Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ...

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

  • ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ...

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ...

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ...

  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ...

  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ...

  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ...

  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ...

ରାଜନୀତି
Home ›› ରାଜନୀତି ››ଆମର ବାର ବର୍ଷର ତପସ୍ୟା କୁ ବିଜେପି ସରକାର ଶୁଖୁଆ ପୋଡ଼ାରେ ସାରିଦେଲା - ନବୀନ ପଟ୍ଟନାୟକ

ଆମର ବାର ବର୍ଷର ତପସ୍ୟା କୁ ବିଜେପି ସରକାର ଶୁଖୁଆ ପୋଡ଼ାରେ ସାରିଦେଲା - ନବୀନ ପଟ୍ଟନାୟକ

2024-11-07 08:40:25
14920
Share:
Facebook
Twitter
E-Mail
WhatsApp
Telegram
ଆମର ବାର ବର୍ଷର ତପସ୍ୟା କୁ ବିଜେପି ସରକାର ଶୁଖୁଆ ପୋଡ଼ାରେ ସାରିଦେଲା - ନବୀନ ପଟ୍ଟନାୟକ

ଶଙ୍ଖ ଭବନରେ ଛାତ୍ର ମାନଙ୍କ ପାଇଁ ସ୍ୱତନ୍ତ୍ର ସଭ୍ୟ ସଂଗ୍ରହ କର୍ମଶାଳା ଓ Digital volunteer କର୍ମଶାଳା ବିଜେଡି ସଭାପତି ନବୀନ ପଟ୍ଟନାୟକ ଙ୍କ ଦ୍ୱାରା ଉଦଘାଟିତ. ଏହି କର୍ମଶାଳାରେ ଉଦ୍ବୋଧନ ଦେଇ ନବୀନ କହିଥିଲେ ଯେ - ଆଜି ଛାତ୍ର ମାନଙ୍କ ପାଇଁ ବିଜୁ ଜନତା ଦଳର ସ୍ୱତନ୍ତ୍ର ସଭ୍ୟ ସଂଗ୍ରହ ଅଭିଯାନ Orientation Programme କୁ  ଆରମ୍ଭ କରି ମୁଁ ବହୁତ ଖୁସି। I am also happy to launch the two days digital volunteer workshop for all 30 districts. ଆନନ୍ଦର କଥା ଅକ୍ଟୋବରରୁ ଆରମ୍ଭ ହୋଇଥିବା ଆମର ସଭ୍ୟ ସଂଗହ ଅଭିଯାନ ବହୁତ ଭଲ ଚାଲିଛି । ସ୍ୱତସ୍ପୁର୍ତ୍ତ ଭାବରେ ବହୁ ଲୋକ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି । ସମସ୍ତଙ୍କୁ ମୁଁ ଦଳକୁ ସ୍ୱାଗତ କରୁଛି ।


ଆହୁରି ଖୁସିର କଥା ଯେ ଆମ Student Wing ଏଥିପାଇଁ ନେତୃତ୍ୱ ନେଉଛନ୍ତି । ଆମର Student ମାନେ, ଆମ ଯୁବକ ମାନେ, ହେଉଛନ୍ତି ମୋ ଦଳର ଭବିଷ୍ୟତ । ମୁଁ ସବୁବେଳେ କହି ଆସିଛି ଏବଂ ଆଜି ମଧ୍ୟ ଅନୁରୋଧ କରୁଛି ଯେ ଆପଣମାନେ Social Media ରେ ସକ୍ରିୟ ରୁହନ୍ତୁ । ବିରୋଧୀଙ୍କ ଅପପ୍ରଚାରର କଡା ଜବାବ ଦିଅନ୍ତୁ ।
ସଭ୍ୟ ସଂଗ୍ରହ ଅଭିଯାନ , ଗୋଟେ ରାଜନୈତିକ ଦଳ ର, ଏକ ଗୁରୁତ୍ୱପୂର୍ଣ କାର୍ଯ୍ୟକ୍ରମ । ପ୍ରତି ସଭ୍ୟ ହେଉଛନ୍ତି ଦଳର ଗୋଟିଏ ଗୋଟିଏ ସ୍ତମ୍ଭ ।


ଆପଣ ଜାଣନ୍ତି, ବିଜୁ ଜନତା ଦଳ ସରକାର ସମୟରେ, ବହୁତ ଭଲ କାମ ହୋଇଛି । ଆମ ସରକାରଙ୍କ ଯୋଜନା, ଅନ୍ୟ ମାନଙ୍କ ପାଇଁ, ଆଦର୍ଶ ହୋଇଛି । ଭାରତ ସରକାର ବି, ଆମର ଅନେକ ଯୋଜନା, ଗ୍ରହଣ କରିଛନ୍ତି । ଭୋଟ ବ୍ୟାଙ୍କ ସୃଷ୍ଟି କରିବା, କେବେ ବି, ଆମର ଲକ୍ଷ୍ୟ ନ ଥିଲା । ବିଜେଡି ସରକାର ଅମଳ ରେ ଛାତ୍ର ଛାତ୍ରୀ ମାନଙ୍କ ପାଇଁ ଆରମ୍ଭ ହୋଇଥିବା ବିଭିନ୍ନ ଭଲ ଭଲ ଯୋଜନା କୁ ବନ୍ଦ କରି ଦିଆଯାଇଥିବାରୁ ପିଲାମାନଙ୍କ ଭିତରେ କ୍ରୋଧ ଓ ଅସନ୍ତୋଷ ସୃଷ୍ଟି ହୋଇଛି.

