Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ...

  • ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ...

  • କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ...

  • ଲୁଚି ଲୁଚି ବିବାହ କଲେ କି କଙ୍ଗନା, ...

  • ଅଭିନୟ କରୁଥିଲେ ଆଜୀବନ କଏଦୀ

  • ମୋଦିଙ୍କୁ ଝାଲମୁଢ଼ି ଖୁଆଇଥିବା ...

  • ପୁଣି ହେବ ଟ୍ୱିଶାଙ୍କ ମୃତଦେହ ବ୍ୟବଚ୍ଛେଦ

  • ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ

  • ୨.୮୭ ଲକ୍ଷ କୋଟି ଲାଭାଂଶ ଦେବ ଆରବିଆଇ

  • ଆଫଗାନିସ୍ତାନରେ ଶିଶୁ ଟୀକାକରଣ ...

Home ›› ››ଇଞ୍ଜିନିୟରି କଲେଜରେ ଛାତ୍ରଙ୍କୁ ରାଗିଂ, ୫ ଅଭିଯୁକ୍ତ ଗିରଫ

ଇଞ୍ଜିନିୟରି କଲେଜରେ ଛାତ୍ରଙ୍କୁ ରାଗିଂ, ୫ ଅଭିଯୁକ୍ତ ଗିରଫ

2024-11-06 19:48:02
14844
Share:
Facebook
Twitter
E-Mail
WhatsApp
Telegram
ଇଞ୍ଜିନିୟରି କଲେଜରେ ଛାତ୍ରଙ୍କୁ ରାଗିଂ, ୫ ଅଭିଯୁକ୍ତ ଗିରଫ

କେନ୍ଦୁଝର ସରକାରୀ ଯାନ୍ତ୍ରିକ ମହାବିଦ୍ୟାଳୟରେ ଜଣେ ଜୁନିୟର ଛାତ୍ରଙ୍କୁ ରାଗିଂ ଅଭିଯୋଗରେ ୫ ଜଣ ସିନିୟର ଛାତ୍ରଙ୍କୁ ଗିରଫ କରିଛି ଟାଉନ ଥାନା ପୁଲିସ। ଏହା ସହିତ କଲେଜ କର୍ତ୍ତୃପକ୍ଷ ସେମାନଙ୍କୁ ୧ ବର୍ଷ ପାଇଁ ବାସନ୍ଦ କରିଛନ୍ତି।

ଅଭିଯୋଗ ଅନୁଯାୟୀ, ସିନିୟର ଛାତ୍ର ମୋହିତ ପାତ୍ର, ସାଫଲ୍ୟ ମଲ୍ଲିକ, କୁସୁମ ହାଁସଦା, ଶେଖର ଏବଂ ବାବୁ ଦାସ ମଙ୍ଗଳବାର ରାତିରେ କଲେଜ ପରିସରରେ ଥିବା ବଳଦେବଜୀଉ ହଷ୍ଟେଲର ୧୧୨ ନମ୍ବର ରୁମ୍‌ର କବାଟ ଭାଙ୍ଗି ଭିତରେ ପଶି ଲୁହାରଡ୍‌ ଓ ବାଡ଼ିରେ ପିଟାପିଟି କରିଥିଲେ। ସେମାନଙ୍କ ଆକ୍ରମଣରେ ବିଶ୍ୱଜିତ୍‌ ବେହେରା ଗୁରୁତର ହୋଇଥିଲେ। ତାଙ୍କୁ କେନ୍ଦୁଝର ମୁଖ୍ୟ ଡାକ୍ତରଖାନାକୁ ଚିକିତ୍ସା ପାଇଁ ଅଣାଯାଇଥିଲା।

ଅଭିଯୋଗ ଅନୁଯାୟୀ, ସେମାନେ ବିଶ୍ୱଜିତ୍‌ଙ୍କଠାରୁ ସୁନା ଚେନ୍‌ ଛଡ଼ାଇ ନେବା ସହ ହାତ ଓ ଗୋଡ଼କୁ ବାଡ଼େଇ ମାଡ଼ ମାରିଥିଲେ। ଫଳରେ ସେ ଅଚେତ ହୋଇଯାଇଥିଲେ। ଅଚେତ୍‌ ଅବସ୍ଥାରେ ତା’ଙ୍କ ସାଙ୍ଗମାନେ ମେଡିକାଲ ନେଇଥିଲେ।

ପୂର୍ବରୁ ସେମାନେ ବିଶ୍ୱଜିତ୍‌ଙ୍କୁ ବାରମ୍ବାର ର଼୍ୟାଗିଂ କରି ଆସୁଥିଲେ ବୋଲି କଲେଜ କର୍ତ୍ତୃପକ୍ଷଙ୍କୁ ଅଭିଯୋଗ କରିଥିଲେ। ତେବେ କଲେଜ କର୍ତ୍ତୃପକ୍ଷ ଏ ନେଇ କୌଣସି ପଦକ୍ଷେପ ନେଇ ନ ଥିଲେ ବୋଲି ତାଙ୍କ ବାପା ଅଭିଯୋଗ କରିଛନ୍ତି। ଅଭିଯୋଗ ହେବା ପରେ ଟାଉନ ଥାନା ପୋଲିସ କେସ୍‌ ନମ୍ବର ୫୧୫/୨୪ରେ ୫ ଅଭିଯୁକ୍ତ ଛାତ୍ରଙ୍କ ବିରୋଧରେ ମାମଲା ରୁଜୁ କରି ସେମାନଙ୍କୁ ଅଟକ ରଖି ତଦନ୍ତ କରୁଛି।

