ବୁଧବାର ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ

ପୁରୀ : ପୁରୀ ଶ୍ରୀମନ୍ଦିରରେ ବୁଧବାର ଅର୍ଥାତ୍ ଅକ୍ଟୋବର ୩୦ ତାରିଖରେ କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
Powered by Froala Editor