Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 19, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ନିଜ ନାମରୁ 'ଆହୁଜା' ହଟାଇଲେ ସୁନିତା

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଟ୍ରମ୍ପଙ୍କ ପସନ୍ଦ ଭିଭିଆଇପି, ଆମେରିକା ସରକାରରେ ସାମିଲ ହେଲେ ଏହିମାନେ

ଟ୍ରମ୍ପଙ୍କ ପସନ୍ଦ ଭିଭିଆଇପି, ଆମେରିକା ସରକାରରେ ସାମିଲ ହେଲେ ଏହିମାନେ

2024-11-13 11:28:53
15875
Share:
Facebook
Twitter
E-Mail
WhatsApp
Telegram
ଟ୍ରମ୍ପଙ୍କ ପସନ୍ଦ ଭିଭିଆଇପି, ଆମେରିକା ସରକାରରେ ସାମିଲ ହେଲେ ଏହିମାନେ

ୱାଶିଂଟନ: ଆମେରିକା କ୍ୟାବିନେଟ୍ ପାଇଁ ଟ୍ରମ୍ପଙ୍କ ପସନ୍ଦ ଭିଭିଆଇପି । ଆମେରିକା ସରକାରରେ ସାମିଲ ହେଲେ ଟେସ୍‌ଲାର ସିଇଓ ଏଲନ ମସ୍କ । ସେହିପରି ବିବେକ ରାମାସ୍ୱାମୀଙ୍କୁ ମଧ୍ୟ ବଡ଼ ଦାୟିତ୍ୱ ଦିଆଯାଇଛି। ଏଲନ ମସ୍କ ଓ ରାମାସ୍ୱାମୀଙ୍କୁ ଡିପାର୍ଟମେଣ୍ଟ୍‌ ଅଫ୍‌ ଗଭର୍ଣ୍ଣମେଣ୍ଟ୍‌ ଏଫିସେନ୍ସି (ଡିଓଜିଇ) ବିଭାଗର ନେତୃତ୍ୱ ନେବେ।

ଏନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି ନବ ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଆସନ୍ତା ଜାନୁଆରି ୨୦ରେ ରାଷ୍ଟ୍ରପତି ଭାବେ ଶପଥ ନେବେ ଡୋନାଲ୍ଡ ଟ୍ରମ୍ପ । ଏହା ପୂର୍ବରୁ ଟ୍ରମ୍ପ ନିଜର ଟିମ୍ ଗଠନରେ ଲାଗି ପଡ଼ିଛନ୍ତି।

ଏକ ବିବୃତି ଜାରି କରି ଟ୍ରମ୍ପ୍‌ କହିଛନ୍ତି, ‘‘୫୩ ବର୍ଷୀୟ କୋଟିପତି ଏଲନ ମସ୍କ ଓ ୩୯ ବ‌ର୍ଷୀୟ ରିପବ୍ଲିକାନ୍‌ ରାଷ୍ଟ୍ରପତି ପ୍ରାର୍ଥୀ ରାମସ୍ବାମୀ ବାହାରୁ ହ୍ବାଇଟ୍‌ ହାଉସ୍‌ ପାଇଁ କାମ କରିବେ।’’

ଏପଟେ ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବରିଷ୍ଠ ସିନେଟର ମାର୍କୋ ରୁବିଓଙ୍କୁ ବୈଦେଶିକ ସଚିବ (ବିଦେଶ ମନ୍ତ୍ରୀ) ପଦ ପାଇଁ ମନୋନୀତ କରିଛନ୍ତି।

