Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ...

  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ...

  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ...

  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ ...

  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ...

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା

  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ...

  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ...

Home ›› ››କବାଟ ପଛପଟେ ଟାଙ୍ଗନ୍ତୁ ନାହିଁ ଏହି ଜିନିଷ, ହୋଇଥାଏ ଅଶୁଭ

କବାଟ ପଛପଟେ ଟାଙ୍ଗନ୍ତୁ ନାହିଁ ଏହି ଜିନିଷ, ହୋଇଥାଏ ଅଶୁଭ

2024-11-12 04:47:49
16477
Share:
Facebook
Twitter
E-Mail
WhatsApp
Telegram
କବାଟ ପଛପଟେ ଟାଙ୍ଗନ୍ତୁ ନାହିଁ ଏହି ଜିନିଷ, ହୋଇଥାଏ ଅଶୁଭ

ସନାତନ ଧର୍ମରେ ଜ୍ୟୋତିଷ ଶାସ୍ତ୍ର, ବାସ୍ତୁ ଶାସ୍ତ୍ର, ସ୍ୱପ୍ନ ଶାସ୍ତ୍ର ଓ ସାମୁଦ୍ରିକ ଶାସ୍ତ୍ରର ବିଶେଷ ମହତ୍ତ୍ୱ ରହିଛି । ଜୀବନରେ ଥିବା ସମସ୍ୟାକୁ ଦୂର ପାଇଁ ଓ ସୁଖମୟ ଜୀବନ ପାଇଁ ଶାସ୍ତ୍ରରେ କିଛି ସରଳ ଉପାୟ ବର୍ଣ୍ଣନା କରାଯାଇଛି । ବାସ୍ତୁ ଶାସ୍ତ୍ରରେ ଘର, କାର୍ଯ୍ୟାଳୟ ଆଦି ସ୍ଥାନ ପାଇଁ ସଠିକ୍‌ ଦିଗ ଓ ସ୍ଥାନ ବିଷୟରେ ବର୍ଣ୍ଣନା କରାଯାଇଛି । ଶାସ୍ତ୍ରରେ କକ୍ଷ, ରୋଷେଇ ଘର, ଶୟନ କକ୍ଷ ଏଭଳି କି ଘରର କବାଟକୁ ନେଇ ମଧ୍ୟ କିଛି ନିୟମ ବର୍ଣ୍ଣନା କରାଯାଇଛି । ସାଧାରଣତଃ ଦେଖାଯାଏ, ଅଧିକାଂଶ ଲୋକେ ନିଜ ଘରର କବାଟ ପଛ ପଟେ ପୋଷାକ ଟାଙ୍ଗି କରି ରଖନ୍ତି । ମାତ୍ର ବାସ୍ତୁ ଶାସ୍ତ୍ର ଅନୁସାରେ ଏହାକୁ ଅଶୁଭ ବୋଲି କୁହାଯାଇଛି । ଜାଣନ୍ତୁ..

ବାସ୍ତୁ ଅନୁସାରେ ଘରର କବାଟ ପଛ ପଟରେ ପୋଷାକ ଟାଙ୍ଗିବା ଉଚିତ୍‌ ନୁହେଁ । କବାଟ ଉପର ଅଂଶ ମା’ଲକ୍ଷ୍ମୀଙ୍କ ସ୍ଥାନ ବୋଲି କୁହାଯାଇଛି । ତେଣୁ କବାଟ ପଛ ପଟେ ପୋଷାକ ଟାଙ୍ଗିବାକୁ ବାରଣ କରାଯାଇଛି । ଏହାଦ୍ୱାରା ମା’ଲକ୍ଷ୍ମୀ ଅସନ୍ତୁଷ୍ଟ ହୋଇଥାଆନ୍ତି ।ପୋଷାକ ସହ ଜଡିତ ଅନେକ ସମସ୍ୟା ମଧ୍ୟ ଦେଖାଦେଇଥାଏ । ଏହାସହ ଧନହାନୀ, ପରିବାରରେ କଳହ, ଘରେ ନକରାତ୍ମକ ଶକ୍ତି ପ୍ରବେଶ, ଉନ୍ନତିରେ ବାଧା, ଚାକିରି ଓ ବ୍ୟବସାୟ ଆଦିରେ ସମସ୍ୟା ଦେଖାଦେଇଥାଏ ।

