Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ...

  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ...

  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ...

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ...

  • ମାସକରେ ୧୫ ହଜାର ଖସିଲାଣି ସୁନା

  • ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ...

  • ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ...

  • ସ୍ଥଳସେନାର ନୂଆ ମୁଖ୍ୟ ଭାବେ ଲେଫ୍ଟନାଣ୍ଟ ...

  • ପାକିସ୍ତାନ ସେନା ତରଫରୁ ଆଫଗାନିସ୍ତାନରେ ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ...

Home ›› ››ଆଜିଠୁ ଆରମ୍ଭ ହେବ ୧୪ଦିନ ମାସ୍କ ଅଭିଯାନ , ମାସ୍କ ନ ପିନ୍ଧିଲେ ୨ ଗୁଣା ଜୋରିମାନା : ମୁଖ୍ୟମନ୍ତ୍ରୀ

ଆଜିଠୁ ଆରମ୍ଭ ହେବ ୧୪ଦିନ ମାସ୍କ ଅଭିଯାନ , ମାସ୍କ ନ ପିନ୍ଧିଲେ ୨ ଗୁଣା ଜୋରିମାନା : ମୁଖ୍ୟମନ୍ତ୍ରୀ

2021-04-09 11:53:31
14244
Share:
Facebook
Twitter
E-Mail
WhatsApp
Telegram
ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଆଜି ଓଡିଶାବାସୀଙ୍କୁ ସମ୍ବୋଧନ କରିଛନ୍ତି | ଓଡିଶାବାସୀଙ୍କୁ ସମ୍ବୋଧନରେ ମୁଖ୍ୟମନ୍ତ୍ରୀ ମାସ୍କ ପିନ୍ଧିବା ଉପରେ ବିଶେଷ ଗୁରୁତ୍ୱାରୋପ କରିଛନ୍ତି । ନିଜ ସମ୍ବୋଧନ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ ଏକବର୍ଷରୁ ଅଧୁକ ସମୟ ଧରି ସାରା ବିଶ୍ୱ ଏକ ଅସାଧାରାଣ ପରିସ୍ଥିତି ଦେଇ ଗତି କରୁଛି । ମାନବ ଇତିହାସରେ ଏଭଳି ସଙ୍କଟ ନିକଟ ଅତିତରେ କେବେ ଆସିନଥିଲା । କୋଭିଡ୍ ସଂକ୍ରମଣର ପ୍ରଥମ ଲହର ସମୟରେ ଜନ ସାଧାରଣ ତଥା ପଞ୍ଚାୟତ ପ୍ରତିନିଧିଙ୍କ ସହଯୋଗ ଓ କୋଭିଡ୍ ଯୋଦ୍ଧାମାନଙ୍କର ଅସୀମ ତ୍ୟାଗ ଓ ସେବା ଯୋଗୁଁ ଆମେ ଅନେକ ଜୀବନ ରକ୍ଷା କରିପାରିଥିଲେ । ଆମ ରାଜ୍ୟରେ ମୃତ୍ୟୁ ସଂଖ୍ୟା ମଧ୍ୟ ଅନ୍ୟ ରାଜ୍ୟ ତୁଳନାରେ କମ୍ ଥିଲା । କୋଭିଜ୍‌ର ପ୍ରଥମ ଲିହର ସମୟରେ ଆମକୁ ଅନେକ କଠୋର ପଦକ୍ଷେପ ନେବାକୁ ପଡ଼ିଥିଲା । ବାରମ୍ବାର ଲଡାଉନ୍ ସଡାଉନ୍ କରିବାକୁ ପଡ଼ିଥିଲା । ଲଭରେ ଜନସାଧାରଣ ବହୁତ ଅସୁବିଧାର ସମ୍ମୁଖୀନ ହୋଇଥିଲେ । ବାଣିଜ୍ୟ ବ୍ୟମସାୟ କ୍ଷତିରେ ଚାଲିଥିଲା । ଗରିବ ଲୋକଙ୍କ ରୋଜଗାର ଉପରେ ଏହାର ଗୁରୁତର ପ୍ରଭାବ ପଡ଼ିଥିଲା । ସାମାଜିକ ଜୀବନ ମଧ୍ୟ ପ୍ରଭାବିତ ହୋଇଥିଲା । ଏବେ କୋଭର ଦ୍ବିତୀୟ ସଂକ୍ରମଣ ଆରମ୍ଭ ହେଲାଣି । ଏହା ବହୁତ ଶୀଘ୍ର ବ୍ୟାପୁଛି । ଆମ ଦେଶର ଅନେକ ରାଜ୍ୟରେ ଲଡାଉନ୍ ସଡାଉନ୍ ନାଇଟ୍ କହୁଁ ଆରମ୍ଭ ହୋଇଗଲାଣି । କିନ୍ତୁ ଆମେ ଯଦି କୋଭିଜ୍ ନିୟମ ମାନିବା ପାସ୍କ ଠିକ୍ ଭାବରେ ପିନ୍ଧିବା ତେବେ ବିନା ଲଡାଉନରେ କରୋନା ସଂକ୍ରମଣକୁ ରୋକିପାରିବା । ଏଥିପାଇଁ ଆଜିଠାରୁ ଚଉଦ ଦିନ ପର୍ଯ୍ୟନ୍ତ ଆମେ ସମସ୍ତେ ମିଶି ମାସ୍କ ଅଭିଯାନ ଆରମ୍ଭ କରିବା । ଚଉଦ ଦିନ ଯଦି ଆମେ କୌଣସି ନିୟମକୁ କଡ଼ାକଡ଼ିଭାବରେ ପାଳନ କରିବା ତେବେ ତାହା ସବୁଦିନ ପାଇଁ ଏକ ଅଭ୍ୟାସରେ ପରିଣତ ହୋଇଯିବ । ଆମେ ସମସ୍ତେ ଆଜିଠାରୁ ସଂକଳ୍ପ ନେଇ ଠିକ୍ ଭାବରେ ମାସ୍କ ପିନ୍ଧିବା । ବେକରେ ଝୁଲାଇକରି ନୁହେଁ । ପୁରା ନାକ ଓ ମୁହଁକୁ କଭର କରି ପିନ୍ଧିବା । ବିନା ମାସ୍କରେ କେବେବି ଘରୁ ବାହାରିବା ନାହିଁ । ତେବେ ଯାଇ ଆମେ କରୋନାକୁ ଜିତିପାରିବା । ଏଥିପାଇଁ ମା’ ମାନଙ୍କୁ ମୋର ବିଶେଷ ଅନୁରୋଧ ଆପଣଙ୍କ ପରିବାରର ଲୋକମାନେ ବିଶେଷ କରି ପିଲାମାନେ ଯେତେବେଳେ ବି ବାହାରକୁ ଯାଉଛନ୍ତି, ସେତେବେଳେ ସେମାନେ ଯେପରି ଠିକ୍ ଭାବରେ ମାସ୍କ ପିନ୍ଧିବେ ସେଥିପାଇଁ ଆପଣ ଧାନ ଦିଅନ୍ତୁ । ମା’ ମାନେ ସତର୍କ ହେଲେ କରୋନା କେବେବି ଆମ ଘର ଭିତରକୁ ଆସିପାରିବ ନାହିଁ । ସରକାର ବାହାରେ ଜଗିଛନ୍ତ । ମା'ମାନେ ଘରେ ଜଗନ୍ତୁ । ଆପଣ କୁହନ୍ତୁ କିଛି ଲୋକଙ୍କ ଅବହେଳା ପାଇଁ ସାରା ସମାଜ କାହିଁକି ଲକ୍ ଡାଉନ୍ ଭଳି ପରିସ୍ଥିତିର ସମ୍ମୁଖୀନ ହେବ ? ମାସ୍କ ଠିକ୍ ଭାବରେ ନପିନ୍ଧି ବାହାରକୁ ଆସୁଥିବା ଲୋକଙ୍କଠାରୁ ଜରିମାନା ନିଶ୍ଚୟ ଆଦାୟ କରିବା ପାଇଁ ମୁଁ ପୋଲିସ୍‌ ଓ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛି । ମାୟ ନପିନ୍ଧିଲେ ଏବେ ଦୁଇଗୁଣ କରିମାନା ଆଦାୟ କରିବା ପାଇଁ ସରକାର ନିଷ୍ଠଭି ନେଇଛନ୍ତି । ମାସ୍କ ହିଁ ବର୍ତମାନ ଆମ ପାଇଁ ସବୁଠାରୁ ଗୁରୁତ୍ବପୂର୍ଣ୍ଣ କବଚ । ଯେଉଁମାନେ ଟିକା ନେଇନାହାନ୍ତି ସେମାନେ ନିଶ୍ଚୟ ମାସ୍କ ପିନ୍ଧନ୍ତୁ । ଯେଉଁମାନେ ଟିକା ନେଇଛନ୍ତି ସେମାନେ ମଧ୍ୟ ମାସ୍କ ପିନ୍ଧନ୍ତୁ । ତା'ହେଲେ ଯାଇ ଆମେ ବିନା ଲଡାଉରେ କରୋନାକୁ ରୋକି ପାରିବା । ଲକଡାଉନ୍ ନେଗେଟିଭ ଇମ୍ପାକ୍ଟକୁ ପ୍ରତିହତ କରିପାରିବା । ଯଦି ଆପଣ ଚାହାନ୍ତି ଆପଣଙ୍କ ରୋଜଗାର ବନ୍ଦ ନହେଉ, ଆପଣଙ୍କ ଜୀବିକା ଠିକ୍ ଭାବରେ ଚାଲୁ ତେବେ ଆପଣଙ୍କୁ ନିଶ୍ଚୟ ପାସ୍କ ପିନ୍ଧିବାକୁ ପଡ଼ିବ । ଏବେ କରୋନାର ଦ୍ବିତୀୟ ଲହର ଚାଲିଛି । କେତେକ ଦେଶରେ ତୃତୀୟ ଲହର ମଧ୍ୟ ଆରମ୍ଭ ହେଲାଣି । ତେଣୁ ଆଗକୁ କରୋନାର କେତେ ଲହର ଆମକୁ ମୁକାବିଲା କରିବାକୁ ହେବ ତାହା କେହି ଜାଣିନାହାନ୍ତି । ତେଣୁ ଆମେ ଆମର ଜୀବନ ଶୈଳୀରେ ଯଦି ଏକ ଛୋଟିଆ ପରିବର୍ତ୍ତନ ଆଣିପାରିବା ମାଛି ଆମର ୧୪ କରିପାରିବ ତେବେ ଆମେ ବିନା ଲକଡାଉନ୍ ରେ କରୋନା ବିପଦରୁ ରକ୍ଷା ପାଇପାରିବା । ଆପଣଙ୍କ ସହଯୋଗ ହିଁ ଆମକୁ ଏ ଯୁଦ୍ଧରେ ବିଜୟୀ କରିପାରିବ ।
Tags chief minister , naveen patnaik , corona , covid