Powered by Froala Editor

Tags ragging

Related articles Odisha News Lens 4.1

  • ପୁଣି ହେବ ଟ୍ୱିଶାଙ୍କ ମୃତଦେହ ବ୍ୟବଚ୍ଛେଦ
    ଦେଶ-ଦେଶାନ୍ତର

    ପୁଣି ହେବ ଟ୍ୱିଶାଙ୍କ ମୃତଦେହ ବ୍ୟବଚ୍ଛେଦ

    13532
    May 23, 2026
  • ୨.୮୭ ଲକ୍ଷ କୋଟି ଲାଭାଂଶ ଦେବ ଆରବିଆଇ
    ଦେଶ-ଦେଶାନ୍ତର

    ୨.୮୭ ଲକ୍ଷ କୋଟି ଲାଭାଂଶ ଦେବ ଆରବିଆଇ

    13687
    May 23, 2026
  •  ଆଫଗାନିସ୍ତାନରେ ଶିଶୁ ଟୀକାକରଣ କାର୍ଯ୍ୟକ୍ରମକୁ ବୃଦ୍ଧି କରିବା ପାଇଁ ୨୦ଟନ୍ ...
    ଦେଶ-ଦେଶାନ୍ତର

    ଆଫଗାନିସ୍ତାନରେ ଶିଶୁ ଟୀକାକରଣ କାର୍ଯ୍ୟକ୍ରମକୁ ବୃଦ୍ଧି କରିବା ପାଇଁ ୨୦ଟନ୍ ...

    14085
    May 22, 2026
  • ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ
    ଦେଶ-ଦେଶାନ୍ତର

    ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ

    13869
    May 23, 2026
  • ଅଭିନୟ କରୁଥିଲେ ଆଜୀବନ କଏଦୀ
    ଦେଶ-ଦେଶାନ୍ତର

    ଅଭିନୟ କରୁଥିଲେ ଆଜୀବନ କଏଦୀ

    13872
    May 23, 2026
  • ଲୁଚି ଲୁଚି ବିବାହ କଲେ କି କଙ୍ଗନା, ଜାଣନ୍ତୁ କ’ଣ ସତ...
    ମନୋରଞ୍ଜନ

    ଲୁଚି ଲୁଚି ବିବାହ କଲେ କି କଙ୍ଗନା, ଜାଣନ୍ତୁ କ’ଣ ସତ...

    15104
    May 23, 2026
  • ମୋଦିଙ୍କୁ ଝାଲମୁଢ଼ି ଖୁଆଇଥିବା ବ୍ୟକ୍ତିଙ୍କୁ ହତ୍ୟା ଧମକ
    ଦେଶ-ଦେଶାନ୍ତର

    ମୋଦିଙ୍କୁ ଝାଲମୁଢ଼ି ଖୁଆଇଥିବା ବ୍ୟକ୍ତିଙ୍କୁ ହତ୍ୟା ଧମକ

    14836
    May 23, 2026
  • କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ୯ ଶ୍ରମିକଙ୍କ ମିଳୁନି ପତ୍ତା
    ଦେଶ-ଦେଶାନ୍ତର

    କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ୯ ଶ୍ରମିକଙ୍କ ମିଳୁନି ପତ୍ତା

    15103
    May 23, 2026
  • ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ

    13670
    May 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଫଗାନିସ୍ତାନରେ ଶିଶୁ ଟୀକାକରଣ କାର୍ଯ୍ୟକ୍ରମକୁ ବୃଦ୍ଧି କରିବା ପାଇଁ ୨୦ଟନ୍ ଗୁରୁତ୍ୱପୂର୍ଣ୍ଣ ସାମଗ୍ରୀ ପଠାଇଲା ଭାରତ

    14085
    May 22, 2026
  • ଦେଶ-ଦେଶାନ୍ତର

    ଅଭିନୟ କରୁଥିଲେ ଆଜୀବନ କଏଦୀ

    13872
    May 23, 2026
  • ଦେଶ-ଦେଶାନ୍ତର

    ୨.୮୭ ଲକ୍ଷ କୋଟି ଲାଭାଂଶ ଦେବ ଆରବିଆଇ

    13687
    May 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16875
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17494
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17541
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17926
    Sep 06, 2023

ବିଶେଷ

  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14829
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14350
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14475
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15535
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    15152
    May 15, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15416
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15159
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15650
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13980
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଲୁଚି ଲୁଚି ବିବାହ କଲେ କି କଙ୍ଗନା, ଜାଣନ୍ତୁ କ’ଣ ସତ...

    15104
    May 23, 2026
  • ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ

    13670
    May 23, 2026
  • ପୁଣି ହେବ ଟ୍ୱିଶାଙ୍କ ମୃତଦେହ ବ୍ୟବଚ୍ଛେଦ

    13532
    May 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In