Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 09, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗିରଫ ହେଲେ କଫ୍‍ ସିରଫ୍‍ କମ୍ପାନୀ ମାଲିକ

  • ଏହି ଦୁଇଟି ଆସନରୁ ଲଢିବେ ତେଜସ୍ବୀ ଯାଦବ

  • ନଭି ମୁମ୍ବଇ ଆନ୍ତର୍ଜାତିକ ବିମାନ ବନ୍ଦରର ...

  • ଏହି ବୟସରେ ମିହଳାମାନେ ହୋଇଥାନ୍ତି ...

  • ସବୁବେଳେ ମୁଣ୍ଡବିନ୍ଧା ହେଉଥିଲେ କରନ୍ତୁ ...

  • ନବି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦରର ...

  • Zoho Mail ବ୍ୟବହାର କରୁଛନ୍ତି ଗୃହମନ୍ତ୍ରୀ, ...

  • ଫାଟିଲା ୨୦୦ ସିଲିଣ୍ଡର, ତରଳିଗଲା ଟ୍ରକ୍‌

  • ରସାୟନ ବିଜ୍ଞାନରେ ୩ ବୈଜ୍ଞାନିକଙ୍କୁ ...

  • କୋଲ୍‌ଡରିଫ୍‌ ପରେ ନିଷିଦ୍ଧ ହେଲା ...

ରାଜ୍ୟ
Home ›› ରାଜ୍ୟ ››ଆମ ସଂସ୍କୃତି ଓ ପରମ୍ପରାରେ ଗୋ ସମ୍ପଦର ଅବଦାନ ଅତି ଗୁରୁତ୍ବପୂର୍ଣ୍ଣ

ଆମ ସଂସ୍କୃତି ଓ ପରମ୍ପରାରେ ଗୋ ସମ୍ପଦର ଅବଦାନ ଅତି ଗୁରୁତ୍ବପୂର୍ଣ୍ଣ

2024-11-07 18:58:51
15555
Share:
Facebook
Twitter
E-Mail
WhatsApp
Telegram
ଆମ ସଂସ୍କୃତି ଓ ପରମ୍ପରାରେ ଗୋ ସମ୍ପଦର ଅବଦାନ ଅତି ଗୁରୁତ୍ବପୂର୍ଣ୍ଣ

ଭୁବନେଶ୍ୱର : ଭାରତୀୟ ସଂସ୍କୃତି ଓ ପରମ୍ପରାରେ ଗୋସମ୍ପଦର ଅବଦାନ ଅତି ଗୁରୁତ୍ବପୂର୍ଣ୍ଣ ।  ପୁରାଣ ଶାସ୍ତ୍ର ଅନୁଯାୟୀ ଗୋ ମାତାଙ୍କ ଠାରେ ତେତ୍ରିଶ କୋଟି ଦେବା ଦେବୀ ବାସ କରନ୍ତି। ସେଥିପାଇଁ କୁହାଯାଇଛି ଗୋମାତାଙ୍କ ପୂଜା କରିବା ଅର୍ଥ ଦେବତାଙ୍କୁ ସନ୍ତୁଷ୍ଟ କରିବା ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୁରୀ ହରିହରାନନ୍ଦ ଗୁରୁକୁଳମ୍‌ଠାରେ ଆୟୋଜିତ ଗୋ-ନବରାତ୍ର ମହୋତ୍ସବରେ କହିଛନ୍ତି।


ସୂଚନା ଯୋଗ୍ୟ ଯେ ଗୁରୁ ଗୋବିନ୍ଦ ଗୋ ସେବାଶ୍ରମ, ଓଡିଶା ଗୋ ସେବା ସମିତି ହରିହରାନନ୍ଦ ଗୁରୁକୁଳମ୍‌ ପକ୍ଷରୁ  ପୁରୀ ଠାରେ ଚଳିତ ମାସ ୨ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟସ୍ତରୀୟ ଗୋ ନବରାତ୍ର ମହୋତ୍ସବ ଆୟୋଜନ ହୋଇଛି। 


