Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, July 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମଧ୍ୟପ୍ରାଚ୍ୟକୁ ବିନାଶ ଆଡ଼କୁ ଠେଲି ...

  • ମୌସୁମୀ ଅଧିବେଶନ: ୧୯ରେ ସର୍ବଦଳୀୟ ବୈଠକ ...

  • ଲଗାତାର ୩୦ ଦିନ ପାଇଁ ହାଜତରେ ରହିଲେ ପଦରୁ ...

  • ଗୌରୀଙ୍କ ସହ ହନିମୁନରେ ଅଷ୍ଟ୍ରେଲିଆ ଗଲେ ...

  • ‘ଜନ ନାୟକନ୍‌’କୁ ମିଳିଲା ‘A’ ...

  • ନିର୍ବାଚନ କମିଶନରଙ୍କୁ କହିଥିଲେ ମନମୋହନ ...

  • ମୌସୁମୀ ଅଧିବେଶନର ପୂର୍ବରୁ ସର୍ବଦଳୀୟ ...

  • ପାର୍ସଲ ଦେବାକୁ ଆସି ମହିଳାଙ୍କୁ ଅଶ୍ଳୀଳ ...

  • ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ...

  • ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଦେଶରେ ୪୦,୮୪୫ କଳା କବକ ଆକ୍ରାନ୍ତ ଚିହ୍ନଟ

ଦେଶରେ ୪୦,୮୪୫ କଳା କବକ ଆକ୍ରାନ୍ତ ଚିହ୍ନଟ

2021-06-30 05:28:09
13701
Share:
Facebook
Twitter
E-Mail
WhatsApp
Telegram
ଦେଶରେ ୪୦,୮୪୫ କଳା କବକ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ବର୍ତ୍ତମାନ ସୁଦ୍ଧା ୪୦,୮୪୫ ଜଣ କଳା କବକ (ବ୍ଲାକ ଫଙ୍ଗସ) ରେ ଆକ୍ରାନ୍ତ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷ ବର୍ଦ୍ଧନ ସୋମବାର କହିଛନ୍ତି । ଚିହ୍ନଟ ହୋଇଥିବା ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୩୧,୩୪୪ ଜଣଙ୍କ ଆଖି, ନାକ ଓ ମସ୍ତିଷ୍କରେ କଳା କବଚ ସଂକ୍ରମଣ ହୋଇଛି । ଏହି ସଂକ୍ରମଣରେ ୩,୧୨୯ ଜଣଙ୍କର ମୃତୁ୍ୟ ହେଲାଣି ବୋଲି ସେ କହିଛନ୍ତି । କୋଭିଡ-୧୯ ସମ୍ପର୍କିତ ଉଚ୍ଚସ୍ତରୀୟ ମନ୍ତ୍ରୀଗୋଷ୍ଠୀ ବୈଠକରେ ଅଧ୍ୟକ୍ଷତା କରି ହର୍ଷ ବର୍ଦ୍ଧନ କହିଛନ୍ତି ଯେ କଳା କବଚ ସଂକ୍ରମିତଙ୍କ ମଧ୍ୟରୁ ୧୩,୦୮୩ ଜଣଙ୍କ ବୟସ ୧୮ ରୁ ୪୫ ବର୍ଷ ହୋଇଥିବା ବେଳେ ୧୭,୪୬୪ ଜଣଙ୍କ ବୟସ ୪୫ ରୁ ୬୦ ବର୍ଷ, ୧୦,୦୮୨ ଜଣଙ୍କ ବୟସ ୬୦ ରୁ ଅଧିକ । କଳା କବଚ ସଂକ୍ରମିତଙ୍କ ମଧ୍ୟାୂ ୩୪,୯୪୦ କରୋନା ଆକ୍ରାନ୍ତ ଥିବା ସେ କହିଛନ୍ତି । ମୋଟ ଟିକାକରଣ କ୍ଷେତ୍ରରେ ଆମେରିକାକୁ ଭାରତ ଅତିକ୍ରମ କରିଛି । ସୋମବାର ସକାଳ ସୁଦ୍ଧା ଦେଶରେ ୩୨ କୋଟି ୩୬ ଲକ୍ଷରୁ ଅଧିକ ପାନ ଟିକାକରଣ କରାଯାଇଛି ।

Powered by Froala Editor

Tags black fungus

Related articles Odisha News Lens 4.1

  • ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ପଛାଇବ ନାହିଁ: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନକୁ ମାଟିରେ ମିଶାଇ ଦେବାକୁ ଆମେରିକା ପଛାଇବ ନାହିଁ: ଟ୍ରମ୍ପ

    15651
    Jul 12, 2026
  • ନିର୍ବାଚନ କମିଶନରଙ୍କୁ କହିଥିଲେ ମନମୋହନ ସିଂ ‘ମୁଁ ଆତ୍ମହତ୍ୟା କରିଦେବି….’
    ଦେଶ-ଦେଶାନ୍ତର

    ନିର୍ବାଚନ କମିଶନରଙ୍କୁ କହିଥିଲେ ମନମୋହନ ସିଂ ‘ମୁଁ ଆତ୍ମହତ୍ୟା କରିଦେବି….’

