Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ...

  • ଫୁଟବଲରୁ ସନ୍ନ୍ୟାସ ଘୋଷଣା କଲେ ମେସି, ...

  • ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ

  • ବଢିଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର

  • ୧୨ ବର୍ଷ ସେବା ପରେ ଅବସର ନେଲେ ମେଜର ରିଷଭ ...

  • ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

  • ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ...

  • ଗିରଫ ହେଲେ ଆଇଏଏସ୍‌ ଜ୍ଞାନେନ୍ଦ୍ର କୁମାର

  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ...

  • ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ ଫସି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଆଲଫା, ଡେଲ୍‌ଟା ଭାରିଆଣ୍ଟକୁ ମାତ୍ ଦେଉଛି କୋଭାକ୍ସିନ୍‌: ଏନ୍‌ଆଇଏଚ୍‌

ଆଲଫା, ଡେଲ୍‌ଟା ଭାରିଆଣ୍ଟକୁ ମାତ୍ ଦେଉଛି କୋଭାକ୍ସିନ୍‌: ଏନ୍‌ଆଇଏଚ୍‌

2021-06-30 05:38:55
14344
Share:
Facebook
Twitter
E-Mail
WhatsApp
Telegram
ଆଲଫା, ଡେଲ୍‌ଟା ଭାରିଆଣ୍ଟକୁ ମାତ୍ ଦେଉଛି କୋଭାକ୍ସିନ୍‌: ଏନ୍‌ଆଇଏଚ୍‌

ନୂଆଦିଲ୍ଲୀ: କୋଭାକ୍ସିନ୍ ଟିକା ନେଇଥିବା ବ୍ୟକ୍ତିଙ୍କ ପାଇଁ ଖୁସି ଖବର । ଏହା ଆଲ୍‌ଫା ଓ ଡେଲ୍‌ଟା ଭାରିଆଣ୍ଟକୁ ମାତ୍ ଦେବାରେ ସକ୍ଷମ ହେଉଛି । ଯଦି କେହି ଟିକା ନେବା ପରେ କୋଭିଡ୍‌ରେ ସଂକ୍ରମିତ ହେଉଛନ୍ତି, ତେବେ ସେମାନଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରିବାକୁ ପଡ଼ୁନି । ଏଭଳି ଏକ ଖୁଲାସା କରିଛି ଆମେରିକାର ନ୍ୟାସନାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍ ହେଲ୍‌ଥ (ଏନ୍‌ଆଇଏଚ୍‌) ।

ସଂସ୍ଥା ପକ୍ଷରୁ କୁହାଯାଇଛି ଯେ ଭାରତ ବାୟୋଟେକ୍ ଦ୍ୱାରା ନିର୍ମିତ କୋଭାକ୍ସିନ ଟିକା ନେବା ପରେ ଶରୀରରେ ଆଣ୍ଟିବଡି ତିଆରି ହେଉଛି ।  ମୋଟ୍ ୬୧୭ ପ୍ରକାର ଭାରିଆଣ୍ଟ ବିରୋଧରେ କୋଭାକ୍ସିନ କାମ କରୁଛି ।

କୋଭାକ୍ସିନ୍ ଗ୍ରହଣ କରୁଥିବା ଲୋକଙ୍କଠାରୁ ରକ୍ତ ସେରମ୍ ଅଧ୍ୟୟନରୁ ଜଣାପଡିଛି ଯେ ଟିକା ବିକଶିତ ହୋଇଥାଏ ଆଣ୍ଟିବଡି । ପ୍ରଥମେ ବ୍ରିଟେନ ଏବଂ ଭାରତରେ କରୋନା ଭୂତାଣୁ ଆଲଫା ଏବଂ ଡେଲ୍‌ଟା ଭାରିଆଣ୍ଟ ଉପରେ ଏହା ଅଧିକ ପ୍ରଭାବଶାଳୀ ହେଉଛି ।

