Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, May 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ...

  • ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ...

  • ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ...

  • ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ...

  • ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ...

  • ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ: ୟୁପିଆଇ ...

  • ଛୋଟ ଡ୍ରେସ୍ ପିନ୍ଧି ରିଲ୍ସ କରୁଥିଲା ବୋହୂ, ...

  • ପେଟ୍ରୋଲ, ଡିଜେଲ ସଙ୍କଟ : ଆରମ୍ଭ ହୋଇପାରେ ...

  • ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ...

  • ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ...

ବିଶେଷ
Home ›› ବିଶେଷ ››ବିବାହ ପରେ ଚାକିରି ଛାଡ଼ିବାକୁ ବାଧ୍ୟ ହେଉଛନ୍ତି ୧୨% ମହିଳା

ବିବାହ ପରେ ଚାକିରି ଛାଡ଼ିବାକୁ ବାଧ୍ୟ ହେଉଛନ୍ତି ୧୨% ମହିଳା

2024-11-17 05:17:31
15248
Share:
Facebook
Twitter
E-Mail
WhatsApp
Telegram
ବିବାହ ପରେ ଚାକିରି ଛାଡ଼ିବାକୁ ବାଧ୍ୟ ହେଉଛନ୍ତି ୧୨% ମହିଳା

ବିଶ୍ବରେ ବିବାହକୁ ଜୀବନର ଏକ ନୂଆ ଆରମ୍ଭ ଭାବରେ ପାଳନ କରାଯାଇଥାଏ। ଭାରତରେ ଏହା କିଛି କମ୍‌ ନୁହେଁ। ସାଧାରଣ ହୁଅନ୍ତୁ ଅବା କର୍ମଜୀବୀ, ସବୁ ବର୍ଗର ମହିଳା ବିବାହକୁ ନେଇ ଅନେକ ଯୋଜନା କରିଥାନ୍ତି। କିନ୍ତୁ ପରବର୍ତ୍ତୀ ସମୟରେ ଅନେକଙ୍କର ଯୋଜନା ଫଳବତୀ ହୋଇନଥାଏ। ବହୁ ମହିଳା ପାରିବାରିକ ଓ ବୃତ୍ତିଗତ ଜୀବନ ମଧ୍ୟରେ ସନ୍ତୁଳନ ରକ୍ଷା କରିପାରି ନଥାଆନ୍ତି। କେତେକ ଘରଠାରୁ ଅଲଗା ହୋଇଯାଆନ୍ତି କିମ୍ବା ଚାକିରି ଛାଡ଼ିବାକୁ ବାଧ୍ୟ ହୋଇଥାନ୍ତି। ବିଶ୍ବ ବ୍ୟାଙ୍କର ସଦ୍ୟତମ ତଥ୍ୟରୁ ଜଣାପଡ଼ିଛି ଯେ ବିବାହ ପରେ ଭାରତୀୟ ମହିଳାଙ୍କ ପାଇଁ ନିଯୁକ୍ତି ହାର ଏକ ତୃତୀୟାଂଶ ହ୍ରାସ ପାଉଛି। ଯାହା ସମାଜରେ ଜଡ଼ିତ ଗଭୀର ଲିଙ୍ଗଗତ ଅସମାନତାକୁ ଦର୍ଶାଉଛି।