ଯଦି ଏହା ନିଶ୍ଚିତ ହୁଏ, ତେବେ ରୁବିଓ ହେଉଛନ୍ତି ପ୍ରଥମ ଲାଟିନୋ ଯିଏ କି ଜାନୁଆରିରେ ଟ୍ରମ୍ପ ଦାୟିତ୍ୱ ଗ୍ରହଣ କରିବା ପରେ ଆମେରିକାର ଶୀର୍ଷ କୂଟନୀତିଜ୍ଞ ଭାବରେ କାର୍ଯ୍ୟ କରିବେ। ଫ୍ଲୋରିଡାର ବାସିନ୍ଦା ରୁବିଓ ବର୍ଷ ବର୍ଷ ଧରି ଆମେରିକାର ଶତ୍ରୁମାନଙ୍କ ପ୍ରତି ଦୃଢ଼ ଆଭିମୁଖ୍ୟ ଗ୍ରହଣ କରିବା ସହ ଚୀନ୍, ଇରାନ୍ ଓ କ୍ୟୁବା ଭଳି ଦେଶ ଦ୍ୱାରା ସୃଷ୍ଟି ହୋଇଥିବା ଆହ୍ୱାନର ଦୃଢ଼ ଜବାବ ଦେବାକୁ ଆହ୍ୱାନ ଦେଇଛନ୍ତି। ରୁବିଓ ଭାରତ ସହିତ ସମ୍ପର୍କକୁ ସୁଦୃଢ଼ କରିବାକୁ ଚାହାନ୍ତି। ବିଶେଷ କରି ପ୍ରତିରକ୍ଷା ଓ ବାଣିଜ୍ୟ କ୍ଷେତ୍ରରେ ଆମେରିକା-ଭାରତ ସହଯୋଗକୁ ଆହୁରି ସୁଦୃଢ଼ କରିବା ପାଇଁ ସେ ପ୍ରୟାସ ଜାରି ରଖିଛନ୍ତି।

Powered by Froala Editor

Tags Elon musk

Related articles Odisha News Lens 4.1

  • ଭିଡରେ ନିଜକୁ ପୁଣି ଥରେ ଖୋଜି ପାଇବାକୁ ଚାହେଁ...
    ମନୋରଞ୍ଜନ

    ଭିଡରେ ନିଜକୁ ପୁଣି ଥରେ ଖୋଜି ପାଇବାକୁ ଚାହେଁ...

    15321
    Jun 18, 2025
  • ନିଜ ନାମରୁ 'ଆହୁଜା' ହଟାଇଲେ ସୁନିତା
    ମନୋରଞ୍ଜନ

    ନିଜ ନାମରୁ 'ଆହୁଜା' ହଟାଇଲେ ସୁନିତା

    15516
    Jun 18, 2025
  • ମୋଦୀଙ୍କୁ ଭେଟିଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନୀ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଭେଟିଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନୀ

