Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, November 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଉଜବେକିସ୍ତାନର ରାଷ୍ଟ୍ରପତିଙ୍କ ଝିଅଙ୍କ ...

  • ଦିଲଜିତ୍‌ଙ୍କ କନ୍‌ସର୍ଟରେ ୪.୩୦ ଲକ୍ଷ ...

  • ୪,୦୦୦ ଅଗ୍ନିବୀରଙ୍କ ତଥ୍ୟ ଚୋରି କଲା ...

  • ଗିନିଜ୍ ବୁକ୍‌ ରେ ୱାର୍ଲ୍ଡ ରେକର୍ଡ କଲା GTA-6

  • କାର୍ ପାଇଁ ବିବାହ କରିବାକୁ ମନା କରିଦେଲା ...

  • ବିସଲେରୀରେ କର୍କଟ ସୃଷ୍ଟିକାରୀ ପଦାର୍ଥ

  • ସୁନାକୁ ନେଇ ମୋଦୀ କହିଲେ ଏମିତି କଥା, ...

  • ଭଗବାନ ବାଲାଜୀଙ୍କୁ ୧୨୧ କିଲୋଗ୍ରାମ ସୁନା ...

  • ଭାରତରେ ପହଞ୍ଚିଲେ ନେପାଳ ପ୍ରଧାନମନ୍ତ୍ରୀ

  • ବଡ ଝିଅକୁ ଖୋଜୁଛନ୍ତି ମୁସ୍କାନ

ରାଜ୍ୟ
Home ›› ରାଜ୍ୟ ››୫୦ ହାତୀ ମୃତ୍ୟୁର ତଦନ୍ତ ହେବ, ମାସକରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ

୫୦ ହାତୀ ମୃତ୍ୟୁର ତଦନ୍ତ ହେବ, ମାସକରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ

2024-11-03 19:54:38
15014
Share:
Facebook
Twitter
E-Mail
WhatsApp
Telegram
୫୦ ହାତୀ ମୃତ୍ୟୁର ତଦନ୍ତ ହେବ, ମାସକରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ଚଳିତ ବର୍ଷ ରାଜ୍ୟର ବିଭିନ୍ନ ସ୍ଥାନରେ ୫୦ଟି ହାତୀଙ୍କର ଅସ୍ୱାଭାବିକ ମୃତ୍ୟୁ ହୋଇଛି। ଏବେ ଏହାର ତଦନ୍ତ ହେବ। ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଜଙ୍ଗଲ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ। ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖି ସେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଡିଭିଜନ ସ୍ତରରେ ତଦନ୍ତ କରି ମାସକ ମଧ୍ୟରେ ରିପୋର୍ଟ ଦେବା ପାଇଁ କୁହାଯାଇଛି।

ମନ୍ତ୍ରୀ କହିଛନ୍ତି ଯେ ଓଡ଼ିଶାରେ ହାତୀମାନଙ୍କର ଅସ୍ୱାଭାବିକ ମୃତ୍ୟୁକୁ ରୋକିବା ପାଇଁ ରାଜ୍ୟ ସରକାର ଗଜ ସାଥୀ ଏବଂ ଦ୍ରୁତ କାର୍ଯ୍ୟାନୁଷ୍ଠାନ ଦଳ ସମେତ ବିଭିନ୍ନ ପଦକ୍ଷେପ ନେଉଛନ୍ତି। ତେବେ ନରସିଂହପୁର ଓ ବଡ଼ମ୍ବା ଇଲାକା ଏବେ ହାତୀଙ୍କ ପାଇଁ ଅସୁରକ୍ଷିତ ସ୍ଥଳ ହୋଇଯାଇଛି।

ବଡ଼ମ୍ବା ନରସିଂହପୁର ବନାଞ୍ଚଳରେ ଗତବର୍ଷ ସେପଟେମ୍ବର ୨୧ରେ ଦନ୍ତା ହାତୀର ମରଶରୀରକୁ ପୋତି ମାମଲାକୁ ଚପାଇ ଦେବାକୁ ଚେଷ୍ଟା କରିଥିଲେ ସ୍ଥାନୀୟ କିଛି ବନକର୍ମଚାରୀ। ଯାହାର ଖୁଲାସା କରିଥିଲା SIT। ଏଭଳି ଭାବେ ଗତ ୨ ବର୍ଷ ମଧ୍ୟରେ ଆଠଗଡ଼ ବନଖଣ୍ଡ ଅନ୍ତର୍ଗତ ନରସିଂହପୁରର ପୂର୍ବ ଏବଂ ପଶ୍ଚିମ ବନାଞ୍ଚଳ, ବଡ଼ମ୍ବା ବନାଞ୍ଚଳ ଓ ସାତକୋଶିଆ ଜିଲିଣ୍ଡା ବନ୍ୟପ୍ରାଣୀ ଡିଭିଜନରେ ୩୦ରୁ ଅଧିକ ହାତୀଙ୍କ ପ୍ରାଣହାନୀ ହେଲାଣି।