ବିବାହ ପରେ ମହିଳାଙ୍କ ଉପରେ ପରିବାର ଦାୟିତ୍ବ ନ୍ୟସ୍ତ ହୋଇଥାଏ। କର୍ମଜୀବୀ ମହିଳାଙ୍କ ପାଇଁ ଉଭୟ ପରିବାର ଓ ଚାକିରି ଜୀବନ ମଧ୍ୟରେ ସନ୍ତୁଳନ ରକ୍ଷା କରିବା କାଠିକର ପାଠ ହୋଇଥାଏ। ଏଥିରେ ବିଫଳ ହୋଇ କେତେକ ମହିଳା ପରିବାରକୁ ପ୍ରାଥମିକତା ଦେଇ ଚାକିରି ଛାଡ଼ିବାକୁ ବାଧ୍ୟ ହୋଇଥାନ୍ତି। ଉଭୟ ମଧ୍ୟରେ ସନ୍ତୁଳନ ରକ୍ଷା କରି ଚାଲିଥିବା ଆଉ କେତେକ ମହିଳା ଯେବେ ମାତୃତ୍ବ ଲାଭ କରନ୍ତି, ଉଭୟ ପରିବାର ଦାୟିତ୍ବ ଓ ଶିଶୁର ଯତ୍ନ ପାଇଁ ସମୟ ଅଭାବରୁ ଚାକିରି ଛାଡ଼ିବାକୁ ବାଧ୍ୟ ହୋଇଥାନ୍ତି। ପରିସଂଖ୍ୟାନ ଅନୁଯାୟୀ, ବିବାହ ପରେ ପ୍ରାୟ ୧୨% ମହିଳା ଚାକିରି ଛାଡ଼ିବାକୁ ବାଧ୍ୟ ହୋଇଥାନ୍ତି।
ଅନ୍ୟପକ୍ଷରେ ପୁରୁଷ କର୍ମଜୀବୀଙ୍କ କ୍ଷେତ୍ରରେ ବିବାହ ପରେ ରୋଜଗାର ହାର ୧୩% ବୃଦ୍ଧି ପାଇଛି, ଯାହା ଲିଙ୍ଗଗତ ଅସମାନତାକୁ ଦର୍ଶାଉଛି। ପରିବାର ଦାୟିତ୍ବ ଓ ସୁଗୃହିଣୀ ହେବା ପାଇଁ ପାରମ୍ପରିକ ବୋଝ ମୁଣ୍ଡାଇ ଚାଲିଥିବା ମହିଳା ନିଜ ବୃତ୍ତିଗତ ଅଭିଳାଷକୁ ଭୁଲିବାକୁ ବାଧ୍ୟ ହେଉଛନ୍ତି।
ସାମାଜିକ ମାନଦଣ୍ଡ ପୂରଣ କରିବା ପାଇଁ ମହିଳା ପରିବାର ଦାୟିତ୍ବକୁ ପ୍ରାଥମିକତା ଦେବା ସହ ସମୟ ଅଭାବରୁ ଚାକିରି ଛାଡ଼ୁଛନ୍ତି, ଅଥବା କମ୍‌ ଦରମା ମିଳୁଥିବା ଓ କମ୍‌ ଦାୟିତ୍ବ ଥିବା ଚାକିରିକୁ ବାଛୁଛନ୍ତି। ଏହା କେବଳ ସେମାନଙ୍କ ଆର୍ଥିକ ସ୍ବତନ୍ତ୍ରତାକୁ ରୋକୁନାହିଁ ବରଂ ଲିଙ୍ଗଗତ ଅସମାନତାକୁ ମଧ୍ୟ ପ୍ରୋତ୍ସାହନ ଦେଉଛି। ଭାରତ ପରି ଏକ ବିକାଶଶୀଳ ରାଷ୍ଟ୍ରରେ ଅଭିବୃଦ୍ଧି ପାଇଁ ପ୍ରତ୍ୟେକ ଅବଦାନ ଗୁରୁତ୍ୱପୂର୍ଣ୍ଣ, ତେଣୁ ମହିଳାଙ୍କୁ କର୍ମକ୍ଷେତ୍ରରୁ ବାଦ ଦେବା ଏକ ବୃହତ କ୍ଷତିର କାରଣ ହେବ। ଅଧ୍ୟୟନଗୁଡିକ କ୍ରମାଗତ ଭାବରେ ଦର୍ଶାଉଛି ଯେ ମହିଳା ଶ୍ରମିକଙ୍କ ଅଂଶଗ୍ରହଣ ଭାରତର ଜିଡିପିକୁ ବହୁଗୁଣିତ କରିପାରିବ ଏବଂ ଦୀର୍ଘସ୍ଥାୟୀ ଅର୍ଥନୈତିକ ସ୍ଥିରତା ଆଣିବ।
ତେଣୁ ଏଥିରେ ସୁଧାର ପାଇଁ ପ୍ରଥମେ ସାଂସ୍କୃତିକ ଓ ପାରମ୍ପରିକ ପରିବର୍ତ୍ତନ ଆବଶ୍ୟକ। ଲିଙ୍ଗଗତ ଅସମାନତାକୁ ଦୂର କରି ପରିବାର ଦାୟିତ୍ବ ସମାନ ଭାବେ ଉଭୟ ମହିଳା ଓ ପୁରୁଷଙ୍କ ଉପରେ ନ୍ୟସ୍ତ ହେବା ଆବଶ୍ୟକ। ଏଥିନିମନ୍ତେ ବ୍ୟାପକ ସଚେତନତା ଅଭିଯାନ ଓ ଶିକ୍ଷା ଆବଶ୍ୟକ। ଏ କ୍ଷେତ୍ରରେ ଉଭୟ ସରକାର ଏବଂ ଘରୋଇ କ୍ଷେତ୍ର ଏକତ୍ର କାମ କରିବା ଆବଶ୍ୟକ। ମହିଳାଙ୍କ ପାଇଁ ମାତୃତ୍ବ ଛୁଟି, ସୁହାଇବା ପରି କାର୍ଯ୍ୟ ସମୟ ଏବଂ ସୁଲଭ ଶିଶୁ ଯତ୍ନ ସେବା ପ୍ରଦାନ କଲେ ମହିଳାଙ୍କ ଉପରେ ଚାପ କମିବ ଓ କର୍ମଜୀବୀ ମହିଳାଙ୍କ ସଂଖ୍ୟା ବୃଦ୍ଧିପାଇବ।