Related articles Odisha News Lens 4.1

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ
    ବାଣିଜ୍ୟ

    ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15149
    Jun 30, 2026
  • ସ୍ଥଳସେନାର ନୂଆ ମୁଖ୍ୟ ଭାବେ ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠଙ୍କ ଦାୟିତ୍ୱ ଗ୍ରହଣ
    ଦେଶ-ଦେଶାନ୍ତର

    ସ୍ଥଳସେନାର ନୂଆ ମୁଖ୍ୟ ଭାବେ ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠଙ୍କ ଦାୟିତ୍ୱ ଗ୍ରହଣ

    14132
    Jun 30, 2026
  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ

    14464
    Jul 01, 2026
  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ
    ଦେଶ-ଦେଶାନ୍ତର

    YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13363
    Jul 01, 2026
  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା
    ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    14819
    Jul 01, 2026
  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ
    ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    14913
    Jul 01, 2026
  • ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ
    ଦେଶ-ଦେଶାନ୍ତର

    ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ

    15600
    Jul 01, 2026
  • ମାସକରେ ୧୫ ହଜାର ଖସିଲାଣି ସୁନା
    ବାଣିଜ୍ୟ

    ମାସକରେ ୧୫ ହଜାର ଖସିଲାଣି ସୁନା

    13931
    Jul 01, 2026
  • ପାକିସ୍ତାନ ସେନା ତରଫରୁ ଆଫଗାନିସ୍ତାନରେ ଆକ୍ରମଣ, ୩୬ ମୃତ
    ଦେଶ-ଦେଶାନ୍ତର

    ପାକିସ୍ତାନ ସେନା ତରଫରୁ ଆଫଗାନିସ୍ତାନରେ ଆକ୍ରମଣ, ୩୬ ମୃତ

    14249
    Jun 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    14913
    Jul 01, 2026
  • ଦେଶ-ଦେଶାନ୍ତର

    YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13363
    Jul 01, 2026
  • ବାଣିଜ୍ୟ

    ମାସକରେ ୧୫ ହଜାର ଖସିଲାଣି ସୁନା

    13931
    Jul 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16958
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17570
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17620
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18017
    Sep 06, 2023

ବିଶେଷ

  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14179
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14226
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15849
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15721
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15362
    Jun 22, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15149
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15692
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13795
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14896
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ

    14464
    Jul 01, 2026
  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    14913
    Jul 01, 2026
  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    14819
    Jul 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In