Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗୋଲ୍ଡେନ ବନାରସୀ ଶାଢ଼ିରେ ନୀତାଙ୍କ ...

  • ଖାଇବା ତେଲଠୁ ସାବୁନ, ବିସ୍କୁଟ...ସବୁ ...

  • ବିଜୟଙ୍କ ଶପଥ ଗ୍ରହଣ ସମାରୋହରେ ତ୍ରିଶା ...

  • ତାମିଲନାଡୁରେ ବିଜୟ ସରକାର ଆରମ୍ଭ

  • ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ...

  • ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ

  • ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ...

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ...

  • ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ...

  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଆମେରିକାର ଦୂରଗାମୀ କ୍ଷେପଣାସ୍ତ୍ର ବ୍ୟବହାର କରିବାକୁ ୟୁକ୍ରେନକୁ ଅନୁମତି ଦେଲେ ବାଇଡେନ

ଆମେରିକାର ଦୂରଗାମୀ କ୍ଷେପଣାସ୍ତ୍ର ବ୍ୟବହାର କରିବାକୁ ୟୁକ୍ରେନକୁ ଅନୁମତି ଦେଲେ ବାଇଡେନ

2024-11-18 10:46:27
14610
Share:
Facebook
Twitter
E-Mail
WhatsApp
Telegram
ଆମେରିକାର ଦୂରଗାମୀ କ୍ଷେପଣାସ୍ତ୍ର ବ୍ୟବହାର କରିବାକୁ ୟୁକ୍ରେନକୁ ଅନୁମତି ଦେଲେ ବାଇଡେନ

 ନୂଆଦିଲ୍ଲୀ: ରୁଷ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ଅଧିକ ତୀବ୍ର କରୁଛନ୍ତି ଆମେରିକାର ବିଦାୟୀ ରାଷ୍ଟ୍ରପତି ଜୋ ବାଇଡେନ। କାର୍ଯ୍ୟରୁ ଅବ୍ୟାହତି ନେବା ପୂର୍ବରୁ ଦୁଇ ଦେଶ ମଧ୍ୟରେ ଲାଗିଥିବା ଉତ୍ତେଜନାକୁ ଶୀର୍ଷ ସ୍ଥାନରେ ପହଞ୍ଚାଇବାକୁ ବାଇଡେନ ଉଦ୍ୟମ କରୁଥିବା ତାଙ୍କ ପଦକ୍ଷେପରୁ ସ୍ପଷ୍ଟ ଜଣାପଡ଼ୁଛି। ନବନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୁଦ୍ଧ ବନ୍ଦ କରିବାକୁ ୟୁକ୍ରେନ ଏବଂ ରୁଷକୁ ପରାମର୍ଶ ଦେଇଆସୁଥିବାବେଳେ ବାଇଡେନ କିନ୍ତୁ ଆମେରିକାର ଦୂରଗାମୀ କ୍ଷେପଣାସ୍ତ୍ର ବ୍ୟବହାର କରିବାକୁ ୟୁକ୍ରେନକୁ ଅନୁମତି ଦେଇଛନ୍ତି। ରୁଷ ଏହାକୁ ପୂର୍ବରୁ ବିରୋଧ କରିଆସୁଛି। ବର୍ତ୍ତମାନ ଯଦି ୟୁକ୍ରେନ ଆମେରିକାର ଦୂରଗାମୀ କ୍ଷେପଣାସ୍ତ୍ର ବ୍ୟବହାର କରେ ତେବେ ଏହାକୁ ଯୁଦ୍ଧରେ ଆମେରିକାର ସିଧାସଳଖ ସମ୍ପୃକ୍ତି ବୋଲି ରୁଷ ମାନିନେବ ଏବଂ ଏହାର କଡ଼ା ଜବାବ ଦିଆଯିବ ବୋଲି ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ କହିଥିଲେ। ଏପରି ସ୍ଥିତିରେ ବାଇଡେନଙ୍କ ନିଷ୍ପତ୍ତି ଆମେରିକାବାସୀଙ୍କୁ ଆଶ୍ଚର୍ଯ୍ୟ କରିଛି। ଯିବା ପୂର୍ବରୁ ସେ ଯୁଦ୍ଧକୁ ନୂଆ ସ୍ତରକୁ ନେବାକୁ ଚାହୁଁଥିବା ସ୍ପଷ୍ଟ ହେଉଛି ବୋଲି କିଛି ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି।

