Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରଶ୍ନପତ୍ର ପ୍ରଘଟ ଘଟଣା: କଠୋର ଦଣ୍ଡ ଦେବା ...

  • ଭାରତୀୟ ନୌସେନାରେ ସାମିଲ ହେଲା ...

  • ପୁରା ମୌସୁମୀ ଅଧିବେଶନରୁ ନିଲମ୍ବିତ ହେଲେ ...

  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ...

  • ୧୬ ବର୍ଷ ପରେ ଭାରତ ଫେରିବେ ଲଲିତ୍ ମୋଦୀ

  • ଅନୁରାଗ ଜୈନ୍ ନୀତି ଆୟୋଗର ନୂତନ ସିଇଓ

  • ଦଶନ୍ଧି ମଧ୍ୟରେ ୧୫୨ଟି ପ୍ରଶ୍ନପତ୍ର ...

  • ଆନ୍ଦୋଳନକାରୀଙ୍କ ବିରୋଧରେ ହେବନି ...

  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ...

  • ସଂସଦରେ କଳା ପୋଷାକ ପିନ୍ଧି ପ୍ରତିବାଦ ...

ରାଜନୀତି
Home ›› ରାଜନୀତି ››ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ ରାଜ୍ୟବାସୀଙ୍କ ସମ୍ମୁଖରେ କ୍ଷମା ପ୍ରାର୍ଥନା କରନ୍ତୁ: ବିଜେଡି

ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ ରାଜ୍ୟବାସୀଙ୍କ ସମ୍ମୁଖରେ କ୍ଷମା ପ୍ରାର୍ଥନା କରନ୍ତୁ: ବିଜେଡି

2024-11-04 12:49:21
16097
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ ରାଜ୍ୟବାସୀଙ୍କ ସମ୍ମୁଖରେ କ୍ଷମା ପ୍ରାର୍ଥନା କରନ୍ତୁ: ବିଜେଡି

ଭୁବନେଶ୍ୱର :  କନ୍ଧମାଳ ଅଞ୍ଚଳର ଦାରିଙ୍ଗବାଡି ବ୍ଲକର ମାଣ୍ଡିପଙ୍କା ଗାଁରେ ଆମ୍ୱ ଟାକୁଆ ଯାଉ ଖାଇ ଦୁଇ ଜଣ ମହିଳା ମୃତ୍ୟୁବରଣ କରିଥିବା ଓ ଛଅ ଜଣ ମହିଳା ଗୁରୁତର ହୋଇଥିବା ଘଟଣାରେ ରାଜ୍ୟ ସରକାରଙ୍କ ପିଡିଏସ୍ ବଣ୍ଟନ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିଫଳ ହୋଇଥିବା ଯୋଗୁଁ ଏଭଳି ଅଭାବନୀୟ ସ୍ଥିତି ଉପୁଜିଲା ବୋଲି ବିଜେଡି ତରଫରୁ କୁହାଯାଇଛି । ଶଙ୍ଖ ଭବନ ଠାରେ ଆଜି ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ପୂର୍ବତନ ମନ୍ତ୍ରୀ ତଥା ଦଳର ମୁଖପାତ୍ର ଶ୍ରୀ ସଞ୍ଜୟ ଦାସବର୍ମା କହିଥିଲେ, ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାର ନିୟମ ଅନୁଯାୟୀ ରାଜ୍ୟରେ ରାସନ ବଣ୍ଟନର ସୁଷମ ବ୍ୟବସ୍ଥା ରାଜ୍ୟ ସରକାରଙ୍କ ସମ୍ପୂର୍ଣ୍ଣ ଦାୟିତ୍ୱ । ଉଲ୍ଲେଖଯୋଗ୍ୟ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ବ୍ୟତୀତ ରାଜ୍ୟରେ ନବୀନ ସରକାରଙ୍କ ଦ୍ୱାରା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଲାଗୁ କରାଯାଇଛି, ଯାହା ମାଧ୍ୟମରେ ଅଧିକ ପଚିଶ ଲକ୍ଷ ଲୋକଙ୍କୁ ମୁଣ୍ଡ ପିଛା ପାଞ୍ଚ କେଜି ଚାଉଳ ପ୍ରତି ମାସ ପ୍ରଦାନ କରାଯାଉଛି । ରାଜ୍ୟରେ ଖାଦ୍ୟ ସୁରକ୍ଷା ଯୋଜନା ଅନୁଯାୟୀ ତିନି ମାସର ରାସନ ବଣ୍ଟନ ପାଇଁ ୨୭ ସେପ୍ଟେମ୍ୱର ଦିନ ଅର୍ଡର ବାହାରି ଥିଲା, ଯାହା ପଚିଶ ଦିନ ଭିତରେ ବଣ୍ଟନ କାର୍ଯ୍ୟ ଶେଷ ହେବା କଥା । କିନ୍ତୁ, ଏକ ମାସରୁ ଉର୍ଦ୍ଧ୍ୱ ବିତି ଯାଇଥିଲେ ମଧ୍ୟ ମାଣ୍ଡିପଙ୍କା ଅଞ୍ଚଳରେ ଏହି ରାସନ ବଣ୍ଟନ କରାଯାଇ ନଥିଲା । ଏହି ଘଟଣା ଘଟିଯିବା ପରେ ତରବରିଆ ଭାବେ ୨ ନଭେମ୍ୱର ଦିନ ରାସନ ବଣ୍ଟନ କରାଯାଇଥିଲା । ରାସନ ବଣ୍ଟନ ହୋଇପାରି ନଥିବା କଥାକୁ ଜିଲ୍ଲାପାଳ ସ୍ୱୀକାର କରିଛନ୍ତି ବୋଲି ଶ୍ରୀ ଦାସବର୍ମା କହିଥିଲେ ।  

ଶ୍ରୀ ଦାସବର୍ମା କହିଲେ, ଏହି ସମ୍ୱେଦନଶୀଳ ଘଟଣାରେ ରାଜ୍ୟ ସରକାର ଘଟଣାକୁ ଗୁରୁତର ସହ ଗ୍ରହଣ କରିବା ପରିବର୍ତ୍ତେ ଅତ୍ୟନ୍ତ ଦାୟିତ୍ୱହୀନ ମନ୍ତବ୍ୟ ଦେଇଥିଲେ । ରାଜ୍ୟର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଆମ୍ୱଟାକୁଆ ସେ ଅଞ୍ଚଳର ବାସିନ୍ଦାଙ୍କ ପାରମ୍ପରିକ ଖାଦ୍ୟ ବୋଲି କହିଥିଲେ । ସେହିପରି, ରାଜ୍ୟର ଖାଦ୍ୟ ଯୋଗାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ମଧ୍ୟ ଆମ୍ୱଟାକୁଆ ସେହି ଅଞ୍ଚଳର ବାସିନ୍ଦାଙ୍କ ପାରମ୍ପରିକ ଖାଦ୍ୟ ବୋଲି କହିବା ସହ ଘଟଣା ଘଟିଲା ବେଳେ ଏହି ଘଟଣାରେ ମୃତାହତ ହୋଇଥିବା ଲୋକଙ୍କ ଘରେ ପର୍ଯ୍ୟାପ୍ତ ପରିମାଣରେ ଚାଉଳ ଥିଲା ବୋଲି ଦେଇଥିବା ମନ୍ତବ୍ୟ ଅତ୍ୟନ୍ତ ଦୁର୍ଭାଗ୍ୟଜନକ । ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ ତାଙ୍କର ଦାୟିତ୍ୱହୀନ ମନ୍ତବ୍ୟ ପାଇଁ ରାଜ୍ୟବାସୀଙ୍କ ସମ୍ମୁଖରେ କ୍ଷମା ମାଗନ୍ତୁ ବୋଲି ଶ୍ରୀ ଦାସବର୍ମା ଦାବି କରିଥିଲେ ।

Powered by Froala Editor

Tags BJD

Related articles Odisha News Lens 4.1

  • ଦଶନ୍ଧି ମଧ୍ୟରେ ୧୫୨ଟି ପ୍ରଶ୍ନପତ୍ର ଲିକ୍‌ : ରାହୁଲ ଗାନ୍ଧୀ
    ଦେଶ-ଦେଶାନ୍ତର

    ଦଶନ୍ଧି ମଧ୍ୟରେ ୧୫୨ଟି ପ୍ରଶ୍ନପତ୍ର ଲିକ୍‌ : ରାହୁଲ ଗାନ୍ଧୀ

    15561
    Jul 23, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ...

    15316
    Jul 23, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା
    ବାଣିଜ୍ୟ

    ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15614
    Jul 22, 2026
  • ଅନୁରାଗ ଜୈନ୍ ନୀତି ଆୟୋଗର ନୂତନ ସିଇଓ
    ଦେଶ-ଦେଶାନ୍ତର