    13531
    Jun 18, 2025
  • କେଦାରନାଥ ଧାମରେ ଭୂସ୍ଖଳନ: ଦୁଇ ମୃତ, ୩ ଆହତ
    ଦେଶ-ଦେଶାନ୍ତର

    କେଦାରନାଥ ଧାମରେ ଭୂସ୍ଖଳନ: ଦୁଇ ମୃତ, ୩ ଆହତ

    13381
    Jun 18, 2025
  • ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ
    ବିଶେଷ

    ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

    14357
    Jun 18, 2025
  • ଚୀନର ଅଭିଯୋଗ: ଟ୍ରମ୍ପ ଦୁଇ ଦେଶର ଯୁଦ୍ଧକୁ ଉତ୍ତେଜିତ କରୁଛନ୍ତି
    ଦେଶ-ଦେଶାନ୍ତର

    ଚୀନର ଅଭିଯୋଗ: ଟ୍ରମ୍ପ ଦୁଇ ଦେଶର ଯୁଦ୍ଧକୁ ଉତ୍ତେଜିତ କରୁଛନ୍ତି

    13563
    Jun 18, 2025
  • ମାତ୍ର ୩୦୦୦ରେ ବାର୍ଷିକ Fastag ରିଚାର୍ଜ
    ଦେଶ-ଦେଶାନ୍ତର

    ମାତ୍ର ୩୦୦୦ରେ ବାର୍ଷିକ Fastag ରିଚାର୍ଜ

    15015
    Jun 18, 2025
  • ପାଇଲଟ ସ୍ୱାମୀଙ୍କ ଫଟୋଚିତ୍ରକୁ ଧରି କାନ୍ଦି କାନ୍ଦି ଅନ୍ତିମ ବିଦାୟ ଦେଲେ କର୍ଣ୍ଣେଲ ...
    ଦେଶ-ଦେଶାନ୍ତର

    ପାଇଲଟ ସ୍ୱାମୀଙ୍କ ଫଟୋଚିତ୍ରକୁ ଧରି କାନ୍ଦି କାନ୍ଦି ଅନ୍ତିମ ବିଦାୟ ଦେଲେ କର୍ଣ୍ଣେଲ ...

    13956
    Jun 18, 2025
  • ଦିନେ ମାଳି ବିକୁଥିଲେ, ଆଜି କୋଟିଏ ଟଙ୍କାର କାର୍‌ରେ ବୁଲୁଛନ୍ତି
    ମନୋରଞ୍ଜନ

    ଦିନେ ମାଳି ବିକୁଥିଲେ, ଆଜି କୋଟିଏ ଟଙ୍କାର କାର୍‌ରେ ବୁଲୁଛନ୍ତି

    14424
    Jun 18, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଲକ୍ ହୋଇଗଲା ବିମାନ ଗେଟ୍, ୪୦ ମିନିଟ୍ ଫସିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

    14612
    Jun 18, 2025
  • ମନୋରଞ୍ଜନ

    ଦିନେ ମାଳି ବିକୁଥିଲେ, ଆଜି କୋଟିଏ ଟଙ୍କାର କାର୍‌ରେ ବୁଲୁଛନ୍ତି

    14424
    Jun 18, 2025
  • ଦେଶ-ଦେଶାନ୍ତର

    ପାଇଲଟ ସ୍ୱାମୀଙ୍କ ଫଟୋଚିତ୍ରକୁ ଧରି କାନ୍ଦି କାନ୍ଦି ଅନ୍ତିମ ବିଦାୟ ଦେଲେ କର୍ଣ୍ଣେଲ ପତ୍ନୀ

    13956
    Jun 18, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16675
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16980
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15499
    Apr 03, 2021

ବିଶେଷ

  • ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

    14357
    Jun 18, 2025
  • ଶୋଇବା ପୂର୍ବରୁ ଖାଆନ୍ତୁ ମାତ୍ର ୨ ଗୁଜୁରାତି, ମିଳିବ ଚମତ୍କାର ଲାଭ

    14080
    Jun 18, 2025
  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14578
    Jun 17, 2025
  • ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

    15741
    Jun 17, 2025
  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    16110
    Jun 16, 2025

ବାଣିଜ୍ୟ

ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

ଭୁବନେଶ୍ୱର: ଅଜିମ ପ୍ରେମଜୀ ଫାଉଣ୍ଡେସନ ସ୍ନାତକୋତର ଡାକ୍ତର (ପିଜି) ମାନଙ୍କ ନିମନ୍ତେ  ୧୮ ମାସର ନିମଗ୍ନକାରୀ ଶିକ୍ଷଣ ଅଭିଜ୍ଞତା ହାସଲ କରିବାକୁ ‘ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ’ ପ୍ର ...

  • ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    15383
    Jun 14, 2025
  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

    14487
    May 30, 2025
  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15708
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16340
    Feb 21, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦିନେ ମାଳି ବିକୁଥିଲେ, ଆଜି କୋଟିଏ ଟଙ୍କାର କାର୍‌ରେ ବୁଲୁଛନ୍ତି

    14424
    Jun 18, 2025
  • ନିଜ ନାମରୁ 'ଆହୁଜା' ହଟାଇଲେ ସୁନିତା

    15516
    Jun 18, 2025
  • ମୋଦୀଙ୍କୁ ଭେଟିଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନୀ

    13531
    Jun 18, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In