Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପଶ୍ଚିମବଙ୍ଗରେ ବିଜେପି ସରକାରଙ୍କ ପ୍ରଥମ ...

  • ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ...

  • ​ଆଇପିଏଲ୍‌ ମୁକୁଟ ବଜାୟ ରଖିଲା ରୋୟାଲ ...

  • ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ...

  • ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ...

  • ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ...

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ...

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ...

  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଧୂଆଁଳିଆ ରାଜଧାନୀ : ନିର୍ମାଣ କାର୍ଯ୍ୟରେ ଲାଗିଲା ରୋକ

ଧୂଆଁଳିଆ ରାଜଧାନୀ : ନିର୍ମାଣ କାର୍ଯ୍ୟରେ ଲାଗିଲା ରୋକ

2024-11-14 20:06:39
15986
Share:
Facebook
Twitter
E-Mail
WhatsApp
Telegram
ଧୂଆଁଳିଆ ରାଜଧାନୀ : ନିର୍ମାଣ କାର୍ଯ୍ୟରେ ଲାଗିଲା ରୋକ

ଦିଲ୍ଲୀରେ ଏବେ ନିଃଶ୍ୱାସ ନେବା କଷ୍ଟ ହୋଇପଡ଼ିଲାଣି। ଗୁରୁବାର ଦିଲ୍ଲୀର ବାୟୁ ଗୁଣବତ୍ତା(ଏକ୍ୟୁଆଇ) ୪୨୮ ରେ ପହଞ୍ଚିଛି। ଆଗକୁ ଏହି ସ୍ଥିତି ଆହୁରି ଖରାପ ହେବାକୁ ଥିବା ବେଳେ ବାୟୁ ଗୁଣବତ୍ତା ପ୍ରବନ୍ଧନ ଆୟୋଗ(ସିଏକ୍ୟୁଏମ) ଗ୍ରେଡେଡ ରେସପନ୍ସ ଆକ୍ସନ ପ୍ଲାନ(ଜିଆରଏପି) ୩ ଶ୍ରେଣୀ ଲାଗୁ କରିଛି।

ଜିଆରଏପି-୩ ଲାଗୁ ହେବା ପରେ ଦିଲ୍ଲୀ-ଏନସିଆର ଅଞ୍ଚଳରେ ନିର୍ମାଣକାର୍ଯ୍ୟ ଉପରେ ରୋକ ଲାଗିବ, କେବଳ ସେହି ନିର୍ମାଣକାର୍ଯ୍ୟ ଜାରି ରହିବ ଯାହା ରାଷ୍ଟ୍ରର ସ୍ୱାର୍ଥ ପାଇଁ ଜରୁରୀ ଅଟେ। ସେହିଭଳି ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ୍ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି।

ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳରେ ଅନାବଶ୍ୟକ ନିର୍ମାଣ ଓ ଉଚ୍ଛେଦ କାମ ବନ୍ଦ ରହିବ। ଦିଲ୍ଲୀ, ଗୁରୁଗ୍ରାମ, ଗାଜିଆବାଦ, ଫରିଦାବାଦ ଓ ଗୌତମବୁଦ୍ଧ ନଗରରେ ଜିଆରଏପି-୩ ଲାଗୁ ହୋଇଥିବାରୁ ପେଟ୍ରୋଲ ଚାଳିତ ବିଏସ୍‌ ୩ ଓ ଡିଜେଲ ଚାଳିତ ବିଏସ-୪ ବର୍ଗର ଗାଡ଼ି ଗୁଡ଼ିକ ଗଡ଼ିବ ନାହିଁ।

