Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ ...

  • ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ...

  • ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ...

  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ...

  • ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ...

  • କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ

  • ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା

  • ଦୁଇ ଦିନରେ ଦୁଇ ଘରୁ ଚୋରି

  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ...

ରାଜନୀତି
Home ›› ରାଜନୀତି ››ଭିଜିଲାନ୍ସ ସଚେତନ ସପ୍ତାହ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ହେୟଜ୍ଞାନ ବୟାନକୁ ବିଜେଡିର କଟାକ୍ଷ

ଭିଜିଲାନ୍ସ ସଚେତନ ସପ୍ତାହ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ହେୟଜ୍ଞାନ ବୟାନକୁ ବିଜେଡିର କଟାକ୍ଷ

2024-10-28 15:19:10
14410
Share:
Facebook
Twitter
E-Mail
WhatsApp
Telegram
ଭିଜିଲାନ୍ସ ସଚେତନ ସପ୍ତାହ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ହେୟଜ୍ଞାନ ବୟାନକୁ ବିଜେଡିର କଟାକ୍ଷ

ଭିଜିଲାନ୍ସ ସଚେତନତା ସପ୍ତାହ ଆରମ୍ଭ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବକ୍ତବ୍ୟରେ ତାଙ୍କ କଥାକୁ ହେୟଜ୍ଞାନ  କରିବେ ନାହିଁ ଓ ତାଙ୍କ ସରକାରଙ୍କ ଏବେ ପର୍ଯ୍ୟନ୍ତ କାର୍ଯ୍ୟକ୍ରମ କେବଳ ଟ୍ରେଲର ଓ ପୁରା ଫିଲ୍ମ ଆସିବା ବାକି ଅଛିକୁ ବିଜୁ ଜନତା ଦଳ ତରଫରୁ ଦୃଢ଼ ସମାଲୋଚନା କରାଯାଇଛି। ଶଙ୍ଖଭଵନ ଠାରେ ଆଜି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ମିଡିଆ ସଂଯୋଜକ ତଥା ମୁଖପାତ୍ର ଡ଼ଃ ଲେନିନ ମହାନ୍ତି କହିଥିଲେ, ମୁଖ୍ୟମନ୍ତ୍ରୀଙ୍କୁ ହେୟଜ୍ଞାନ କରାଯାଉଛି ବୋଲି ଜାଣି ଆମେ ଦୁଃଖିତ । 

ମୁଖ୍ୟମନ୍ତ୍ରୀକୁ ହେୟଜ୍ଞାନ କରାଯାଉଛି ଅର୍ଥ ସରକାର ଅସହାୟ ଅବସ୍ଥାରେ ଅଛନ୍ତି, ଆଉ ସରକାର ଅସହାୟ ରହିଲେ ରାଜ୍ୟ ମଧ୍ୟ ଅସହାୟ ହୋଇ ପଡିବ। ଏଣୁ ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିବା ଉଚିତ, କିଏ କେଉଁ ପରିସ୍ଥିତିରେ ତାଙ୍କୁ ହେୟଜ୍ଞାନ କରୁଛନ୍ତି। ରାଜ୍ୟ ସରକାରଙ୍କ ଦ୍ୱାରା ଏବେ ପର୍ଯ୍ୟନ୍ତ କରାଯାଇଥିବା କାର୍ଯ୍ୟକ୍ରମ ଗୁଡିକ କେବଳ ଟ୍ରେଲର ଉକ୍ତି ଉପରେ ସେ କହିଥିଲେ, ଆମେ ଦେଖିଥିଲୁ, ମୁଖ୍ୟମନ୍ତ୍ରୀ ନିକଟରେ ଏକ ଯାତ୍ରା ପେଣ୍ଡାଲରେ ଡାଇଲଗ ବାଜି କରୁଥିଲେ। ସମ୍ଭବତଃ, ସେହି କାରଣରୁ ସେ ଟ୍ରେଲର ଓ ଫିଲ୍ମ ଉକ୍ତି ବାଢୁଛନ୍ତି। ଅନେକ ମିଥ୍ୟା ପ୍ରତିଶ୍ରୁତି ଦେଇ କ୍ଷମତାକୁ ଆସିଥିବା ରାଜ୍ୟ ବିଜେପି ସରକାର ବାସ୍ତବରେ ତାଙ୍କର ପ୍ରତିଶ୍ରୁତି ରକ୍ଷା କରିବାରେ ସଂପୂର୍ଣ୍ଣ ବିଫଳ ହୋଇଛନ୍ତି । ସେଇ ବିଫଳତାକୁ ଲୁଚାଇବାକୁ ଯାଇ ଡାଇଲଗ ବାଜି କରାଯାଉଛି ବୋଲି ଦଳର ମିଡିଆ ସଂଯୋଜକ ତଥା ମୁଖପାତ୍ର ଡ଼ଃ ଲେନିନ ମହାନ୍ତି କହିଥିଲେ। 