    13364
    Jul 13, 2026
  •  ମୌସୁମୀ ଅଧିବେଶନ: ୧୯ରେ ସର୍ବଦଳୀୟ ବୈଠକ ଡାକିଲେ କେନ୍ଦ୍ର ସରକାର
    ଦେଶ-ଦେଶାନ୍ତର

    ମୌସୁମୀ ଅଧିବେଶନ: ୧୯ରେ ସର୍ବଦଳୀୟ ବୈଠକ ଡାକିଲେ କେନ୍ଦ୍ର ସରକାର

    14659
    Jul 13, 2026
  • ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦୀ
    ଦେଶ-ଦେଶାନ୍ତର

    ଭିଏନତାମରେ ବୋଟ୍ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦୀ

    13769
    Jul 12, 2026
  • ଗୌରୀଙ୍କ ସହ ହନିମୁନରେ ଅଷ୍ଟ୍ରେଲିଆ ଗଲେ ଆମିର୍ ଖାନ୍
    ମନୋରଞ୍ଜନ

    ଗୌରୀଙ୍କ ସହ ହନିମୁନରେ ଅଷ୍ଟ୍ରେଲିଆ ଗଲେ ଆମିର୍ ଖାନ୍

    14470
    Jul 13, 2026
  • ମଧ୍ୟପ୍ରାଚ୍ୟକୁ ବିନାଶ ଆଡ଼କୁ ଠେଲି ଦେବାର ଆଶଙ୍କା ସୃଷ୍ଟି କରିଛି ଆମେରିକା ଓ ଇରାନ ...
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟକୁ ବିନାଶ ଆଡ଼କୁ ଠେଲି ଦେବାର ଆଶଙ୍କା ସୃଷ୍ଟି କରିଛି ଆମେରିକା ଓ ଇରାନ ...

    13518
    Jul 13, 2026
  • ‘ଜନ ନାୟକନ୍‌’କୁ ମିଳିଲା ‘A’ ସାର୍ଟିଫିକେଟ୍
    ମନୋରଞ୍ଜନ

    ‘ଜନ ନାୟକନ୍‌’କୁ ମିଳିଲା ‘A’ ସାର୍ଟିଫିକେଟ୍

    13644
    Jul 13, 2026
  • ପାର୍ସଲ ଦେବାକୁ ଆସି ମହିଳାଙ୍କୁ ଅଶ୍ଳୀଳ ଆଚରଣ କଲା ଡେଲିଭରି ବୟ
    ଦେଶ-ଦେଶାନ୍ତର

    ପାର୍ସଲ ଦେବାକୁ ଆସି ମହିଳାଙ୍କୁ ଅଶ୍ଳୀଳ ଆଚରଣ କଲା ଡେଲିଭରି ବୟ

    13379
    Jul 13, 2026
  • ମୌସୁମୀ ଅଧିବେଶନର ପୂର୍ବରୁ ସର୍ବଦଳୀୟ ବୈଠକ
    ଦେଶ-ଦେଶାନ୍ତର

    ମୌସୁମୀ ଅଧିବେଶନର ପୂର୍ବରୁ ସର୍ବଦଳୀୟ ବୈଠକ

    14020
    Jul 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଲଗାତାର ୩୦ ଦିନ ପାଇଁ ହାଜତରେ ରହିଲେ ପଦରୁ ନିଲମ୍ବିତ ହେବେ ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

    15547
    Jul 13, 2026
  • ମନୋରଞ୍ଜନ

    ‘ଜନ ନାୟକନ୍‌’କୁ ମିଳିଲା ‘A’ ସାର୍ଟିଫିକେଟ୍

    13644
    Jul 13, 2026
  • ଦେଶ-ଦେଶାନ୍ତର

    ପାର୍ସଲ ଦେବାକୁ ଆସି ମହିଳାଙ୍କୁ ଅଶ୍ଳୀଳ ଆଚରଣ କଲା ଡେଲିଭରି ବୟ

    13379
    Jul 13, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16973
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17585
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17639
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18039
    Sep 06, 2023

ବିଶେଷ

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14446
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14824
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15575
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15684
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15496
    Jul 05, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15844
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15711
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13818
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14940
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମଧ୍ୟପ୍ରାଚ୍ୟକୁ ବିନାଶ ଆଡ଼କୁ ଠେଲି ଦେବାର ଆଶଙ୍କା ସୃଷ୍ଟି କରିଛି ଆମେରିକା ଓ ଇରାନ ଯୁଦ୍ଧ

    13518
    Jul 13, 2026
  • ମୌସୁମୀ ଅଧିବେଶନର ପୂର୍ବରୁ ସର୍ବଦଳୀୟ ବୈଠକ

    14020
    Jul 13, 2026
  • ପାର୍ସଲ ଦେବାକୁ ଆସି ମହିଳାଙ୍କୁ ଅଶ୍ଳୀଳ ଆଚରଣ କଲା ଡେଲିଭରି ବୟ

    13379
    Jul 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In