Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 17, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ...

  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ...

  • ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ...

  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

  • ପେରୁରେ ଭୂକମ୍ପ ଝଟକା, ଜଣେ ମୃତ

  • ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ...

  • ବିମାନ ଅବତରଣ ବେଳେ ବାହାରିଲା ଧୂଆଁ, ...

  • ଷୋଡଶ ଜନଗଣନା ପାଇଁ ବିଜ୍ଞପ୍ତି ପ୍ରକାଶ

  • ଆଜି ରାଜକୋଟରେ ବିଜୟ ରୁପାଣୀଙ୍କ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପ୍ରଧାନମନ୍ତ୍ରୀ ବିଦ୍ୟା ଲକ୍ଷ୍ମୀ ଯୋଜନା ଆରମ୍ଭ

ପ୍ରଧାନମନ୍ତ୍ରୀ ବିଦ୍ୟା ଲକ୍ଷ୍ମୀ ଯୋଜନା ଆରମ୍ଭ

2024-11-07 11:04:07
15706
Share:
Facebook
Twitter
E-Mail
WhatsApp
Telegram
ପ୍ରଧାନମନ୍ତ୍ରୀ ବିଦ୍ୟା ଲକ୍ଷ୍ମୀ ଯୋଜନା ଆରମ୍ଭ

ନୂଆଦିଲ୍ଲୀ: ମଧ୍ୟବିତ୍ତ ବର୍ଗର ମେଧାବୀ ଶିକ୍ଷାର୍ଥୀଙ୍କୁ ଆର୍ଥିକ ସହାୟତା ପ୍ରଦାନ ପାଇଁ କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ବିଦ୍ୟା ଲକ୍ଷ୍ମୀ ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନାକୁ  କେନ୍ଦ୍ର କ୍ୟାବିନେଟ ଅନୁମୋଦନ ଦେଇଛି। ଉଚ୍ଚ ଶିକ୍ଷାନୁଷ୍ଠାନରେ ନାଁ ଲେଖାଇବାରେ ଆର୍ଥିକ ସମସ୍ୟାର ସମ୍ମୁଖୀନ ହେଉଥିବା ମେଧାବୀ ଶିକ୍ଷାର୍ଥୀମାନେ ଏହି ଯୋଜନା ଅଧୀନରେ ଋଣ ପାଇପାରିବେ।

ଉଚ୍ଚ ଶିକ୍ଷାନୁଷ୍ଠାନରେ ନାଁ ଲେଖାଇ ଥିବା ଶିକ୍ଷାର୍ଥୀ ଯଦି ଉକ୍ତ ସ୍ଥାନରେ ଉଚ୍ଚ ଶିକ୍ଷା କରିବାକୁ ଚାହୁଁଛନ୍ତି, ତା’ହେଲେ ସେମାନେ ପ୍ରଧାନମନ୍ତ୍ରୀ ବିଦ୍ୟା ଲକ୍ଷ୍ମୀ ଯୋଜନା ଅଧୀନରେ ଋଣ ପାଇପାରିବେ। ଏହି ଋଣ ବିନା ଗ୍ୟାରେଣ୍ଟୀରେ ପ୍ରଦାନ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି।

ଏହି ଯୋଜନାରେ ବାର୍ଷିକ ସର୍ବାଧିକ ୧ ଲକ୍ଷ ପିଲା ସାମିଲ ହୋଇପାରିବେ। ଯେଉଁ ଶିକ୍ଷାର୍ଥୀ ପରିବାରର ଆୟ ୮ ଲକ୍ଷ ଯାଏ ରହିଥିବ, ସେମାନେ ୩% ସୁଧ ହାରରେ ୧୦ ଲକ୍ଷ ଟଙ୍କା ଯାଏ ଋଣ ନେଇପାରିବେ। ଏହି ବ୍ୟବସ୍ଥା ପୂର୍ବରୁ ୪.୫ ଲକ୍ଷ ଟଙ୍କା ଯାଏ ଆୟ ଥିବା ପରିବାର ପିଲାଙ୍କୁ ମିଳୁଥିଲା।ଆର୍ଥିକ ଅଭାବରୁ କୌଣସି ମେଧାବୀ ଶିକ୍ଷାର୍ଥୀ ଯେମିତି ଉଚ୍ଚ ଶିକ୍ଷାରୁ ବଞ୍ଚିତ ନ ହେବେ, ସେଥିପାଇଁ ସରକାର ଏପରି ଯୋଜନା ଆଣିଥିବା କହିଛନ୍ତି।

