Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, October 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ...

  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ...

  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ...

  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ...

  • ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ...

  • ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌

  • ଆଗପଛ ହୋଇ ଚାଲିଗଲେ ୩ ଭାଈ: ମୋ ଭାଇ ମୋତେ ...

  • ଗଙ୍ଗା ନଦୀରେ ଡଙ୍ଗା ବୁଡ଼ି ୧୪ ଜଣଙ୍କ ...

  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

  • ୟୁପିଆଇକୁ ନେଇ ଆସିଲା ବଡ ଖବର: ଦୀପାବଳି ...

ଅପରାଧ
Home ›› ଅପରାଧ ››ଜମି ଭାଗବଣ୍ଟାକୁ ନେଇ ମର୍ଡର : ବଡ଼ଭାଇ, ଭାଉଜର ତଣ୍ଟି କାଟିଦେଲା ସାନଭାଇ

ଜମି ଭାଗବଣ୍ଟାକୁ ନେଇ ମର୍ଡର : ବଡ଼ଭାଇ, ଭାଉଜର ତଣ୍ଟି କାଟିଦେଲା ସାନଭାଇ

2024-11-13 19:55:09
23026
Share:
Facebook
Twitter
E-Mail
WhatsApp
Telegram
ଜମି ଭାଗବଣ୍ଟାକୁ ନେଇ ମର୍ଡର : ବଡ଼ଭାଇ, ଭାଉଜର ତଣ୍ଟି କାଟିଦେଲା ସାନଭାଇ

କେଇହାତ ଜମି ପାଇଁ ଗଞ୍ଜାମ ଜିଲ୍ଲା ଆସିକା ଥାନା ଅଞ୍ଚଳରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ସାନଭାଇ ରକ୍ତମୁଖା ହୋଇ ବଡ଼ଭାଇ ଓ ଭାଉଜଙ୍କୁ ନିର୍ମମ ଭାବେ ହତ୍ୟା କରିଛି। ଗଂଜାମ ଜିଲ୍ଲା ଆସିକା ଥାନା ଅଞ୍ଚଳ ଖଣ୍ଡଦେଉଳି ପଞ୍ଚାୟତର ସମେଇଗୁଡା ଗ୍ରାମରେ ହତ୍ୟାକାଣ୍ଡ ହୋଇଛି। ମୃତ ବ୍ୟକ୍ତି ହେଲେ ରାଜୁ ପାତ୍ର ଓ ତାଙ୍କର ସ୍ତ୍ରୀ ଲକ୍ଷ୍ମୀ ପାତ୍ର। ଅଭିଯୁକ୍ତମାନେ ହେଲେ ଭୋବନୀ ପାତ୍ର, ତାର ସ୍ତ୍ରୀ ରଂଜିତା ପାତ୍ର ଓ ପୁପୁନ ପାତ୍ର। ଏନେଇ ଅଭିଯୋଗ ହେବା ପରେ ପୁଲିସ୍‌ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି।

ଆସିକା ଥାନା ଅନ୍ତର୍ଗତ ଖଣ୍ଡଦେଉଳି ପଞ୍ଚାୟତ ସମେଇଗୁଡ଼ା ଗାଁର ରାଜୁ ପାତ୍ରର ୪ ଭାଇ। ଦୀର୍ଘ ଦିନ ଧରି ଜମି ଭାଗବଣ୍ଟାକୁ ନେଇ ଭାଇମାନଙ୍କ ଭିତରେ ତୀକ୍ତତା ଲାଗି ରହିଥିଲା। ବଡ଼ଭାଇ ରାଜୁଙ୍କୁ ଚାଷ କରିବାକୁ ଦେଉନଥିଲେ ସାନ ଭାଇ ଭୋବିନି ପାତ୍ର। ଯେଉଁଥିପାଇଁ ଅନେକ ସମୟରେ ପାଟିତୁଣ୍ଡ ଓ ଗଣ୍ଡଗୋଳ ହେଉଥିଲା। ବୁଧବାର ରାଜୁ ଓ ତାଙ୍କ ପତ୍ନୀ ବିଲକୁ କାମ କରିବାକୁ ଯାଇଥିଲେ।

