Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ...

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ...

  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ...

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ...

  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ...

  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ...

  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ ...

Home ›› ››ଉଚ୍ଚ ଶିକ୍ଷା କ୍ଷେତ୍ରରେ ଚଳିତ ଶିକ୍ଷା ବର୍ଷରୁ ପ୍ରଚଳନ ହେବ, ଜାତୀୟ ଶିକ୍ଷା ନୀତି ୨୦୨୦

ଉଚ୍ଚ ଶିକ୍ଷା କ୍ଷେତ୍ରରେ ଚଳିତ ଶିକ୍ଷା ବର୍ଷରୁ ପ୍ରଚଳନ ହେବ, ଜାତୀୟ ଶିକ୍ଷା ନୀତି ୨୦୨୦

2024-11-09 15:29:40
15301
Share:
Facebook
Twitter
E-Mail
WhatsApp
Telegram
ଉଚ୍ଚ ଶିକ୍ଷା କ୍ଷେତ୍ରରେ ଚଳିତ ଶିକ୍ଷା ବର୍ଷରୁ ପ୍ରଚଳନ ହେବ,  ଜାତୀୟ ଶିକ୍ଷା ନୀତି ୨୦୨୦

ଭୁବନେଶ୍ୱର : ଉଚ୍ଚ ଶିକ୍ଷା କ୍ଷେତ୍ରରେ  ୨୦୨୪-୨୫ ଶିକ୍ଷା ବର୍ଷରେ ଜାତୀୟ ଶିକ୍ଷା ନୀତି ୨୦୨୦ କାର୍ଯ୍ୟକାରୀ ହେବ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।


ଓଡ଼ିଶା ସରକାର ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଏବଂ ଅନୁବନ୍ଧିତ ମହାବିଦ୍ୟାଳୟ ଗୁଡିକରେ ଏହି ନୂତନ ଶିକ୍ଷାନୀତି ପ୍ରବର୍ତ୍ତନ ପାଇଁ ଅନୁମୋଦନ ଦେଇଛନ୍ତି। ଏହି ପଦକ୍ଷେପ ରାଜ୍ୟର ଶିକ୍ଷା ପ୍ରଣାଳୀରେ ଅନେକ ପରିବର୍ତ୍ତନ ଆଣିବାକୁ ଉଦ୍ଦିଷ୍ଟ ।


ନୂତନ ଶିକ୍ଷା ନୀତି 2020 ଅନୁସାରେ ଓଡିଶାରେ ଚାରି ବର୍ଷର ସ୍ନାତକ କୋର୍ସ ଆରମ୍ଭ ହେବାକୁ ଯାଉଛି, ଯେଉଁଥିରେ ପ୍ରତ୍ୟେକ ବର୍ଷ ପରେ ଯୋଗ୍ୟ ଛାତ୍ରମାନଙ୍କୁ  ସାର୍ଟିଫିକେଟ୍ , ଡିପ୍ଲୋମା , ଡିଗ୍ରି , ଏବଂ ଡିଗ୍ରି ଅନର୍ସ୍  ପ୍ରଦାନ କରା ଯିବ | ୟୂ.ଜି.ସି. ଦ୍ୱାରା ପ୍ରଦତ୍ତ କ୍ରେଡିଟ୍ ଫ୍ରେମ୍‌ୱର୍କ୍ ଆଧାରରେ  ରାଜ୍ୟସ୍ତରୀୟ କ୍ରେଡିଟ୍ ଫ୍ରେମ୍‌ୱର୍କ୍ ପ୍ରସ୍ତୁତ ହୋଇଅଛି ଏବଂ ଏଥିରେ ଦକ୍ଷତା ବିକାଶ ଏବଂ ଇଣ୍ଟର୍ଣ୍ଣସିପ ପାଇଁ ସୁଯୋଗ ପ୍ରଦାନ ସହିତ ଉପଯୁକ୍ତ କ୍ରେଡିଟ ପ୍ରଦାନ କରାଯାଇଅଛି । କମ୍ୟୁନିଟି ସର୍ଭିସ୍ ଓ extra curricular activities, ଏନ.ସି.ସି. ଏନ.ଏସ.ଏସ. ଇତ୍ୟାଦି  ପାଇଁ ମଧ୍ୟ କ୍ରେଡିଟ ପ୍ରଦାନ କରାଯିବ | ଏତଦ୍ୱାରା ଛାତ୍ର ଛାତ୍ରୀ ମାନେ ନିଜ ସ୍ୱେଛା ରେ ତାଙ୍କର ବିଷୟ ଗୁଡିକ ଚୟନ କରି ଏକାଧିକ ଥର ପାଇଁ ଉଚ୍ଚ ଶିକ୍ଷା ଅନୁଷ୍ଠାନ ମାନଙ୍କରେ ପ୍ରବେଶ ଓ ପ୍ରସ୍ଥାନ ସହିତ  ୭ ବର୍ଷ ଭିତରେ ତାଙ୍କର ଡିଗ୍ରୀ କୋର୍ସ କୁ ପୂର୍ଣ୍ଣ କରିପାରିବେ |


