Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, August 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ...

  • ସର୍ଟକଟ୍‌ ପ୍ରତି ସାବଧାନ ଓ ...

  • ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି

  • ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

  • ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ ...

  • ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ...

  • ପାନ ମସଲା ପ୍ୟାକେଟରେ ବ୍ୟବହାର ହେବନି ...

  • ସ୍ୱାମୀଙ୍କୁ ଛାଡି ପ୍ରେମିକକୁ ବାହାହେଲେ, ...

  • ଆତଙ୍କବାଦୀ ଆକ୍ରମଣ ଘଟାଇବା ନେଇ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››କାର୍‌ର ଅନ୍ତିମ ସଂସ୍କାର, ୧୫ ହଜାର ଲୋକଙ୍କ ପାଇଁ ଭୋଜିର ଆୟୋଜନ

କାର୍‌ର ଅନ୍ତିମ ସଂସ୍କାର, ୧୫ ହଜାର ଲୋକଙ୍କ ପାଇଁ ଭୋଜିର ଆୟୋଜନ

2024-11-09 19:56:43
15285
Share:
Facebook
Twitter
E-Mail
WhatsApp
Telegram
କାର୍‌ର ଅନ୍ତିମ ସଂସ୍କାର, ୧୫ ହଜାର ଲୋକଙ୍କ ପାଇଁ ଭୋଜିର ଆୟୋଜନ

ଆପଣ ଅନେକ ପ୍ରକାରର ବିଦାୟ ସମାରୋହ ଦେଖିବାକୁ ଦେଖିଛନ୍ତି। କିନ୍ତୁ କେବେ କାରର ଅନ୍ତିମ ବିଦାୟ ଦେଖିଛନ୍ତି କି? ଜଣେ ବ୍ୟକ୍ତି ତାଙ୍କ କାରକୁ ଏତେ ଭଲ ପାଉଥିଲେ ଯେ, ୧୨ ବର୍ଷର କାରକୁ କବାଡିବାଲାକୁ ଦେବା ଅପେକ୍ଷା ତାହାକୁ ପୋତିଦେବା ଉଚିତ୍‌ ମଣିଛନ୍ତି।

ବର୍ତ୍ତମାନ ଗୁଜରାଟରେ ଏଭଳି ଅଜବ ଘଟଣା ଘଟିଛି । ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଗୁଜରାଟର ଏକ ପରିବାର ସେମାନଙ୍କ କାରର ଅନ୍ତିମ ସଂସ୍କାର କରିଛନ୍ତି। ଏହି ଅନନ୍ୟ ମାମଲା ଗୁଜୁରାଟର ଅମ୍ରୋଲିରେ ଘଟିଛି। ଏକ ପରିବାର ୧୫ଫୁଟ ଗଭୀର ଗାତ ଖୋଳି କାରକୁ ପୋତି ଦେଇଥିଲେ ଏବଂ ପରେ ୧୫୦୦ ଲୋକଙ୍କ ପାଇଁ ଏକ ଭୋଜିର ଆୟୋଜନ କରିଥିଲେ। ଏହି ପୁରା କାର୍ଯ୍ୟକ୍ରମରେ ପ୍ରାୟ ୪ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଥିଲା।

ଗୁଜରାଟର ଅମ୍ରୋଲି ଜିଲାର ଲାଠି ତାଲୁକାର ପାଦରସିଙ୍ଗା ଗାଁର ବାସିନ୍ଦା ସଞ୍ଜୟ ପୋଲାରା ଏବଂ ତାଙ୍କ ପରିବାର ସେମାନଙ୍କ ଚାଷ ଜମିରେ ୧୨ ବର୍ଷ ଧରି ସହାୟତା କରିଆସୁଥିବା କାରର ଶେଷ ରୀତିନୀତି କରିଥିଲେ। ଏହି ସମୟ ମଧ୍ୟରେ କୃଷକ ସଞ୍ଜୟ ମଧ୍ୟ ତାଙ୍କ କାର ପାଇଁ ଏକ ଅନ୍ତିମ ସଂସ୍କାରର ଆୟୋଜନ କରିଥିଲେ। ଏଥିରେ ୧୫ ହଜାର ଲୋକ ଅଂଶଗ୍ରହଣ କରିଥିଲେ।