ମୁଖ୍ୟମନ୍ତ୍ରୀ ଏହି ମହୋତ୍ସବରେ ଉଦ୍‌ବୋଧନ ଦେଇ କହିଥିଲେ ଯେ କେଉଁ ଆବାହମାନ କାଳରୁ ଆମ ସଂସ୍କୃତି ଓ ପରମ୍ପରାରେ ଗୋ ବଂଶର ଏକ ଅଲଗା ମହତ୍ବ ରହିଛି। ପ୍ରଚୀନ କାଳରେ ଗୋ ମାତାଙ୍କ ସ୍ଥାନ କୌଣସି ରତ୍ନରୁ କମ୍ ନଥିଲା। ଗୋମାତା, ଗଙ୍ଗା, ଗୀତା, ଗାୟତ୍ରୀ ଓ ଗୁରୁ ହେଉଛନ୍ତି ଆମ ସଭ୍ୟତା ଓ ସଂସ୍କୃତିର ପ୍ରତୀକ। ବୈଜ୍ଞାନିକ ଗବେଷଣାରୁ ଜଣାଯାଇଛି ଯେ ଗାଇର କ୍ଷୀର, ଗୋମୂତ୍ର ଓ ଗୋବରର ଔଷଧୀୟ ତତ୍ତ୍ବ ରହିଛି। ଆମର ଏହି ଅମୂଲ୍ୟ ସମ୍ପଦର ସୁରକ୍ଷା ଓ ମହାତ୍ମ୍ୟ ବିଷୟରେ ଜନସାଧାରଣଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ଶ୍ରୀକ୍ଷେତ୍ର ପୁରୀଠାରେ ଆୟୋଜିତ ଏହି ନବରାତ୍ର ମହୋତ୍ସବ ଗୋସେବା କ୍ଷେତ୍ରରେ ଓଡିଶାକୁ ଅଧିକ କ୍ରିୟାଶୀଳ କରିବା ପାଇଁ ଏକ ମହାନ୍ ପ୍ରଚେଷ୍ଟା।      ଗୋପାଳନ, ଗବ୍ୟ ପଦାର୍ଥର ଉପଯୋଗୀତା, ଗୋ ସମ୍ପର୍ଦ୍ଧନା, ଗୋ ସୁରକ୍ଷା ଓ ସଂରକ୍ଷଣ ଏବଂ ଗୋ ଆଧାରିତ ଜୈବିକ କୃଷି ଆଦି ବିଷୟ ବସ୍ତୁ ଉପରେ ଆଧାରିତ  ଏହି କାର୍ଯ୍ୟକ୍ରମ ଲୋକମାନଙ୍କୁ ଜାଗୃତ କରିଛି। ଯାହା ଫଳରେ ଆଜି ହଜାର ହଜାର ଲୋକ ଗୋସେବା କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ପୂଜ୍ୟ ଗୁରୁଜୀ ପରମହଂସ ପ୍ରଜ୍ଞାନାନନ୍ଦ ମହାରାଜଙ୍କ ପୌରହିତ୍ୟରେ ଓଡିଶାରେ ପ୍ରଥମ କରି ଏହି ଗୋ ସେବା ଜାଗରଣ ଯାତ୍ରା ଆରମ୍ଭ ହୋଇଥିଲା। ଗୁରୁଜୀଙ୍କ ନେତୃତ୍ବରେ ଓଡିଶାର ୯୦ଟି ସ୍ଥାନରେ ଗୋ ଜାଗରଣ ଯାତ୍ରା ଅନୁଷ୍ଠିତ ହୋଇଛି। ଗୁରୁଜୀଙ୍କ ଏହି ଉଦ୍ୟମ ବଳରେ ଗୋସେବା କ୍ଷେତ୍ରରେ ବ୍ୟାପକ ଜନ ସଚେତନତା ସୃଷ୍ଟି ହୋଇଛି। 


ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଗୋମାତା ଏବଂ ଗୋ ସମ୍ପଦର କେବଳ ସାମାଜିକ ଓ ଧର୍ମୀୟ ମହତ୍ବ ନାହିଁ ଏହାର ଅର୍ଥନୈତିକ ପ୍ରାସଙ୍ଗୀକତା ମଧ୍ୟ ରହିଛି। ଆମ ଦେଶର ଗ୍ରାମୀଣ ଅର୍ଥନୀତିର ବିକାଶରେ ଗୋସମ୍ପଦର ବହୁଳ ପ୍ରଭାବ ରହିଛି। 


