Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 11, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

ରାଜ୍ୟ
Home ›› ରାଜ୍ୟ ››ଖୁବ୍ ଶୀଘ୍ର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ହେବ ଶୁଭାରମ୍ଭ

ଖୁବ୍ ଶୀଘ୍ର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ହେବ ଶୁଭାରମ୍ଭ

2024-11-07 10:01:57
15048
Share:
Facebook
Twitter
E-Mail
WhatsApp
Telegram
ଖୁବ୍ ଶୀଘ୍ର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ହେବ ଶୁଭାରମ୍ଭ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ଲୋକସେବା ଭବନରେ ପ୍ରାଥମିକ ଶିକ୍ଷାର ଉନ୍ନତିକରଣ ପାଇଁ ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରୁ ଜଣାଯାଇଛି ଯେ, ରାଜ୍ୟରେ ଖୁବ୍ ଶୀଘ୍ର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ଶୁଭାରମ୍ଭ କରାଯିବ। ଏହି ଯୋଜନା ଅନୁଯାୟୀ ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କରାଯିବ। ସମୁଦାୟ ୬,୭୯୪ଟି ବିଦ୍ୟାଳୟ ନିର୍ମାଣ କରାଯିବ। ସତ୍ୟବାଦୀ ବନ ବିଦ୍ୟାଳୟରେ ଯେପରି ଏକ ଆଦର୍ଶ ଶିକ୍ଷା ପରିବେଶ ଥିଲା, ସେହିଭଳି ଏହି ବିଦ୍ୟାଳୟ ଗୁଡିକରେ ମଧ୍ୟ ପିଲାମାନଙ୍କ ପାଇଁ ଆଦର୍ଶ ଶିକ୍ଷା ପରିବେଶ ସୃଷ୍ଟି କରିବାକୁ ଲକ୍ଷ୍ୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିରେ ବିଶେଷ କରି ପିଲାମାନଙ୍କର ଭାଷା ଜ୍ଞାନ ଓ ମୌଳିକ ଗାଣିତିକ ଜ୍ଞାନ ଉପରେ ଗୁରୁତ୍ୱ ଆରୋପ କରାଯିବ। ଏହା ଦ୍ୱାରା ପିଲାମାନେ ଉଚ୍ଚତର ଶ୍ରେଣୀରେ ସହଜରେ ଶିକ୍ଷା ଗ୍ରହଣ କରି ପାରିବେ। ଉନ୍ନତ ଭିତ୍ତିଭୂମି, ଗୁଣାତ୍ମକ ଶିକ୍ଷା ଓ ସାମଗ୍ରୀକ ବିକାଶ ଉପରେ ଗୁରୁତ୍ୱ ପ୍ରଦାନ କରାଯାଇ ପିଲାମାନଙ୍କର ମୌଳିକ ଜ୍ଞାନ ଓ ବୌଦ୍ଧିକ ବିକାଶକୁ ସୁଦୃଢ କରିବା ଦିଗରେ ପଦକ୍ଷେପ ନିଆଯିବ। ଏହି ଯୋଜନାରେ ନୂଆ କ୍ଲାସ ରୁମ୍, ବାଳକ ଓ ବାଳିକାମାନଙ୍କ ପାଇଁ ପୃଥକ ଟଏଲଟର ବ୍ୟବସ୍ଥା, ପ୍ରାଚୀର ନିର୍ମାଣ, ସବୁଜ ପରିବେଶ, ଡିଜିଟାଲ ଲାଇବ୍ରେରୀ ଓ ଲାଙ୍ଗୁଏଜ୍ ଲ୍ୟାବ୍, ଖେଳ ପଡିଆ, ଡାଇନିଙ୍ଗ ହଲ୍, କମ୍ପ୍ୟୁଟର, ସ୍ମାର୍ଟ ବୋର୍ଡ ଆଦିର ବ୍ୟବସ୍ଥା କରାଯିବ। ଏହା ସହିତ କ୍ରୀଡା, ଶାରୀରିକ ବ୍ୟାୟମ ଏବଂ ସାମାଜିକ ଓ ସାଂସ୍କୃତିକ ଶିକ୍ଷା ଉପର ମଧ୍ୟ ଗୁରୁତ୍ୱ ଦିଆଯିବ। 
ବୈଠକରେ ଐତିହ୍ୟ ବିଦ୍ୟାଳୟ ଗୁଡିକର ବିକାଶ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା। ଏହି ଯୋଜନାରେ ରାଜ୍ୟର ୧୦୦ ବର୍ଷରୁ ଉର୍ଦ୍ଧ୍ୱ ପୁରାତନ ବିଦ୍ୟାଳୟ କିମ୍ବା ସ୍ୱାଧୀନତା ପୂର୍ବ ସମୟର ପୁରାତନ ବିଦ୍ୟାଳୟ ଗୁଡିକର ବିକାଶ କରାଯାଇ ଏହାର ଐତିହ୍ୟ ଓ ଐତିହାସିକ ଗୌରବର ପୁନଃପ୍ରତିଷ୍ଠା କରିବା ପାଇଁ ପଦକ୍ଷେପ ନିଆଯିବ। ଏହି ଯୋଜନାରେ ସମୁଦାୟ ୪୫ଟି ଐତିହ୍ୟ ବିଦ୍ୟାଳୟର ବିକାଶ କରାଯିବ। ବିଦ୍ୟାଳୟରେ ଶିକ୍ଷକତା କରିଥିବା ବା ଶିକ୍ଷା ଗ୍ରହଣ କରିଥିବା ବିଶିଷ୍ଟ ବ୍ୟକ୍ତିମାନଙ୍କ ଅବଦାନକୁ ମଧ୍ୟ ସ୍ମରଣୀୟ କରାଯିବ। ବୈଠକରେ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା ଏବଂ ଓଡିଶା ଆଦର୍ଶ ବିଦ୍ୟାଳୟର ଉନ୍ନତିକରଣ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା।ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଶ୍ରୀମତୀ ଶାଲିନୀ ପଣ୍ଡିତ, ଓଡିଶା ଆଦର୍ଶ ବିଦ୍ୟାଳୟର ପ୍ରକଳ୍ପ ନିର୍ଦ୍ଦେଶିକା ଶ୍ରୀମତୀ ଯାମିନୀ ଷଡଙ୍ଗୀ, ଓସେପାର ପ୍ରକଳ୍ପ ନିର୍ଦ୍ଦେଶିକା ଶ୍ରୀମତୀ ଅନନ୍ୟା ଦାସ ପ୍ରମୁଖ ଉପସ୍ଥିତ ଥିଲେ।

