Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପିଜା ଡେଲିଭରୀ ପାଇଁ ଯାଇଥିଲେ ଭାରତୀୟ ...

  • କୁଏତ ଓ ବାହାରିନ ଉପରେ ଇରାନର ଡ୍ରୋନ୍‌ ...

  • ପୁଣି ୨୯ ଟଙ୍କା ବୃଦ୍ଧି ପାଇଲା ଏଲପିଜି ...

  • କୁନୋ ଜଙ୍ଗଲରେ ବିରଳ ଶିକାରୀ 'କାରାକାଲ୍'

  • ଘରୋଇ ଏଲପିଜି ସିଲିଣ୍ଡର ଦର ମହଙ୍ଗା

  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ...

  • RBIର ଘୋଷଣା : ଦେଶରେ ଖୁବଶୀଘ୍ର ଆସିବ ପଲିମର ...

  • ଗ୍ରାଣ୍ଡମାଷ୍ଟର ଆର୍‌ ପ୍ରଜ୍ଞାନନ୍ଦ ନରୱେ ...

  • ‘ଓ୍ବି ଦି ଲିଡର୍ସ’ ନାମରେ ନୂଆ ଆନ୍ଦୋଳନ ...

  • ସରେଣ୍ଡର କଲେ ଖାନ୍‌ ସାର

ବିଶେଷ
Home ›› ବିଶେଷ ››ଏହିସବୁ ଆପଣାଇଲେ ୩୦ ପରେ ରହିବେ ସୁସ୍ଥ

ଏହିସବୁ ଆପଣାଇଲେ ୩୦ ପରେ ରହିବେ ସୁସ୍ଥ

2024-11-09 11:04:15
16406
Share:
Facebook
Twitter
E-Mail
WhatsApp
Telegram
ଏହିସବୁ ଆପଣାଇଲେ ୩୦ ପରେ ରହିବେ ସୁସ୍ଥ

୩୦ ବର୍ଷ ବୟସ ଅତିକ୍ରମ କରିବା ଏକ ଉଲ୍ଲେଖନୀୟ ଉପଲବ୍‌ଧି ବୋଲି ସଂପ୍ରତି ସ୍ବାସ୍ଥ୍ୟ ବିଶେଷଜ୍ଞ ମତ ଦେଇଛନ୍ତି। ଏହା ଜୀବନକୁ ଉପଭୋଗ କରିବାର ଅବସର ଆଣିବା ସହିତ ନିଜର ସ୍ବାସ୍ଥ୍ୟ ଓ ସୁସ୍ଥତାକୁ ପ୍ରାଧାନ୍ୟ ଦେବାର ସତର୍କଘଣ୍ଟି ମଧ୍ୟ ବଜାଇଥାଏ। ସ୍ବାସ୍ଥ୍ୟପ୍ରଦ ଖାଦ୍ୟାଭ୍ୟାସ, ନିୟମିତ ବ୍ୟାୟାମ, ସୁନିଦ୍ରା ଏବଂ ଏସବୁ ଭିତରେ ସନ୍ତୁଳନ ରଖିବା ପରି କିଛି ସହଜ ଉପାୟ ଦ୍ବାରା ଜଣେ ସୁସ୍ବାସ୍ଥ୍ୟ ବଜାୟ ରଖିପାରିବ। ଏଥି ସହିତ ହୃଦ୍‌ରୋଗ ଓ ମଧୁମେହ ପରି ରୋଗ ଆଶଙ୍କାରୁ ମଧ୍ୟ ଦୂରରେ ରହି ଦୀର୍ଘସ୍ଥାୟୀ ସୁସ୍ଥତା ଆହରଣ କରିପାରିବ। ସେଥିପାଇଁ ନିମ୍ନଲିଖିତ ବିଷୟ ପ୍ରତି ଧ୍ୟାନ ଦେବା ଉଚିତ।

ସାଧାରଣତଃ ୩୦ ବର୍ଷ ପରେ ପୁରୁଷମାନଙ୍କର ସ୍ବାଭାବିକ ଭାବେ ଦଶକ ପିଛା ୩ରୁ ୫ ପ୍ରତିଶତ ମାଂସପେଶୀ ବସ୍ତୁତ୍ବରେ ହ୍ରାସ ଘଟିଥାଏ। ଏହାକୁ ପ୍ରତିହତ କରିବା ପାଇଁ ସପ୍ତାହକୁ ଅତି କମ୍‌ରେ ଦୁଇଥର ୱେଟ୍‌ଲିଫ୍‌ଟିଂ କିଂବା ରେଜିଷ୍ଟାନ୍‌ସ ବ୍ୟାୟାମ କରିବା ଭଲ। ସେହିପରି ମାଂସପେଶୀକୁ ସଂରକ୍ଷିତ କରି ରଖିବା ଲାଗି ମାଂସ, ଦୁଗ୍‌ଧଜାତ ଖାଦ୍ୟ, ଶୁଷ୍କ ଫଳ ଓ ଡାଲିଜାତୀୟ ଖାଦ୍ୟ ପରି ପୁଷ୍ଟିସାର ସମ୍ବଳିତ ଭୋଜନ କରିବା ଦରକାର।
ଶରୀରକୁ ସର୍ବଦା ଆର୍ଦ୍ର ରଖିବା ପାଇଁ ପ୍ରଚୁର ପାଣି ପିଇବା ଦରକାର। ଏହା ହଜମକ୍ରିୟାରେ ସହାୟକ ହେବା ସହ ମାଂସପେଶୀର ସକ୍ରିୟତା ବଢ଼ାଇଥାଏ।

