Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ...

  • ମୁକାମ୍‌ରେ କ୍ଷମା ପ୍ରାର୍ଥନା କରନ୍ତୁ, ...

  • ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ...

  • ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ...

  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ...

  • SBI ରେ ସାଇବର ଆଟାକ୍ , ୩ ହଜାର ୮୯୭ ଗ୍ରାହକଙ୍କ ...

  • ଟିଭି ଚ୍ୟାନେଲ୍‌ଗୁଡ଼ିକ ପାଇଁ ନୂଆ ...

  • ବିଜେପିକୁ ବଡ଼ ଝଟକା: ବିଧାୟକ କୁଶାଗ୍ର ...

  • ସୌରଭ ଦାସ ଓ ଆଶୁତୋଷ ରାଙ୍କାଙ୍କୁ କ୍ରାଇମ ...

  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ...

ରାଜ୍ୟ
Home ›› ରାଜ୍ୟ ››ଘୁଷୁରି ଶିକାର କଲା ବାଘୁଣୀ ଜୀନତ୍‌

ଘୁଷୁରି ଶିକାର କଲା ବାଘୁଣୀ ଜୀନତ୍‌

2024-11-16 17:51:29
13751
Share:
Facebook
Twitter
E-Mail
WhatsApp
Telegram
ଘୁଷୁରି ଶିକାର କଲା ବାଘୁଣୀ ଜୀନତ୍‌

ଶିମିଳିପାଳର ସଫ୍ଟ ଏନକ୍ଲୋଜରରେ ଶିକାର କଲା ବାଘୁଣୀ 'ଜୀନତ୍‌'। ଏହା ତାର ପ୍ରଥମ ଶିକାର। ରାତି ପ୍ରାୟ ୧୦ଟା ସମୟରେ ଏନକ୍ଲୋଜରରେ ଏକ ଘୁଷୁରିକୁ ଶିକାର କରି ଖାଇଛି। ଏହା ଭଲ ଲକ୍ଷଣ ବୋଲି ବିଶେଷଜ୍ଞ ମତ ଦେଇଛନ୍ତି। ମହାରାଷ୍ଟ୍ରରୁ ଆସିଥିବା ବାଘୁଣୀ 'ଜୀନତ୍‌ 'ର ସ୍ୱାସ୍ଥ୍ୟାବସ୍ଥା ଭଲ ଥିବା ସୂଚନା ମିଳିଛି।

ତାକୁ ଚହଲାସ୍ଥିତ ଏନକ୍ଲୋଜରରେ ଛଡ଼ାଯାଇଥିଲା। ସଫ୍ଟ ଏନକ୍ଲୋଜରରେ ଚାପମୁକ୍ତ ହୋଇ ଦୁଇଟି ଶିକାର କରି ପରିବେଶ ସହ ଖାପ ଖୁଆଇବା ପରେ ଜିନତକୁ ଉତ୍ତର ଶିମିଳିପାଳ କୋରକୁ ଛଡ଼ାଯିବ।

ମହାରାଷ୍ଟ୍ର ରାଜ୍ୟର ତଡ଼ୋବା ଅନ୍ଧାରୀ ବ୍ୟାଘ୍ର ପ୍ରକଳ୍ପରୁ ୨ଟି ମାଈ ବାଘ ଶିମିଳିପାଳକୁ ଆଣିବା ପାଇଁ ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରାଧିକରଣକୁ ପ୍ରସ୍ତାବ ଦିଆଯାଇଥିଲା। ପ୍ରଥମ ପର୍ଯ୍ୟାୟରେ ବାଘୁଣୀ ‘ଯମୁନା’କୁ ଅଣାଯାଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ବାଘୁଣୀ ‘ଜୀନତ୍‌’ ପହଞ୍ଚିଛି। ଅକ୍ଟୋବର ୨୮ତାରିଖରେ ସଫ୍ଟ ଏନକ୍ଲୋଜରରେ ଛଡ଼ାଯାଇଥିବା ଅଢ଼େଇ ବର୍ଷୀୟା ବାଘୁଣୀ ଯମୁନା ଦୁଇଟି ଶିକାର କରିବା ପରେ ତା’କୁ ନିକଟରେ ଦକ୍ଷିଣ ଶିମିଳିପାଳର କୋରକୁ ଛଡ଼ାଯାଇଥିଲା। ଏବେ ସେ ସେଠି ମୁକ୍ତ ବିଚରଣ କରୁଛି। ୧୩ ତାରିଖ ‘ଜୀନତ୍‌’ ପହଞ୍ଚିବା ପରେ ତାକୁ ଯଶିପୁର ପଟୁ ଶିମିଳିପାଳ ଭିତରକୁ ନିଆଯାଇଛି।

Powered by Froala Editor

Tags jeenat

Related articles Odisha News Lens 4.1

  • ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ଲିକ୍
    ଦେଶ-ଦେଶାନ୍ତର

    ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ଲିକ୍

    14002
    Oct 22, 2026
  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ
    ବାଣିଜ୍ୟ

    ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    14848
    Oct 22, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ...
    ବାଣିଜ୍ୟ

    ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ...