ଜିଆରଏପି-୩ର ତୃତୀୟ ପର୍ଯ୍ୟାୟରେ ରାସ୍ତା ସଫା କରିବା ପାଇଁ ଅତ୍ୟାଧୁନିକ ମେସିନ ଓ ପାଣି ସିଞ୍ଚନ ବ୍ୟବସ୍ଥା ହେବ। ଜରୁରୀ ସେବାକୁ ଛାଡ଼ି ଦେଲେ ଡିଜେଲ ଚାଲିତ ଜେନେରଟର ଚାଲି ପାରିବ ନାହିଁ।

ବଡ଼ ବଡ଼ ୱେଲଡିଙ୍ଗ ଓ ଗ୍ୟାସ କଟିଂ ଅପରେସନ ହେବ ନାହିଁ। ତେବେ ମେକାନିକାଲ, ଇଲେକ୍ଟ୍ରିକାଲ ଓ ପାଣି ପାଇପ ଜନିତ ଛୋଟ ଛୋଟ ୱେଲଡିଙ୍ଗକୁ ଅନୁମତି ରହିଛି। ପେଣ୍ଟିଂ, ପଲିଶିଂ ଓ ରଙ୍ଗ ଲିଭା କାର୍ଯ୍ୟ ହୋଇପାରିବ ନାହିଁ। ଘର ଭିତରେ ଛୋଟ ଧରଣର ସିମେଣ୍ଟ ଓ ରଙ୍ଗା ଦେବା କାମ ହୋଇପାରିବ।

ତେବେ ଗ୍ରେଡ୍ ରେସପନ୍ସ ଆକ୍ସନ ପ୍ଲାନ୍ (ଜିଆରଏପି) ହେଉଛି ଦିଲ୍ଲୀ ଏବଂ ଏନସିଆରରେ ବାୟୁ ପ୍ରଦୂଷଣର ମାତ୍ରା ହ୍ରାସ କରିବା ପାଇଁ ପରିକଳ୍ପିତ ପଦକ୍ଷେପ।


Powered by Froala Editor

Tags delhi

Related articles Odisha News Lens 4.1

  • ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

    14132
    May 31, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ
    ବିଶେଷ

    ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14779
    May 31, 2026
  •  ପୁଣି  ବୃଦ୍ଧି ହେଲା CNG ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14891
    May 30, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15382
    May 30, 2026
  • ​ଆଇପିଏଲ୍‌ ମୁକୁଟ ବଜାୟ ରଖିଲା ରୋୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ; ଫାଇନାଲରେ ଦମଦାର ...
    ଖେଳ ଖବର

    ​ଆଇପିଏଲ୍‌ ମୁକୁଟ ବଜାୟ ରଖିଲା ରୋୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ; ଫାଇନାଲରେ ଦମଦାର ...

    14649
    May 31, 2026
  • ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    15714
    May 31, 2026
  • ପଶ୍ଚିମବଙ୍ଗରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ୍ ବିସ୍ତାର, ୩୫ ଜଣ ନୂତନ ମନ୍ତ୍ରୀ ...
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ୍ ବିସ୍ତାର, ୩୫ ଜଣ ନୂତନ ମନ୍ତ୍ରୀ ...

    13984
    Jun 01, 2026
  • ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ଗିରଫ ହେଲେ ୫
    ଦେଶ-ଦେଶାନ୍ତର

    ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ଗିରଫ ହେଲେ ୫

    14073
    May 31, 2026
  •  ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ମୂଲ୍ୟ
    ଦେଶ-ଦେଶାନ୍ତର

    ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ମୂଲ୍ୟ

    14104
    Jun 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ଗିରଫ ହେଲେ ୫

    14073
    May 31, 2026
  • ଦେଶ-ଦେଶାନ୍ତର

    ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    15714
    May 31, 2026
  • ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15382
    May 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16899
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17519
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17568
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17956
    Sep 06, 2023

ବିଶେଷ

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14779
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14888
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14606
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15376
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14956
    May 26, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15443
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15188
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15671
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14010
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14426
    May 30, 2026
  • ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ଗିରଫ ହେଲେ ୫

    14073
    May 31, 2026
  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14891
    May 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In