ସଞ୍ଜୟ ତାଙ୍କର ୧୨ ବର୍ଷ ପୁରୁଣା ୱାଗନ୍ ଆର କାରକୁ ସମାଧି ଦେବା ପାଇଁ ୧୫ଫୁଟ ଗଭୀର ଗାତ ଖୋଳିଥିଲେ। ସମାଧି ଦେବା ପୂର୍ବରୁ କାରକୁ ପ୍ରଥମେ ଫୁଲରେ ସଜା ଯାଇଥିଲା। ଏହା ପରେ କାରକୁ ଖାଲ ପର୍ଯ୍ୟନ୍ତ ନିଆଯାଇ ସମାଧି ଦିଆଯାଇଥିଲା।


Powered by Froala Editor

Tags car

Related articles Odisha News Lens 4.1

  • ମୁମ୍ବାଇର କୁର୍ଲାରେ ଭୂସ୍ଖଳନ
    ଦେଶ-ଦେଶାନ୍ତର

    ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

    14154
    Aug 12, 2026
  • ସର୍ଟକଟ୍‌ ପ୍ରତି ସାବଧାନ ଓ ଇନଫ୍ଲୁଏନ୍ସର୍‌ଙ୍କ ଠାରୁ ସତର୍କ ରହିବାକୁ ପରାମର୍ଶ ଦେଲେ ...
    ଦେଶ-ଦେଶାନ୍ତର

    ସର୍ଟକଟ୍‌ ପ୍ରତି ସାବଧାନ ଓ ଇନଫ୍ଲୁଏନ୍ସର୍‌ଙ୍କ ଠାରୁ ସତର୍କ ରହିବାକୁ ପରାମର୍ଶ ଦେଲେ ...

    15017
    Aug 12, 2026
  • ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି
    ଦେଶ-ଦେଶାନ୍ତର

    ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି

    13746
    Aug 12, 2026
  • ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି
    ଦେଶ-ଦେଶାନ୍ତର

    ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି

    14318
    Aug 12, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ ...

    13692
    Aug 12, 2026
  • ପାନ ମସଲା ପ୍ୟାକେଟରେ ବ୍ୟବହାର ହେବନି ପ୍ଲାଷ୍ଟିକ୍
    ଦେଶ-ଦେଶାନ୍ତର

    ପାନ ମସଲା ପ୍ୟାକେଟରେ ବ୍ୟବହାର ହେବନି ପ୍ଲାଷ୍ଟିକ୍

    14482
    Aug 12, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ
    ବିଶେଷ

    ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14124
    Aug 13, 2026
  • ସ୍ୱାମୀଙ୍କୁ ଛାଡି ପ୍ରେମିକକୁ ବାହାହେଲେ, କିନ୍ତୁ ତଣ୍ଟିଚିପି ମାରିଦେଲା ପ୍ରେମିକ
    ଅପରାଧ

    ସ୍ୱାମୀଙ୍କୁ ଛାଡି ପ୍ରେମିକକୁ ବାହାହେଲେ, କିନ୍ତୁ ତଣ୍ଟିଚିପି ମାରିଦେଲା ପ୍ରେମିକ

    15095
    Aug 12, 2026
  • ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ମୋହର
    ଦେଶ-ଦେଶାନ୍ତର

    ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ମୋହର

    13894
    Aug 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    13692
    Aug 12, 2026
  • ଦେଶ-ଦେଶାନ୍ତର

    ପାନ ମସଲା ପ୍ୟାକେଟରେ ବ୍ୟବହାର ହେବନି ପ୍ଲାଷ୍ଟିକ୍

    14482
    Aug 12, 2026
  • ଦେଶ-ଦେଶାନ୍ତର

    ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି

    13746
    Aug 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17026
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17639
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17688
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18089
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14124
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14481
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14314
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15899
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16313
    Aug 02, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

- ବୋରିଙ୍ଗପଦର ଏବଂ ପାଲବେରୀ ଗ୍ରାମରୁ ୩୫୦ ରୁ ଅଧିକ ଅଂଶଗ୍ରହଣ କରିଥିଲେ

- ପାରମ୍ପରିକ ପୋଷାକ, ସ୍ୱଦେଶୀ ଖାଦ୍ୟ ଏବଂ ସାଂସ୍କୃତିକ ପ୍ରତିଯୋଗିତା ମାଧ୍ୟମରେ ଜନଜାତି ଐତିହ୍ୟ ପ୍ରଦର୍ଶନ

ଭୁବନେଶ ...

  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14355
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15258
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14627
    Aug 07, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଗ୍ରାମୀଣ ଶିକ୍ଷାକୁ ସୁଦୃଢ଼ କରୁଛି

    14160
    Aug 04, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି

    13746
    Aug 12, 2026
  • ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ମୋହର

    13894
    Aug 12, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14124
    Aug 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In