Powered by Froala Editor

Tags Bidden

Related articles Odisha News Lens 4.1

  • ବିଜୟଙ୍କ ଶପଥ ଗ୍ରହଣ ସମାରୋହରେ ତ୍ରିଶା କୃଷ୍ଣନ
    ଦେଶ-ଦେଶାନ୍ତର

    ବିଜୟଙ୍କ ଶପଥ ଗ୍ରହଣ ସମାରୋହରେ ତ୍ରିଶା କୃଷ୍ଣନ

    15222
    May 10, 2026
  • ଖାଇବା ତେଲଠୁ ସାବୁନ, ବିସ୍କୁଟ...ସବୁ ହୋଇଯିବ ମହଙ୍ଗା
    ଦେଶ-ଦେଶାନ୍ତର

    ଖାଇବା ତେଲଠୁ ସାବୁନ, ବିସ୍କୁଟ...ସବୁ ହୋଇଯିବ ମହଙ୍ଗା

    14422
    May 10, 2026
  • ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ
    ଦେଶ-ଦେଶାନ୍ତର

    ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ

    14408
    May 09, 2026
  • ତାମିଲନାଡୁରେ ବିଜୟ ସରକାର ଆରମ୍ଭ
    ଦେଶ-ଦେଶାନ୍ତର

    ତାମିଲନାଡୁରେ ବିଜୟ ସରକାର ଆରମ୍ଭ

    14757
    May 10, 2026
  • ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ଯୋଗୁଁ ସୋମନାଥ ମନ୍ଦିର ଆଜି ନୂତନ ରୂପରେ ...
    ଦେଶ-ଦେଶାନ୍ତର

    ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ଯୋଗୁଁ ସୋମନାଥ ମନ୍ଦିର ଆଜି ନୂତନ ରୂପରେ ...

    15512
    May 09, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ
    ବିଶେଷ

    ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15650
    May 09, 2026
  • ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ, ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ, ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

    14819
    May 09, 2026
  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର
    ଦେଶ-ଦେଶାନ୍ତର

    ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର

    14065
    May 08, 2026
  • ଗୋଲ୍ଡେନ ବନାରସୀ ଶାଢ଼ିରେ ନୀତାଙ୍କ ରାଜକୀୟ ଠାଣି, ଏହି ଶାଢ଼ି ତିଆରି ପାଇଁ ଲାଗିଥିଲା ୫ ...
    ମନୋରଞ୍ଜନ

    ଗୋଲ୍ଡେନ ବନାରସୀ ଶାଢ଼ିରେ ନୀତାଙ୍କ ରାଜକୀୟ ଠାଣି, ଏହି ଶାଢ଼ି ତିଆରି ପାଇଁ ଲାଗିଥିଲା ୫ ...

    15405
    May 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15650
    May 09, 2026
  • ଦେଶ-ଦେଶାନ୍ତର

    ଇସିଙ୍କ ୱେବ୍‌ସାଇଟ୍‌ ହ୍ୟାକ୍‌ କରିବାକୁ ୬୮ ଲକ୍ଷ ଥର ଉଦ୍ୟମ

    15162
    May 08, 2026
  • ଦେଶ-ଦେଶାନ୍ତର

    ତାମିଲନାଡୁରେ ବିଜୟ ସରକାର ଆରମ୍ଭ

    14757
    May 10, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17465
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17515
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17874
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16347
    Apr 03, 2021

ବିଶେଷ

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15650
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14463
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15427
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15174
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13975
    May 02, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15388
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15127
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15619
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13941
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ଯୋଗୁଁ ସୋମନାଥ ମନ୍ଦିର ଆଜି ନୂତନ ରୂପରେ ବିରାଜମାନ ହୋଇପାରିଛି: ମୋଦୀ

    15512
    May 09, 2026
  • ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ, ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

    14819
    May 09, 2026
  • ଆଜୀବନ କାରାଦଣ୍ଡାଦେଶ କଏଦୀଙ୍କୁ ବିବାହ କଲେ ଜେଲର

    14065
    May 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In