ଆଉ ଅଧିକାଂଶ ଜୀବନ ହରାଇଛନ୍ତି ଶିକାରୀ ଗୁଳିରେ। ହାତୀ ମୃତ୍ୟୁ ଘଟଣାର ଡିଭିଜନ୍ ଅନୁଯାୟୀ ପୁଙ୍ଖାନୁପୁଙ୍ଖ ଅନୁସନ୍ଧାନ କରିବାକୁ ଏବଂ ଏକ ମାସ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ ମନ୍ତ୍ରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କୁ ଲେଖିଥିବା ଚିଠିରେ ରାଜ୍ୟରେ ହାତୀମାନଙ୍କର ଅସ୍ୱାଭାବିକ ମୃତ୍ୟୁକୁ ରୋକିବା ପାଇଁ ଅତିରିକ୍ତ ଯତ୍ନ ଏବଂ ସୁରକ୍ଷା ବ୍ୟବସ୍ଥା ଉପରେ ଗୁରୁତ୍ୱାରୋପ କରାଯାଇଛି।


Powered by Froala Editor

Tags hati

Related articles Odisha News Lens 4.1

  • ୪,୦୦୦ ଅଗ୍ନିବୀରଙ୍କ ତଥ୍ୟ ଚୋରି କଲା ନାବାଳକ
    ଦେଶ-ଦେଶାନ୍ତର

    ୪,୦୦୦ ଅଗ୍ନିବୀରଙ୍କ ତଥ୍ୟ ଚୋରି କଲା ନାବାଳକ

    14593
    Nov 23, 2026
  • ବିସଲେରୀରେ କର୍କଟ ସୃଷ୍ଟିକାରୀ ପଦାର୍ଥ
    ଦେଶ-ଦେଶାନ୍ତର

    ବିସଲେରୀରେ କର୍କଟ ସୃଷ୍ଟିକାରୀ ପଦାର୍ଥ

    13709
    Nov 23, 2026
  • ଭଗବାନ ବାଲାଜୀଙ୍କୁ ୧୨୧ କିଲୋଗ୍ରାମ ସୁନା ଅଳଙ୍କାର ଦାନ କରିବେ ଭକ୍ତ
    ଦେଶ-ଦେଶାନ୍ତର

    ଭଗବାନ ବାଲାଜୀଙ୍କୁ ୧୨୧ କିଲୋଗ୍ରାମ ସୁନା ଅଳଙ୍କାର ଦାନ କରିବେ ଭକ୍ତ

    14685
    Nov 22, 2026
  • କାର୍ ପାଇଁ ବିବାହ କରିବାକୁ ମନା କରିଦେଲା ପୋଲିସ ବର
    ଦେଶ-ଦେଶାନ୍ତର

    କାର୍ ପାଇଁ ବିବାହ କରିବାକୁ ମନା କରିଦେଲା ପୋଲିସ ବର

    14799
    Nov 23, 2026
  • ବଡ ଝିଅକୁ ଖୋଜୁଛନ୍ତି ମୁସ୍କାନ
    ଦେଶ-ଦେଶାନ୍ତର

    ବଡ ଝିଅକୁ ଖୋଜୁଛନ୍ତି ମୁସ୍କାନ

    15929
    Nov 22, 2026
  • ଗିନିଜ୍ ବୁକ୍‌ ରେ ୱାର୍ଲ୍ଡ ରେକର୍ଡ କଲା GTA-6
    ଦେଶ-ଦେଶାନ୍ତର

    ଗିନିଜ୍ ବୁକ୍‌ ରେ ୱାର୍ଲ୍ଡ ରେକର୍ଡ କଲା GTA-6

    14570
    Nov 23, 2026
  • ଦିଲଜିତ୍‌ଙ୍କ କନ୍‌ସର୍ଟରେ ୪.୩୦ ଲକ୍ଷ ଟଙ୍କାର ଫୋନ୍ ଚୋରି
    ଦେଶ-ଦେଶାନ୍ତର

    ଦିଲଜିତ୍‌ଙ୍କ କନ୍‌ସର୍ଟରେ ୪.୩୦ ଲକ୍ଷ ଟଙ୍କାର ଫୋନ୍ ଚୋରି

    14645
    Nov 24, 2026
  • ଭାରତରେ ପହଞ୍ଚିଲେ ନେପାଳ ପ୍ରଧାନମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତରେ ପହଞ୍ଚିଲେ ନେପାଳ ପ୍ରଧାନମନ୍ତ୍ରୀ

