Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

  • ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ...

  • ଗିରଫ ହେଲେ ଆଇଏଏସ୍‌ ଜ୍ଞାନେନ୍ଦ୍ର କୁମାର

  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ...

  • ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ ଫସି ...

  • IST ବାଧ୍ୟତାମୂଳକ: ମାର୍ଚ୍ଚ ୨୦୨୭ ଠାରୁ ‘ୱାନ ...

  • ବନ୍ୟାରେ ନିଖୋଜ ଖବର ମିଛ, ମୁମ୍ବାଇରେ ...

  • ସତର୍କ କଲେ ବିଶେଷଜ୍ଞ: ଆହୁରି ୪୦୭ ହିମବାହ ...

  • ଟଙ୍କା ପାଇଁ ବାହାଘର, ଯୁବକଙ୍କୁ ଲୁଟି ...

  • କେନାଲରୁ ମିଳିଲା ବିଜେପି ନେତାଙ୍କ ମୃତଦେହ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବାନ୍ଦ୍ରା ରେଲଓ୍ବେ ଷ୍ଟେସନରେ ଦଳାଚକଟା

ବାନ୍ଦ୍ରା ରେଲଓ୍ବେ ଷ୍ଟେସନରେ ଦଳାଚକଟା

2024-10-27 08:10:09
14600
Share:
Facebook
Twitter
E-Mail
WhatsApp
Telegram
ବାନ୍ଦ୍ରା ରେଲଓ୍ବେ ଷ୍ଟେସନରେ ଦଳାଚକଟା

ଆଜି ସକାଳୁ ମହାରାଷ୍ଟ୍ରର ବାନ୍ଦ୍ରା ରେଲଓ୍ବେ ଷ୍ଟେସନରେ ଏକ ଦୁଖଦ ଘଟଣା ଘଟିଯାଇଛି । ରବିବାର ୧ ନମ୍ବର ପ୍ଲାଟଫର୍ମରେ ଲୋକଙ୍କ ମଧ୍ୟରେ ଦଳାଚକଟା ହୋଇଛି । ଏହି ଘଟଣାରେ ୯ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ସମସ୍ତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ମିଳିଥିବା ସୂଚନା ଅନୁସାରେ ବାନ୍ଦ୍ରା ଟର୍ମିନାସ୍ ରେଳ ଷ୍ଟେସନର ପ୍ଲାଟଫର୍ମ ନମ୍ବର ୧ରେ ଟ୍ରେନରେ ଚଢୁଥିବା ସମୟରେ ଯାତ୍ରୀଙ୍କ ଭିଡ଼ ବୃଦ୍ଧି ଯୋଗୁ ବିଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଥିଲା। ବାନ୍ଦ୍ରା-ଗୋରଖପୁର ଟ୍ରେନରେ ଯାତ୍ରୀ ଚଢ଼ିବା ସମୟରେ ଏହି ଘଟଣା ଘଟିଥିଲା।

ବିଏମସି ସୂଚନା ଦେଇଛି ଆହତଙ୍କ ମଧ୍ୟରେ ୭ ଜଣଙ୍କ ଅବସ୍ଥା ସ୍ଥିର ରହିଥିବାବେଳେ ୨ ଜଣଙ୍କ ଅବସ୍ଥା ଗୁରୁତର ଥିବା ବୋଲି କୁହାଯାଉଛି। ଆହତଙ୍କ ସଂଖ୍ୟା ଆହୁରି ବୃଦ୍ଧି ପାଇପାରେ ବୋଲି ଆଶା କରାଯାଉଛି।

Powered by Froala Editor

Tags bandra railway station

Related articles Odisha News Lens 4.1

  • କେନାଲରୁ ମିଳିଲା ବିଜେପି ନେତାଙ୍କ ମୃତଦେହ
    ଅପରାଧ

    କେନାଲରୁ ମିଳିଲା ବିଜେପି ନେତାଙ୍କ ମୃତଦେହ

    15291
    Aug 31, 2026
  • ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ  ଫସି ରହିଛନ୍ତି ୯୦୦ ଶ୍ରମିକ
    ଦେଶ-ଦେଶାନ୍ତର

    ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ ଫସି ରହିଛନ୍ତି ୯୦୦ ଶ୍ରମିକ

    15338
    Aug 31, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ
    ବିଶେଷ

    କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    13974
    Aug 31, 2026
  • ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

    15275
    Aug 31, 2026
  • IST ବାଧ୍ୟତାମୂଳକ: ମାର୍ଚ୍ଚ ୨୦୨୭ ଠାରୁ ‘ୱାନ ନେସନ, ୱାନ ଟାଇମ’
    ଦେଶ-ଦେଶାନ୍ତର

    IST ବାଧ୍ୟତାମୂଳକ: ମାର୍ଚ୍ଚ ୨୦୨୭ ଠାରୁ ‘ୱାନ ନେସନ, ୱାନ ଟାଇମ’

    14349
    Aug 31, 2026
  • ବନ୍ୟାରେ ନିଖୋଜ ଖବର ମିଛ, ମୁମ୍ବାଇରେ ପହଞ୍ଚିଲେ ମାନସୀ
    ମନୋରଞ୍ଜନ

    ବନ୍ୟାରେ ନିଖୋଜ ଖବର ମିଛ, ମୁମ୍ବାଇରେ ପହଞ୍ଚିଲେ ମାନସୀ

    14224
    Aug 31, 2026
  • ଟଙ୍କା ପାଇଁ ବାହାଘର, ଯୁବକଙ୍କୁ ଲୁଟି କନ୍ୟା ଫେରାର
    ଅପରାଧ

    ଟଙ୍କା ପାଇଁ ବାହାଘର, ଯୁବକଙ୍କୁ ଲୁଟି କନ୍ୟା ଫେରାର

    13987
    Aug 31, 2026
  • ସତର୍କ କଲେ ବିଶେଷଜ୍ଞ: ଆହୁରି ୪୦୭ ହିମବାହ ହ୍ରଦ ଫାଟିବାର ବିପଦ ରହିଛି
    ଦେଶ-ଦେଶାନ୍ତର

    ସତର୍କ କଲେ ବିଶେଷଜ୍ଞ: ଆହୁରି ୪୦୭ ହିମବାହ ହ୍ରଦ ଫାଟିବାର ବିପଦ ରହିଛି

    15658
    Aug 31, 2026
  • ଗିରଫ ହେଲେ ଆଇଏଏସ୍‌ ଜ୍ଞାନେନ୍ଦ୍ର କୁମାର
    ଦେଶ-ଦେଶାନ୍ତର

    ଗିରଫ ହେଲେ ଆଇଏଏସ୍‌ ଜ୍ଞାନେନ୍ଦ୍ର କୁମାର

    13523
    Aug 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ବନ୍ୟାରେ ନିଖୋଜ ଖବର ମିଛ, ମୁମ୍ବାଇରେ ପହଞ୍ଚିଲେ ମାନସୀ

    14224
    Aug 31, 2026
  • ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

    15275
    Aug 31, 2026
  • ଦେଶ-ଦେଶାନ୍ତର

    ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ମୃତଦେହକୁ ସୁଟକେସରେ ଛାଡିବା ଘଟଣା: ମଣିପୁରରୁ ଗିରଫ ହେଲେ ଦମ୍ପତି

    13827
    Aug 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17063
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17704
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17734
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18132
    Sep 06, 2023

ବିଶେଷ

  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    13974
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14636
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14651
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13990
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15379
    Aug 24, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14460
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15990
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14032
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14293
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

    15275
    Aug 31, 2026
  • ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ ଫସି ରହିଛନ୍ତି ୯୦୦ ଶ୍ରମିକ

    15338
    Aug 31, 2026
  • ବନ୍ୟାରେ ନିଖୋଜ ଖବର ମିଛ, ମୁମ୍ବାଇରେ ପହଞ୍ଚିଲେ ମାନସୀ

    14224
    Aug 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In