ବୟସ ବଢ଼ିବା ସହ ଶରୀର ଗଠନରେ ମନ୍ଥରତା ଆସୁଥିବା ବେଳେ ଅନେକଙ୍କର ଓଜନ ବଢ଼ିବା ଦେଖାଯାଇଥାଏ। ବିଶେଷ କରି ତଳିପେଟ ଆକାରରେ ଅହେତୁକ ବୃଦ୍ଧି ଘଟିଥାଏ। ତେଣୁ ଅଣ୍ଟାର ମାପ ଉପରେ ଦୃଷ୍ଟି ରଖିବା ଗୁରୁତ୍ବପୂର୍ଣ୍ଣ। କାରଣ ମୋଟାପଣ ହିଁ ହୃଦ୍‌ରୋଗ ଓ ଟାଇପ୍‌-୨ ମଧୁମେହ ରୋଗର ଆଶଙ୍କା ବଢ଼ାଇଥାଏ। ପ୍ରକ୍ରିୟାକୃତ ଖାଦ୍ୟ, ମାତ୍ରାଧିକ ଲୁଣ ଓ ମଧୁମିଶ୍ରିତ ପାନୀୟ ଛାଡ଼ି ଫଳମୂଳ, ସବୁଜ ପନିପରିବା ଓ ଶସ୍ୟ ସମ୍ବଳିତ ଖାଦ୍ୟ ସାଙ୍ଗକୁ ମଧ୍ୟମ ଧରଣର ଶାରୀରିକ କାର୍ଯ୍ୟ ଓ ଶ୍ବାସକ୍ରିୟା ବ୍ୟାୟାମ ଦ୍ବାରା ଅଣ୍ଟା ପରିମାପକୁ ବଜାୟ ରଖିହେବ। ମାଛ ବା ଅନ୍ୟ ଉତ୍ସରୁ ଓମେଗା-୩ ଚର୍ବିଳାମ୍ଳ ଗ୍ରହଣ କରି ହୃଦ୍‌ରୋଗ ଆଶଙ୍କାକୁ ହ୍ରାସ କରିବା ସମ୍ଭବ। 

ଶାରୀରିକ ବ୍ୟାୟାମ ପରି ମାନସିକ ବ୍ୟାୟାମ ମଧ୍ୟ ଗୁରୁତ୍ବପୂର୍ଣ୍ଣ। ତେଣୁ ଆନନ୍ଦ ଦେଉଥିବା ଅଭ୍ୟାସଗୁଡ଼ିକୁ ଆପଣେଇବା ସମେତ ସାଙ୍ଗସାଥୀ ଓ ବନ୍ଧୁ-ପରିଜନଙ୍କ  ସହ ନିୟମିତ ସମ୍ପର୍କରେ ରହି ମାନସିକ ସୁସ୍ଥତା ବଜାୟ ରଖିବା ଦରକାର। ସର୍ବୋପରି ଧୂମପାନ ଓ ମଦ୍ୟପାନ ତ୍ୟାଗ କରିବା ଅପରିହାର୍ଯ୍ୟ। ୪୦ ବର୍ଷ ବୟସ ପୂର୍ବରୁ ଏପରି କରିପାରିଲେ ଅକାଳ ମୃତ୍ୟୁ ଆଶଙ୍କା ହ୍ରାସ ହୋଇଥାଏ ବୋଲି ଏକ ଅନୁଧ୍ୟାନରୁ ଜଣାପଡ଼ିଛି। ସେହିପରି ନିଜର କାର୍ଯ୍ୟଶୈଳୀ ଓ ଜୀବନଶୈଳୀ ମଧ୍ୟରେ ତାଳମେଳ ରଖିବା ଗୁରୁତ୍ବପୂର୍ଣ୍ଣ। ଦିନକୁ ଅନ୍ତତଃ ୭ରୁ ୯ ଘଣ୍ଟା ନିଦ୍ରା ଯିବା ବିଧେୟ।