ସେ କହିଥିଲେ ଦେଶର ଯଶସ୍ବୀ ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀଜୀ ଗୋସମ୍ପଦର ବୃଦ୍ଧି ଓ ସୁରକ୍ଷାକୁ ଗୁରୁତ୍ବର ସହିତ ନେଉଛନ୍ତି। ଆମ ସରକାର ଏହି ଆଭିମୁଖ୍ୟ ଅନୁସାରେ ସ୍ପଷ୍ଟତାର ସହ କାର୍ଯ୍ୟ କରୁଛନ୍ତି। ଗୋସୁରକ୍ଷା ପାଇଁ ଆବଶ୍ୟକ ସ୍ଥଳେ ଆଇନ ଅନୁଯାୟୀ କଠୋରରୁ କଠୋର ପଦକ୍ଷେପ ନିଆଯିବ।  ରାଜ୍ୟରେ ଗୋଚର ଜମିକୁ ଜବର ଦଖଲ ମୁକ୍ତ କରାଯିବ।


ପୁଣି କହିଥିଲେ ଓଡିଶାରେ ଦୁଗ୍ଧର ଚାହିଦା ଓ ଦୁଗ୍ଧ ଉପଲବ୍ଧତାକୁ ବୃଦ୍ଧି କରିବା ଉଦ୍ଦେଶ୍ୟରେ ଆମ ସରକାର ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଆରମ୍ଭ କରିଛନ୍ତି। ଏଥିରେ ପ୍ରତି ବର୍ଷ ୨ହଜାର ହିତାଧିକାରୀଙ୍କୁ ଦୁଇ ଗୋଟି ଲେଖାଏ ଗାଇ, ୨୦ହଜାର ଦୁଗ୍ଧ ଚାଷୀଙ୍କୁ ରିହାତି ଦରରେ ବାଛୁରୀ ଖାଦ୍ୟ ଯୋଗାଣ, ଦୁଧିଆଳୀ ଗାଇଙ୍କ ବୀମା ପାଇଁ ସହାୟତା ଆଦି ରହିଛି। କେବଳ ଗୋ ପାଳନ ନୁହେଁ ଗୋ ସୁରକ୍ଷା ମଧ୍ୟ ଆମ ସରକାରଙ୍କ ପ୍ରାଥମିକତା। ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାୟ ୧୦୦ଟି ଗୋଶାଳ କାର୍ଯ୍ୟକ୍ଷମ ଅଛି ଏବଂ ଏହି ସବୁ ଗୋଶାଳାରେ ଅବହେଳିତ ଗୋ ସମ୍ପଦଙ୍କୁ ଉଦ୍ଧାର କରି ଚିକିତ୍ସା କରି ଯତ୍ନ ନିଆଯାଉଛି। ଏଗୁଡିକର ଖର୍ଚ୍ଚ ଗୋଶାଳା ମାନେ ନିଜେ ଯୋଗାଡ କରୁଛନ୍ତି। ସରକାରୀ ସହାୟତା ମଧ୍ୟ ଦିଆଯାଉଛି। ଆମକୁ ଏହି କାର୍ଯ୍ୟକ୍ରମକୁ ବ୍ୟାପକ କରିବାକୁ ପଡିବ। ମୁଖ୍ୟମନ୍ତ୍ରୀ ହରିହରାନନ୍ଦ ଗୁରୁକୁଳମ୍‌ରେ ପ୍ରତିଷ୍ଠା ହୋଇଥିବା ଗୋଶାଳାର ଗୋଟିଏ ଗୋମାତାଙ୍କ ସେବା ପାଇଁ ବ୍ୟକ୍ତିଗତ ଭାବେ ଏକ ବର୍ଷର ଗୋଖାଦ୍ୟର ସହଯୋଗ କରିବେ ବୋଲି ଘୋଷଣା କରିବା ସହିତ ସମସ୍ତଙ୍କୁ ଗୋଟିଏ ଗୋଟିଏ ଗୋମାତାଙ୍କୁ ଆଡପ୍ଟ କରି ତାଙ୍କ ଖାଦ୍ୟ ନିମନ୍ତେ ଯୋଗଦାନ ଦେଇ ଗୋଶାଳା ଗୁଡିକୁ ସହାୟତା କରିବା ପାଇଁ ଆହ୍ବାନ କରିଥିଲେ।

