Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କରାଚୀ ହିଂସା: ପୁଲିସ୍‌ ଗୁଳିମାଡ଼ରେ ଗଲା ୧୦ ...

  • କରାଚୀରେ ବ୍ୟାପକ ହିଂସା

  • ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍

  • ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ

  • ନିଶ୍ଚିତ ଭାବରେ ତାମିଲନାଡୁର ...

  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ...

  • ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

  • କୋଲକାତାରେ ଶକ୍ତିଶାଳୀ ଭୂକମ୍ପ

  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ...

  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୨୯ରେ ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା

୨୯ରେ ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା

2024-10-27 19:40:14
16005
Share:
Facebook
Twitter
E-Mail
WhatsApp
Telegram
୨୯ରେ ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା

ଆସନ୍ତା ୨୯ରେ ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା। ଭିଡିଓ କନଫରେନସିଂ ମାଧ୍ୟମରେ ଯୋଡି ହୋଇ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହିବେ। ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ନିକଟରେ ସରକାର ୭୦ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତି ଆୟୁଷ୍ମାନ ଭାରତରେ ସାମିଲ୍ କରିଛନ୍ତି।

ପୂର୍ବରୁ ସ୍ୱାସ୍ଥ୍ୟମନ୍ତ୍ରୀ କହିଥିଲେ କି “ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା ଖୁବଶୀଘ୍ର ଲାଗୁ ହେବାକୁ ଯାଉଛି  ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା ଲାଗୁ ହେବ । ନିର୍ଦ୍ଦିଷ୍ଟ ଭାବରେ ୧ କୋଟି ପରିବାରର ପ୍ରାୟ ୩ କୋଟି ୫୦ ଲକ୍ଷ ଲୋକଙ୍କୁ ସ୍ୱାସ୍ଥ୍ୟ କାର୍ଡ ମିଳିବ । ଏହା ସାରା ଭାରତ ବର୍ଷରେ ପାଖାପାଖି ୨୭ ହଜାର ହସ୍ପିଟାଲ ସହ ଅନୁବନ୍ଧିତ ହେବ। ଲୋକ କ୍ୟାସଲେସ୍ ଚିକିତ୍ସା ସୁବିଧା ପାଇବେ । ୭୦ବର୍ଷ ବୟସରୁ ଊର୍ଦ୍ଧ୍ୱ ଲୋକଙ୍କ ମଧ୍ୟ ଏହି ସ୍ୱାସ୍ଥ୍ୟବୀମା ସୁବିଧା ମିଳିବ । ଏହା ଏକ କମନ୍ କାର୍ଡ ହେବ ।”

ପ୍ରଧାନମନ୍ତ୍ରୀ ମୋଦୀ  ଅକ୍ଟୋବର ୨୯ ତାରିଖରେ ଆୟୁଷ୍ମାନ ଭାରତ ଯୋଜନା ସମେତ ଓଡ଼ିଶାରେ ଅନ୍ୟ ପ୍ରକଳ୍ପର ଶୁଭାରମ୍ଭ କରିବେ। ଆୟୁର୍ବେଦିକ ଦିବସରେ ସେ ଜଟଣୀରେ ଆୟୁର୍ବେଦ ଓ ନେଚରପାଥିର ବଡ଼ ହସ୍ପିଟାଲର ଉଦଘାଟନ କରିବେ। ଏହି ବୃହତ୍‌ ହସ୍‌ପିଟାଲ ୨୧ ଏକର ଜମିରେ ନିର୍ମାଣ ହୋଇଛି। ସେହିପରି ଗୋଠପାଟଣାରେ ସେଣ୍ଟ୍ରାଲ ଅକ୍ସ ଟେଷ୍ଟିଂ ୟୁନିଟ ହେବ। ବରଗଡ଼ରେ କ୍ରିଟିକାଲ ହେଲ୍ଥ କେୟାର ୟୁନିଟ ଉଦ୍‌ଘାଟନ ହେବ। ଓଡ଼ିଶା ସମେତ ଦେଶର ୭୦ ବର୍ଷରୁ ଅଧିକ ବୟସ୍କଙ୍କୁ ଆୟୁଷ୍ମାନ ଭାରତ ଯୋଜନାରେ ସାମିଲ କରାଯିବ। 

Powered by Froala Editor

Tags ayusman

Related articles Odisha News Lens 4.1

  • କରାଚୀ ହିଂସା: ପୁଲିସ୍‌ ଗୁଳିମାଡ଼ରେ ଗଲା ୧୦ ପ୍ରାଣ
    ଦେଶ-ଦେଶାନ୍ତର

    କରାଚୀ ହିଂସା: ପୁଲିସ୍‌ ଗୁଳିମାଡ଼ରେ ଗଲା ୧୦ ପ୍ରାଣ

    14200
    Mar 01, 2026
  • କରାଚୀରେ ବ୍ୟାପକ ହିଂସା
    ଦେଶ-ଦେଶାନ୍ତର

    କରାଚୀରେ ବ୍ୟାପକ ହିଂସା

    13817
    Mar 01, 2026
  • ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ
    ଦେଶ-ଦେଶାନ୍ତର

    ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ କେଜରିୱାଲ

    15381
    Feb 27, 2026
  • ନିଶ୍ଚିତ ଭାବରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବେ ସୁପରଷ୍ଟାର ଥାଲାପତି ବିଜୟ !
    ଦେଶ-ଦେଶାନ୍ତର

    ନିଶ୍ଚିତ ଭାବରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବେ ସୁପରଷ୍ଟାର ଥାଲାପତି ବିଜୟ !

    15537
    Feb 28, 2026
  • କୋଲକାତାରେ ଶକ୍ତିଶାଳୀ ଭୂକମ୍ପ
    ଦେଶ-ଦେଶାନ୍ତର

    କୋଲକାତାରେ ଶକ୍ତିଶାଳୀ ଭୂକମ୍ପ

    14822
    Feb 27, 2026
  • ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ
    ଦେଶ-ଦେଶାନ୍ତର

    ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ

    13650
    Feb 28, 2026
  • ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍
    ଦେଶ-ଦେଶାନ୍ତର

    ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍

    14782
    Feb 28, 2026
  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି

    13709
    Feb 27, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....
    ବିଶେଷ

    ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14313
    Feb 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14313
    Feb 28, 2026
  • ଦେଶ-ଦେଶାନ୍ତର

    ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ

    13650
    Feb 28, 2026
  • ଦେଶ-ଦେଶାନ୍ତର

    ନିଶ୍ଚିତ ଭାବରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବେ ସୁପରଷ୍ଟାର ଥାଲାପତି ବିଜୟ !

    15537
    Feb 28, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17355
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17424
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17770
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16243
    Apr 03, 2021

ବିଶେଷ

  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14313
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14212
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14280
    Feb 26, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    15417
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15930
    Feb 23, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15121
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14972
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14485
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16101
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଡିଏମ୍‌କେରେ ଯୋଗଦେଲେ ପନିରସେଲଭମ୍

    14782
    Feb 28, 2026
  • କରାଚୀରେ ବ୍ୟାପକ ହିଂସା

    13817
    Mar 01, 2026
  • ନିଶ୍ଚିତ ଭାବରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବେ ସୁପରଷ୍ଟାର ଥାଲାପତି ବିଜୟ !

    15537
    Feb 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In