ଦଳର ଅନ୍ୟତମ ମୁଖପାତ୍ର ଶ୍ରୀ ତୁମ୍ବନାଥ ପଣ୍ଡା କହିଥିଲେ, ରାଜ୍ୟରେ ଭିଜିଲାନ୍ସ ସଚେତନ ସପ୍ତାହ ପାଳନ କରାଯାଉଛି, ଯାହା ଏକ ବାର୍ଷିକ କାର୍ଯ୍ୟକ୍ରମ। ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଶାସନ କାଳରେ ରାଜ୍ୟରେ ଏକ ସୁଦୃଢ଼ ଦୁର୍ନୀତି ନିବାରଣ ବ୍ୟବସ୍ଥା ପ୍ରତିଷ୍ଠା ହୋଇଥିଲା। ଦୁର୍ନୀତି ବିରୋଧରେ ଶୁନ୍ୟ ସହନଶୀଳତା ନୀତି ଅଵଲଂବନ କରା ଯାଇଥିଲା। ଓଡ଼ିଶାର ଦୁର୍ନୀତି ନିବାରଣ ବ୍ୟବସ୍ଥାକୁ ଏକାଧିକ ଥର କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଶଂସିତ ହୋଇଥିଲା। ଆୟ ବହିର୍ଭୁତ ସମ୍ପତ୍ତି ଜବତ କରିବାରେ ସାରା ଭାରତରେ ଓଡିଶା ତୃତୀୟ ସ୍ଥାନ ଅଧିକାର କରିଥିଲା। ଦୁର୍ନୀତିଖୋର ଅଧିକାରୀ ମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ରାଜ୍ୟରେ ଏକୋଇଶ ଜଣ ପ୍ରସିକ୍ୟୁସନ ଲିଆସନ ଅଫିସର ନିଯୁକ୍ତି ଦିଆ ଯାଇଥିଲା, ଯାହା ଯୋଗୁ ପ୍ରସିକ୍ୟୁସନ କ୍ଷେତ୍ରରେ ଓଡିଶା ଏକ ନମ୍ବର ସ୍ଥାନ ହାସଲ କରିବାରେ ସକ୍ଷମ ହୋଇଥିଲା। ଦୁର୍ନୀତି ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା କ୍ଷେତ୍ରରେ ନବୀନଙ୍କ ପଦକ୍ଷେପ ଯୋଗୁ ଓଡିଶା ସାରା ଭାରତରେ ସୁନାମ ହାସଲ କରିଥିଲା ଓ ଅନେକ ରାଜ୍ୟ ଏହି କାର୍ଯ୍ୟକ୍ରମକୁ ଆପଣେଇଥିଲେ ବୋଲି ଶ୍ରୀ ପଣ୍ଡା କହିଥିଲେ।