ଏହି ଅବସର ରେ ମୁଖ୍ୟମନ୍ତ୍ରୀ ଆୟୋଜିତ ପୁଜାରେ ଯୋଗଦେବା ସହ ଗୋଶାଳା ବୁଲି ଦେଖିଥିଲେ।



କାର୍ଯ୍ୟକ୍ରମ ରେ ରାଜ୍ୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଶ୍ରୀ ଗୋକୁଳା ନନ୍ଦ ମଲ୍ଲିକ କହିଥିଲେ ଯେ ଗୋ ମାତା ଙ୍କ ସହ ହିନ୍ଦୁ ସମାଜ ର ନିବିଡ ସମ୍ପର୍କ ରହିଛି।ଗୋ ସେବା କଲେ ପୂଣ୍ୟ ମିଳେ ଓ ସମସ୍ତ ମନୋସ୍କାମନା ପୂରଣ ହୋଇଥାଏ।ଗୋ ମାତା ଙ୍କ ସୁରକ୍ଷା, ଗୋ ବଂଶ ବୃଦ୍ଧି ଏବଂ ଗୋ ହତ୍ୟା ବନ୍ଦ ପାଇଁ ରାଜ୍ୟ ସରକାର   ପଦକ୍ଷେପ ନେଉଛନ୍ତି । ଓଡ଼ିଶା ରେ ଗୋ ମାତା ଙ୍କ ଖାଦ୍ୟ ବାବଦ କୁ ପ୍ରତ୍ୟେକ ଗାଈ ପିଛା ଦୈନିକ ୫୪ ଟଂକା ଯୋଗାଇ ଦିଆଯାଉଛି। ରାଜ୍ୟର ଗୋଶାଳା ମାନଙ୍କ ସହାୟତା ପାଇଁ ୨୩ କୋଟି ଟଂକା ପ୍ରଦାନ କରାଯିବ ।


ପରମହଂସ ପ୍ରଜ୍ଞାନା ନନ୍ଦ ମହାରାଜ କହିଥିଲେ ଯେ, ଆମ ସମସ୍ତ ଙ୍କ ହୃଦୟର ସ୍ପନ୍ଦନ ରେ ଗୋ ସେବା ସ୍ୱତନ୍ତ୍ର ସ୍ଥାନ ନେଉ। ଗୋ ମାତା ସୁସ୍ଥ ରହିଲେ ଧରିତ୍ରୀ ସୁସ୍ଥ ରହିବ। ଓଡ଼ିଶା ଗୋ ସେବା ସମିତି ଗୋ ବଂଶ ର ସୁରକ୍ଷା ପାଇଁ ପ୍ରତିଶ୍ରୁତି ବଦ୍ଧ।


କାର୍ଯ୍ୟକ୍ରମରେ ସ୍ବାମୀ ଦୀନବନ୍ଧୁ ଦାସ ମହାରାଜ ଗୋ-ମହିମା ବିଷୟରେ କହିଥିଲେ। 


ଏହି ଅବସର ରେ ସ୍ମରଣିକା ଗୋ ମୁଖ ଏବଂ ଅନ୍ୟ ଏକ ପୁସ୍ତକ ଏଇ ମାଟି ର ରତ୍ନମାଳା ଅତିଥି ମାନଙ୍କ ଦ୍ଵାରା ଉନ୍ମୋଚିତ ହୋଇଥିଲା।

ଅତିଥି ଭାବେ ପିପିଲି ବିଧାୟକ ଶ୍ରୀ ଆଶ୍ରିତ ପଟ୍ଟନାୟକ ଏବଂ ସତ୍ୟବାଦୀ ବିଧାୟକ ଶ୍ରୀ ଓମ ପ୍ରକାଶ ମିଶ୍ର ଯୋଗଦେଇଥିଲେ। ବିଭିନ୍ନ ଜିଲ୍ଲାରୁ ସାଧୁ, ସନ୍ଥ, ଗୋ ସେବକ, ଗୋ ପାଳକ ମାନେ ବହୁ ସଂଖ୍ୟାରେ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ।

