Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, February 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରିତୁ ତାୱଡେ ହେବେ ମୁମ୍ବାଇ ମେୟର

  • ଘୋଷଣା କଲେ ପ୍ରଧାନମନ୍ତ୍ରୀ : ମାଲେସିଆରେ ...

  • ବଡ଼ ଆଶ୍ୱସ୍ତି : ଭାରତ-ଆମେରିକା ବାଣିଜ୍ୟ ...

  • ଗୋଲାପ ଦିବସ

  • ଅଗ୍ନି-୩ ମଧ୍ୟବର୍ତ୍ତୀ-ଦୂରବର୍ତ୍ତୀ ...

  • ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୁଇ ...

  • ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦୀ, କାରଣ ...

  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ...

  • ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ...

  • କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ...

Home ›› ››କେରଳରେ ବଡ଼ ଦୁର୍ଘଟଣା , ଆତସବାଜି ବେଳେ ନିଆଁ ଲାଗି ୧୫୦ରୁ ଅଧିକ ଲୋକ ଗୁରୁତର

କେରଳରେ ବଡ଼ ଦୁର୍ଘଟଣା , ଆତସବାଜି ବେଳେ ନିଆଁ ଲାଗି ୧୫୦ରୁ ଅଧିକ ଲୋକ ଗୁରୁତର

2024-10-29 05:44:25
14163
Share:
Facebook
Twitter
E-Mail
WhatsApp
Telegram
କେରଳରେ ବଡ଼ ଦୁର୍ଘଟଣା , ଆତସବାଜି ବେଳେ ନିଆଁ ଲାଗି ୧୫୦ରୁ ଅଧିକ ଲୋକ ଗୁରୁତର

କେରଳରେ ବଡ଼ ଧରଣର ଦୁର୍ଘଟଣା ଘଟିଯାଇଛି | ସୋମବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ଆତସବାଜି ବେଳେ ନିଆଁ ଲାଗି ୧୫୦ରୁ ଅଧିକ ଲୋକ ଗୁରୁତର ହୋଇଥିବା ସୂଚନା ମିଳିଛି। ଅଞ୍ଜୁତମ୍ବାଲମ୍ ବିରାକାଭୁ ମନ୍ଦିରରେ ବାର୍ଷିକ କାଲିଆଟମ୍ ପର୍ବ ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ ଜମିଥିଲା। ଏହି ସମୟରେ ଆତସବାଜି ମଧ୍ୟ କରାଯାଉଥିଲା। ଏହି ସମୟରେ ଆତସବାଜି ବେଳେ ନିଆଁ ଝୁଲ ଖସି ଅଗ୍ନିକାଣ୍ଡ ଘଟିଥିଲା।

ପ୍ରାପ୍ତ ସୂଚନା ଅନୁସାରେ , ଅଞ୍ଜୁତମ୍ବାଲମ୍ ବିରାକାଭୁ ମନ୍ଦିରରେ ବାର୍ଷିକ କାଲିଆଟମ୍ ପର୍ବ ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ ଜମିଥିଲା। ଏହି ସମୟରେ ଆତସବାଜି ମଧ୍ୟ ଚାଲିଥିଲା । ତେବେ ଆତସବାଜି ବେଳେ ସେଥିରୁ ନିଆଁ ଝୁଲ ଖସି ବାଣ ରଖାଯାଇଥିବା ଷ୍ଟୋରେଜ ଘର ପରେ ପଡିଥିଲା । ଫଳରେ ଏଥିରେ ନିଆଁ ଲାଗି ଭୟଙ୍କର ବିସ୍ଫୋରଣ ହୋଇଥିଲା । ଦେଖୁ ଦେଖୁ ଏହା ଚାରିଆଡେ ବ୍ୟାପି ଯାଇଥିଲା । ଏଥିରେ ପ୍ରାୟ ୧୫୦ରୁ ଅଧିକ ଲୋକ ଆହତ ହୋଇଥିବାବେଳେ ୮ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆହତଙ୍କୁ ମାଙ୍ଗାଲୁରୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Powered by Froala Editor

Tags fire cracker accident

Related articles Odisha News Lens 4.1

  •  ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦୀ, କାରଣ ଜାଣନ୍ତୁ......
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦୀ, କାରଣ ଜାଣନ୍ତୁ......

