Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, March 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ...

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ...

  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ...

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ...

  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ...

  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ...

  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ ...

ରାଜ୍ୟ
Home ›› ରାଜ୍ୟ ››ମହାପ୍ରଭୁ ଜଗନ୍ନାଥଙ୍କ ଜମି ଜାଲିଆତି, ଥାନାରେ ଏତଲା

ମହାପ୍ରଭୁ ଜଗନ୍ନାଥଙ୍କ ଜମି ଜାଲିଆତି, ଥାନାରେ ଏତଲା

2024-11-16 17:26:56
15572
Share:
Facebook
Twitter
E-Mail
WhatsApp
Telegram
ମହାପ୍ରଭୁ ଜଗନ୍ନାଥଙ୍କ ଜମି ଜାଲିଆତି, ଥାନାରେ ଏତଲା

ମହାପ୍ରଭୁ ଜଗନ୍ନାଥଙ୍କ ଜମି ଜାଲିଆତି ନେଇ ପୁରୀ ବାସେଳିସାହି ଥାନାରେ ଏତଲା ହୋଇଛି। ପୁରୀ ମାଟିତୋଟା ମୌଜାରେ ମହାପ୍ରଭୁଙ୍କ ନାଁରେ ଥିବା ଜମିକୁ ଜବରଦଖଲ କରି ବେଆଇନ ଭାବେ ହସ୍ତାନ୍ତର ଉଦ୍ୟମ ଅଭିଯୋଗ ହୋଇଛି। ଉକ୍ତ ଜମିକୁ ଜବରଦଖଲ କରି ମୋଟ୍‌ ୧୦୯ଟି ପ୍ଲଟ୍‌କୁ ବେଆଇନ ଭାବେ ହାତେଇବା ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି।

ଏହା ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ପୁରୀ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ଶ୍ରୀମନ୍ଦିର ପ୍ରଶାସନ ଅନୁରୋଧ କରିଛି। ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି, ଶ୍ରୀଜଗନ୍ନାଥ ମହାପ୍ରଭୁ ବିଜେ ପୁରୀ, ମାର୍ଫତ ପରିଚାଳନା କମିଟିଙ୍କ ସମସ୍ତ ଜମି ପଟ୍ଟା ଗୁଡିକର ଏବେ କମ୍ପ୍ୟୁଟରୀକରଣ ପ୍ରକ୍ରିୟା ଚାଲୁ ରହିଛି। ବିକ୍ରିବଟା ବା ଲିଜ ଇଦ୍ୟାଦିକୁ ସଂପୂର୍ଣ୍ଣ ରୂପେ ସ୍ୱଚ୍ଛ କରିବା ଆମର ଲକ୍ଷ୍ୟ । 

ଶ୍ରୀଜଗନ୍ନାଥଙ୍କ ଭୂସମ୍ପତ୍ତିର ଏଭଳି ବେଆଇନ ହସ୍ତାନ୍ତର ସମ୍ପୂର୍ଣ୍ଣ ଅବୈଧ। ଏଥିରୁ କ୍ଷାନ୍ତ ରହିବାକୁ ବ୍ୟକ୍ତି ଏବଂ ଅନୁଷ୍ଠାନକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସତର୍କ କରାଯାଇଛି। ଏସବୁ କଦାପି ବରଦାସ୍ତ କରାଯିବନି ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି। 

Powered by Froala Editor

Tags srimandir

Related articles Odisha News Lens 4.1

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ
    ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15332
    Mar 04, 2026
  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ
    ଦେଶ-ଦେଶାନ୍ତର

    ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ

    14242
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ
    ବିଶେଷ

    ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13843
    Mar 02, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    14998
    Mar 04, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି
    ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14080
    Mar 04, 2026
  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ
    ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14605
    Mar 03, 2026
  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି
    ଦେଶ-ଦେଶାନ୍ତର

    ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି

    14776
    Mar 02, 2026
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ
    ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    15013
    Mar 04, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି
    ବିଶେଷ

    ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14633
    Mar 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    15013
    Mar 04, 2026
  • ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14605
    Mar 03, 2026
  • ଦେଶ-ଦେଶାନ୍ତର

    ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି

    14776
    Mar 02, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17358
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17426
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17772
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16245
    Apr 03, 2021

ବିଶେଷ

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14633
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13843
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15010
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14630
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14431
    Feb 26, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15124
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14975
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14488
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16107
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14605
    Mar 03, 2026
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    15013
    Mar 04, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13843
    Mar 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In