ପୂର୍ବାହ୍ନ ପ୍ରାୟ ୯ଟା ବେଳକୁ ଜମିରେ ଅନ୍ୟ କେହି ନଥିବା ଦେଖି ରାଜୁ ପାତ୍ରଙ୍କୁ ସାନ ଭାଇ ଭୋବନୀ, ଭାଇବୋହୁ ରଞ୍ଜିତା ଓ ପୁତୁରା ପ୍ସପୁନ ମିଳିତ ଭାବେ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ।ଅତି ନିଷ୍ଠୁରତାର ସହିତ ଛୁରୀ ଭୂସି ଥିଲେ ଓ ଗଳା କାଟି ଦେଇଥିଲେ। ସେହିସ୍ଥାନରେ ରାଜୁଙ୍କ ସ୍ତ୍ରୀ ଲଷ୍ମୀ ସାହାଯ୍ୟ ପାଇଁ ଚିତ୍କାର କରିବାରୁ ତାଙ୍କୁ ମଧ୍ୟ ପିଟିପିଟି ପିଟି ଓ ବିଷ ପିଆଇ ଥିଲେ। ଘଟଣାସ୍ଥଳରେ ରାଜୁଙ୍କର ମୃତ୍ୟୁ ହୋଇଥିଲା। ଲକ୍ଷ୍ମୀଙ୍କୁ ଗୁରୁତର ଭାବେ ଉଦ୍ଧାର କରାଯାଇ ବ୍ରହ୍ମପୁର ନିଆଯାଇଥିଲା। ସେଠାରେ ଲକ୍ଷ୍ମୀଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ।  ପୁଲିସ ଓ ସାଇଣ୍ଟିଫିକ ଟିମ ଘଟଣାସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛନ୍ତି।

Powered by Froala Editor

Tags murder

Related articles Odisha News Lens 4.1

  • ଆଗପଛ ହୋଇ ଚାଲିଗଲେ ୩ ଭାଈ: ମୋ ଭାଇ ମୋତେ ଡାକୁଛି...
    ଦେଶ-ଦେଶାନ୍ତର

    ଆଗପଛ ହୋଇ ଚାଲିଗଲେ ୩ ଭାଈ: ମୋ ଭାଇ ମୋତେ ଡାକୁଛି...

    13903
    Oct 14, 2026
  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...
    ଦେଶ-ଦେଶାନ୍ତର

    ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...

    13395
    Oct 14, 2026
  • ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌
    ଦେଶ-ଦେଶାନ୍ତର

    ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌

    13845
    Oct 14, 2026
  • ଏକ ନୂଆ ଦଳ
    ଦେଶ-ଦେଶାନ୍ତର

    ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ମଧ୍ୟରେ ୪ ମିଲିୟନରୁ ଅଧିକ ଭ୍ୟୁ

    15301
    Oct 14, 2026
  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର
    ଦେଶ-ଦେଶାନ୍ତର

    କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13715
    Oct 14, 2026
  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ
    ଦେଶ-ଦେଶାନ୍ତର

    ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15441
    Oct 14, 2026
  • ଗଙ୍ଗା ନଦୀରେ ଡଙ୍ଗା ବୁଡ଼ି ୧୪ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ଡଙ୍ଗା ବୁଡ଼ି ୧୪ ଜଣଙ୍କ ମୃତ୍ୟୁ

    14435
    Oct 14, 2026
  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ
    ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    14771
    Oct 14, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା
    ବାଣିଜ୍ୟ

    BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13575
    Oct 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌

    13845
    Oct 14, 2026
  • ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    14771
    Oct 14, 2026
  • ଦେଶ-ଦେଶାନ୍ତର

    ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଏଲ. ମୁରୁଗାନ

    13395
    Oct 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17178
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17870
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17822
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18242
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14562
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14669
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15673
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14347
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16083
    Sep 23, 2026

ବାଣିଜ୍ୟ

BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

ଭାରତୀୟ ଶେୟାର ବଜାରରେ ଜୋରଦାର ଉତ୍ସାହ ଦେଖିବାକୁ ମିଳିଛି। BSE ସେନ୍‌ସେକ୍ସ ଓ NSE ନିଫ୍ଟି ୫୦ ଉଭୟ ୧ ପ୍ରତିଶତରୁ ଅଧିକ ବୃଦ୍ଧି ସହ କାରବାର ଶେଷ କରିଛନ୍ତି। କାରବାର ଶେଷରେ BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବା ୧.୫୪ ପ୍ରତିଶତ ବୃଦ୍ଧି ପାଇ ୭୩,୦୩୩.୭୮ ପଏଣ୍ଟରେ ବନ୍ଦ ହୋଇଛି। ସେହିପରି NSE ନିଫ୍ଟି ୫୦ ୩ ...

  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15092
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15804
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15031
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15558
    Oct 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗଙ୍ଗା ନଦୀରେ ଡଙ୍ଗା ବୁଡ଼ି ୧୪ ଜଣଙ୍କ ମୃତ୍ୟୁ

    14435
    Oct 14, 2026
  • ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌

    13845
    Oct 14, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13575
    Oct 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In