ଜଣେ ଆଶାୟୀ ପ୍ରଧାନମନ୍ତ୍ରୀ ବିଦ୍ୟା ଲକ୍ଷ୍ମୀ ପୋର୍ଟଲା ଜରିଆରେ ଋଣ ପାଇଁ ଆବେଦନ କରିପାରିବେ। ଏହି ପୋର୍ଟାଲ ମାଧ୍ୟମରେ ଋଣ ପ୍ରଦାଦନକୁ ଅନୁମତି ଦିଆଯିବ।
୭.୫ ଲକ୍ଷ ଯାଏ ଋଣକୁ ୭୫% କ୍ରେଡିଟ ଗ୍ୟାରେଣ୍ଟ ଦିଆଯିବ। ସମସ୍ତ ସରକାରୀ ଓ ଘରୋଇ ଆର୍ଥିକ ଅନୁଷ୍ଠାନ ଗୁଡ଼ିକ ଏହି ଯୋଜନାରେ ସାମିଲ ହୋଇପାରିବେ।

Powered by Froala Editor

Tags Pm

Related articles Odisha News Lens 4.1

  • ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ
    ଦେଶ-ଦେଶାନ୍ତର

    ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ

    14527
    Jun 16, 2025
  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ
    ବିଶେଷ

    ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15720
    Jun 16, 2025
  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ
    ବିଶେଷ

    ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14164
    Jun 17, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ...
    ବାଣିଜ୍ୟ

    ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ...

    13360
    Jun 17, 2025
  • ବିମାନ ଅବତରଣ ବେଳେ ବାହାରିଲା ଧୂଆଁ,  ବର୍ତ୍ତିଗଲେ ୨୫୦ ଯାତ୍ରୀ
    ଦେଶ-ଦେଶାନ୍ତର

    ବିମାନ ଅବତରଣ ବେଳେ ବାହାରିଲା ଧୂଆଁ, ବର୍ତ୍ତିଗଲେ ୨୫୦ ଯାତ୍ରୀ

    14593
    Jun 16, 2025
  • ଷୋଡଶ ଜନଗଣନା ପାଇଁ ବିଜ୍ଞପ୍ତି ପ୍ରକାଶ
    ଦେଶ-ଦେଶାନ୍ତର

    ଷୋଡଶ ଜନଗଣନା ପାଇଁ ବିଜ୍ଞପ୍ତି ପ୍ରକାଶ

    13647
    Jun 16, 2025
  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ
    ବିଶେଷ

    ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14391
    Jun 16, 2025
  • ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି
    ବିଶେଷ

    ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

    15347
    Jun 17, 2025
  •  ଆଜି ରାଜକୋଟରେ ବିଜୟ ରୁପାଣୀଙ୍କ ଶେଷକୃତ୍ୟ
    ଦେଶ-ଦେଶାନ୍ତର

    ଆଜି ରାଜକୋଟରେ ବିଜୟ ରୁପାଣୀଙ୍କ ଶେଷକୃତ୍ୟ

    14701
    Jun 16, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଜି ରାଜକୋଟରେ ବିଜୟ ରୁପାଣୀଙ୍କ ଶେଷକୃତ୍ୟ

    14701
    Jun 16, 2025
  • ବିଶେଷ

    ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15720
    Jun 16, 2025
  • ବିଶେଷ

    ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14164
    Jun 17, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16662
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16966
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15494
    Apr 03, 2021

ବିଶେଷ

  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14164
    Jun 17, 2025
  • ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

    15347
    Jun 17, 2025
  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15720
    Jun 16, 2025
  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14391
    Jun 16, 2025
  • କେଶ ଝଡ଼ିବା କମାଇବ ଯୋଗ

    14722
    Jun 13, 2025

ବାଣିଜ୍ୟ

ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

ଭୁବନେଶ୍ୱର: ଅଜିମ ପ୍ରେମଜୀ ଫାଉଣ୍ଡେସନ ସ୍ନାତକୋତର ଡାକ୍ତର (ପିଜି) ମାନଙ୍କ ନିମନ୍ତେ  ୧୮ ମାସର ନିମଗ୍ନକାରୀ ଶିକ୍ଷଣ ଅଭିଜ୍ଞତା ହାସଲ କରିବାକୁ ‘ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ’ ପ୍ର ...

  • ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    15364
    Jun 14, 2025
  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

    14482
    May 30, 2025
  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15703
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16333
    Feb 21, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14164
    Jun 17, 2025
  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15720
    Jun 16, 2025
  • ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ

    14527
    Jun 16, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In