Powered by Froala Editor

Tags Chief minister, Mohan Charan Majhi

Related articles Odisha News Lens 4.1

  • ଏହି ବୟସରେ ମିହଳାମାନେ ହୋଇଥାନ୍ତି ଶକ୍ତିଶାଳୀ
    ବିଶେଷ

    ଏହି ବୟସରେ ମିହଳାମାନେ ହୋଇଥାନ୍ତି ଶକ୍ତିଶାଳୀ

    15416
    Oct 09, 2025
  • ଗିରଫ ହେଲେ କଫ୍‍ ସିରଫ୍‍ କମ୍ପାନୀ ମାଲିକ
    ଦେଶ-ଦେଶାନ୍ତର

    ଗିରଫ ହେଲେ କଫ୍‍ ସିରଫ୍‍ କମ୍ପାନୀ ମାଲିକ

    14946
    Oct 09, 2025
  • Zoho Mail ବ୍ୟବହାର କରୁଛନ୍ତି ଗୃହମନ୍ତ୍ରୀ, ଜାଣନ୍ତୁ  ପ୍ରତିଷ୍ଠାତାଙ୍କ ବିଷୟରେ...
    ଦେଶ-ଦେଶାନ୍ତର

    Zoho Mail ବ୍ୟବହାର କରୁଛନ୍ତି ଗୃହମନ୍ତ୍ରୀ, ଜାଣନ୍ତୁ ପ୍ରତିଷ୍ଠାତାଙ୍କ ବିଷୟରେ...

    14964
    Oct 08, 2025
  • କୋଲ୍‌ଡରିଫ୍‌ ପରେ ନିଷିଦ୍ଧ ହେଲା  ‘ରିଲିଫ୍‌’ ଓ ‘ରେସ୍‌ପିଫ୍ରେସ ଟିଆର’
    ଦେଶ-ଦେଶାନ୍ତର

    କୋଲ୍‌ଡରିଫ୍‌ ପରେ ନିଷିଦ୍ଧ ହେଲା ‘ରିଲିଫ୍‌’ ଓ ‘ରେସ୍‌ପିଫ୍ରେସ ଟିଆର’

    14255
    Oct 08, 2025
  •  ସବୁବେଳେ ମୁଣ୍ଡବିନ୍ଧା ହେଉଥିଲେ କରନ୍ତୁ ଏହା....
    ବିଶେଷ

    ସବୁବେଳେ ମୁଣ୍ଡବିନ୍ଧା ହେଉଥିଲେ କରନ୍ତୁ ଏହା....

    13406
    Oct 09, 2025
  • ରସାୟନ ବିଜ୍ଞାନରେ ୩ ବୈଜ୍ଞାନିକଙ୍କୁ ନୋବେଲ
    ଦେଶ-ଦେଶାନ୍ତର

    ରସାୟନ ବିଜ୍ଞାନରେ ୩ ବୈଜ୍ଞାନିକଙ୍କୁ ନୋବେଲ

    14982
    Oct 08, 2025
  • ନଭି ମୁମ୍ବଇ ଆନ୍ତର୍ଜାତିକ ବିମାନ ବନ୍ଦରର ଉଦଘାଟନ କଲେ ମୋଦୀ
    ଦେଶ-ଦେଶାନ୍ତର

    ନଭି ମୁମ୍ବଇ ଆନ୍ତର୍ଜାତିକ ବିମାନ ବନ୍ଦରର ଉଦଘାଟନ କଲେ ମୋଦୀ

    14183
    Oct 09, 2025
  • ଏହି ଦୁଇଟି ଆସନରୁ ଲଢିବେ ତେଜସ୍ବୀ ଯାଦବ
    ଦେଶ-ଦେଶାନ୍ତର

    ଏହି ଦୁଇଟି ଆସନରୁ ଲଢିବେ ତେଜସ୍ବୀ ଯାଦବ

    14776
    Oct 09, 2025
  • ନବି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ଭବ୍ୟ ଝଲକ୍
    ଦେଶ-ଦେଶାନ୍ତର

    ନବି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ଭବ୍ୟ ଝଲକ୍

    14402
    Oct 08, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନଭି ମୁମ୍ବଇ ଆନ୍ତର୍ଜାତିକ ବିମାନ ବନ୍ଦରର ଉଦଘାଟନ କଲେ ମୋଦୀ

    14183
    Oct 09, 2025
  • ବିଶେଷ

    ସବୁବେଳେ ମୁଣ୍ଡବିନ୍ଧା ହେଉଥିଲେ କରନ୍ତୁ ଏହା....