ପୂର୍ବରୁ ଆମେରିକାର ସଂକ୍ରମଣ ରୋଗ ବିଶେଷଜ୍ଞ ଡାକ୍ତର ଆନ୍ଥୋନୀ ଫାଉନ୍ସି ମଧ୍ୟ କୋଭାକ୍ସିନକୁ ପ୍ରଶଂସା କରି ସାରିଛନ୍ତି । ଫାଉନ୍ସି କହିଥିଲେ ଯେ ଭାରତରେ ନିର୍ମିତ କୋଭାକ୍ସିନ୍ କରୋନାର ୬୧୭ ଭାରିଆଣ୍ଟ ବିରୋଧରେ ପ୍ରଭାବୀ । କୋଭାକ୍ସିନ ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷାରୁ ମିଳିଥିବା ତଥ୍ୟ ଅନୁଯାୟୀ ଏହି ଟିକା ସମ୍ପୂର୍ଣ୍ଣ ସୁରକ୍ଷିତ । ତୃତୀୟ ପର୍ଯ୍ୟାୟ ପରୀକ୍ଷଣର ଫଳାଫଳ ଏପର୍ଯ୍ୟନ୍ତ ପ୍ରକାଶିତ ହୋଇନାହିଁ । ତେବେ ମଧ୍ୟବର୍ତ୍ତୀ ଫଳାଫଳ ଅନୁଯାୟୀ, ଏହି ଟିକା ୭୮ ପ୍ରତିଶତ ପର୍ଯ୍ୟନ୍ତ ପ୍ରଭାବଶାଳୀ ।

Powered by Froala Editor

Tags covaxin vaccine

Related articles Odisha News Lens 4.1

  • ଗିରଫ ହେଲେ ଆଇଏଏସ୍‌ ଜ୍ଞାନେନ୍ଦ୍ର କୁମାର
    ଦେଶ-ଦେଶାନ୍ତର

    ଗିରଫ ହେଲେ ଆଇଏଏସ୍‌ ଜ୍ଞାନେନ୍ଦ୍ର କୁମାର

    13590
    Aug 31, 2026
  • ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ  ଫସି ରହିଛନ୍ତି ୯୦୦ ଶ୍ରମିକ
    ଦେଶ-ଦେଶାନ୍ତର

    ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ ଫସି ରହିଛନ୍ତି ୯୦୦ ଶ୍ରମିକ

    15408
    Aug 31, 2026
  • ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

    15343
    Aug 31, 2026
  • ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ
    ଦେଶ-ଦେଶାନ୍ତର

    ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ

    13960
    Sep 01, 2026
  • ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ମୃତଦେହକୁ ସୁଟକେସରେ ଛାଡିବା ଘଟଣା: ମଣିପୁରରୁ ...
    ଦେଶ-ଦେଶାନ୍ତର

    ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ମୃତଦେହକୁ ସୁଟକେସରେ ଛାଡିବା ଘଟଣା: ମଣିପୁରରୁ ...

    13895
    Aug 31, 2026
  • ୧୨ ବର୍ଷ ସେବା ପରେ ଅବସର ନେଲେ ମେଜର ରିଷଭ ସିଂହ ସାମ୍ବ୍ୟାଲ
    ଦେଶ-ଦେଶାନ୍ତର

    ୧୨ ବର୍ଷ ସେବା ପରେ ଅବସର ନେଲେ ମେଜର ରିଷଭ ସିଂହ ସାମ୍ବ୍ୟାଲ

    13682
    Sep 01, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ
    ବିଶେଷ

    କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14042
    Aug 31, 2026
  • ବଢିଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର
    ଦେଶ-ଦେଶାନ୍ତର

    ବଢିଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର

    14404
    Sep 01, 2026
  • ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ରମାବାଈ
    ଦେଶ-ଦେଶାନ୍ତର

    ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ରମାବାଈ

    13289
    Sep 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ମୃତଦେହକୁ ସୁଟକେସରେ ଛାଡିବା ଘଟଣା: ମଣିପୁରରୁ ଗିରଫ ହେଲେ ଦମ୍ପତି

    13895
    Aug 31, 2026
  • ଖେଳ ଖବର

    ଫୁଟବଲରୁ ସନ୍ନ୍ୟାସ ଘୋଷଣା କଲେ ମେସି, ଜାଣନ୍ତୁ ସେ କେତେ ସମ୍ପତ୍ତିର ଅଧିକାରୀ

    14001
    Sep 01, 2026
  • ଦେଶ-ଦେଶାନ୍ତର

    ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ ଫସି ରହିଛନ୍ତି ୯୦୦ ଶ୍ରମିକ

    15408
    Aug 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17064
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17705
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17735
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18134
    Sep 06, 2023

ବିଶେଷ

  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14042
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14700
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14661
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13999
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15387
    Aug 24, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14462
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15991
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14033
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14296
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ ଫସି ରହିଛନ୍ତି ୯୦୦ ଶ୍ରମିକ

    15408
    Aug 31, 2026
  • ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ମୃତଦେହକୁ ସୁଟକେସରେ ଛାଡିବା ଘଟଣା: ମଣିପୁରରୁ ଗିରଫ ହେଲେ ଦମ୍ପତି

    13895
    Aug 31, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14042
    Aug 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In