Powered by Froala Editor

Tags bjd

Related articles Odisha News Lens 4.1

  •  ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା
    ବିଶେଷ

    ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14567
    Mar 20, 2026
  • ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ କେବୁଲକୁ କାଟିବାକୁ ଚିନ୍ତା କରୁଛି ଇରାନ
    ଦେଶ-ଦେଶାନ୍ତର

    ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ କେବୁଲକୁ କାଟିବାକୁ ଚିନ୍ତା କରୁଛି ଇରାନ

    14176
    Mar 20, 2026
  • ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ନିଯୁକ୍ତ ହେଲେ ରବି ମିତ୍ତଲ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ନିଯୁକ୍ତ ହେଲେ ରବି ମିତ୍ତଲ

    15113
    Mar 20, 2026
  • ଦୁଇ ଦିନରେ ଦୁଇ ଘରୁ ଚୋରି
    ଜିଲ୍ଲା ପରିକ୍ରମା

    ଦୁଇ ଦିନରେ ଦୁଇ ଘରୁ ଚୋରି

    13879
    Mar 20, 2026
  • ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା
    ଦେଶ-ଦେଶାନ୍ତର

    ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା

    15331
    Mar 20, 2026
  • ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ଆମେରିକାର ବିମାନବାହୀ ଜାହାଜ
    ଦେଶ-ଦେଶାନ୍ତର

    ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ଆମେରିକାର ବିମାନବାହୀ ଜାହାଜ

    15274
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ
    ବିଶେଷ

    ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15279
    Mar 19, 2026
  • ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ସାମିଲ ହେବାକୁ ଉସ୍‌କାଉଛି: ସାଉଦି ଆରବ
    ଦେଶ-ଦେଶାନ୍ତର

    ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ସାମିଲ ହେବାକୁ ଉସ୍‌କାଉଛି: ସାଉଦି ଆରବ

    14577
    Mar 20, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା
    ବାଣିଜ୍ୟ

    ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13505
    Mar 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14567
    Mar 20, 2026
  • ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ନିଯୁକ୍ତ ହେଲେ ରବି ମିତ୍ତଲ

    15113
    Mar 20, 2026
  • ଜିଲ୍ଲା ପରିକ୍ରମା

    ଦୁଇ ଦିନରେ ଦୁଇ ଘରୁ ଚୋରି

    13879
    Mar 20, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17380
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17444
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17791
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16264
    Apr 03, 2021

ବିଶେଷ

  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14567
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15279
    Mar 19, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15375
    Mar 18, 2026
  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    14149
    Mar 17, 2026
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    14048
    Mar 15, 2026

ବାଣିଜ୍ୟ

୨୭୮୦ ଟଙ୍କା ଶସ୍ତା ହେଲା ସୁନା

ମଧ୍ୟପ୍ରାଚ୍ୟ ଯୁଦ୍ଧ ଘନଘଟାରେ ଶସ୍ତା ହୋଇଛି ସୁନା-ରୂପା । ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ୧୦ଗ୍ରାମ ପ୍ରତି ୨୭୮୦ ଟଙ୍କା କିମି ୧ ଲକ୍ଷ ୫୪ ହଜାର ୬୪୦ ଟଙ୍କା ହୋଇଛି । ଅନ୍ୟପଟେ ରୂପା ଦର ମଧ୍ୟ କମିଛି । ଭୁବନେଶ୍ୱରରେ ରୁପା ମୂଲ୍ୟ କିଲୋ ପ୍ରତି ୧୦ ହଜାର ଟଙ୍କା କମି ୨ ଲକ୍ଷ ୬୫ ହଜାର ଟଙ୍କା ରହିଛି । ବୁଧବ ...

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14258
    Mar 05, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15694
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15155
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    15001
    Feb 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ କେବୁଲକୁ କାଟିବାକୁ ଚିନ୍ତା କରୁଛି ଇରାନ

    14176
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15279
    Mar 19, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13505
    Mar 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In