Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, February 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ...

  • ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ...

  • ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ...

  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ...

  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ...

  • ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ...

  • ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ...

  • ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ...

Home ›› ››କୁକୁର ଛୁଆଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ମହିଳା

କୁକୁର ଛୁଆଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ମହିଳା

2024-11-10 10:25:21
14370
Share:
Facebook
Twitter
E-Mail
WhatsApp
Telegram
କୁକୁର ଛୁଆଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ମହିଳା

ଲକ୍ଷ୍ନୌ: ଉତ୍ତର ପ୍ରଦେଶର ମିରଟ ସହରରେ ଜୁଇଜଣ ମହିଳା ୫ଟି ବୁଲା କୁକୁର ଛୁଆକୁ ଜିଅନ୍ତା ପୋଡି ମାରିଦେଇଥିବା ଅଭିଯୋଗ ହୋଇଛି। ସହରର କାଙ୍କେରଖେଡା ଅଞ୍ଚଳରେ ଏହି ଘଟଣା ଘଟିଛି। କୁକୁର ଛୁଆଗୁଡିକ ଦିନରାତି ଭୁକିବା ଫଳରେ ସେଠାରେ ବାସ କରୁଥିବା ଶୋଭା ଓ ଆରତି ନାମ୍ନୀ ଦୁଇ ମହିଳା ଅତିଷ୍ଠ ହୋଇପଡିଥିଲେ। ସ୍ଥିତି ଅସହ୍ୟ ହେବାପରେ ଶୁକ୍ରବାର ଏହି ଦୁଇ ମହିଳା କୁକୁର ଛୁଆଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ସ୍ଥାନୀୟ ବାସିନ୍ଦା ଏହାର ପ୍ରତିବାଦ କରିବାରୁ ଦୁଇ ମହିଳା ସେମାନଙ୍କୁ ଅଶ୍ରାବ୍ୟ ଭଷାରେ ଗାଳି ଗୁଲଜ କରିଥିଲେ। ଆନିମଲ କେୟାର ସୋସାଇଟିର ସମ୍ପାଦକ ଅଂଶୁମାଳି ବଶିଷ୍ଠଙ୍କ ଏତଲାକୁ ଆଧାର କରି ପୁଲିସ ‘ପ୍ରିଭେନସନ ଅଫ୍ କ୍ରୁଏଲଟିଜ୍ ଟୁ ଆନିମଲ୍ସ ଆଇନ’ର ଧାରା ୩୨୫ ଅନୁଯାୟୀ ଏହି ଦୁଇ ମହିଳାଙ୍କ ବିରୋଧରେ ମାମଲା ରୁଜୁ କରିଥିବା ଜଣାପଡିଛି।

Powered by Froala Editor

Tags Dog

Related articles Odisha News Lens 4.1

  • ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା
    ଦେଶ-ଦେଶାନ୍ତର

    ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା

    14680
    Feb 25, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ
    ବିଶେଷ

    ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14737
    Feb 25, 2026
  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ
    ଦେଶ-ଦେଶାନ୍ତର

    ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ

    14531
    Feb 24, 2026
  • ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ରଖିଲେ ସାଂସଦ
    ଦେଶ-ଦେଶାନ୍ତର

    ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ରଖିଲେ ସାଂସଦ

    14543
    Feb 25, 2026
  •  ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି
    ଦେଶ-ଦେଶାନ୍ତର

    ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି

    13629
    Feb 24, 2026
  • ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ଜାରି, ୭୪ ଲକ୍ଷରୁ ଅଧିକ ଭୋଟର ପଡିଛନ୍ତି ବାଦ
    ଦେଶ-ଦେଶାନ୍ତର

    ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ଜାରି, ୭୪ ଲକ୍ଷରୁ ଅଧିକ ଭୋଟର ପଡିଛନ୍ତି ବାଦ

    13658
    Feb 24, 2026
  • ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ମୂର୍ତ୍ତି ସ୍ଥାପନ
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ମୂର୍ତ୍ତି ସ୍ଥାପନ

    15227
    Feb 24, 2026
  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍
    ଦେଶ-ଦେଶାନ୍ତର

    ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15486
    Feb 24, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ
    ବାଣିଜ୍ୟ

    ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15332
    Feb 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15486
    Feb 24, 2026
  • ଦେଶ-ଦେଶାନ୍ତର

    ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ଆସିଲେ ସ୍ବାମୀ ଅଭିମୁକ୍ତେଶ୍ବରାନନ୍ଦ

    14875
    Feb 25, 2026
  • ଦେଶ-ଦେଶାନ୍ତର

    ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ଜାରି, ୭୪ ଲକ୍ଷରୁ ଅଧିକ ଭୋଟର ପଡିଛନ୍ତି ବାଦ

    13658
    Feb 24, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17351
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17420
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17763
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16239
    Apr 03, 2021

ବିଶେଷ

  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14737
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15600
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16117
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14516
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15285
    Feb 18, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15114
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14966
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14478
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16089
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ଆସିଲେ ସ୍ବାମୀ ଅଭିମୁକ୍ତେଶ୍ବରାନନ୍ଦ

    14875
    Feb 25, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14737
    Feb 25, 2026
  • ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି

    13629
    Feb 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In