    14880
    Feb 07, 2026
  • ରିତୁ ତାୱଡେ ହେବେ ମୁମ୍ବାଇ ମେୟର
    ରାଜନୀତି

    ରିତୁ ତାୱଡେ ହେବେ ମୁମ୍ବାଇ ମେୟର

    15167
    Feb 07, 2026
  • ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ମୋଦୀ
    ଦେଶ-ଦେଶାନ୍ତର

    ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ମୋଦୀ

    14470
    Feb 06, 2026
  • ଗୋଲାପ ଦିବସ
    ବିଶେଷ

    ଗୋଲାପ ଦିବସ

    15540
    Feb 07, 2026
  • ଘୋଷଣା କଲେ ପ୍ରଧାନମନ୍ତ୍ରୀ : ମାଲେସିଆରେ ଚାଲିବ ଭାରତର UPI
    ଦେଶ-ଦେଶାନ୍ତର

    ଘୋଷଣା କଲେ ପ୍ରଧାନମନ୍ତ୍ରୀ : ମାଲେସିଆରେ ଚାଲିବ ଭାରତର UPI

    14938
    Feb 07, 2026
  • ବଡ଼ ଆଶ୍ୱସ୍ତି : ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି
    ଦେଶ-ଦେଶାନ୍ତର

    ବଡ଼ ଆଶ୍ୱସ୍ତି : ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି

    13448
    Feb 07, 2026
  • ଅଗ୍ନି-୩ ମଧ୍ୟବର୍ତ୍ତୀ-ଦୂରବର୍ତ୍ତୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
    ଦେଶ-ଦେଶାନ୍ତର

    ଅଗ୍ନି-୩ ମଧ୍ୟବର୍ତ୍ତୀ-ଦୂରବର୍ତ୍ତୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

    15206
    Feb 07, 2026
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ
    ବିଶେଷ

    ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15455
    Feb 06, 2026
  •  କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ମୋଦୀ
    ଦେଶ-ଦେଶାନ୍ତର

    କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ମୋଦୀ

    13724
    Feb 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୁଇ ଦିନିଆ ମାଲେସିଆ ଗସ୍ତ

    14929
    Feb 07, 2026
  • ଦେଶ-ଦେଶାନ୍ତର

    ବଡ଼ ଆଶ୍ୱସ୍ତି : ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି

    13448
    Feb 07, 2026
  • ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦୀ, କାରଣ ଜାଣନ୍ତୁ......

    14880
    Feb 07, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17327
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17400
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17743
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16220
    Apr 03, 2021

ବିଶେଷ

  • ଗୋଲାପ ଦିବସ

    15540
    Feb 07, 2026
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15455
    Feb 06, 2026
  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    16007
    Feb 04, 2026
  • ସକାଳେ ଖାଲି ପେଟରେ ଉଷୁମ ପାଣି ସହିତ ଆପଣଙ୍କ ଦିନ କରନ୍ତୁ ଆରମ୍ଭ

    14216
    Feb 02, 2026
  • କ୍ଷୀରକୁ କଦାପି ଖୋଲା ରଖନ୍ତୁ ନାହିଁ, ପରିବାରରେ ସୃଷ୍ଟି ହୁଏ କଳହ

    14432
    Jan 31, 2026

ବାଣିଜ୍ୟ

ଭୁଶୁଡିଲା ସେୟାର ମାର୍କେଟ

ଘରୋଇ ସେୟାର ବଜାରରେ ଏକ ଭୟଙ୍କର ସୁନାମି ଦେଖିବାକୁ ମିଳିଛି। ରବିବାର ଦିନ, BSE ସେନସେକ୍ସରେ ୧୫୪୬.୮୪ ପଏଣ୍ଟ (୧.୮୮%) ହ୍ରାସ ଘଟି ୮୦୭୨୨.୯୪ ପଏଣ୍ଟରେ ବନ୍ଦ ହୋଇଛି । ସେହିଭଳି NSE ନିଫ୍ଟି ୫୦ ଇଣ୍ଡେକ୍ସରେ ୪୯୫.୨୦ (୧.୯୬%) ହ୍ରାସ ଘଟି ୨୪୮୨୫.୪୫ ପଏଣ୍ଟରେ ବନ୍ଦ ହୋଇଥିଲା । ତେବେ ବଜେଟ୍ ଦିନ ସବୁଜ ରଙ୍ଗରେ ଖୋଲିଥ ...

  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16059
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15334
    Jan 22, 2026
  • ୧.୪୦ ଲକ୍ଷ ଟପିଲା ସୁନା

    15746
    Jan 12, 2026
  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15500
    Jan 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦୀ, କାରଣ ଜାଣନ୍ତୁ......

    14880
    Feb 07, 2026
  • ଗୋଲାପ ଦିବସ

    15540
    Feb 07, 2026
  • ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୁଇ ଦିନିଆ ମାଲେସିଆ ଗସ୍ତ

    14929
    Feb 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In