    14650
    Nov 22, 2026
  • ଉଜବେକିସ୍ତାନର ରାଷ୍ଟ୍ରପତିଙ୍କ ଝିଅଙ୍କ ଭାରତୀୟ ଅଭ୍ୟର୍ଥନା
    ଦେଶ-ଦେଶାନ୍ତର

    ଉଜବେକିସ୍ତାନର ରାଷ୍ଟ୍ରପତିଙ୍କ ଝିଅଙ୍କ ଭାରତୀୟ ଅଭ୍ୟର୍ଥନା

    13582
    Nov 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଗିନିଜ୍ ବୁକ୍‌ ରେ ୱାର୍ଲ୍ଡ ରେକର୍ଡ କଲା GTA-6

    14570
    Nov 23, 2026
  • ଦେଶ-ଦେଶାନ୍ତର

    ଭାରତରେ ପହଞ୍ଚିଲେ ନେପାଳ ପ୍ରଧାନମନ୍ତ୍ରୀ

    14650
    Nov 22, 2026
  • ଦେଶ-ଦେଶାନ୍ତର

    ଭଗବାନ ବାଲାଜୀଙ୍କୁ ୧୨୧ କିଲୋଗ୍ରାମ ସୁନା ଅଳଙ୍କାର ଦାନ କରିବେ ଭକ୍ତ

    14685
    Nov 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17310
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    18011
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17968
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18382
    Sep 06, 2023

ବିଶେଷ

  • ଛୋଟପିଲାଙ୍କ ମଧୁମେହ ଲକ୍ଷଣ ଜାଣନ୍ତୁ ଏମିତି....

    15497
    Nov 18, 2026
  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14899
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14529
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15869
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14649
    Nov 07, 2026

ବାଣିଜ୍ୟ

ମାସକରେ କମିଲାଣି ୨୧ ହଜାର ସୁନା

ସର୍ବୋଚ୍ଚ ସ୍ତରରୁ ବହୁ ମାତ୍ରାରେ ଶସ୍ତା ହୋଇଯାଇଛି ସୁନା ଏବଂ ରୁପା । ୫ ଦିନରେ ୧୨ ହଜାର ଟଙ୍କା ପର୍ଯ୍ୟନ୍ତ କମିଛି ସୁନା ଦର । ସେହିଭଳି ମାସକରେ ଦର ପାଖାପାଖି ୨୧ ହଜାର କମିଗଲାଣି । ଶୁକ୍ରବାର ରାଜଧାନୀ ଭୁବନେଶ୍ୱରରେ ୧୦ ଗ୍ରାମ ପିଛା ୨୨ ଏବଂ ୨୪ କ୍ୟାରେଟ ସୁନା ଦରରେ ଯଥାକ୍ରମେ ୪୭୦୦ ଟଙ୍କା ଏବଂ ୫୧୨୦ ଟଙ୍କା ହ୍ ...

  • ଭିଏଏମ୍ଏଲ୍ ସିଜିମାଳି ବକ୍ସାଇଟ୍ ଖଣି ପକ୍ଷରୁ କର୍କଟ ଚିହ୍ନଟ ଶିବିର ଆୟୋଜିତ, କଳାହାଣ୍ଡି ଓ ରାୟଗଡ଼ାର ୩୫୦ରୁ ଅଧିକ ଗୋଷ୍ଠୀ ସଦସ୍ୟ ଉପକୃତ

    15782
    Nov 20, 2026
  • ନିବେଶକଙ୍କ ଖୁସି : ଅଟୋ, ବ୍ୟାଙ୍କିଙ୍ଗ୍ ଓ କଞ୍ଜ୍ୟୁମର ସେକ୍ଟରରେ ଜବରଦସ୍ତ ଉତ୍ସାହ

    14102
    Nov 20, 2026
  • ଖରିଫ ସମ୍ପର୍କିତ ଶିକ୍ଷା ଆହରଣର ସମୀକ୍ଷା ଓ ଜଳବାୟୁ-ସହନଶୀଳ ରବି ଋତୁ ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ପୁରୀରେ ଅନୁଷ୍ଠିତ ତୃତୀୟ ଡିଏଲ୍‌ସିସି ବୈଠକରେ ସାତଟି ଲାଇନ୍‌ ବିଭାଗ ଓ କେଭିକେ ଯୋଗଦେଲେ

    15745
    Nov 18, 2026
  • ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ୩୩୦ରୁ ଅଧିକ ପରିବାରଙ୍କୁ ଇନ୍ଧନ-ଦକ୍ଷ ଚୁଲା ବିତରଣ

    14368
    Nov 18, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୪,୦୦୦ ଅଗ୍ନିବୀରଙ୍କ ତଥ୍ୟ ଚୋରି କଲା ନାବାଳକ

    14593
    Nov 23, 2026
  • ଦିଲଜିତ୍‌ଙ୍କ କନ୍‌ସର୍ଟରେ ୪.୩୦ ଲକ୍ଷ ଟଙ୍କାର ଫୋନ୍ ଚୋରି

    14645
    Nov 24, 2026
  • ଗିନିଜ୍ ବୁକ୍‌ ରେ ୱାର୍ଲ୍ଡ ରେକର୍ଡ କଲା GTA-6

    14570
    Nov 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In