ନୂତନ ଶିକ୍ଷା ନୀତି 2020 ଅନୁସାରେ ଓଡିଶାର ଉଚ୍ଚ ଶିକ୍ଷା ବ୍ୟବସ୍ଥାକୁ ଅଧିକ ଗୁଣାତ୍ମକ, ସ୍ୱାୟତ୍ତ ଏବଂ ସମାବେଶୀ କରିବାକୁ ପଦକ୍ଷେପ ନିଆଯାଉଛି। ଏଥିରେ ଭିନ୍ନ ଯୋଜନାମାନଙ୍କ ମାଧ୍ୟମରେ ଅନୁସନ୍ଧାନ ଓ ନୂତନତାକୁ ବଢ଼ାଇବା, ପ୍ରାକ୍ଟିକାଲ୍ ଆଧାରିତ ଶିକ୍ଷାକୁ ଓ ଶିଳ୍ପ ସହିତ ଇଣ୍ଟର୍ନସିପ୍ ଆଦି ଦ୍ୱାରା ନିପୁଣତା ବଢ଼ାଇବା ଲକ୍ଷ୍ୟ କରାଯାଉଛି। ପାଠ୍ୟକ୍ରମକୁ ଅଧିକ ରୋଜଗାର ଭିତ୍ତିକ ଏବଂ ଶିଳ୍ପ ଆବଶ୍ୟକତା ଅନୁଯାୟୀ କରାଯିବ |


    ଏଥିପାଇଁ ବର୍ତମାନ ରେ  ୪୦ଟି ସ୍ନାତକ  ମୂଳ ବିଷୟ ପାଇଁ ବିସ୍ତୃତ ମଡେଲ୍ ସିଲାବସ୍ ସହିତ ୨ଟି ଦକ୍ଷତା ବୃଦ୍ଧି ପାଠ୍ୟକ୍ରମ, ୧୧୨ଟି multi disciplinary ପାଠ୍ୟକ୍ରମ, ୧୪ଟି ଧନ୍ଦା ମୂଳକ ପାଠ୍ୟକ୍ରମ, ୫୬ଟି ମୂଲ୍ୟ ଯୁକ୍ତ ପାଠ୍ୟକ୍ରମ ଏବଂ ୮୪ଟି ଦକ୍ଷତା ବୃଦ୍ଧି ପାଠ୍ୟକ୍ରମ ଅନୁମୋଦନ କରାଯାଇଛି।


ଏହା ଦ୍ୱାରା  ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ୱ ବିଦ୍ୟାଳୟ ଗୁଡିକ ନୂତନ ସିଲାବସ୍ ଓ କ୍ରେଡିଟ୍ ଫ୍ରେମ୍‌ୱର୍କ୍  ଅନୁଯାୟୀ ଜାତୀୟ ଶିକ୍ଷାନୀତି ଲାଗୁ କରିପାରିବେ |

Powered by Froala Editor

Tags Chief minister, Mohan Charan Majhi

Related articles Odisha News Lens 4.1

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି
    ବିଶେଷ

    ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14653
    Mar 03, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି
    ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14100
    Mar 04, 2026
  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା
    ଦେଶ-ଦେଶାନ୍ତର

    ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14374
    Mar 02, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ
    ବିଶେଷ

    ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13863
    Mar 02, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15019
    Mar 04, 2026
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ
    ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    15033
    Mar 04, 2026
  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି
    ଦେଶ-ଦେଶାନ୍ତର

    ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି

    14796
    Mar 02, 2026
  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ
    ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14625
    Mar 03, 2026
  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ
    ଦେଶ-ଦେଶାନ୍ତର

    ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ

    14262
    Mar 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14374
    Mar 02, 2026
  • ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15019
    Mar 04, 2026
  • ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14100
    Mar 04, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17359
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17426
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17772
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16245
    Apr 03, 2021

ବିଶେଷ

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14653
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13863
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15012
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14632
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14433
    Feb 26, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15124
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14975
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14488
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16107
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ

    14262
    Mar 03, 2026
  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14625
    Mar 03, 2026
  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14374
    Mar 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In