    14194
    Oct 21, 2026
  • ସୌରଭ ଦାସ ଓ ଆଶୁତୋଷ ରାଙ୍କାଙ୍କୁ କ୍ରାଇମ ବ୍ରାଞ୍ଚର ସମନ
    ଦେଶ-ଦେଶାନ୍ତର

    ସୌରଭ ଦାସ ଓ ଆଶୁତୋଷ ରାଙ୍କାଙ୍କୁ କ୍ରାଇମ ବ୍ରାଞ୍ଚର ସମନ

    14179
    Oct 22, 2026
  • SBI ରେ ସାଇବର ଆଟାକ୍ , ୩ ହଜାର ୮୯୭ ଗ୍ରାହକଙ୍କ ଡାଟା ଲିକ୍
    ଦେଶ-ଦେଶାନ୍ତର

    SBI ରେ ସାଇବର ଆଟାକ୍ , ୩ ହଜାର ୮୯୭ ଗ୍ରାହକଙ୍କ ଡାଟା ଲିକ୍

    14106
    Oct 22, 2026
  • ଟିଭି ଚ୍ୟାନେଲ୍‌ଗୁଡ଼ିକ ପାଇଁ ନୂଆ ପରାମର୍ଶ
    ଦେଶ-ଦେଶାନ୍ତର

    ଟିଭି ଚ୍ୟାନେଲ୍‌ଗୁଡ଼ିକ ପାଇଁ ନୂଆ ପରାମର୍ଶ

    15516
    Oct 22, 2026
  • ମୁକାମ୍‌ରେ କ୍ଷମା ପ୍ରାର୍ଥନା କରନ୍ତୁ, ଦୀର୍ଘଦିନର ବିବାଦ ତୁଟିଯିବ: ବିଷ୍ଣୋଇ ସମାଜ
    ଦେଶ-ଦେଶାନ୍ତର

    ମୁକାମ୍‌ରେ କ୍ଷମା ପ୍ରାର୍ଥନା କରନ୍ତୁ, ଦୀର୍ଘଦିନର ବିବାଦ ତୁଟିଯିବ: ବିଷ୍ଣୋଇ ସମାଜ

    13453
    Oct 22, 2026
  • ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ନେଇ ଆସିଲା ଏହି ଖବର, ଜାଣନ୍ତୁ....
    ଦେଶ-ଦେଶାନ୍ତର

    ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ନେଇ ଆସିଲା ଏହି ଖବର, ଜାଣନ୍ତୁ....

    15208
    Oct 22, 2026
  • ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ଓ ଅମିର
    ମନୋରଞ୍ଜନ

    ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ଓ ଅମିର

    14197
    Oct 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    14848
    Oct 22, 2026
  • ଦେଶ-ଦେଶାନ୍ତର

    ସୌରଭ ଦାସ ଓ ଆଶୁତୋଷ ରାଙ୍କାଙ୍କୁ କ୍ରାଇମ ବ୍ରାଞ୍ଚର ସମନ

    14179
    Oct 22, 2026
  • ଦେଶ-ଦେଶାନ୍ତର

    ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ଲିକ୍

    14002
    Oct 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17207
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17904
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17848
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18273
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    15012
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15465
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14808
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14903
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15907
    Sep 29, 2026

ବାଣିଜ୍ୟ

ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ବ୍ୟାରେଲ୍‌ ପିଛା ଦର ୧୪୦ ଡଲାରରୁ ଅଧିକ ହୋଇଯିବ। ମଧ୍ୟପ୍ରାଚ୍ୟରେ ଦେଖାଦେଇଥିବା ଉତ୍ତେଜନା, ଭୂରାଜନୈତିକ ସଙ୍କଟ ପାଇଁ ତେଲ ମହଙ୍ଗା ହେବ ବୋଳି ଗୋଲ୍ଡମ୍ୟାନ୍‌ ସଚ୍‌ସ ଏହାର ଏକ ରିପୋର୍ଟରେ ଜଣାଇଛି। ତେବେ ମଧ୍ୟପ୍ରାଚ୍ୟରୁ ଯୋଗାଣରେ ସୁଧାର ହେଉଥିବାରୁ ଦ ...

  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14194
    Oct 21, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14607
    Oct 16, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14635
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    14001
    Oct 14, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ଓ ଅମିର

    14197
    Oct 22, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14194
    Oct 21, 2026
  • ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ଲିକ୍

    14002
    Oct 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In