Powered by Froala Editor

Tags Cm

Related articles Odisha News Lens 4.1

  •  ରାଜା ରଘୁବଂଶୀ ହତ୍ୟା ମାମଲା: ସୋନମ୍‌ଙ୍କୁ ଦିଦି ଡାକୁଥିଲା ରାଜ
    ଦେଶ-ଦେଶାନ୍ତର

    ରାଜା ରଘୁବଂଶୀ ହତ୍ୟା ମାମଲା: ସୋନମ୍‌ଙ୍କୁ ଦିଦି ଡାକୁଥିଲା ରାଜ

    13824
    Jun 11, 2025
  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...
    ବିଶେଷ

    ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    14721
    Jun 11, 2025
  • ଏହିସବୁ ସମସ୍ୟା ପାଇଁ ଲେମ୍ବୁ ପାଣି
    ବିଶେଷ

    ଏହିସବୁ ସମସ୍ୟା ପାଇଁ ଲେମ୍ବୁ ପାଣି

    15211
    Jun 10, 2025
  • ୪ ଘଣ୍ଟା  ChatGPT ଡାଉନ୍
    ଦେଶ-ଦେଶାନ୍ତର

    ୪ ଘଣ୍ଟା ChatGPT ଡାଉନ୍

    13671
    Jun 10, 2025
  • ଇନ୍ଦୋର ବିମାନବନ୍ଦରରେ ଅଭିଯୁକ୍ତଙ୍କୁ ଚାପୁଡା ମାରିଲେ ଯାତ୍ରୀ
    ଦେଶ-ଦେଶାନ୍ତର

    ଇନ୍ଦୋର ବିମାନବନ୍ଦରରେ ଅଭିଯୁକ୍ତଙ୍କୁ ଚାପୁଡା ମାରିଲେ ଯାତ୍ରୀ

    13852
    Jun 11, 2025
  • ଆତଙ୍କବାଦୀଙ୍କ ଟାର୍ଗେଟରେ ଆମେରିକା, ଏହି ତିନି ଜଣଙ୍କୁ ଅଲକାଏଦାର ଧମକ
    ଦେଶ-ଦେଶାନ୍ତର

    ଆତଙ୍କବାଦୀଙ୍କ ଟାର୍ଗେଟରେ ଆମେରିକା, ଏହି ତିନି ଜଣଙ୍କୁ ଅଲକାଏଦାର ଧମକ

    14325
    Jun 11, 2025
  • ଇଦ୍ ପାଳନ ପରେ ହସ୍ପିଟାଲରେ ଭର୍ତ୍ତି ହେଲେ ସନା
    ମନୋରଞ୍ଜନ

    ଇଦ୍ ପାଳନ ପରେ ହସ୍ପିଟାଲରେ ଭର୍ତ୍ତି ହେଲେ ସନା

    15541
    Jun 10, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର
    ବିଶେଷ

    ଭାରି ଲାଭକାରୀ ଭୃସଙ୍ଗପତ୍ର

    14255
    Jun 11, 2025
  • ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…
    ବିଶେଷ

    ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

    13789
    Jun 10, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଇଦ୍ ପାଳନ ପରେ ହସ୍ପିଟାଲରେ ଭର୍ତ୍ତି ହେଲେ ସନା

    15541
    Jun 10, 2025
  • ଦେଶ-ଦେଶାନ୍ତର

    ୪ ଘଣ୍ଟା ChatGPT ଡାଉନ୍

    13671
    Jun 10, 2025
  • ଦେଶ-ଦେଶାନ୍ତର

    ଆତଙ୍କବାଦୀଙ୍କ ଟାର୍ଗେଟରେ ଆମେରିକା, ଏହି ତିନି ଜଣଙ୍କୁ ଅଲକାଏଦାର ଧମକ

    14325
    Jun 11, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16654
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16955
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15483
    Apr 03, 2021

ବିଶେଷ

  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    14721
    Jun 11, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର

    14255
    Jun 11, 2025
  • ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

    13789
    Jun 10, 2025
  • ଏହିସବୁ ସମସ୍ୟା ପାଇଁ ଲେମ୍ବୁ ପାଣି

    15211
    Jun 10, 2025
  • ଆଖି ପାଇଁ ସପୁରୀ ରସ

    16077
    Jun 08, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15699
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16323
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14028
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14822
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    14721
    Jun 11, 2025
  • ଇନ୍ଦୋର ବିମାନବନ୍ଦରରେ ଅଭିଯୁକ୍ତଙ୍କୁ ଚାପୁଡା ମାରିଲେ ଯାତ୍ରୀ

    13852
    Jun 11, 2025
  • ଇଦ୍ ପାଳନ ପରେ ହସ୍ପିଟାଲରେ ଭର୍ତ୍ତି ହେଲେ ସନା

    15541
    Jun 10, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In