    ଅନୁରାଗ ଜୈନ୍ ନୀତି ଆୟୋଗର ନୂତନ ସିଇଓ

    15407
    Jul 23, 2026
  • ୧୬ ବର୍ଷ ପରେ ଭାରତ ଫେରିବେ ଲଲିତ୍ ମୋଦୀ
    ଦେଶ-ଦେଶାନ୍ତର

    ୧୬ ବର୍ଷ ପରେ ଭାରତ ଫେରିବେ ଲଲିତ୍ ମୋଦୀ

    15065
    Jul 23, 2026
  • ପୁରା ମୌସୁମୀ ଅଧିବେଶନରୁ ନିଲମ୍ବିତ ହେଲେ କଲ୍ୟାଣ ବାନାର୍ଜୀ
    ଦେଶ-ଦେଶାନ୍ତର

    ପୁରା ମୌସୁମୀ ଅଧିବେଶନରୁ ନିଲମ୍ବିତ ହେଲେ କଲ୍ୟାଣ ବାନାର୍ଜୀ

    15387
    Jul 23, 2026
  • ଆନ୍ଦୋଳନକାରୀଙ୍କ ବିରୋଧରେ ହେବନି ଆଇନଗତ କାର୍ଯ୍ୟାନୁଷ୍ଠାନ
    ଦେଶ-ଦେଶାନ୍ତର

    ଆନ୍ଦୋଳନକାରୀଙ୍କ ବିରୋଧରେ ହେବନି ଆଇନଗତ କାର୍ଯ୍ୟାନୁଷ୍ଠାନ

    14812
    Jul 23, 2026
  •  ଭାରତୀୟ ନୌସେନାରେ ସାମିଲ ହେଲା ଯୁଦ୍ଧଜାହାଜ ଆଇଏନ୍‌ଏସ୍‌ ମାଲଭାନ୍
    ଦେଶ-ଦେଶାନ୍ତର

    ଭାରତୀୟ ନୌସେନାରେ ସାମିଲ ହେଲା ଯୁଦ୍ଧଜାହାଜ ଆଇଏନ୍‌ଏସ୍‌ ମାଲଭାନ୍

    13479
    Jul 23, 2026
  • ସଂସଦରେ କଳା ପୋଷାକ ପିନ୍ଧି ପ୍ରତିବାଦ କଲେ ବିରୋଧୀ, କହିଲେ ଏମିତି....
    ଦେଶ-ଦେଶାନ୍ତର

    ସଂସଦରେ କଳା ପୋଷାକ ପିନ୍ଧି ପ୍ରତିବାଦ କଲେ ବିରୋଧୀ, କହିଲେ ଏମିତି....

    13812
    Jul 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15614
    Jul 22, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15316
    Jul 23, 2026
  • ଦେଶ-ଦେଶାନ୍ତର

    ଅନୁରାଗ ଜୈନ୍ ନୀତି ଆୟୋଗର ନୂତନ ସିଇଓ

    15407
    Jul 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16993
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17600
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17653
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18054
    Sep 06, 2023

ବିଶେଷ

  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15061
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    15942
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14192
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14470
    Jul 15, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14812
    Jul 12, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ କୋଇଲା ଖଣି, ସୁନ୍ଦରଗଡ ଜିଲ୍ଲାର ବାଲିଶଙ୍କରା ବ୍ଲକର ୧୮୦ ରୁ ଅଧିକ ଯକ୍ଷ୍ମା (ଟିବି) ରୋଗୀଙ୍କ ପାଇଁ ପୁଷ୍ଟିକର ସହାୟତା, ପରାମର୍ଶ ଏବ ...

  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15614
    Jul 22, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15284
    Jul 21, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

    13886
    Jul 20, 2026
  • ‘ଆଶୀର୍ବାଦ’ ବିଶ୍ୱକର୍ମା ମହାରଣାମାନଙ୍କୁ ଗୁଣାତ୍ମକ ପରମ୍ପରା ଅଭିଯାନ ଜରିଆରେ ଅଭିବାଦନ ଜଣାଇଲା

    14104
    Jul 19, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15614
    Jul 22, 2026
  • ଦଶନ୍ଧି ମଧ୍ୟରେ ୧୫୨ଟି ପ୍ରଶ୍ନପତ୍ର ଲିକ୍‌ : ରାହୁଲ ଗାନ୍ଧୀ

    15561
    Jul 23, 2026
  • ଆନ୍ଦୋଳନକାରୀଙ୍କ ବିରୋଧରେ ହେବନି ଆଇନଗତ କାର୍ଯ୍ୟାନୁଷ୍ଠାନ

    14812
    Jul 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In