Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ...

  • ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ...

  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ...

  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ...

  • ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ...

  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ...

  • ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ...

  • ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ...

  • ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ...

  • ଅଲ୍ଲୁ ଅର୍ଜୁନଙ୍କୁ ସମନ

Home ›› ››ଝାଡ଼ଖଣ୍ଡ ନିର୍ବାଚନ: ୬୪.୮୩% ମତଦାନ

ଝାଡ଼ଖଣ୍ଡ ନିର୍ବାଚନ: ୬୪.୮୩% ମତଦାନ

2024-11-14 11:03:30
14517
Share:
Facebook
Twitter
E-Mail
WhatsApp
Telegram
ଝାଡ଼ଖଣ୍ଡ ନିର୍ବାଚନ: ୬୪.୮୩% ମତଦାନ

ରାଞ୍ଚି : ଝାଡଖଣ୍ଡ ବିଧାନସଭାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବୁଧବାର ଶାନ୍ତି ଶୃଙ୍ଖଳାର ସହ ଭୋଟ ଗ୍ରହଣ ଶେଷ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୪୩ଟି ଆସନ ପାଇଁ ଭୋଟ ଗ୍ରହଣ ହୋଇଛି। ଏହି ପର୍ଯ୍ୟାୟରେ ୬୪.୮୩% ମତଦାନ ହୋଇଛି। ଏହି ମତଦାନ ସହିତ ୬୮୨ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍‌ ହୋଇଛି। ସମସ୍ତ ମତଦାନ କେନ୍ଦ୍ରରେ ସକାଳ ୭ଟାରୁ ଅପରାହ୍ଣ ୫ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହୋଇଥିଲା। ତେବେ ୯୫୦ଟି ବୁଥରେ ଅପରାହ୍ଣ ୪ଟାରେ ଭୋଟ ଗ୍ରହଣ ଶେଷ ହୋଇଥିଲା। ଝାଡଖଣ୍ଡର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ସହିତ କେରଳ ୱାୟନାଡ ଲୋକସଭା ଆସନ ସହିତ ୧୦ଟି ରାଜ୍ୟର ୩୧ଟି ବିଧାନସଭା ଆସନର ଉପନିର୍ବାଚନ ପାଇଁ ମଧ୍ୟ ମତଦାନ ଶେଷ ହୋଇଛି। ଏହି ଉପନିର୍ବାଚନର ଫଳ ଉଭୟ ଏନଡିଏ ଓ ଇଣ୍ଡି ମେଣ୍ଟ ପାଇଁ ଶକ୍ତି ପରୀକ୍ଷାର ବିଷୟ। ଉପନିର୍ବାଚନ ଅନୁଷ୍ଠିତ ହୋଇଥିବା ବିଧାନସଭା କ୍ଷେତ୍ର ମଧ୍ୟରେ ରାଜସ୍ଥାନର ୭, ପଶ୍ଚିମବଙ୍ଗର ୬, ଆସାମର ୫, ବିହାରର ୪, କର୍ଣ୍ଣାଟକର ୩, ମଧ୍ୟପ୍ରଦେଶର ୨, ଛତିଶଗଡ, ଗୁଜରାଟ, କେରଳ ଓ ମେଘାଳୟର ଗୋଟିଏ ଲେଖାଏଁ ଆସନ ରହିଛି। ନଭେମ୍ବର ୨୦ରେ ଝାଡଖଣ୍ଡ ବିଧାନସଭାର ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହା ସହିତ ଉତ୍ତରପ୍ରଦେଶର ୯, ପଞ୍ଜାବର ୪ ଓ କେରଳ ଗୋଟିଏ ଆସନରେ ଉପନିର୍ବାଚନ ହେବ। ନଭେମ୍ବର ୨୩ରେ ଭୋଟ ଗଣତି ହେବ।

Powered by Froala Editor

Tags Election

Related articles Odisha News Lens 4.1

  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ
    ବିଶେଷ

    ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14508
    Jun 22, 2026
  • ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ
    ଦେଶ-ଦେଶାନ୍ତର

    ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ

    15460
    Jun 20, 2026
  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ଚାଲିଛି ନିଟ୍‌-ୟୁଜି ପୁନଃପରୀକ୍ଷା
    ଦେଶ-ଦେଶାନ୍ତର

    ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ଚାଲିଛି ନିଟ୍‌-ୟୁଜି ପୁନଃପରୀକ୍ଷା

    15642
    Jun 21, 2026
  • ଅଲ୍ଲୁ ଅର୍ଜୁନଙ୍କୁ ସମନ
    ମନୋରଞ୍ଜନ

    ଅଲ୍ଲୁ ଅର୍ଜୁନଙ୍କୁ ସମନ

    15680
    Jun 20, 2026
  • ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ପ୍ରସ୍ତୁତ : ଉଦ୍ଧବ ଠାକରେ
    ଦେଶ-ଦେଶାନ୍ତର

    ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ପ୍ରସ୍ତୁତ : ଉଦ୍ଧବ ଠାକରେ

    14661
    Jun 20, 2026
  • ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ଧରାପଡିଲେ ଦୁଇଗୁଣା ଆଦାୟ ହେବ ଜୋରିମାନା
    ଦେଶ-ଦେଶାନ୍ତର

    ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ଧରାପଡିଲେ ଦୁଇଗୁଣା ଆଦାୟ ହେବ ଜୋରିମାନା

    15493
    Jun 21, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ
    ବିଶେଷ

    ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14389
    Jun 21, 2026
  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ

    13651
    Jun 21, 2026
  • ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ଅନ୍ତରାଷ୍ଟ୍ରିୟ ଯୋଗ ଉତ୍ସବ ପାଳନ
    ଦେଶ-ଦେଶାନ୍ତର

    ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ଅନ୍ତରାଷ୍ଟ୍ରିୟ ଯୋଗ ଉତ୍ସବ ପାଳନ

    14027
    Jun 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ଅବୁଧାବି

    14029
    Jun 20, 2026
  • ଦେଶ-ଦେଶାନ୍ତର

    ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ

    15460
    Jun 20, 2026
  • ବିଶେଷ

    ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14389
    Jun 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16937
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17556
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17606
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18002
    Sep 06, 2023

ବିଶେଷ

  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14508
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14389
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15526
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14412
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15742
    Jun 18, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13767
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14869
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15482
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15232
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ଚାଲିଛି ନିଟ୍‌-ୟୁଜି ପୁନଃପରୀକ୍ଷା

    15642
    Jun 21, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14508
    Jun 22, 2026
  • ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ

    15460
    Jun 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In