ବାସ୍ତୁ ଅନୁସାରେ ଘରର ମହତ୍ତ୍ୱପୂର୍ଣ୍ଣ ଅଂଶ ହେଉଛି କବାଟ । ତେଣୁ କବାଟର ରଙ୍ଗ ଓ ଦିଗ ପ୍ରତି ମଧ୍ୟ ଧ୍ୟାନ ଦେବା ଆବଶ୍ୟକ ।
ସାଧାରଣତଃ ଲୋକେ କବାଟ ପଛପଟେ ପୁରୁଣା ପୋଷାକ ମଧ୍ୟ ଟାଙ୍ଗି କରି ରଖନ୍ତି । ଏହାସହ ଯେଉଁ ପୋଷାକକୁ ବ୍ୟବହାର କରୁନଥିଲେ କିମ୍ବା ଛିଣ୍ଡା ପୋଷାକକୁ ଆଦୌ ସେପରି ରଖନ୍ତୁ ନାହିଁ । ଏହାଦ୍ୱାରା ନକରାତ୍ମକ ଶକ୍ତି ପ୍ରବେଶ କରିଥାଏ ।

ଘରେ ଅନେକ ସମୟରେ କବାଟ ପଛରେ ଥିବା ହୁକ୍‌ରେ ଚାବିକୁ ଟାଙ୍ଗି କରି ରଖନ୍ତି । କବାଟ ଖୋଲିବା ସମୟରେ ଏଥିରୁ ଶବ୍ଦ ହୋଇଥାଏ । ବାସ୍ତୁ ଅନୁଯାୟୀ ଏହାଦ୍ୱାରା ନକରାତ୍ମକ ଶକ୍ତି ପ୍ରବେଶ କରି ଥାଏ ।
କବାଟ ପଛରେ ନୂଆ ଜୋତା ଚପଲ ମଧ୍ୟ ଟାଙ୍ଗି କରି ରଖନ୍ତୁ ନାହିଁ ।

Powered by Froala Editor

Tags Bastu tips

Related articles Odisha News Lens 4.1

  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା
    ରାଜନୀତି

    କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15510
    Jun 23, 2026
  • ୫୨ ବର୍ଷରେ ପାଦ ଥାପିଲେ ବିଜୟ
    ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15361
    Jun 22, 2026
  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ
    ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14812
    Jun 22, 2026
  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...
    ଦେଶ-ଦେଶାନ୍ତର

    ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...

    14622
    Jun 22, 2026
  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା
    ଦେଶ-ଦେଶାନ୍ତର

    କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13431
    Jun 23, 2026
  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ
    ଦେଶ-ଦେଶାନ୍ତର

    ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ

    14881
    Jun 22, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    13720
    Jun 23, 2026
  • ୨ ଫାଳ ଉଦ୍ଧବସେନା  : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ
    ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    13795
    Jun 23, 2026
  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା
    ଦେଶ-ଦେଶାନ୍ତର

    ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14622
    Jun 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13431
    Jun 23, 2026
  • ଦେଶ-ଦେଶାନ୍ତର

    ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14622
    Jun 22, 2026
  • ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14812
    Jun 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16937
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17556
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17606
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18002
    Sep 06, 2023

ବିଶେଷ

  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14741
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14616
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15583
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14443
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15768
    Jun 18, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13769
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14870
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15484
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15235
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    13720
    Jun 23, 2026
  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    13795
    Jun 23, 2026
  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15361
    Jun 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In