Powered by Froala Editor

Tags Life style

Related articles Odisha News Lens 4.1

  • ସରେଣ୍ଡର କଲେ ଖାନ୍‌ ସାର
    ଦେଶ-ଦେଶାନ୍ତର

    ସରେଣ୍ଡର କଲେ ଖାନ୍‌ ସାର

    15557
    Jun 06, 2026
  • କୁଏତ ଓ ବାହାରିନ ଉପରେ ଇରାନର ଡ୍ରୋନ୍‌ ଆକ୍ରମଣ
    ଦେଶ-ଦେଶାନ୍ତର

    କୁଏତ ଓ ବାହାରିନ ଉପରେ ଇରାନର ଡ୍ରୋନ୍‌ ଆକ୍ରମଣ

    13955
    Jun 07, 2026
  •  ପୁଣି ୨୯ ଟଙ୍କା ବୃଦ୍ଧି ପାଇଲା ଏଲପିଜି ସିଲିଣ୍ଡର
    ଦେଶ-ଦେଶାନ୍ତର

    ପୁଣି ୨୯ ଟଙ୍କା ବୃଦ୍ଧି ପାଇଲା ଏଲପିଜି ସିଲିଣ୍ଡର

    15067
    Jun 07, 2026
  • କୁନୋ ଜଙ୍ଗଲରେ ବିରଳ ଶିକାରୀ 'କାରାକାଲ୍'
    ଦେଶ-ଦେଶାନ୍ତର

    କୁନୋ ଜଙ୍ଗଲରେ ବିରଳ ଶିକାରୀ 'କାରାକାଲ୍'

    14783
    Jun 07, 2026
  • ଗ୍ରାଣ୍ଡମାଷ୍ଟର ଆର୍‌ ପ୍ରଜ୍ଞାନନ୍ଦ ନରୱେ ଚେସ୍‌ ଜିତିବାରେ ପ୍ରଥମ ଭାରତୀୟ
    ଖେଳ ଖବର

    ଗ୍ରାଣ୍ଡମାଷ୍ଟର ଆର୍‌ ପ୍ରଜ୍ଞାନନ୍ଦ ନରୱେ ଚେସ୍‌ ଜିତିବାରେ ପ୍ରଥମ ଭାରତୀୟ

    14882
    Jun 06, 2026
  • ପିଜା ଡେଲିଭରୀ ପାଇଁ ଯାଇଥିଲେ ଭାରତୀୟ ଯୁବକ, ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ
    ଦେଶ-ଦେଶାନ୍ତର

    ପିଜା ଡେଲିଭରୀ ପାଇଁ ଯାଇଥିଲେ ଭାରତୀୟ ଯୁବକ, ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ

    14750
    Jun 07, 2026
  • RBIର  ଘୋଷଣା : ଦେଶରେ ଖୁବଶୀଘ୍ର ଆସିବ ପଲିମର ନୋଟ
    ଦେଶ-ଦେଶାନ୍ତର

    RBIର ଘୋଷଣା : ଦେଶରେ ଖୁବଶୀଘ୍ର ଆସିବ ପଲିମର ନୋଟ

    15377
    Jun 06, 2026
  • ‘ଓ୍ବି ଦି ଲିଡର୍ସ’ ନାମରେ ନୂଆ ଆନ୍ଦୋଳନ ଆରମ୍ଭ କଲେ ଆନ୍ନାମଲାଇ
    ରାଜନୀତି

    ‘ଓ୍ବି ଦି ଲିଡର୍ସ’ ନାମରେ ନୂଆ ଆନ୍ଦୋଳନ ଆରମ୍ଭ କଲେ ଆନ୍ନାମଲାଇ

    15625
    Jun 06, 2026
  • ଘରୋଇ ଏଲପିଜି ସିଲିଣ୍ଡର ଦର ମହଙ୍ଗା
    ଦେଶ-ଦେଶାନ୍ତର

    ଘରୋଇ ଏଲପିଜି ସିଲିଣ୍ଡର ଦର ମହଙ୍ଗା

    14629
    Jun 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପିଜା ଡେଲିଭରୀ ପାଇଁ ଯାଇଥିଲେ ଭାରତୀୟ ଯୁବକ, ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ

    14750
    Jun 07, 2026
  • ଦେଶ-ଦେଶାନ୍ତର

    କୁଏତ ଓ ବାହାରିନ ଉପରେ ଇରାନର ଡ୍ରୋନ୍‌ ଆକ୍ରମଣ

    13955
    Jun 07, 2026
  • ରାଜନୀତି

    ‘ଓ୍ବି ଦି ଲିଡର୍ସ’ ନାମରେ ନୂଆ ଆନ୍ଦୋଳନ ଆରମ୍ଭ କଲେ ଆନ୍ନାମଲାଇ

    15625
    Jun 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16910
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17529
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17578
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17968
    Sep 06, 2023

ବିଶେଷ

  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    13844
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    13965
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14895
    Jun 03, 2026
  • ଏହି ଅଙ୍ଗରେ ସୁନା ପିନ୍ଧିଲେ କାହିଁକି ହୋଇଥାଏ ଅଶୁଭ ଜାଣନ୍ତୁ...

    14761
    Jun 02, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    15300
    May 31, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15454
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15197
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15684
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14023
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ‘ଓ୍ବି ଦି ଲିଡର୍ସ’ ନାମରେ ନୂଆ ଆନ୍ଦୋଳନ ଆରମ୍ଭ କଲେ ଆନ୍ନାମଲାଇ

    15625
    Jun 06, 2026
  • ଘରୋଇ ଏଲପିଜି ସିଲିଣ୍ଡର ଦର ମହଙ୍ଗା

    14629
    Jun 07, 2026
  • ସରେଣ୍ଡର କଲେ ଖାନ୍‌ ସାର

    15557
    Jun 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In