ବାନ୍ଧିବାକୁ କହିବାରୁ ବୃଦ୍ଧାଙ୍କୁ ମାରିଲେ ଯୁବତୀ

ପୋଷା କୁକୁରକୁ ନେଇ ଦିଲ୍ଲୀର ନୋଏଡାରେ ମାରପିଟ ହୋଇଛି । ଦୁଇ ଯୁବତୀ ବୃଦ୍ଧ ଦମ୍ପତିଙ୍କୁ ମାଡ ମାରିବା ଅଭିଯୋଗ ହୋଇଛି । ଯୁବତୀ ଦୁଇ ଜଣ କୁକୁରକୁ ବୁଲାଇବା ପାଇଁ ବାହାରକୁ ଆଣିଥିବାବେଳେ ବୃଦ୍ଧ ଦମ୍ପତି ତାଙ୍କୁ କିଛି ପରାମର୍ଶ ଦେଇଥିଲେ । କୁକୁର ବେକରେ ବେଲ୍ଟ ବାନ୍ଧିବାକୁ କହିଥିଲେ । ବାସ୍ ଏତିକି କଥାରେ ରାଗି ତମତମ ହୋଇ ଉଠିଥିଲେ ଯୁବତୀମାନେ । ଏପରିକି ଜଣେ ଯୁବତୀ ବୃଦ୍ଧାଙ୍କୁ ହାତ ଉଠାଇ ମାରିଥିଲେ । ଯାହାର ଭିଡିଓ ଭାଇରାଲ ହେଉଛି । ଏନେଇ ଏତଲା ରୁଜୁ ହେବା ପରେ ତଦନ୍ତ ଆରମ୍ଭ କରିଛି ପୁଲିସ |

ଭିଡିଓରେ ଦେଖାଯାଇଛି ଯେ, ପୋଷା କୁକୁରକୁ ବାହାରକୁ ବୁଲାଇବାକୁ ଆଣିଥିବା ୨ଯୁବତୀଙ୍କୁ କୁକୁର ବେକରେ ବେଲ୍ଟ ବାନ୍ଧିବାକୁ କହୁଛନ୍ତି ବୃଦ୍ଧ ଦମ୍ପତି। ଏହା ଶୁଣି ରାଗିଯିବା ସହ ଜଣେ ଯୁବତୀ ଝଗଡା କରିବା ଆରମ୍ଭ କରୁଛନ୍ତି । ଏମିତି ଗୋଟେ ଚାପୁଡ଼ା ମାରିବି...' ଏଭଳି କହି ସେ ପ୍ରଥମେ ବୃଦ୍ଧ ମହିଳାଙ୍କୁ ଚାପୁଡ଼ା ମାରିଦେଉଛନ୍ତି । ଏହା ଦେଖି ଉପସ୍ଥିତ ଲୋକେ ତାଙ୍କୁ ରୋକିବାକୁ ଚେଷ୍ଟା କରୁଥିବା ବେଳେ ସେ ବୃଦ୍ଧ ମହିଳାଙ୍କ ସ୍ୱାମୀଙ୍କୁ ଚାପୁଡ଼ା ମାରୁଛନ୍ତି ।  ଏହା ଦେଖି ଉପସ୍ଥିତ ଲୋକେ ଆଶ୍ଚର୍ଯ୍ୟ ହେବା ସହ ଯୁବତୀଙ୍କୁ ଟାଣି ଟାଣି ଦୂରକୁ ନେଇଯାଉଛନ୍ତି । 

Powered by Froala Editor

Tags dog

Related articles Odisha News Lens 4.1

  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ...
    ଦେଶ-ଦେଶାନ୍ତର

    ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ...

    13766
    Jul 30, 2026
  • ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୭୮କୁ ବୃଦ୍ଧି
    ଦେଶ-ଦେଶାନ୍ତର

    ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୭୮କୁ ବୃଦ୍ଧି

    15082
    Jul 30, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ...

    13645
    Jul 29, 2026
  • ୭ ହଜାର କଲେଜ୍ ଛାତ୍ରଛାତ୍ରୀ HIV ପଜିଟିଭ୍
    ଦେଶ-ଦେଶାନ୍ତର

    ୭ ହଜାର କଲେଜ୍ ଛାତ୍ରଛାତ୍ରୀ HIV ପଜିଟିଭ୍

    14265
    Jul 30, 2026
  • ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି
    ଦେଶ-ଦେଶାନ୍ତର

    ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି

    15024
    Jul 30, 2026
  • ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର
    ଦେଶ-ଦେଶାନ୍ତର

    ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

    13735
    Jul 30, 2026
  • ସରକାରୀ ସ୍କୁଲରେ ପୁଅର ନାଁ ଲେଖାଇଲେ ଜିଲ୍ଲାପାଳ
    ଦେଶ-ଦେଶାନ୍ତର

    ସରକାରୀ ସ୍କୁଲରେ ପୁଅର ନାଁ ଲେଖାଇଲେ ଜିଲ୍ଲାପାଳ

    14326
    Jul 30, 2026
  • ବାଲି ମାଫିଆଙ୍କ ଆଡ୍ଡାରେ ଚଢ଼ାଉ, ୨୦ କୋଟିରୁ ଅଧିକ ନଗଦ ଜବତ
    ଅପରାଧ

    ବାଲି ମାଫିଆଙ୍କ ଆଡ୍ଡାରେ ଚଢ଼ାଉ, ୨୦ କୋଟିରୁ ଅଧିକ ନଗଦ ଜବତ

    13635
    Jul 30, 2026
  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ
    ଦେଶ-ଦେଶାନ୍ତର

    ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

    15019
    Jul 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

    13735
    Jul 30, 2026
  • ଦେଶ-ଦେଶାନ୍ତର

    ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

    15019
    Jul 30, 2026
  • ଦେଶ-ଦେଶାନ୍ତର

    ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି

    15024
    Jul 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17006
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17611
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17663
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18062
    Sep 06, 2023

ବିଶେଷ

  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14108
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15763
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15798
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15450
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    16109
    Jul 21, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

ଭୁବନେଶ୍ୱର, ୨୮/୦୭/୨୦୨୬ : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ଏହାର ସହାୟତା ପଦକ୍ଷେପକୁ ବ୍ୟାପକ କରିଛି, ଯାହା ସମାବେଶୀ ...

  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    14847
    Jul 28, 2026
  • ଫିକା ପଡିବ ସୁନାର ଚମକ

    14125
    Jul 27, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15759
    Jul 23, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15939
    Jul 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ନିତିନ୍ ଗଡ଼କରୀ

    13766
    Jul 30, 2026
  • ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

    13735
    Jul 30, 2026
  • ୭ ହଜାର କଲେଜ୍ ଛାତ୍ରଛାତ୍ରୀ HIV ପଜିଟିଭ୍

    14265
    Jul 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In