ଭୁବନେଶ୍ଵରରେ ଭୂକମ୍ପ ଝଟ୍କା

ଭୁବନେଶ୍ଵର : ଭୁବନେଶ୍ଵରରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ରବିବାର ସକାଳ ୭ଟା ୧୭ରେ ଭୂମିକମ୍ପ ହୋଇଛି। ଭୁବନେଶ୍ଵର ସମେତ ଆଖପାଖ ଅଞ୍ଚଳରେ ଝଟ୍କା ଅନୁଭୂତ ହୋଇଛି। ବିଶେଷ କରି ପୁରୁଣା ଭୁବନେଶ୍ଵରରେ ଝଟ୍କା ଲାଗିଛି। କୌଣସି କ୍ଷୟକ୍ଷତି ହୋଇନାହିଁ। ତେବେ ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସ୍ପଷ୍ଟ ସୂଚନା ମିଳିନି।
Powered by Froala Editor