ବିକାଶ ଓ କଲ୍ୟାଣ ହେଉଛି, ଆମର ଲକ୍ଷ୍ୟ । ଆମ ସରକାର ଆରମ୍ଭ କରିଥିବା ବିକାଶ ଓ କଲ୍ୟାଣ ଯୋଜନା ଲୋକଙ୍କୁ ସ୍ୱାଭିମାନର ସହ ବଞ୍ଚିବାକୁ ଶକ୍ତି ଦେଇଥିଲା । ଏବେ ବିନା କାରଣରେ ଗରିବ ଆଦିବାସୀ ଭାଈ ଭଉଣୀ ମାନଙ୍କ ଚାଉଳ କୁ ବିଜେପି ସରକାର ବନ୍ଦ କରିଦେଇଛନ୍ତି. ତେଣୁ ସେମାନଙ୍କୁ ଆମ୍ବ ଟାକୁଆ ଖାଇବାକୁ ପଡୁଛି । ବହୁତ ଦୁଃଖର କଥା ଏଥିପାଇଁ ଦୁଇଜଣ ଆଦିବାସୀ ମହିଳା ପ୍ରାଣ ହରାଇଛନ୍ତି ଓ ଅନ୍ୟମାନଙ୍କ ଚିକିତ୍ସା ଜାରି ରହିଛି । ଆମର ବାର ବର୍ଷର ତପସ୍ୟାକୁ ଏମାନେ ଶୁଖୁଆ ପୋଡାରେ ସାରିଦେଲେ । ବିଜେଡି ସରକାର ସମୟରେ ନଫାସା ରୁ ବାଦ ପଡ଼ିଥିବା ସବୁ ଗରିବ ଲୋକଙ୍କ ପାଇଁ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଆରମ୍ଭ ହୋଇଥିଲା ଆଶା କରୁଛି ବର୍ତମାନ ର ସରକାର ଲୋକଙ୍କୁ ଅବହେଳା ନ କରି ଏହାକୁ ଚାଲୁ ରଖିବେ.ଗରିବ ଲୋକଙ୍କ ଖାଦ୍ୟ ନିରାପତ୍ତା ସହ କୌଣସି ସାଲିସ କରାଯାଇପାରିବ ନାହିଁ. ପ୍ରତି ଜୀବନ ମୂଲ୍ୟବାନ.

ବିଜୁ ଜନତା ଦଳ, ଓଡିଶାର Number one ଦଳ । ଗତ ନିର୍ବାଚନ ରେ, ଆମେ ଅଧିକ ଭୋଟ ପାଇଛୁ । ଆମର vote percentage ମଧ୍ୟ ଅଧିକ ।
ବିଜୁ ଜନତା ଦଳ, ଓଡିଶାବାସୀଙ୍କ, ହୃଦୟରେ ଅଛି । ମୋର ଅନୁରୋଧ ଆପଣମାନେ ଓଡିଆ ସ୍ୱାଭିମାନର ସୁରକ୍ଷା ତଥା ଓଡିଆ ପରିଚୟକୁ ଉଜ୍ଜଳ କରିବା ପାଇଁ କାମ ଜାରି ରଖନ୍ତୁ ।

Powered by Froala Editor

Tags Naveen Patnaik, bjd

Related articles Odisha News Lens 4.1

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା
    ବିଶେଷ

    ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14209
    Oct 18, 2026
  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13958
    Oct 17, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    13819
    Oct 18, 2026
  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ
    ଦେଶ-ଦେଶାନ୍ତର

    ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ

    14985
    Oct 17, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ
    ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14262
    Oct 17, 2026
  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର
    ଦେଶ-ଦେଶାନ୍ତର

    ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର

    13779
    Oct 17, 2026
  •  ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ
    ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    13780
    Oct 18, 2026
  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ
    ମନୋରଞ୍ଜନ

    ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15551
    Oct 17, 2026
  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14872
    Oct 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15551
    Oct 17, 2026
  • ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    13819
    Oct 18, 2026
  • ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14262
    Oct 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17193
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17887
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17833
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18257
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14209
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15244
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14686
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14785
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15787
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14620
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13987
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15105
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15814
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    13819
    Oct 18, 2026
  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    13780
    Oct 18, 2026
  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ

    14985
    Oct 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In