    13406
    Oct 09, 2025
  • ଦେଶ-ଦେଶାନ୍ତର

    Zoho Mail ବ୍ୟବହାର କରୁଛନ୍ତି ଗୃହମନ୍ତ୍ରୀ, ଜାଣନ୍ତୁ ପ୍ରତିଷ୍ଠାତାଙ୍କ ବିଷୟରେ...

    14964
    Oct 08, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16770
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16868
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17229
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15683
    Apr 03, 2021

ବିଶେଷ

  • ଏହି ବୟସରେ ମିହଳାମାନେ ହୋଇଥାନ୍ତି ଶକ୍ତିଶାଳୀ

    15416
    Oct 09, 2025
  • ସବୁବେଳେ ମୁଣ୍ଡବିନ୍ଧା ହେଉଥିଲେ କରନ୍ତୁ ଏହା....

    13406
    Oct 09, 2025
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    14037
    Oct 08, 2025
  • ଲାଫିଙ୍ଗ୍‌ ବୁଦ୍ଧଙ୍କ ମୂର୍ତ୍ତିକୁ ଘରେ ରଖିବା ଅତ୍ୟନ୍ତ ଶୁଭ

    14228
    Oct 06, 2025
  • ଭଗବାନଙ୍କୁ ହାତ ଯୋଡ଼ି ବାହାରିଲେ ସବୁ କାମ ହୋଇଥାଏ ଶୁଭ

    15266
    Oct 06, 2025

ବାଣିଜ୍ୟ

ଆମୱେ ଇଣ୍ଡିଆ ନୁ୍ୟଟ୍ରିଲାଇଟ୍‌ର ଉତ୍ତମତାରେ ପରିପୁଷ୍ଟ ଆର୍ଟିଷ୍ଟ୍ରି ସ୍କିନ ନୁ୍ୟଟ୍ରିସନ୍‌ର ପରବର୍ତ୍ତୀ ପିଢିର ସ୍କିନ୍‌ କେୟାର ଉନ୍ମୋଚନ କଲା

ଭୁବନେଶ୍ୱର : ଭାରତୀୟମାନେ ସମୟ ପୂର୍ବରୁ ତ୍ୱଚାର ବୟସ ବୃଦ୍ଧି ଏବଂ ପରିବେଶଗତ ଚାପ ଠାରୁ ନେଇ ତ୍ୱଚାର ଅସମାନ ରଙ୍ଗ ଏବଂ ଗଠନ ବିଷୟ ଜନିତ ଚିନ୍ତାକୁ ନେଇ ଘାରି ହେଉଥିବାବେଳେ ସ୍ୱାସ୍ଥ୍ୟ ଓ କଲ୍ୟାଣକୁ ସମର୍ଥନ କରୁଥିବ ...

  • ଗ୍ରାମୀଣ ଓଡ଼ିଶାରେ ଆଶାର ସଞ୍ଚାର କରୁଛି ଆଦିତ୍ୟ ଆଲୁମିନିୟମର ‘ପ୍ରୋଜେକ୍ଟ ଆରୋଗ୍ୟ’

    14260
    Sep 19, 2025
  • ଓଡ଼ିଶା ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଆଦିତ୍ୟ ବିର୍ଲା ଗ୍ରୁପର ଉଲ୍ଲେଖନୀୟ ଭୂମିକା

    14058
    Sep 16, 2025
  • ଶସ୍ତା ହେଲା ସୁନା

    14388
    Sep 04, 2025
  • ବଢିଛି ସୁନା ଦର, ୧୨୫,୦୦୦ ଟଙ୍କା ଛୁଇଁବ

    14957
    Sep 03, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନବି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ଭବ୍ୟ ଝଲକ୍

    14402
    Oct 08, 2025
  • ରସାୟନ ବିଜ୍ଞାନରେ ୩ ବୈଜ୍ଞାନିକଙ୍କୁ ନୋବେଲ

    14982
    Oct 08, 2025
  • ନଭି ମୁମ୍ବଇ ଆନ୍ତର୍ଜାତିକ ବିମାନ ବନ୍ଦରର ଉଦଘାଟନ କଲେ ମୋଦୀ

    14183
    Oct 09, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In