Powered by Froala Editor

Tags Job

Related articles Odisha News Lens 4.1

  • ପେଟ୍ରୋଲ, ଡିଜେଲ ସଙ୍କଟ : ଆରମ୍ଭ ହୋଇପାରେ ୱାର୍କଫ୍ରମ ହୋମ୍ ଓ ଲକ୍‌ଡାଉନ
    ଦେଶ-ଦେଶାନ୍ତର

    ପେଟ୍ରୋଲ, ଡିଜେଲ ସଙ୍କଟ : ଆରମ୍ଭ ହୋଇପାରେ ୱାର୍କଫ୍ରମ ହୋମ୍ ଓ ଲକ୍‌ଡାଉନ

    14394
    May 11, 2026
  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ
    ଦେଶ-ଦେଶାନ୍ତର

    ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ

    15087
    May 11, 2026
  • ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...
    ରାଜନୀତି

    ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...

    13683
    May 11, 2026
  • ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ହେଲେ ଟିଭିକେ ଦଳର ସଦସ୍ୟ
    ଦେଶ-ଦେଶାନ୍ତର

    ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ହେଲେ ଟିଭିକେ ଦଳର ସଦସ୍ୟ

    14559
    May 10, 2026
  • ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?

    13862
    May 10, 2026
  • ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ଘଟଣା: ତିନି ସନ୍ଦିଗ୍ଧ ଗିରଫ
    ଦେଶ-ଦେଶାନ୍ତର

    ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ଘଟଣା: ତିନି ସନ୍ଦିଗ୍ଧ ଗିରଫ

    15653
    May 11, 2026
  • ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    13418
    May 11, 2026
  • ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ:  ୟୁପିଆଇ ପେମେଣ୍ଟ ପାଇଁ ଧରାପଡ଼ିଲେ ୩ ସନ୍ଦିଗ୍ଧ
    ଦେଶ-ଦେଶାନ୍ତର

    ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ: ୟୁପିଆଇ ପେମେଣ୍ଟ ପାଇଁ ଧରାପଡ଼ିଲେ ୩ ସନ୍ଦିଗ୍ଧ

    13846
    May 11, 2026
  • ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ଗହଣା କିଣନ୍ତୁ ନାହିଁ
    ଦେଶ-ଦେଶାନ୍ତର

    ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ଗହଣା କିଣନ୍ତୁ ନାହିଁ

    13988
    May 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ଗହଣା କିଣନ୍ତୁ ନାହିଁ

    13988
    May 11, 2026
  • ଦେଶ-ଦେଶାନ୍ତର

    ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ: ୟୁପିଆଇ ପେମେଣ୍ଟ ପାଇଁ ଧରାପଡ଼ିଲେ ୩ ସନ୍ଦିଗ୍ଧ

    13846
    May 11, 2026
  • ରାଜନୀତି

    ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...

    13683
    May 11, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17470
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17520
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17878
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16351
    Apr 03, 2021

ବିଶେଷ

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16073
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14518
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15477
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15224
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    14024
    May 02, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15395
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15133
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15625
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13947
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ଗହଣା କିଣନ୍ତୁ ନାହିଁ

    13988
    May 11, 2026
  • ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...

    13683
    May 11, 2026
  • ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ଘଟଣା: ତିନି ସନ୍ଦିଗ୍ଧ ଗିରଫ

    15653
    May 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In